ଜାତୀୟ

ସୁପ୍ରିମକୋର୍ଟରେ ପହଞ୍ଚିଲା ଅତିିକ,ଅଶ୍ରଫ୍‌ ହତ୍ୟା ମାମଲା

ନୂଆ ଦିଲ୍ଲୀ,୧୭।୪: ପୋଲିସ ହେପାଜତରେ ହତ୍ୟା କରାଯାଇଥିବା ମାଫିଆ ଅତିିକ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ୍‌ଙ୍କ ହତ୍ୟା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚିଛି। ହତ୍ୟା ଘଟଣାର ତଦନ୍ତ ନେଇ ସର୍ବୋଚ୍ଚ ଅଦାଲତରେ ଏକ ପିଟିସନ ଦାଖଲ ହୋଇଛି। ଦାଖଲ...

ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥଙ୍କ କନଭେ୍‌ ଦୁର୍ଘଟଣାଗ୍ରସ୍ତ

ପାଟନା,୧୭।୪: ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କ କନଭେ୍‌ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏହି ଦୁର୍ଘଟଣା ହାଜିପୁରର ଭଗବାନପୁରର ରତନପୁରା ଗ୍ରାମ ନିକଟରେ ଘଟିଛି। ଏହି ଦୁର୍ଘଟଣାରେ ଅଗ୍ନିଶମ ଗାଡି ଓଲଟି ପଡିଛି। ଏଥିରେ ୯ ଜଣ ଆହତ...

ଅତିକ୍‌, ଅଶ୍ରଫ୍‌ ହତ୍ୟା ପଛରେ ସ୍କ୍ରିପ୍ଟ ଲେଖା ହୋଇଛି: ତେଜସ୍ବୀ

ନୂଆଦିଲ୍ଲୀ/ପାଟନା,୧୭।୪: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଅତିକ୍‌ ଅହମଦ ଏବଂ ଭାଇ ଅଶ୍ରଫ୍‌ଙ୍କୁ ପୋଲିସ ମେଡିକାଲ ଯାଞ୍ଚ ପାଇଁ ନେଉଥିବା ବେଳେ ହୋଇଥିବା ହତ୍ୟା ଘଟଣାକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପ ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ସୋମବାର ନିନ୍ଦା କରିଛନ୍ତି।...

ଏପ୍ରିଲ ୨୯ ଯାଏ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ,୧୭।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ପୁଣି ବୃଦ୍ଧି କରାଯାଇଛି। ସିବିଆଇ ମାମଲାରେ ସୋମବାର ରୌଜ ଏଭିନ୍ୟୁ କୋର୍ଟ ଶୁଣାଣି କରି ଏପ୍ରିଲ ୨୭...

ହସ୍ପିଟାଲରେ ଆଜାମ୍‌ ଖାନ୍‌

ନୂଆଦିଲ୍ଲୀ,୧୭।୪: ସମାଜବାଦୀ ପାର୍ଟି(ଏସ୍‌ପି)ର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ ମନ୍ତ୍ରୀ ଆଜମ୍‌ ଖାନ୍‌ଙ୍କୁ ସୋମବାର ଦିଲ୍ଲୀସ୍ଥିତ ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥାବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଏକ ଡାକ୍ତରୀ...

ନିଜକୁ ବଳି ଦେଲେ ସ୍ତ୍ରୀ-ସ୍ବାମୀ: କଟାମୁଣ୍ଡ ଯଜ୍ଞବେଦୀରେ ପଡ଼ିଲା…

ରାଜକୋଟ,୧୭।୪ : ଗୁଜରାଟର ରାଜକୋଟରୁ ଏକ ହୃଦୟ ବିଦାରକ ଖବର ଆସିଛି। ଭିଞ୍ଛିଆ ଗ୍ରାମରେ ଜଣେ ବ୍ୟକ୍ତି ଏବଂ ତାଙ୍କ ସ୍ତ୍ରୀ ନିଜ ଚାଷ ଜମିରେ ଗିଲୋଟିନ ସାହାଯ୍ୟରେ ମୁଣ୍ଡ କାଟି ନିଜକୁ ବଳି ଦେଇଥିବା ଅଭିଯୋଗ ହୋଇଛି। ମୃତକଙ୍କ...

ଆସିଲା ଅତିକ, ଅଶ୍ରଫ୍‌ଙ୍କ ବ୍ୟବଚ୍ଛେଦ ରିପୋର୍ଟ

ପ୍ରୟାଗରାଜ,୧୭।୪: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗ୍ୟାଙ୍ଗ୍‌ଷ୍ଟର ଅତିକ୍‌ ଅହମଦ ଏବଂ ଭାଇ ଅଶ୍ରଫ୍‌ଙ୍କୁ ପୋଲିସ ମେଡିକାଲ ଯାଞ୍ଚ ପାଇଁ ନେଉଥିବା ବେଳେ ତାଙ୍କ ଉପରକୁ ୩ଜଣ ଯୁବକ ଆଖିବୁଜା ଗୁଳିମାଡ଼ କରିଥିଲେ। ଫଳରେ ଘଟଣାସ୍ଥଳରେ ଅତିକ୍‌ ଓ ଅଶ୍ରଫ୍‌ଙ୍କ ମୃତ୍ୟୁ ଘଟିଥିଲା।...

ଶାହା ବଡ଼ ପଦବୀ ଦେବାର ପ୍ରତିଶ୍ରୁତି ଦେଇଥିଲେ, ଶେଟାର କଂଗ୍ରେସରେ ଯୋଗଦେବା ନେଇ କହିଲେ ବୋମ୍ମାଇ…

ବେଙ୍ଗାଲୁରୁ,୧୭।୪ : କର୍ନାଟକ ବିଧାନସଭା ର୍ନିବାଚନ ପୂର୍ବରୁ ହୁବଲି-ଧରୱାଡ ସେଣ୍ଟ୍ରାଲର ବିଧାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟାର ରବିବାର ତାଙ୍କ ପଦରୁ ଇସ୍ତଫା ଦେଇଥିଲେ। ଏନେଇ ତାଙ୍କ ନିଷ୍ପତ୍ତି ପରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ...

ଦିଲ୍ଲୀ ସରକାରଙ୍କୁ ଅସ୍ଥିର କରିବା ପାଇଁ ଭାଜପା କରିଛି ଷଡ଼ଯନ୍ତ୍ର…

ମୁମ୍ବାଇ,୧୭।୪ : ସୋମବାର ଦିଲ୍ଲୀ ବିଧାନସଭାର ଏକ ଦିନିକିଆ ସ୍ବତନ୍ତ୍ର ଅଧିବେଶନ ଡକାଯାଇଛି। ଏକ୍ସାଇଜ ନୀତି ପ୍ରସଙ୍ଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ପଚରାଉଚରା କରାଯିବାର ଗୋଟିଏ ଦିନ ପରେ ଏହି ସ୍ବତନ୍ତ୍ର ଅଧିବେଶନକୁ ଡକାଯାଇଛି। ଏହି ଅଧିବେଶନ ଆରମ୍ଭରେ,...

ଶାହରୁଖଙ୍କ ଉପରେ ଲାଗିଲା ୟୁଏପିଏ ଆକ୍ଟ

ନୂଆଦିଲ୍ଲୀ, ୧୭।୪, କେରଳର କୋଝିକୋଡ୍‌ରେ ଟ୍ରେନ୍‌ରେ ନିଆଁ ଲଗାଇବା ଘଟଣାରେ ଦୋଷୀ ଶାହରୁଖ ସୈଫ୍‌ଙ୍କ ଉପରେ ୟୁଏପିଏ ଆକ୍ଟ ଲଗାଯାଇଛି। ତାଙ୍କୁ ପୋଲିସ ମହାରାଷ୍ଟ୍ରରୁ ଗିରଫ କରିଛି । ସୂଚନାଥାଉ କି, ଏପ୍ରିଲ ୨ ରାତିରେ କୋଝିକୋଡ୍‌ ଜିଲାର ଏଲାଥୁର...

ଅଭିଷେକ ବାନାର୍ଜୀଙ୍କୁ ଇଡ଼ି-ସିବିଆଇ ପଚରାଉଚରା ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୭।୪ : ଟିଏମସି ମହାସଚିବ ଅଭିଷେକ ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ କୋଲକାତା ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଛନ୍ତି। ଯେଉଁଥିରେ ଅନୁସନ୍ଧାନକାରୀ ସଂସ୍ଥା ଇଡ଼ି-ସିବିଆଇ ଦ୍ୱାରା ଅଭିଷେକ ବାନାର୍ଜୀଙ୍କୁ ପଚରାଉଚରା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।...

ଶିକ୍ଷକ ଚୟନ ଦୁର୍ନୀତି ମାମଲା: ଟିଏମ୍‌ସି ବିଧାୟକ ଜୀବନକୃଷ୍ଣ ଗିରଫ

ନୂଆଦିଲ୍ଲୀ/କୋଲକାତା,୧୭।୪: ପଶ୍ଚିମବଙ୍ଗରେ ଶିକ୍ଷକ ଚୟନ ଦୁର୍ନୀତି ମାମଲାରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ବିଧାୟକ ଜୀବନକୃଷ୍ଣ ସାହାଙ୍କୁ ସୋମବାର ସିବିଆଇ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ବୁରୱାନ ବିଧାୟକ ଜୀବନକୃଷ୍ଣଙ୍କୁ ସିବିଆଇ ଶୁକ୍ରବାରଠାରୁ ମାରାଥନ ଜେରା କରିଥିଲା। ଦୀର୍ଘ ସମୟ ଜେରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri