ଜାତୀୟ

ମୋ ଝିଅ ହିଁ ସୁନକଙ୍କୁ କରିଛନ୍ତି ପ୍ରଧାନମନ୍ତ୍ରୀ: ସୁଧା ମୂର୍ତ୍ତି

ଲଣ୍ଡନ/ନୂଆଦିଲ୍ଲୀ,୨୮।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ କିଛି ନା କିଛି କାରଣ ପାଇଁ ରହିଥାଆନ୍ତି ଚର୍ଚ୍ଚାରେ। ଏବେ ଏମିତି ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ କୁହାଯାଇଛି କି ଋଷି ସୁନକ ପ୍ରଧାନମନ୍ତ୍ରୀ ହେବା ପଛରେ କାହାର ହାତ ରହିଛି।...

ଅତିକ୍‌-ଅଶ୍ରଫ୍‌ଙ୍କ ହତ୍ୟା ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୨୮।୪: ଗ୍ୟଙ୍ଗଷ୍ଟର ଅତିକ୍‌ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ୍‌ ଅହମ୍ମଦଙ୍କ ହତ୍ୟା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ନିକଟରେ ଏହି ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ପାଇଁ ଦୁଇଟି ପିଟିସନ ଦାଖଲ କରାଯାଇଥିଲା। ଏହି ଦୁଇଟି ପିଟିସନ ଦାଖଲ...

ଆଜି ଏସ୍‌ସିଓ ବୈଠକ: ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ଉପରେ ଦିଆଯିବ ଗୁରୁତ୍ୱ

ନୂଆଦିଲ୍ଲୀ,୨୮।୪: ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଏଥିରେ ଅଧ୍ୟକ୍ଷତା କରିବେ। ବୈଠକରେ ଆଞ୍ଚଳିକ ଶାନ୍ତି, ନିରାପତ୍ତା, ଆତଙ୍କବାଦକୁ ରୋକିବା ଏବଂ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ଉପରେ ଗୁରୁତ୍ୱ...

ଆଜି ୯୧ ଏଫ୍‌ଏମ୍‌ ଟ୍ରାନ୍ସମିଟର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୪ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଯୋଗେ ଓଡ଼ିଶା ସମେତ ୧୮ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୮୪ଟି ଜିଲାରେ ୯୧ ଏଫ୍‌ଏମ୍‌ ଟ୍ରାନ୍ସମିଟର ଉଦ୍‌ଘାଟନ କରିବେ। ଆକାଂକ୍ଷୀ ଜିଲା ଓ ସୀମାବର୍ତ୍ତୀ ଅଞ୍ଚଳଗୁଡ଼ିକରେ...

ଆନନ୍ଦ ମୋହନ ଜେଲରୁ ମୁକୁଳିବା ଘଟଣା: ପାଟନା ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଖଲ

ପାଟନା,୨୮।୪: ଜଣେ ଆଇଏଏସ ଅଧିକାରୀଙ୍କୁ ହତ୍ୟା କରି ଆଜୀବନ କାରାଦଣ୍ଡ ଭୋଗୁଥିବା ପୂର୍ବତନ ଏମ୍‌ପି ଆନନ୍ଦ ମୋହନ ସିଂଙ୍କୁ ଗୁରୁବାର ବିହାରର ସହର୍ଷ ଜେଲରୁ ମୁକ୍ତ କରାଯାଇଛି। ତେବେ ବର୍ତ୍ତମାନ ବିହାରର ଜେଲ ନିୟମରେ ସଂଶୋଧନକୁ ଚ୍ୟାଲେଞ୍ଜ କରି ପାଟନା...

ବଜ୍ରପାତରେ ଚାଲିଗଲା ୧୪ ଜଣଙ୍କ ଜୀବନ

କୋଲକାତା,୨୮।୪: ପଶ୍ଚିମବଙ୍ଗର ୫ଟି ଜିଲାରେ ବଜ୍ରପାତରେ ଗୁରୁବାର ଅତି କମରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ବିପର୍ଯ୍ୟୟ ପରିଚାଳନା ବିଭାଗର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଜ୍ରପାତ ହେତୁ ପୂର୍ବ ବରଦାମାନ ଜିଲାରେ ୪ ଜଣ,...

ଚାରିଧାମ ତୀର୍ଥଯାତ୍ରୀଙ୍କ ପାଇଁ ୭ଟି ଭାଷାରେ ନିର୍ଦ୍ଦେଶାବଳୀ ଜାରି କଲେ ସରକାର

ଡେରାଡୁନ,୨୮।୪: ଉତ୍ତରାଖଣ୍ଡ ସରକାର ଚାରିଧାମ ଯାତ୍ରା କରୁଥିବା ତୀର୍ଥଯାତ୍ରୀଙ୍କ ପାଇଁ ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ଅନ୍ୟ ସାତୋଟି ଭାରତୀୟ ଭାଷାରେ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ସ୍ବାସ୍ଥ୍ୟ ସଚିବ ଆର।ରାଜେଶ କୁମାର କହିଛନ୍ତି, ଆମେ ହିନ୍ଦୀ ଏବଂ...

ମାନହାନି ମାମଲା: ୨୯ରେ ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ଶୁଣାଣି କରିବେ ହାଇକୋର୍ଟ

ନୂଆଦିଲ୍ଲୀ,୨୮।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ଗୁଜରାଟ ହାଇକୋର୍ଟ ଏପ୍ରିଲ ୨୯ରେ ଶୁଣାଣି କରିବେ। ‘ମୋଦି ସରନେମ’ଉପରେ ବିବାଦୀୟ ମନ୍ତବ୍ୟକୁ ନେଇ ସୁରଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ତେବେ ନିମ୍ନ ଅଦାଲତର ଆଦେଶକୁ...

ଶାହାଙ୍କ ବିରୋଧରେ ଏତଲା ଦାବିକଲା କଂଗ୍ରେସ

ବେଙ୍ଗାଲୁରୁ,୨୮ା୪ (ପି.ଟି.): କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହେଲେ ଦଙ୍ଗା ପ୍ରପୀଡ଼ିତ ହେବ ଏବଂ ରାଜ୍ୟରେ ସାମ୍ପ୍ରଦାୟିକ ସଦ୍‌ଭାବ ବାଧାପ୍ରାପ୍ତ ହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଥିଲେ। କଂଗ୍ରେସ ତାଙ୍କ ବିରୋଧରେ ପୋଲିସରେ ଅଭିଯୋଗ କରିବା...

ବିବାହ ପ୍ରତିଶ୍ରୁତି ଦେଇ ସହମତିରେ ସମ୍ବନ୍ଧ ବଳାତ୍କାର ନୁହେଁ: ହାଇକୋର୍ଟ

କୋଲକାତା,୨୮ା୪: ବିବାହ ପ୍ରତିଶ୍ରୁତି ଦେଇ ୨ ପ୍ରାପ୍ତବୟସ୍କ ସହମତିରେ ଶାରୀରିକ ସମ୍ପର୍କ ସ୍ଥାପନ କଲେ ତାହା ବଳାତ୍କାର ଭାବେ ପରିଗଣିତ ହେବ ନାହିଁ ବୋଲି କାଲକାଟା ହାଇକୋର୍ଟ ଏକ ୧୪ ବର୍ଷ ପୁରୁଣା ମାମଲାରେ ରାୟ ଦେଇଛନ୍ତି। ୨୦୦୯ରେ ପଶ୍ଚିମବଙ୍ଗର...

ସମଲିଙ୍ଗୀ ଯୋଡ଼ି କିପରି ପାଇବେ ସାମାଜିକ ସୁବିଧା

ନୂଆଦିଲ୍ଲୀ,୨୮ା୪: ଯୁଗ୍ମ ବ୍ୟାଙ୍କ ଆକାଉଣ୍ଟ ଖୋଲିବା କିମ୍ବା ବୀମା ପଲିସିରେ ପାର୍ଟନରଙ୍କୁ ନୋମିନୀ ରଖିବା ଆଦି ମୌଳିକ ସାମାଜିକ ଅଧିକାର ସମଲିଙ୍ଗୀ ଯୋଡ଼ି କିପରି ପାଇବେ, ସରକାର ତାହା ଖୋଜି ବାହାର କରିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି।...

କୋଣାର୍କରେ ହେବ ପ୍ରୋଜେକ୍ସନ ମ୍ୟାପିଂ ଶୋ’

ନୂଆଦିଲ୍ଲୀ,୨୮ା୪: ଜନସାଧାରଣଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତ୍ୟକ୍ଷ ଆଲୋଚନା କାର୍ଯ୍ୟକ୍ରମ ମନ୍‌ କୀ ବାତ୍‌ର ୧୦୦ତମ ଅଧ୍ୟାୟ ପୂର୍ତ୍ତି ଅବସରରେ କୋଣାର୍କ ସୂର୍ଯ୍ୟମନ୍ଦିରଠାରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଅତ୍ୟାଧୁନିକ ପ୍ରୋଜେକ୍ସନ ମ୍ୟାପିଂ ଶୋ’ ଆୟୋଜିତ ହେବ। ଆସନ୍ତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri