ଜାତୀୟ

ସମଲିଙ୍ଗୀ ବିବାହ: ସିଜେଆଇଙ୍କୁ ଚିଠି ଲେଖିଲେ ଏଲଜିବିଟିଙ୍କ ସମ୍ପର୍କୀୟ…

ନୁଆଦିଲ୍ଲୀ,୨୫।୪ : ସମଲିଙ୍ଗୀ ବିବାହ ନେଇ ଏଲଜିବିଟିଙ୍କ ସମ୍ପର୍କୀୟମାନେ ଦେଶର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସମଲିଙ୍ଗୀ ବିବାହକୁ ଅନୁମୋଦନ କରିବାକୁ ପ୍ରଧାନ ବିଚାରପତିଙ୍କ ନିକଟରେ ଆବେଦନ କରାଯାଇଛି। ସମଲିଙ୍ଗୀ ବିବାହର ଅନୁମୋଦନ...

ବିଗିଡିଲା ମନୀଷ ସିସୋଡିଆଙ୍କ ସ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସ୍ତ୍ରୀ ସୀମା ସିସୋଡିଆଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ତାଙ୍କୁ ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ତାଙ୍କ...

ଥମୁଛି ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୫।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି...

ମୁସଲମାନଙ୍କ ଭୋଟ ଦରକାର ନାହିଁ: ଇଶ୍ୱରପ୍ପା

ବେଙ୍ଗାଲୁରୁ,୨୫।୪: କର୍ନାଟକ ବିଧାନସଭା ନିର୍ବାଚନ ଆସନ୍ତା ମେ ୧୦ତାରିଖରେ ହେବ। ଏ ନେଇ ସବୁଦଳ ନିର୍ବାଚନ ପ୍ରଚାରକୁ ଜୋରଦାର କରିଛନ୍ତି। ତେବେ କର୍ନାଟକ ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ କେ.ଏସ୍‌. ଇଶ୍ୱରପ୍ପା ବୟାନକୁ ନେଇ ଏବେ ଚର୍ଚ୍ଚା...

ରେସଲରଙ୍କ ଆବେଦନ ଉପରେ ନୋଟିସ ପଠାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ସୁପ୍ରିମକୋର୍ଟଙ୍କ ଦ୍ୱାରା ମଙ୍ଗଳବାର ଭାରତୀୟ କୁସ୍ତି ସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଏଫଆଇଆର ଦେଇଥିବା କୁସ୍ତିଯୋଦ୍ଧାଙ୍କ ଆବେଦନ ଉପରେ ଦିଲ୍ଲୀ ପୋଲିସ ଓ ସରକାରଙ୍କୁ ନୋଟିସ ଜାରି କରାଯାଇଛି। ବିନେଶ ଫୋଗାଟଙ୍କ ସମେତ ୭ ଜଣ...

ରାଜ୍ୟର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଥିରୁଭାନନ୍ତପୁରମ୍‌,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କେରଳ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମଙ୍ଗଳବାର ଥିରୁଭାନନ୍ତପୁରମ୍‌ କେନ୍ଦ୍ରୀୟ ରେଳ ଷ୍ଟେଶନରେ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ହେଉଛି ରାଜ୍ୟର...

ବିବାହ ଭୋଜିରେ ମଦ ପରଷିବା ନିଷ୍ପତ୍ତିରେ ପଛକୁ ହଟିଲେ ତାମିଲନାଡୁ ସରକାର

ତାମିଲନାଡୁ, ୨୫।୪: ବିବାହ ଭୋଜିରେ ମଦ ପରଷିବା ନିଷ୍ପତ୍ତିକୁ ତାମିଲନାଡୁର ଡିଏମ୍‌କେ ସରକାର ଫେରେଇ ନେଇଛନ୍ତି। ସରକାର ପକ୍ଷରୁ କୁହାଯାଇଛି ଯେ, ମଦ କେବଳ କନଫରେନ୍ସ ସେଣ୍ଟର, କମର୍ଶିଆଲ କମ୍ପଲେକ୍ସ, ବ୍ୟବସାୟିକ ପରିସର ଏବଂ ଖେଳ ଷ୍ଟାଡିୟମରେ ମିଳିପାରିବ। ଯଦି...

ଦୁବଇ ପଳାଇଲେ ଅଶରଫଙ୍କ ଶଳା, ଅତିକଙ୍କ ଓକିଲକୁ ରିମାଣ୍ଡରେ ନେବ ୟୁପି ପୋଲିସ

ଲକ୍ଷ୍ନୌ,୨୫।୪: ଉମେଶ ପାଲ ହତ୍ୟା ଘଟଣାରେ ଅତିକ ଅହମଦଙ୍କ ଓକିଲ ସୌତଲ ହନିଫଙ୍କ ଅଡୁଆ ବଢିବାରେ ଲାଗିଛି। ସୌତଲଙ୍କୁ ପୋଲିସ କଷ୍ଟଡିରେ ନେବାକୁ ଯୋଜନା କରୁଛି। କାରଣ ମାମଲାର ଯାଞ୍ଚ କରିବା ସମୟରେ ପୋଲିସ ଜାଣିବାକୁ ପାଇଛି କି ତାଙ୍କ...

ପିଏଫ୍‌ଆଇ ଉପରେ ଏନ୍‌ଆଇଏର କାର୍ଯ୍ୟାନୁଷ୍ଠାନ: ୟୁପି,ବିହାର ସମେତ ୧୭ଟି ସ୍ଥାନରେ ଚଢାଉ

ନୂଆଦିଲ୍ଲୀ,୨୫।୪: ପପୁଲାର୍‌ ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫ୍‌ଆଇ) ଉପରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୂଚନାନୁସାରେ, ଏନଆଇଏ ପକ୍ଷରୁ ମଙ୍ଗଳବାର ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ ଏବଂ ଅନ୍ୟାନ୍ୟ ରାଜ୍ୟର ପ୍ରାୟ ୧୭ଟି ସ୍ଥାନରେ ଏକକାଳୀନ...

ସେଲ୍ଫି ନେବାବେଳେ ମାଡ଼ି ଆସିଲା ଢେଉ

ପାଣାଜୀ,୨୫।୪: ଗୋଆ ବେଳାଭୂମିରେ ସେଲ୍ଫି ନେଉଥିବା ବେଳେ ଗଭୀର ସମୁଦ୍ରକୁ ଭାସିଯାଇ ୪ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ୧୨ ବର୍ଷର ନାବାଳକ ଥିବା ଜଣାପଡିଛି। ମୃତକ ହେଲେ ମହମ୍ମଦ ଅଲି, ଭକିଲ ଅଲି,...

କର୍ନାଟକ ବିଧାନସଭା ନିର୍ବାଚନ: ୫୧୭ଜଣ କଲେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର

ବେଙ୍ଗାଲୁରୁ, ୨୫।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବାର ସୋମବାର ଶେଷ ଦିନ ଥିଲା। ତେବେ ନିର୍ବାଚନ ଅଧିକାରୀ କହିଛନ୍ତି, ୫୧୭ଜଣ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିଛନ୍ତି। ବର୍ତ୍ତମାନ ମୋଟ ୨୬୧୩ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ।...

ରତନ ଟାଟାଙ୍କୁ ମିଳିଲା ଅଷ୍ଟ୍ରେଲିଆର ସର୍ବୋଚ୍ଚ ନାଗରିକ ସମ୍ମାନ

ନୂଆଦିଲ୍ଲୀ,୨୫।୪: ଶିଳ୍ପପତି ତଥା ଟାଟା ଗ୍ରୁପର ଚେୟାରମ୍ୟାନ ରତନ ଟାଟା ଅଷ୍ଟ୍ରେଲିଆର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ କରାଯାଇଛି। ଅଷ୍ଟ୍ରେଲିଆର ରାଷ୍ଟ୍ରଦୂତ ଟୁଇଟରରେ କହିଛନ୍ତି, ରତନ ଟାଟାଙ୍କୁ ‘ଅର୍ଡର ଅଫ ଅଷ୍ଟ୍ରେଲିଆ’ ସମ୍ମାନରେ ସମ୍ମାନିତ କରାଯାଇଛି। ଭାରତ ସହିତ ଅଷ୍ଟ୍ରେଲିଆରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri