ଜାତୀୟ

ଜର୍ମାନ ଏୟାରଲାଇନ୍ସ ଉପରେ ଗୋ ଫାଷ୍ଟ ଭଳି ସଙ୍କଟ

ବର୍ଲିନ/ନୂଆଦିଲ୍ଲୀ,୪।୫: ଗୋ ଫାଷ୍ଟ ଏୟାର ଲାଇନ୍ସ ମେ’ ୯ ପର୍ଯ୍ୟନ୍ତ ତା’ର ଉଡାଣକୁ ରଦ୍ଦ କରିଦେଇଛି। ଏହି ଗୁରୁତର ସଙ୍କଟ ପାଇଁ ଏୟାରଲାଇନ୍ସ ଆମେରିକା କମ୍ପାନୀ ପ୍ରେଡ ଏଣ୍ଡ ହ୍ବିଟନିକୁ ଦାୟୀ କରିଛି। ଏବେ ଜର୍ମାନ ଏୟାରଲାଇନ୍ସ ଲୁଫଥାଂସା ବି...

ନିମିଶା-ମେରିନ-ସୋନିଆଙ୍କ କାହାଣୀ: ଦି କେରଲା ଷ୍ଟୋରି…

ମୁମ୍ବାଇ,୪।୫ : ଜିହାଦର ଚକିରେ ପେଷି ହୋଇଥିବା ଅଣ-ମୁସଲମାନ ଝିଅଙ୍କ ଉପରେ ଆଧାରିତ ଚଳଚ୍ଚିତ୍ର ଦି କେରଲା ଷ୍ଟୋରି କେରଳର ପ୍ରେମ,ଧର୍ମାନ୍ତରୀକରଣ ଏବଂ ଆତଙ୍କବାଦ ସହ ଜଡିତ କାହାଣୀ ଏବେ ହେଡଲାଇନରେ ସ୍ଥାନ ପାଇଛି। ଫିଲ୍ମଟି ରିଲିଜ ହେବା ପୂର୍ବରୁ...

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ…

ଶ୍ରୀନଗର,୪।୫ : ଜମ୍ମୁ-କଶ୍ମୀରର କିସ୍ତୱର ଜିସ୍ଲାର ଦୂରବର୍ତ୍ତୀ ମଣ୍ଡୱାର ମାଖନା ଜଙ୍ଗଲରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ଦୁଇ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ହେଉଛି ସେନାର ଏଏଲଏଚ ଧ୍ରୁବ ହେଲିକପ୍ଟର। ସେନା ଅଧିକାରୀଙ୍କ ଅନୁଯାୟୀ...

କାନିମୋଝିଙ୍କୁ ଆଶ୍ୱସ୍ତି: ନିର୍ବାଚନ ରଦ୍ଦ କରିବା ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ…

ନୂଆଦିଲ୍ଲୀ,୪।୫ : ଡିଏମକେ ଏମପି କାନିମୋଝିି କରୁଣାନିଧିଙ୍କୁ ସୁପ୍ରିମକୋର୍ଟ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। କାନିମୋଝିଙ୍କ ନିର୍ବାଚନ ରଦ୍ଦ କରିବାକୁ ଦାବି କରି ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନକୁ ଶୀର୍ଷ କୋର୍ଟ ଖାରଜ କରିଦେଇଛନ୍ତି। ତାମିଲନାଡୁର ଥୋଥୁକୁଡି ଲୋକସଭା ଆସନରୁ...

ମୋ ରାଜ୍ୟ ଜଳୁଛି: ପ୍ରଧାନମନ୍ତ୍ରୀଙ୍କ ସହାୟତା ଲୋଡିଲେ ମେରିକୋମ…

ଇମ୍ଫାଲ,୪।୫ : ଖ୍ୟାତି ସମ୍ପନ୍ନ ବକ୍ସର ଏମସି ମେରିକୋମ ଗୁରୁବାର ମଣିପୁରରେ ଘଟିଥିବା ହିଂସାକୁ ଦୂର କରିବା ପାଇଁ କେନ୍ଦ୍ରର ସହାୟତା ଲୋଡିଛନ୍ତି। ବୁଧବାର ଏଠାରେ ଏକ ଆଦିବାସୀ ଆନ୍ଦୋଳନ ସମୟରେ ହିଂସା ଆରମ୍ଭ ହୋଇଥିଲା, ଯାହା ପରେ ରାଜ୍ୟର...

ରେସଲରଙ୍କ ସହ ବୁଧବାର ହୋଇଥିବା ଘଟଣାକୁ ନେଇ ଭାଜପା ଉପରେ ବର୍ଷିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୫: ରାଜଧାନୀ ଦିଲ୍ଲୀର ଜନ୍ତର ମନ୍ତରରେ ଧାରଣାରେ ବସିଥିବା ମହିଳା ରେସଲରଙ୍କ ସହ ବୁଧବାର ପୋଲିସର ଧକ୍କା ମରାକୁ ନେଇ ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ ବର୍ଷିଛନ୍ତି। ସେ କହିଛନ୍ତି ଦେଶର ଖେଳାଳିଙ୍କ ସହ ଏଭଳି...

କୁସ୍ତିଯୋଦ୍ଧାଙ୍କ ସପକ୍ଷରେ ବାହାରି କେନ୍ଦ୍ରକୁ ଟାର୍ଗେଟ କଲେ ସିଦ୍ଧୁ

ନୂଆଦିଲ୍ଲୀ,୪।୫: ଦିଲ୍ଲୀର ଯନ୍ତରମନ୍ତରରେ ରେସଲିଂ ଫେଡେରେଶନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ)ର ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଦୀର୍ଘ ଦିନ ଧରି କୁସ୍ତିଯୋଦ୍ଧାମାନେ ଧାରଣାରେ ବସିଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ରେସଲର ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ତିକ୍ତତା...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ହେବାକୁ ଲକ୍ଷ୍ୟ ରଖିଛନ୍ତି ଅଜିତ ପାଓ୍ବାର!

ମୁମ୍ବାଇ,୪।୫: ଏନସିପି ଅଧ୍ୟକ୍ଷ ପଦରୁ ଶରଦ ପାଓ୍ବାର ଇସ୍ତଫା ଦେବା ପରେ ମହାରାଷ୍ଟ୍ର ରାଜନୀତିରେ କଳ୍ପନା ଜଳ୍ପନା ଲାଗି ରହିଛି। ଉଦ୍ଧବ ଗ୍ରୁପର ଶିବସେନା ତା’ର ମୁଖପତ୍ର ‘ସାମନା’ରେ କିଛି ଦାବି କରିଛି। ସାମନାର ସମ୍ପାଦକୀୟରେ ଲେଖାଯାଇଛି, କି ଶରଦ...

କର୍ନାଟକରେ ଆଜି ପ୍ରଚାର କରିବେ ପ୍ରିୟଙ୍କା-ଖାର୍ଗେ

ବେଙ୍ଗାଲୁରୁ,୪।୫: କର୍ନାଟକରେ ବିଧାନସଭା ନିର୍ବାଚନ ମାତ୍ର ଅ ଦିନ ବାକି ଅଛି। ତେବେ ରାଜ୍ୟରେ ରାଜନୈତିକ ଦଳର ପ୍ରଚାର ଅଭିଯାନ ଦ୍ରୁତ ଗତିରେ ଆରମ୍ଭ ହୋଇଯାଇଛି। କଂଗ୍ରେସ ଦ ମ ଏହାର ଅଭିଯାନରେ ଜୋରଦାର ଆଗେଇ ଚାଲିଛି। ଷ୍ଟାର ପ୍ରଚାରକ...

‘ଆମେ ମେଡାଲ ଫେରାଇ ଦେବୁ’ ମିଡନାଇଟ ହଙ୍ଗାମା ପରେ ରେସଲରଙ୍କ ପ୍ରଥମ ପ୍ରେସ କନଫରେନ୍ସ, କହିଲେ ଆମ ଲଢେଇ ସରକାରଙ୍କ ସହ ନୁହେଁ

ନୂଆଦିଲ୍ଲୀ,୪।୫: ଜନ୍ତର ମନ୍ତରରେ ବୁଧବାର ବିଳମ୍ବିତ ରାତିରେ ହଙ୍ଗାମା ପରେ ଧାରଣାରେ ବସିଥିବା ରେସଲରମାନେ ଗୁରୁବାର ସକାଳେ ଏକ ପ୍ରେସ କନଫରେନ୍ସ କରିଛନ୍ତି। ଏମାନେ କହିଛନ୍ତି ଆମର ଲଢେଇ ସରକାର ଅଥବା ବିରୋଧୀଙ୍କ ସହ ନୁହେଁ। ଆମ ଲଢେଇ ବ୍ରିଜ...

ମନା କରିବା ପରେ ମଧ୍ୟ କାହିଁକି ବଢ଼ାଇଲ ଇଡ଼ି ମୁଖ୍ୟଙ୍କ କାର୍ଯ୍ୟାକାଳ: କେନ୍ଦ୍ରକୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୪।୫ : ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ରଙ୍କୁ ଦିଆଯାଇଥିବା ତୃତୀୟ ସେବା ସଂପ୍ରସାରଣ ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ପଚାରିଛନ୍ତି, ଏହା ଏତେ ଜରୁରୀ କି , ସର୍ବୋଚ୍ଚ ଅଦାଲତ ମନା କରିବା ସତ୍ତ୍ୱେ...

ଆବଶ୍ୟକ ପଡ଼ିଲେ ବଜରଙ୍ଗ ଦଳ ବିରୋଧରେ ପ୍ରତିବନ୍ଧକ ଲଗାଯିବ: ଭୁପେଶ ବାଘେଲ…

ରାୟପୁର,୪।୫ : ଛତିଶଗଡର ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ କରିଛନ୍ତି ଆବଶ୍ୟକ ପଡ଼ିଲେ ବଜରଙ୍ଗ ଦଳ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏବଂ ଯଦି ଜରୁରୀ ହୁଏ ତେବେ ରାଜ୍ୟରେ ସଂଗଠନ ଉପରେ ପ୍ରତିବନ୍ଧକ ଲଗାଇବାକୁ ବିଚାର କରିପାରନ୍ତି। ତାଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri