ଜାତୀୟ

୧୦,୦୦୦ କୋଟିର କାରବାର ଆକଳନ

ନୂଆଦିଲ୍ଲୀ,୨୩।୪: ଗତ ବର୍ଷର ଅକ୍ଷୟ ତୃତୀୟା କାରବାର ଅପେକ୍ଷା ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ପ୍ରାୟ ୧୫ରୁ ୨୦% ହ୍ରାସ ପାଇପାରେ ବୋଲି ଆଶଙ୍କା କରାଯାଉଛି। କାରଣ ଚଳିତ ବର୍ଷର ଦର ଗତ ବର୍ଷ ଅପେକ୍ଷା ପ୍ରାୟ ୫,୦୦୦...

ମୁଖ୍ୟମନ୍ତ୍ରୀ ପଦ ଦାବି କରିପାରିବ ଏନ୍‌ସିପି: ଅଜିତ ପାଓ୍ବାର

ପୁଣେ,୨୩।୪: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି)ର ବରିଷ୍ଠ ନେତା ଅଜିତ ପାଓ୍ବାରଙ୍କ ପରବର୍ତ୍ତୀ ରାଜନୈତିକ କାର୍ଯ୍ୟପନ୍ଥାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି। ୨୦୨୪ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ସେ ପର୍ଯ୍ୟନ୍ତ ଅପେକ୍ଷା ନ କରି ତାଙ୍କ ଦଳ...

୩୬ ଦିନ ପରେ ପଳାତକ ଅମୃତପାଲ ଗିରଫ…

ମୋଗା,୨୩।୪ : ଖାଲିସ୍ତାନର ସମର୍ଥକ ତଥା ‘ୱାରିସ ପଞ୍ଜାବ ଡେ’ର ମୁଖ୍ୟ ଅମୃତପାଲ ସିଂଙ୍କୁ ଶେଷରେ ପୋଲିସ ଗିରଫ କରିଛି। ପଞ୍ଜାବ ପୋଲିସ ପଳାତକ ଅମୃତପାଲ ସିଂଙ୍କୁ ମୋଗାର ଗୁରୁଦ୍ୱାରାରୁ ଗିରଫ କରିଛି। ଅମୃତପାଲ ମାର୍ଚ୍ଚ ୧୮ ଠାରୁ ଫେରାରଥିଲେ।...

ଦଶମ ଶ୍ରେଣୀ ପାଠ୍ୟକ୍ରମରୁ ଡାର୍‌ଓ୍ବିନ୍‌ ତତ୍ତ୍ୱ ବାଦ୍‌

ନୂଆଦିଲ୍ଲୀ,୨୩।୪: ଏନ୍‌ସିଇଆର୍‌ଟି ପୁସ୍ତକର ଦଶମ ଶ୍ରେଣୀ ବିଜ୍ଞାନ ପାଠ୍ୟକ୍ରମରୁ ଡାର୍‌ଓ୍ବିନ୍‌ଙ୍କ ଜୈବ ବିବର୍ତ୍ତନ ତତ୍ତ୍ୱକୁ ବାଦ୍‌ ଦିଆଯାଇଥିବାରୁ ବୈଜ୍ଞାନିକମାନେ ଏହାର ନିନ୍ଦା କରିଛନ୍ତି। ପ୍ରାୟ ୧,୮୦୦ ବୈଜ୍ଞାନିକ, ଶିକ୍ଷାବିତ୍‌, ବିଜ୍ଞାନ ଶିକ୍ଷକ, ବିଜ୍ଞାନକୁ ଲୋକପ୍ରିୟ କରାଉଥିବା ବ୍ୟକ୍ତି ଓ ବିଭିନ୍ନ...

ଦିଲ୍ଲୀ ଥାନାରେ ସତ୍ୟପାଲ

ନୂଆଦିଲ୍ଲୀ,୨୩।୪: ଦୁର୍ନୀତି ମାମଲାରେ ସିବିଆଇ ସମନ ପାଇବାର ଦିନକ ପରେ ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ୍‌ ଶନିବାର ଦିଲ୍ଲୀର ଆର୍‌.କେ. ପୁରମ୍‌ ଥାନାକୁ ଆସିଥିଲେ। ତାଙ୍କୁ ଗିରଫ କରାଯାଇଥିବା ଖବରକୁ ଦିଲ୍ଲୀ ପୋଲିସ ଖଣ୍ଡନ କରିଛି। ସତ୍ୟପାଲ ନିଜ...

ସଂରକ୍ଷଣ ଦାବିରେ ବିକ୍ଷୋଭ

ଭରତପୁର,୨୩।୪: ସରକାରୀ ନିଯୁକ୍ତି ଏବଂ ଶିକ୍ଷାନୁଷ୍ଠାନଗୁଡ଼ିକରେ ଅଲଗା ୧୨ ପ୍ରତିଶତ ସ୍ଥାନ ସଂରକ୍ଷଣ ଦାବି ନେଇ ମାଲି ସମ୍ପ୍ରଦାୟର ସଦସ୍ୟମାନେ ଶନିବାର ଜୋର୍‌ଦାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ରାଜସ୍ଥାନର ଭରତପୁରଠାରେ ସେମାନେ ଜୟପୁର-ଆଗ୍ରା ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଗୁଜବ ପ୍ରଚାର...

ରାହୁଲ ବାସଭବନ ଛାଡ଼ିବା ସମୟରେ କାନ୍ଦିଲେ ପ୍ରିୟଙ୍କା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୨ା୪: ଲୋକ ସଭା ସଦସ୍ୟତା ହରାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ୧୨ ତୋଗଲକ୍‌ ଲେନରେ ଥିବା ସରକାରୀ ବାସଭବନ ଶନିବାର ଛାଡ଼ି ଦେଇଛନ୍ତି। ଗତ ୧୪ ତାରିଖରେ କାର୍ଯ୍ୟାଳୟ କାଗଜପତ୍ର ସହ ନିଜର କିଛି ସାମଗ୍ରୀ ମାଆ ସୋନିଆ...

ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗ

କୋଲକାତା,୨୨ା୪: ପଶ୍ଚିମବଙ୍ଗର ଉତ୍ତର ଦିନାଜପୁରରେ ଜଣେ ଆଦିବାସୀ ନବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ନାବାଳିକା ଜଣଙ୍କ ଟ୍ୟୁସନ ଯାଇ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ...

‘ଆପଣଙ୍କ ସ୍ଥାନ ଆମ ହୃଦୟରେ’: ରାହୁଲଙ୍କୁ କଂଗ୍ରେସର ଆଶ୍ୱସନା

ନୂଆଦିଲ୍ଲୀ,୨୨।୪: ଲୋକ ସଭା ସଦସ୍ୟତା ରଦ୍ଦ ହେବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ତାଙ୍କ ସରକାରୀ ବାସଭବନ ଖାଲି କରିଛନ୍ତି। ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ରାହୁଲ ଗାନ୍ଧୀଙ୍କୁ ଏମପି ଭାବେ ଅଯୋଗ୍ୟ ଘୋଷଣା...

‘ଦେଶକୁ ଇସଲାମିକ ଷ୍ଟେଟ କରିବାକୁ ଚାହୁଁଛ’, ଓଓ୍ବାଇସିଙ୍କ ଉପରେ ବର୍ଷିଲେ ଗିରିରାଜ

ନୂଆଦିଲ୍ଲୀ,୨୨।୪: ଅଲ ଇଣ୍ଡିଆ ମଜଲିସ-ଏ-ଇନ୍ତେହାଦୁଲ ମୁସଲିମ (ଏଆଇଏମଆଇଏମ)ର ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସିଙ୍କ ଉପରେ ଖୁବ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ। ସେ କହିଛନ୍ତି ଓଓ୍ବାଇସି ଦେଶରେ ଆତଙ୍କବାଦୀ ତିଆରି କରୁଛନ୍ତି ଓ ଦେଶକୁ ଇସଲାମିକ ଷ୍ଟେଟ କରିବାକୁ ଚାହୁଁଛନ୍ତି। ସୂଚନାଯୋଗ୍ୟ,...

‘ଦେଶର ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ରାଜନୀତିରୁ ଫୁରସତ ନାହିଁ, ଆତଙ୍କବାଦୀ ଉଠାଉଛନ୍ତି ଫାଇଦା: ଉଦ୍ଧବ ଶିବସେନା

ନୂଆଦିଲ୍ଲୀ,୨୨।୪: ଶିବସେନାର ଉଦ୍ଦବ ଠାକରେ ଗ୍ରୁପ ପୁଞ୍ଛରେ ସେନା ଗାଡି ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦଳ କହିଛି ଭାଜପାକୁ କେବଳ ରାଜନୀତି ଓ ରାଜନୀତି କରିବା ଜଣା...

ବାସଭବନ ଛାଡ଼ିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୨ା୪: ଲୋକ ସଭା ସଦସ୍ୟତା ହରାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ୧୨ ତୋଗଲକ୍‌ ଲେନରେ ଥିବା ସରକାରୀ ବାସଭବନ ଶନିବାର ଖାଲି କରି ଦେଇଛନ୍ତି । ଗତ ୧୪ ତାରିଖରେ କାର୍ଯ୍ୟାଳୟ କାଗଜପତ୍ର ସହ ନିଜର କିଛି ସାମଗ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri