ଜାତୀୟ

୩୦୦ ସ୍ପିଡ୍‌ରେ ବାଇକ୍‌ ଚଳାଇ କରୁଥିଲେ ଭିଡିଓ, ଦୁର୍ଘଟଣାରେ ୟୁଟ୍ୟୁବରଙ୍କ ଜୀବନ ଗଲା

ଅଲୀଗଡ଼,୩ା୫: ୟୁଟ୍ୟୁବର ଅଗସ୍ତ୍ୟ ଚୌହାନଙ୍କ ବୁଧବାର ଏକ ଦୁର୍ଘଟଣାରେ ପ୍ରାଣହାନି ଘଟିଛି। ଅଗସ୍ତ୍ୟ ଭିଡିଓ କରିବା ପାଇଁ ତାଙ୍କ ରେସିଂ ବାଇକ୍‌ରେ ଆଗ୍ରା ଠାରୁ ଦିଲ୍ଲୀ ଯାଉଥିଲେ। ଏହି ସମୟରେ, ଯମୁନା ଏକ୍ସପ୍ରେସଓ୍ବେର ୪୭ ମାଇଲ ଦୂରରେ ତାଙ୍କ ବାଇକ...

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅପମାନଜନକ ଶବ୍ଦ କହି ଅଡୁଆରେ ପ୍ରିୟଙ୍କ ଖାର୍ଗେ, ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଅପମାନଜନକ ଶବ୍ଦ ବ୍ୟବହାର କରି ଅଡୁଆରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ପୁଅ ତଥା ବିଧାୟକ ପ୍ରିୟଙ୍କ ଖାର୍ଗେ। ବୁଧବାର ନିର୍ବାଚନ ଆୟୋଗ ପକ୍ଷରୁ ଏକ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି।...

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିସୋଡିଆ

ନୂଆଦିଲ୍ଲୀ,୩।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ଜାମିନ ପାଇଁ ବୁଧବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସିସୋଡିଆଙ୍କ ଜାମିନ ଆବେଦନକୁ ୨୮ ଏପ୍ରିଲରେ ଟ୍ରାଏଲ କୋର୍ଟ ଖାରଜ କରିଦେଇଥିଲେ।...

ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଝଟକା

ରାଞ୍ଚି,୩।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଝଟକା। ରାଞ୍ଚିର ଏମ୍‌ପି-ବିଧାୟକ କୋର୍ଟ ବୁଧବାର ମୋଦି ସରନେମ ମାମଲାରେ ବ୍ୟକ୍ତିଗତ ହାଜର ହେବା ଆବେଦନକୁ ଖାରଜ କରିଦେଇଛନ୍ତି। ରାଞ୍ଚିରେ ପ୍ରଦିପ ମୋଦି ନାମକ ଜଣେ ବ୍ୟକ୍ତିଙ୍କ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ବିରୋଧରେ...

ସଞ୍ଜୟ ସିଂଙ୍କୁ କ୍ଷମା ମାଗିନାହିଁ ଇଡି

ନୂଆଦିଲ୍ଲୀ,୩।୫: ଆମ ଆଦମୀ ପାର୍ଟି ଏମପି ସଞ୍ଜୟ ସିଂ ବୁଧବାର ତାଙ୍କର ଅଫିସିୟାଲ ଟୁଇଟର ଆକାଉଣ୍ଟରେ ଏକ ଭିଡିଓ ଜାରି କରିଥିଲେ। ଏଥିରେ ସେ ଦାବି କରିଥିଲେ କି ଦିଲ୍ଲୀ ଅବକାରୀ ନୀତି ଘୋଟାଲା ମାମଲାରେ ଚାର୍ଜସିଟରେ ତାଙ୍କ ନାମ...

ପ୍ରଧାନମନ୍ତ୍ରୀଙ୍କୁ ଭଗବାନ ଶିବଙ୍କ ସହ ତୁଳନା କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଦିଆଯାଇଥିବା ବିବୃତ୍ତି ଏବଂ ବଜରଙ୍ଗ ଦଳକୁ ନିଷିଦ୍ଧ କରିବା ବୟାନକୁ ନେଇ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଉପରେ ବର୍ଷିଛନ୍ତି। ବୁଧବାର କର୍ନାଟକରେ ନିର୍ବାଚନୀ ପ୍ରଚାର ସମୟରେ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ...

‘ୟୁପି-ବିହାରର ଶ୍ରମିକ ଗୋଆରେ…’ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କ ବୟାନକୁ ନେଇ ରାଗିଲେ ତେଜସ୍ବୀ

ପଣଜି,୩।୫: ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ଉତ୍ତର ପ୍ରଦେଶ ଓ ବିହାରର ୯୦ ପ୍ରତିଶତ ଶ୍ରମିକ ଗୋଆରେ ଅପରାଧ କରୁଛନ୍ତି। ତାଙ୍କର ଏହି ବୟାନକୁ ନେଇ ରାଜନୀତି ହୋଇଛି...

ଅତିକ-ଅଶରଫ ମାମଲା ପରେ ଭୟ କଲେଣି ମୁଖତାର ଅଂସାରି

ନୂଆଦିଲ୍ଲୀ,୩।୫: ଅତିକ ଅହମଦ ଓ ଅଶରଫ ଅହମଦଙ୍କ ହତ୍ୟା ପରେ ମାଫିଆ ମୁଖତାର ଅଂସାରି ଡରି ଯାଇଛନ୍ତି। ଗ୍ୟାଙ୍ଗଷ୍ଟରରୁ ରାଜନେତା ହୋଇଥିବା ପୂର୍ବାଞ୍ଚଳର ମାଫିଆ ଡନ ମୁଖତାର ଅଂସାରି ଆହ୍ଲାବାଦ ହାଇକୋର୍ଟରେ ସୁରକ୍ଷା ପାଇଁ ଆବେଦନ କରିଛନ୍ତି। ମୁଖତାରଙ୍କ ପତ୍ନୀ...

ରାଜନୈତିକ କନ୍ଦଳ ମଧ୍ୟରେ ଗେହଲଟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପାଇଲଟ

ଜୟପୁର,୩।୫: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ତିକ୍ତତା ଦେଖାଦେଇଛି। ତେବେ ସଚିନ ପାଇଲଟ ଏହି ରାଜନୈତିକ କନ୍ଦଳ ମଧ୍ୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ଜନ୍ମଦିନ ଭୁଲିନାହାଁନ୍ତି। ପାଇଲଟ ବୁଧବାର ଟୁଇଟର ମାଧ୍ୟମରେ...

‘ସେମାନେ ଆମକୁ ହରାଇ ପାରିବେ ନାହିଁ, ସେଥିପାଇଁ…’ ଅଙ୍କୋଲା ରାଲିରେ କଂଗ୍ରେସ ଉପରେ ବର୍ଷିଲେ ମୋଦି

ଅଙ୍କୋଲା,୩।୫: ଆଉ ମାତ୍ର ଗୋଟିଏ ସପ୍ତାହ ପରେ ଅର୍ଥାତ୍‌ ମେ’ ୧୦ରେ ହେବାକୁ ଯାଉଛି କର୍ନାଟକ ବିଧାନସଭା ନିର୍ବାଚନ। ଏହାର ଫଳାଫଳ ୧୩ ମେ’ରେ ଆସିବ। ଏହା ପୂର୍ବରୁ ସମସ୍ତ ରାଜନୈତିକ ଦଳ ଜୋରଦାର ନିର୍ବାଚନ ପ୍ରଚାର କରି ଭୋଟଙ୍କୁ...

ଆମେରିକାରେ କମିଲା ବାଇଡେନଙ୍କ ଲୋକପ୍ରିୟତା ହେଲେ ଭାରତରେ ବଢିଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୩।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଲୋକ ପ୍ରିୟତା ତାଙ୍କ ନିଜ ଦେଶରେ କମ ହୋଇଯାଇଛି। ହେଲେ ଭାରତରେ ବାଇଡେନଙ୍କ ଲୋକପ୍ରିୟତା ବଢି ଯାଇଛି। ଗତ ବର୍ଷ ରୁଷିଆ-ୟୁକ୍ରେନ ଯୁଦ୍ଧ ପରେ ବାଇଡେନ ଏମିତି କିଛି ନିଷ୍ପତ୍ତି ନେଇଥିଲେ, ଯାହାକି...

‘ପ୍ରିୟଙ୍କା ବେଷ୍ଟ ହିରୋ’…: ସିଟାଡେଲ ଦେଖି ପ୍ରତିକ୍ରିୟା ଦେଲେ ଆନନ୍ଦ ମହିନ୍ଦ୍ରା

ମୁମ୍ବାଇ: ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା ନିକଟରେ ବଲିଉଡ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ଅଭିନୀତ ଟିଭି ସିରିଜ ‘ସିଟାଡେଲ’ ଦେଖିଥିଲେ। ଏହାପରେ ଆନନ୍ଦ ମହିନ୍ଦ୍ରା ପ୍ରିୟଙ୍କାଙ୍କ ପ୍ରଶଂସା ନ କରି ରହି ପାରିଲେ ନାହିଁ। ସୋସିଆଲ ମିଡିଆରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri