ଜାତୀୟ

ସତ୍ୟପାଲଙ୍କୁ ସିବିଆଇ ନୋଟିସ

ନୂଆଦିଲ୍ଲୀ,୨୧ା୪: ପୁଲଓ୍ବାମା ଆକ୍ରମଣ ସମ୍ପର୍କିତ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ଥିବା ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ଏକ ଭିନ୍ନ ମାମଲାରେ ପଚରାଉଚରା ପାଇଁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ନୋଟିସ କରିଛି। ରିଲାଏନ୍ସ ଜେନେରାଲ ଇନ୍‌ସ୍ୟୁରାନ୍ସ ବିରୋଧରେ ଆଗତ...

ପୁଣି ଆଇଆଇଟି ମାଡ୍ରାସରେ ଛାତ୍ର ଆତ୍ମହତ୍ୟା

ଚେନ୍ନାଇ,୨୧।୪: ଚେନ୍ନାଇସ୍ଥିତ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି)ରେ ପୁଣି ଏକ ଅଘଟଣ ଘଟିଛି। ହଷ୍ଟେଲ ରୁମ୍‌ରୁ ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଜବତ କରିଛି। ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଥିବା ପୋଲିସ କହିଛି। ଛାତ୍ରଙ୍କ ଘର ମହାରାଷ୍ଟ୍ର ହୋଇଥିବା...

ପୁଞ୍ଛ ଆତଙ୍କବାଦୀ ଆକ୍ରମଣରେ ରହିଛି ପାକିସ୍ତାନର କନେକ୍ସନ, ୬ ଅଟକ

ଜମ୍ମୁ,୨୧।୪: ଜମ୍ମୁ-କଶ୍ମୀରର ପୁଞ୍ଛରେ ଗୁରୁବାର ସେନା ଗାଡି ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନର ହାତଥିବା ଜଣାପଡିଛି। ଏହି ଆକ୍ରମଣରେ ସାମିଲ ଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୩ ଜଣଙ୍କର ପାକିସ୍ତାନ ସହ ସମ୍ପର୍କ ଥିବା ଅନୁମାନ କରାଯାଇଛି। ଏହି ଆକ୍ରମଣ...

ମୋଦି ଡାକିଲେ ଉଚ୍ଚ ସ୍ତରୀୟ ବୈଠକ, ସୁଦାନରେ ଫସିଥିବା ଭାରତୀୟଙ୍କ ସୁରକ୍ଷାକୁ ନେଇ ହେଲା ସମିକ୍ଷା

ନୂଆଦିଲ୍ଲୀ,୨୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହ ଯୁଦ୍ଧ ପ୍ରଭାବିତ ସୁଦାନରେ ଫସି ରହିଥିବା ଭାରତୀୟଙ୍କ ସୁରକ୍ଷାକୁ ନେଇ ସମିକ୍ଷା କରିବାକୁ ଶୁକ୍ରବାର ଏକ ଉଚ୍ଚ ସ୍ତରୀୟ ବୈଠକ ଡାକିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏହି ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ...

ପ୍ରକାଶ ସିଂ ବାଦଲ ଗୁରୁତର

ଚଣ୍ଡିଗଡ଼,୨୧।୪: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ସ୍ବାସ୍ଥ୍ୟ ବିଗିଡି ଯାଇଛି। ତାଙ୍କୁ ମୋହାଲିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ଜେନରାଲ ଓ୍ବାର୍ଡରୁ ଆଇସିୟୁକୁ ସିପ୍ଟ କରାଯାଇଛି। ପରିବାର ସଦସ୍ୟ ହସ୍ପିଟାଲରେ ପହଞ୍ଚି ତାଙ୍କ...

ଗୋଧ୍ରା ଟ୍ରେନରେ ନିଆଁ ଲଗାଇବା ମାମଲା: ୮ ଦୋଷୀଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୪: ଗୁଜରାଟ ଗୋଧ୍ରାରେ ସାବରମତି ଏକ୍ସପ୍ରେସରେ ନିଆଁ ଲଗାଇବା ମାମଲାରେ ସୁପ୍ରିମକୋର୍ଟ ୮ଜଣ ଦୋଷୀଙ୍କୁ ଜାମିନ ଦେଇଛନ୍ତି। ସବୁ ଦୋଷୀ ଆଜୀବନ କାରାଦଣ୍ଡ ଭୋଗୁଥିଲେ। ଏହାପୂର୍ବରୁ ସୁପ୍ରିମକୋର୍ଟ ଏହି ମାମଲାର ଦୋଷୀ ସାବ୍ୟସ୍ତ ହୋଇଥିବା କେତେକଙ୍କ ଜାମିନ ଆବେଦନକୁ ଖାରଜ...

‘ଶହୀଦ ଯବାନଙ୍କ ପ୍ରତିଶୋଧ ନିଅ ମୋଦି ସରକାର’, ପୁଞ୍ଛ ଆକ୍ରମଣକୁ ନେଇ ରାଗିଲା ଶିବସେନା-ବିଲାଓ୍ବଲଙ୍କ ଭାରତ ଗସ୍ତକୁ ବିରୋଧ

ମୁମ୍ବାଇ,୨୧।୪: ଜମ୍ମୁ-କଶ୍ମୀରକୁ ଲାଗି ରହିଥିବା ପୁଞ୍ଛ ଜିଲାର ଭିମ୍ବର ଗଳି ଅଞ୍ଚଳରେ ଗୁରୁବାର ୨୦ ଏପ୍ରିଲରେ ଏକ ସେନା ଗାଡି ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଫଳରେ ଏଥିରେ ୫ ଭାରତୀୟ ଶହୀଦ ହୋଇଯାଇଥିଲେ। ଏବେ ଏହାକୁ ନେଇ ଶିବସେନା(ଉଦ୍ଧବ...

ଓକିଲ ପୋଷାକରେ ଆସି କୋର୍ଟ ପରିସରରେ ସ୍ତ୍ରୀଙ୍କୁ ଗୁଳି କଲେ ସ୍ବାମୀ

ନୂଆଦିଲ୍ଲୀ,୨୧।୪: ରାଜଧାନୀ ଦିଲ୍ଲୀର ସାକେତ କୋର୍ଟରେ ଶୁକ୍ରବାର ହୋଇଥିବା ଗୁଳିକାଣ୍ଡ ପରେ ରାଜଧାନୀର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି। ନ୍ୟୁ ଫ୍ରେଣ୍ଡସ କଲୋନିରେ ଏକ ମାମଲାରେ ସାକ୍ଷୀ ଦେବାକୁ ଆସିଥିବା ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ କୋର୍ଟ ଭିତରେ...

ବିହାର ଜାତି ଭିତ୍ତିକ ଜନଗଣନା: ଏପ୍ରିଲ ୨୮ରେ ହେବ ଶୁଣାଣି

ପାଟନା,୨୧।୪: ବିହାର ସରକାରଙ୍କ ଜାତି ଭିତ୍ତିକ ଜନଗଣନା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଏହି ଆବେଦନ ଶୁଣାଣି କରିବାକୁ ଏପ୍ରିଲ ୨୮ରେ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଅନେକ ପ୍ରସଙ୍ଗକୁ ଆଲୋକିତ କରିବା ବ୍ୟତୀତ ଜନଗଣନା କେବଳ କେନ୍ଦ୍ର ସରକାରଙ୍କ ଦ୍ୱାରା କରାଯାଇପାରିବ...

ସାକେତ କୋର୍ଟ ଗୁଳିକାଣ୍ଡ ଘଟଣାରେ ଏଲଜିଙ୍କୁ ଘେରିଲା ଏଏପି

ନୂଆଦିଲ୍ଲୀ,୨୧।୪: ରାଜଧାନୀ ଦିଲ୍ଲୀର ସାକେତ କୋର୍ଟରେ ଗୁଳି ଚାଳନା ପରେ ଜଣେ ମହିଳା ଆହତ ହାଇଛନ୍ତି। ଏବେ ଏହି ଘଟଣାକୁ ନେଇ ଦିଲ୍ଲୀର ଆମ ଆଦମି ପାର୍ଟି(ଏଏପି) ସରକାର ଉପରାଜ୍ୟପାଳ ଭିକେ ସାକ୍ସେନାଙ୍କୁ ଟାର୍ଗେଟ କରିଛନ୍ତି। ଏହି ଘଟଣାକୁ ନେଇ...

ଦେଶରେ କମ ହେଉଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟାରେ ୧୧,୬୯୨ ନୂଆ ସଂକ୍ରମିତ

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଦୁଇ ଦିନରେ ସବୁଠାରୁ ଅଧିକ ଦେଖାଯାଇଥିଲା। ହେଲେ ଶୁକ୍ରବାର ଏହି ସଂଖ୍ୟା କମ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୧୧ହଜାରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।...

ସିଭିଲ ସର୍ଭିସ ଡେ’ର ଉଦ୍‌ଯାପନୀ ଦିବସରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: ୧୬ ତମ ସିଭିଲ ସର୍ଭିସ ଡେ କାର୍ଯ୍ୟକ୍ରମର ଉଦ୍‌ଯାପନୀ ଦିବସର ପୁରସ୍କାର ବିତରଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଛନ୍ତି। ସକାଳ ୧୧ଟାରୁ ଦିଲ୍ଲୀର ବିଜ୍ଞାନ ଭବନରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri