ଜାତୀୟ

କର୍ନାଟକରେ କାଦୁଅଫିଙ୍ଗା

ବେଲୁର,୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କର୍ନାଟକରେ ନିର୍ବାଚନ ପ୍ରଚାର ବେଳେ କଂଗ୍ରେସରେ ଚାଲିଥିବା ଗୋଷ୍ଠୀକନ୍ଦଳକୁ ନେଇ ଉପହାସ କରିଛନ୍ତି। ବେଲୁରରେ ଏକ ସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ରାଜସ୍ଥାନ ହେଉ କି ଛତିଶଗଡ଼, ଯେଉଁଠି କଂଗ୍ରେସ ସରକାର...

ନୂଆ ସଚିବାଳୟ ଲୋକାର୍ପଣ କଲେ କେସିଆର୍‌

ହାଇଦ୍ରାବାଦ,୧ା୫: ସମ୍ବିଧାନ ପ୍ରଣେତା ବାବା ଭୀମରାଓ ଆମ୍ବେଡ୍‌କରଙ୍କ ନାମାନୁସାରେ ତେଲଙ୍ଗାନାର ନୂଆ ସଚିବାଳୟର ନାମକରଣ କରାଯାଇଛି। ଜନ ପ୍ରତିନିଧିମାନେ ଓ ସମ୍ପୂର୍ଣ୍ଣ ସରକାରୀ ବ୍ୟବସ୍ଥା ଭାରତୀୟ ସମ୍ବିଧାନର ସ୍ଥପତି ଅମ୍ବେଡକରଙ୍କ ଆଦର୍ଶକୁ ହୃଦୟଙ୍ଗମ କରିବା ଦିଗରେ କାର୍ଯ୍ୟ କରିବା ଉଚିତ...

‘ଦି କେରଲା ଷ୍ଟୋରି’: ରିଲିଜ୍‌ ପୂର୍ବରୁ ଝଡ଼

ଥିରୁଭାନନ୍ଥପୁରମ୍‌/ନୂଆଦିଲ୍ଲୀ,୧ା୫: ‘ଦି କଶ୍ମୀର ଫାଇଲ୍ସ’ ପରେ ଆଉ ଏକ ଭାରତୀୟ ସିନେମା ‘ଦି କେରଲା ଷ୍ଟୋରି’କୁ ନେଇ ଜାତୀୟ ରାଜନୀତିରେ ଝଡ଼ ସୃଷ୍ଟି ହୋଇଛି। ମେ’ ୫ରେ ମୁକ୍ତିଲାଭ କରିବାକୁ ଥିବା ଏହି ଫିଲ୍ମର ଟିଜର ଏପ୍ରିଲ ୨୬ରେ ସାମାଜିକ...

ଗୁଗଲ ଡକ୍ୟୁମେଣ୍ଟରେ ନୂଆ ଫିଚର

ନୂଆଦିଲ୍ଲୀ, ୧।୫: ସର୍ବବୃହତ୍‌ ସର୍ଚ୍ଚ ଇଞ୍ଜିନ୍‌ ଗୁଗଲ ନିୟମିତ ବ୍ୟବଧାନରେ ଛୋଟ ଛୋଟ ପରିବର୍ତ୍ତନ ମାଧ୍ୟମରେ ନିଜ ଗ୍ରାହକଙ୍କୁ ବାନ୍ଧି ରଖିବାକୁ ପ୍ରୟାସ ଜାରି ରଖିଛି। ନିକଟରେ ଗୁଗଲ ଡକ୍ୟୁମେଣ୍ଟ ଆପ୍ଲିକେଶନ ବ୍ୟବହାରକାରୀଙ୍କ ପାଇଁ ନୂଆ ଫିଚର ଆଣିଛି। ଏଣିକି...

ବିଷାକ୍ତ ଗ୍ୟାସ୍‌ ଲିକ୍‌: ୧୧ ମୃତ

ଲୁଧିଆନା,୧ା୫: ପଞ୍ଜାବର ଲୁଧିଆନା ଜିଲା ଗେସ୍‌ପୁରା ଅଞ୍ଚଳରେ ଥିବା ଏକ ଫ୍ୟାକ୍ଟ୍ରିରେ ରବିବାର ସକାଳେ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୫ ମହିଳା ୪ ପୁରୁଷ ଏବଂ ୨ ଜଣ ନାବାଳକ...

ଅଗଷ୍ଟ ୧ରୁ ସଂଯୁକ୍ତ କିଷାନ ମୋର୍ଚ୍ଚାର ଦେଶବ୍ୟାପୀ ବିକ୍ଷୋଭ

ନୂଆଦିଲ୍ଲୀ,୩୦ା୪: ଚାଷୀଙ୍କୁ ଉତ୍ପାଦିତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି), ପେନ୍‌ସନ ଏବଂ ବିସ୍ତୃତ ଫସଲ ବୀମା ଯୋଜନା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଅଗଷ୍ଟ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯିବ। କୃଷକ ସଙ୍ଗଠନ...

ପ୍ରଧାନମନ୍ତ୍ରୀ ଗାଳିଖାଇ କାନ୍ଦୁଛନ୍ତି, ମୋ ଭାଇ ଛାତିରେ ଗୁଳିବିଦ୍ଧ ପାଇଁ ପ୍ରସ୍ତୁତ, ରାହୁଲଙ୍କ ଠାରୁ କିଛି ଶିଖନ୍ତୁ: ପ୍ରିୟଙ୍କା…

ନୂଆଦିଲ୍ଲୀ,୩୦।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୯୧ ଗାଳି ଦିଆଯାଇଥିବା ମନ୍ତବ୍ୟର ଜବାବ କଂଗ୍ରେସ ଦେଇଛି। କଂଗ୍ରେସ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ପ୍ରୟଙ୍କା ଗାନ୍ଧୀ ଭଦ୍ରା ରବିବାର କହିଛନ୍ତି। ମୋଦି ଦେଶର ଜଣେ ଏଭଳି ପ୍ରଥମ ପ୍ରଧାନମନ୍ତ୍ରୀ ଯିଏକି ଗାଳିଖାଇ...

ସମସ୍ତ ରାଜ୍ୟ ଅନ୍ୟ ରାଜ୍ୟର ପ୍ରତିଷ୍ଠା ଦିବସ କରିବେ ପାଳନ: କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତି…

ନୂଆଦିଲ୍ଲୀ,୩୦।୪ : ଏବେ ଦେଶର ସମସ୍ତ ରାଜ୍ୟ ପରସ୍ପରର ପ୍ରତିଷ୍ଠା ଦିବସ ପାଳନ କରିବେ। କେନ୍ଦ୍ରର ଭାରତୀୟ ଜନତା ପାର୍ଟି ସରକାର ଏହି ବଡ଼ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଏହା ଅନ୍ତର୍ଗତ ସମସ୍ତ ରାଜ୍ୟ ବର୍ତ୍ତମାନ କେବଳ ନିଜର ପ୍ରତିଷ୍ଠା...

ଗରିବ ମା’ କରଜ ଫେରସ୍ତ ନ କରିବାରୁ ନାବାଳିକା ଝିଅଙ୍କୁ ଜୋରଜବରଦସ୍ତ ବିବାହ କଲେ ୪୦ ବର୍ଷ ବୟସ୍କ ବ୍ୟକ୍ତି…

ପାଟନା,୩୦।୪ : ବିହାରର ସିୱାନ ଜିଲାର ମେରଓ୍ବା ପୋଲିସ ଷ୍ଟେଶନ ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ୪୦ ବର୍ଷ ବୟସ୍କ ବ୍ୟକ୍ତି ୧୧ ବର୍ଷର ନାବାଳିକାକୁ ବିବାହ କରିଛନ୍ତି। କୁହାଯାଉଛି, ଅଭିଯୁକ୍ତ ନାବାଳିକାର ମା’ଙ୍କୁ ଦୁଇ...

ମୋ ସହିତ ଦୌଡ଼ି ପାରିବେ: ମୋଦିଙ୍କୁ ସିଦ୍ଧରାମୈୟାଙ୍କ ଚ୍ୟାଲେଞ୍ଜ…

ବେଙ୍ଗାଲୁରୁ,୩୦।୪ : କଂଗ୍ରେସର ବରିଷ୍ଠ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମୈୟା ତାଙ୍କ ସହ ଦୌଡ଼ି ପାରିବେ କି ବୋଲି ପଚାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚ୍ୟାଲେଞ୍ଜ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କର୍ନାଟକରେ ଏକ ରାଲିରେ କହିଥିଲେ, ପୂର୍ବତନ...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଶୋଇଥିଲେ ପୌର ଅଧିକାରୀ, ଭିଡ଼ିଓ ଭାଇରାଲ ପରେ ହେଲେ ନିଲମ୍ବିତ…

ଅହମଦାବାଦ,୩୦।୪ : ଗୁଜରାଟର କଚ୍ଛ ଜିଲ୍ଲାର ଭୁଜରେ ଜଣେ ପୌର ଅଧିକାରୀ ସରକାରୀ କାର୍ଯ୍ୟରେ ଶୋଇଥିବାରୁ ନିଲମ୍ବନ ହୋଇଛନ୍ତି। ନିଲମ୍ବିତ ଅଧିକାରୀ ଜିଗର ପଟେଲ ଭୁଜ ପୌରପାଳିକାର ମୁଖ୍ୟ ଅଧିକାରୀ। ଶନିବାର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ଏକ କାର୍ଯ୍ୟକ୍ରମ ଥିଲା।...

୨୦୨୬ରେ ପୁଣି କ୍ଷମତାକୁ ଫେରିବେ ମମତା: ଅଭିଷେକ ବାନାର୍ଜୀ…

କୋଲକାତା,୩୦।୪ : ତୃଣମୂଳ କଂଗ୍ରେସ (ଟିଏମସି) ଜାତୀୟ ମହାସଚିବ ତଥା ଏମପି ଅଭିଷେକ ବାନାର୍ଜୀ ଦାବି କରିଛନ୍ତି, ୨୦୨୬ ବିଧାନସଭା ନିର୍ବାଚନରେଟିଏମସି ୨୯୪ ଆସନ ମଧ୍ୟରୁ ୨୪୦ ଟି ଆସନ ଜିତିବ ଏବଂ ମମତା ବାନାର୍ଜୀଙ୍କ ସରକାର ପୁଣି ଥରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri