ଜାତୀୟ

ଭାରତ ହେଉଛି ବିଶ୍ୱର ଉଦୀୟମାନ ଶକ୍ତି: ଚାଇନା

ବେଜିଂ,୪।୪: ଭାରତକୁ ନେଇ ଚାଇନା ଏକ ବଡ ବୟାନ ଦେଇଛି। ମଙ୍ଗଳବାର ଚାଇନା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ମାଓ ନିଂଗ କହିଛନ୍ତି, ଭାରତ ବିଶ୍ୱର ଉଦୀୟମାନ ଶକ୍ତି। କେବଳ ସେତିକି ନୁହେଁ ଚାଇନା ନୂଆଦିଲ୍ଲୀ ସହ ସମ୍ପର୍କ ବଢାଇବା କଥା...

ସିରିଡି ସାଇଙ୍କ ଉପରେ ବୟାନ ଦେଇ ଫସିଲେ ବାଗେଶ୍ୱର ଧାମର ଆଚାର୍ଯ୍ୟ ଧିରେନ୍ଦ୍ର ଶାସ୍ତ୍ରୀ

ମୁମ୍ବାଇ,୪।୪: ବାଗେଶ୍ୱର ଧାମର ଆଚାର୍ଯ୍ୟ ଧିରେନ୍ଦ୍ର ଶାସ୍ତ୍ରୀ ଶିରିଡି ସାଇ ବାବାଙ୍କ ଉପରେ ବୟାନ ଦେବା ପରେ ମୁମ୍ବାଇ ପୋଲିସରେ ଅଭିଯୋଗ ଦାୟର କରାଯାଇଛି। ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇବା ଅଭିଯୋଗରେ ଧିରେନ୍ଦ୍ର ଶାସ୍ତ୍ରୀଙ୍କ ବିରୋଧରେ ଏଫଆଇଆର ଦେବାକୁ ଦାବି...

ଶାହା ବାଉଳା ହେଲେଣି: ଜେଡିୟୁ

ପାଟନା,୪।୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିହାର ଗସ୍ତ ପରେ ଏବେ ରାଜ୍ୟ ରାଜନୀତି ସରଗରମ। ଶାହା ଜେଡିୟୁ ଉପରେ ଯେଉଁ ଅଭିଯୋଗ ଆଣିଥିଲେ ଏବେ ଏହାର ପାଲଟା ଜବାବ ଦେଇଛି ଜେଡିୟୁ। ବିହାର ଅର୍ଥମନ୍ତ୍ରୀ ବିଜୟ ଚୌଧୁରୀ ସୋମବାର...

୧୨୦ ଏସ୍‌ଟି ପ୍ରସ୍ତାବ ସମର୍ଥନରେ ରିପୋର୍ଟ ଆବଶ୍ୟକ: କେନ୍ଦ୍ର

ନୂଆଦିଲ୍ଲୀ, ୪।୪: ରାଜ୍ୟ ଅନୁସୂଚିତ ଜନଜାତି (ଏସ୍‌ଟି) ତାଲିକାରେ ସାମିଲ ଲାଗି ଓଡ଼ିଶା ସରକାର ଦେଇଥିବା ୧୬୯ଟି ପ୍ରସ୍ତାବକୁ ପ୍ରାରମ୍ଭିକ ଭାବେ ଅନୁଧ୍ୟାନ କରାଯାଇଛି। ୧୨୦ଟି ପ୍ରସ୍ତାବ ଉପରେ ଅଧିକ ସମର୍ଥନ ରିପୋର୍ଟ ଆବଶ୍ୟକ। ରାଜ୍ୟ ସରକାର ୧୨୦ଟି ପ୍ରସ୍ତାବ...

ନାବାଳିକାଙ୍କୁ ବଳାତ୍କାର ପରେ ଖଣ୍ଡ ଖଣ୍ଡ କଲେ ଯୁବକ

ଉଦୟପୁର,୪।୪: ୮ ବର୍ଷର ବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ଶରୀରକୁ ଖଣ୍ଡ ଖଣ୍ଡ କରିବା ଅଭିଯୋଗରେ ପୋଲିସ ଜଣେ ୨୧ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ରାଜସ୍ଥାନର ଉଦୟପୁର ଜିଲା ମାଭ୍‌ଲି ଥାନା ଅଞ୍ଚଳରେ ଏହି ବର୍ବର କାଣ୍ଡ...

ଶିଖ୍‌ ଭାଜପା ନେତାଙ୍କୁ ଅମ୍ରିତ୍‌ପାଲଙ୍କ ହତ୍ୟା ଧମକ

ନୂଆଦିଲ୍ଲୀ, ୪।୪: ଦିଲ୍ଲୀର ଶିଖ୍‌ ଭାଜପା ନେତା ଇମ୍ପ୍ରିତ୍‌ ସିଂ ବାକ୍ସିଙ୍କୁ ଖଲିସ୍ତାନୀଙ୍କଠାରୁ ହତ୍ୟା ଧମକ ମିଳିଥିବା ସୋମବାର ସେ ଅଭିଯୋଗ କରିଛନ୍ତି। କେହି ଜଣେ ନିଜକୁ ଖଲିସ୍ତାନୀ ନେତା ଅମ୍ରିତ୍‌ପାଲ ସିଂ ବୋଲି ଦାବିକରି ଏଭଳି ଧମକ ଦେଇଛନ୍ତି।...

ଭାରତରେ ଭୁଟାନ ରାଜା ଓ୍ବାଙ୍ଗଚୁକ୍‌

ନୂଆଦିଲ୍ଲୀ,୪।୪: ଭୁଟାନ ରାଜା ଜିଗ୍‌ମେ ଖେସର ନାମଗେଲ ଓ୍ବାଙ୍ଗଚୁକ୍‌ ୨ ଦିନିଆ ଭାରତ ଗସ୍ତରେ ଆସି ସୋମବାର ଦିଲ୍ଲୀରେ ପହଞ୍ଚତ୍ଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଓ୍ବଙ୍ଗଚୁକ୍‌ଙ୍କୁ ସ୍ବାଗତ କରିଛନ୍ତି। ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଷ୍ଟାଲିନ୍‌ଙ୍କ ସାମାଜିକ ନ୍ୟାୟ ସମ୍ମିଳନୀରେ ବିରୋଧୀ ଏକାଠି

ଚେନ୍ନାଇ, ୪।୪: ଆସନ୍ତାବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକୁ ଏକାଠି କରିବାକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ ଅଣ୍ଟା ଭିଡ଼ିଛନ୍ତି। ସୋମବାର ସେ ଡାକିଥିବା ସାମାଜିକ ନ୍ୟାୟ ବୈଠକରେ ଅଧିକାଂଶ ବିରୋଧୀ...

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅ

ନୂଆଦିଲ୍ଲୀ, ୪।୪(ପି.ଟି.): ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ରାଜନୈତିକ ଇଚ୍ଛାଶକ୍ତିର କୌଣସି ଅଭାବ ନାହିଁ। ଦୁର୍ନୀତିଗ୍ରସ୍ତ ଯେତେ କ୍ଷମତାଶାଳୀ ହୁଅନ୍ତୁ ନା କାହିଁକି, ନିଃସଙ୍କୋଚରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିବିଆଇ ଅଧିକାରୀମାନଙ୍କୁ ଆହ୍ବାନ ଦେଇଛନ୍ତି।...

ମାଲିଆନା ଦଙ୍ଗା ମାମଲାରେ ୪୦ ଦୋଷମୁକ୍ତ

ମିରଟ, ୪।୪: ୩୬ ବର୍ଷ ତଳର ମାଲିଆନା ସାମ୍ପ୍ରଦାୟିକ ଦଙ୍ଗା ମାମଲାର ୪୦ ଜଣ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ କୋର୍ଟ ଦୋଷମୁକ୍ତ କରିଦେଇଛନ୍ତି। ୧୯୮୭ ମେ’ ୨୩ରେ ଘଟିଥିବା ଏହି ଦଙ୍ଗାରେ ୭୨ ଜଣ ମୁସଲମାନ ନିହତ ହୋଇଥିଲେ। ବାବ୍ରୀ...

ଓଡ଼ିଶାରେ ବଢ଼ିଛି ବାଲ୍ୟବିବାହ

ନୂଆଦିଲ୍ଲୀ, ୪ା୪: ମହିଳା ସଶକ୍ତୀକରଣ ଲାଗି ‘ବେଟି ବଚାଓ-ବେଟି ପଢ଼ାଓ’ ଏବଂ ଅନ୍ୟାନ୍ୟ ଯୋଜନା ସତ୍ତ୍ୱେ ବାଲ୍ୟ ବିବାହ ଓଡ଼ିଶା ସମେତ ଦେଶର ବିଭିନ୍ନ ଭାଗରେ ଏବେ ବି ସାମାଜିକ ବ୍ୟାଧି ଭାବେ ରହିଆସିଛି। ଗତ ୫ ବର୍ଷ ମଧ୍ୟରେ...

ହଟ୍ଟଗୋଳ ମଧ୍ୟରେ ଉଭୟ ଗୃହ ବୁଧବାର ଯାଏ ସ୍ଥଗିତ

ନୂଆଦିଲ୍ଲୀ,୩।୪: ସଂସଦର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଲଗାତର ଭାବେ ଗୃହରେ ଉତ୍ତେଜନା ଲାଗିରହିଛି। ଦ୍ୱିତୀୟ ପର୍ଯ୍ୟାୟରେ ସଂସଦର କୌଣସି କାର୍ଯ୍ୟ ହୋଇପାରିନାହିଁ। ସୋମବାର ଗୃହରେ ହଟ୍ଟଗୋଳ ଯୋଗୁ ଲୋକ ସଭା ଓ ରାଜ୍ୟ ସଭାର କାର୍ଯ୍ୟକୁ ଦିନସାରା ସ୍ଥଗିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri