ଜାତୀୟ

ତାଜମହଲକୁ ଭାଙ୍ଗି ମନ୍ଦିର ନିର୍ମାଣ କରନ୍ତୁ, ପ୍ରଧାନମନ୍ତ୍ରୀଙ୍କୁ ଭାଜପା ବିଧାୟକଙ୍କ ନିବେଦନ

ନୂଆଦିଲ୍ଲୀ,୬।୪: ଆସାମର ଭାଜପା ନେତା ରୂପଜ୍ୟୋତି କୁର୍ମୀ ତାଜମହଲକୁ ଭାଙ୍ଗିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି କରିଛନ୍ତି। ବିଧାୟକ ରୂପଜ୍ୟୋତି କୁର୍ମୀ କହିଛନ୍ତି ଯେ, ତାଜମହଲ ପ୍ରେମର ପ୍ରତୀକ ନୁହେଁ, ମୁଁ ତୁରନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିକୁ ତାଜମହଲକୁ ଭାଙ୍ଗିବାକୁ...

ଦୀପକ ବକ୍ସରଙ୍କୁ ମେକ୍ସିକୋରୁ ଦିଲ୍ଲୀ ଅଣାଗଲା

ନୂଆଦିଲ୍ଲୀ, ୬।୪: ମୋଷ୍ଟ ଓ୍ବାଣ୍ଟେଡ୍‌ ପଳାତକ ଦୀପକ ବକ୍ସରଙ୍କୁ ବୁଧବାର ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ଟିମ୍‌ ମେକ୍ସିକୋରୁ ଦିଲ୍ଲୀ ଆଣିଛି। ଦୀପକଙ୍କୁ ଧରିବା ପାଇଁ ଦିଲ୍ଲୀ ପୋଲିସ, ଫେଡେରାଲ୍‌ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେଶନ୍‌ (ଏଫ୍‌ବିଆଇ), ମେକ୍ସିକୋ ପୋଲିସ ପକ୍ଷରୁ ସ୍ବତନ୍ତ୍ର...

ଅରୁଣାଚଳ ଉପରେ ସାର୍ବଭୌମତ୍ୱ ଅଧିକାର ଜାହିର କଲା ଚାଇନା

ନୂଆଦିଲ୍ଲୀ,୬ା୪: ଅରୁଣାଚଳ ପ୍ରଦେଶସ୍ଥିତ ୧୧ଟି ସ୍ଥାନର ନାମ ପରିବର୍ତ୍ତନ ପରେ ଏହି ଭୂଖଣ୍ଡ ଉପରେ ଚାଇନା ନିଜ ସାର୍ବଭୌମତ୍ୱ ଦାବି କରିଛି। ଚାଇନାର ଗୃହ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ରବିବାର ଏକ ତାଲିକା ଜାରି କରାଯାଇଥିଲା। ଏଥିରେ ଅରୁଣାଚଳ ପ୍ରଦେଶସ୍ଥିତ...

ଭାରତୀୟ ଶିକ୍ଷାର ଗୈରିକୀକରଣ

ନୂଆଦିଲ୍ଲୀ,୬ା୪: ଦେଶର ସାମ୍ପ୍ରଦାୟିକ ସ୍ଥିତି ଉପରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁର ଯାଦୁକରୀ ପ୍ରଭାବ ରହିଥିଲା, ହିନ୍ଦୁ-ମୁସଲମାନ ଏକତା ପାଇଁ ଗାନ୍ଧିଜୀଙ୍କ ଅଧ୍ୟବସାୟ ହିନ୍ଦୁ କଠୋରପନ୍ଥୀମାନଙ୍କୁ ଉତ୍ତେଜିତ କରିଥିଲା ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଭଳି ସଙ୍ଗଠନଗୁଡ଼ିକୁ ସାମୟିକ ଭାବେ...

ସଂସ୍କୃତ ପାଇଁ ୬୪୦ କୋଟି ଟଙ୍କା, ଓଡ଼ିଆକୁ ଶୂନ

ନୂଆଦିଲ୍ଲୀ, ୬ା୪: ଭାରତରେ ୬ଟି ଶାସ୍ତ୍ରୀୟ ଭାଷା ରହିଛି। ସେଗୁଡ଼ିକୁ ହେଲା ତାମିଲ, ତେଲୁଗୁ, ସଂସ୍କୃତ, କନ୍ନଡ଼, ମାଲୟାଲମ୍‌ ଏବଂ ଓଡ଼ିଆ। ଭାରତର ମାତ୍ର ୧୫ ହଜାର ଲୋକ କହୁଥିବା ସଂସ୍କୃତ ଭାଷାର ବିକାଶ ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି...

ସରକାରଙ୍କୁ ସମାଲୋଚନା ବିରୋଧ ନୁହେଁ

ନୂଆଦିଲ୍ଲୀ,୬ା୪: ସୁପ୍ରିମକୋର୍ଟ ବୁଧବାର ଗଣମାଧ୍ୟମର ସ୍ବାଧୀନତା ଏବଂ ଗଣତନ୍ତ୍ରରେ ଏହାର ମହତ୍ତ୍ୱ ଉପରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଏକ ମୁକ୍ତ ପ୍ରେସ୍‌ ସର୍ବଦା ନାଗରିକମାନଙ୍କ ବାସ୍ତବ ସ୍ଥିତି ଉପସ୍ଥାପନ କରିବା ସହ ରାଷ୍ଟ୍ରର କାର୍ଯ୍ୟଶୈଳୀ ଉପରେ ଆଲୋକପାତ କରିଥାଏ ବୋଲି...

ସରକାରଙ୍କୁ ସମାଲୋଚନା ବିରୋଧ ନୁହେଁ

ନୂଆଦିଲ୍ଲୀ,୬ା୪: ମାଲାୟାଲମ୍‌ ନ୍ୟୁଜ୍‌ ଚ୍ୟାନେଲ ମିଡିଆଓ୍ବାନ୍‌ ଉପରେ କେନ୍ଦ୍ର ସରକାର ଜାରି କରିଥିବା ପ୍ରସାରଣ କଟକଣାକୁ ବୁଧବାର ସୁପ୍ରିମକୋର୍ଟ ହଟାଇଦେଇଛନ୍ତି। ଏଥିସହ ଉକ୍ତ ଚ୍ୟାନେଲର ଲାଇସେନ୍ସକୁ ୪ ସପ୍ତାହ ମଧ୍ୟରେ ନବୀକରଣ କରିବାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ...

ଏସ୍‌ଏସ୍‌ସି ପେପର୍‌ ଲିକ୍‌ ମାମଲା: ଏପ୍ରିଲ ୧୯ ଯାଏ ନ୍ୟାୟିକ ହେପାଜତକୁ ଗଲେ ବନ୍ଦି ସଞ୍ଚୟ

ହାଇଦ୍ରାବାଦ,୫।୪: ଏସ୍‌ଏସ୍‌ସି(ମାଧ୍ୟମିକ ବିଦ୍ୟାଳୟ ସାର୍ଟିଫିକେଟ) ପେପର୍‌ ଲିକ୍‌ ମାମଲାରେ ଗିରଫ ହୋଇଥିବା ତେଲଙ୍ଗାନା ଭାଜପା ସଭାପତି ବନ୍ଦି ସଞ୍ଚୟ କୁମାରଙ୍କୁ ବୁଧବାର ଏପ୍ରିଲ ୧୯ ଯାଏ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ତେଲଙ୍ଗାନା ଭାଜପା ମୁଖ୍ୟଙ୍କ ଗିରଫଦାରୀ ଉପରେ ଭାଜପା...

ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ପଦ୍ମଶ୍ରୀ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ପୁରସ୍କାର ବିତରଣ ଉତ୍ସବ ବୁଧବାର ନୂଆଦିଲ୍ଲୀର ରାଷ୍ଟ୍ରୀୟ ଭବନରେ ଅନୁଷ୍ଠିତ ହୋଇଥିଲା। ଏହି ସମୟର ଏକ ଭିଡିଓ ସାମ୍ନାକୁ ଆସିଛି।...

ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କଲେ ସିସୋଡିଆ

ନୂଆଦିଲ୍ଲୀ,୫।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ବୁଧବାର ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି। ତେବେ ଗୁରୁବାର ଏହି ଆବେଦନର ଶୁଣାଣି ହେବ ବୋଲି ସୂଚନା ମିଳିଛି।...

ମୁଲାୟମ ସିଂ ଯାଦବଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ

ନୂଆଦିଲ୍ଲୀ,୫।୪: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଛି। ତାଙ୍କ ତରଫରୁ ଏହି ସମ୍ମାନ ଗ୍ରହଣ କରିବା ପାଇଁ ତାଙ୍କ ପୁଅ ତଥା ସମାଜବାଦୀ ପାର୍ଟିର ନେତା ଅଖିଳେଶ ଯାଦବ ରାଷ୍ଟ୍ରପତି ଭବନରେ...

ହନୁମାନ ଜୟନ୍ତୀରେ ଶାନ୍ତି ବଜାୟ ରଖିବାକୁ ନିବେଦନ କଲେ ମମତା

କୋଲକାତା,୫।୪: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହନୁମାନ ଜୟନ୍ତୀଙ୍କୁ ଦୃଷ୍ଟିରେ ରଖି ବୁଧବାର ଶାନ୍ତି ବଜାୟ ରଖିବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଧର୍ମ ବ୍ୟକ୍ତିଗତ ପସନ୍ଦ, ହେଲେ ପର୍ବ ସମସ୍ତେ ପାଳନ କରିବା ଉଚିତ୍‌। ରାମ ନବମୀ ଭଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri