ଜାତୀୟ

କିଏ କଣ କରୁଛି, କିଛି ଫରକ ପଡିବନି: ସଚିନ ପାଇଲଟଙ୍କ ଅନଶନ ପରେ ପ୍ରତିକ୍ରିୟା ରଖିଲେ ଗେହଲଟ

ଜୟପୁର,୧୨।୪: କଂଗ୍ରେସ ନେତା ସଚିନ ପାଇଲଟ ମଙ୍ଗଳବାର ଜୟପୁରର ଶହୀଦ ସ୍ମାରକରେ ନିଜ ସରକାରଙ୍କ ବିରୋଧରେ ଅନଶନରେ ବସିଥିଲେ। ଗତ ବସୁନ୍ଧରା ରାଜେଙ୍କ ନେତୃତ୍ୱରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) ସରକାରଙ୍କ ସମୟରେ ହୋଇଥିବା ଭ୍ରଷ୍ଟାଚାର ଉପରେ ତଦନ୍ତ ଦାବି...

ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ ମମତା

କୋଲକାତା,୧୨ା୪: ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଏଡିଆର୍‌ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି । ତେବେ ଦେଶର ୨୮ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରେ ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ କିଏ ଏବଂ କିଏ ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ ଆଉ...

ଲାଲୁଙ୍କ ଆଉ ଜଣେ ଝିଅଙ୍କୁ ଇଡିର ପଚରାଉଚରା

ନୂଆଦିଲ୍ଲୀ,୧୨ା୪: ଚାକିରି ଦୁର୍ନୀତି ମାମଲାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଏବଂ ତାଙ୍କ ପରିବାର ସଦସ୍ୟଙ୍କ ପିଛା ଛାଡୁନି ସମସ୍ୟା। ସୂଚନାନୁଯାୟୀ, ଲାଲୁଙ୍କ ଆଉ ଜଣେ ଝିଅ ମଧ୍ୟ ଇଡି ନଜରକୁ ଆସିଛନ୍ତି। ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ପଚରାଉଚରା...

ଆଗାମୀ ୧୦-୧୨ ଦିନ ମଧ୍ୟରେ ବଢିପାରେ କରୋନା ସଂକ୍ରମଣ, ହେଲେ…

ନୂଆଦିଲ୍ଲୀ,୧୨।୪: ଦେଶରେ କରୋନା ସଂକ୍ରମଣ ଏଣ୍ଡେମିକ ଷ୍ଟେଜ ଆଡକୁ ଗତି କରୁଛି। ଆସନ୍ତା ୧୦-୧୨ ଦିନ ମଧ୍ୟରେ ଏହି ମାମଲା ବଢିପାରେ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଅଧିକାରୀମାନେ ବୁଧବାର ଏହି ସୂଚନା ଦେଇଛନ୍ତି। ଏଣ୍ଡେମିକର ଅର୍ଥ ହେଉଛି ସଂକ୍ରମଣ ଏବେ ଆମରି...

ପାଟନା ଏୟାର ପୋର୍ଟରେ ବୋମା ଆତଙ୍କ

ପାଟନା,୧୨।୪: ବିହାରର ପାଟନା ଏୟାରପୋର୍ଟରେ ବୋମା ଥିବା ସୂଚନା ମିଳିବା ପରେ ଭୟର ବାତାବରଣ ଦେଖାଦେଇଥିଲା। ସୂଚନା ମିଳିବା ପରେ ବୋମା ନିଷ୍କ୍ରିୟକାରୀ ଦଳ ଯାଞ୍ଚ ଆରମ୍ଭ କରିଦେଇଛନ୍ତି। ହେଲେ ସେଠାରୁ ସେମିତି କିଛି ମିଳି ନାହିଁ। ଏବେ ପାଟନା...

କଂଗ୍ରେସର ‘ହାତ’ ଛାଡି ପଦ୍ମ ଧରିଲେ ରାଜନନ୍ଦିନି

ବେଙ୍ଗାଲୁରୁ,୧୨।୪: କର୍ନାଟକ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ନେତାଙ୍କ ଦଳ ବଦଳ ପ୍ରକ୍ରିୟା ଜାରି ରହିଛି। ବୁଧବାର ଅର୍ଥାତ୍‌ ୧୨ ଏପ୍ରିଲରେ କଂଗ୍ରେସକୁ  ଝଟକା ଲାଗିଛି। ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ସ୍ପିକର କାଗୋଡୁ ଥିମ୍ମପ୍ପାଙ୍କ ଝିଅ...

ଅଜମୈର-ଦିଲ୍ଲୀରେ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ, ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଅଜମୈର-ଦିଲ୍ଲୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିଛନ୍ତି। ଜୟପୁରର ରେଳ ଷ୍ଟେଶନରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେଇ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ସବୁଜ ପତାକା...

ଜମ୍ମୁ-କଶ୍ମୀରରେ ଭୂକମ୍ପ ଝଟକା

ଶ୍ରୀନଗର,୧୨।୪: ଜମ୍ମୁ-କଶ୍ମୀରରେ ଭୂକମ୍ପ ଝଟକା। ବୁଧବାର ପୂର୍ବାହ୍ନ ୧୦ଟା୧୦ ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ରିକ୍ଟର ସ୍କେଳରେ ଏହାର ତୀବ୍ରତା ୪.୦ ରେକର୍ଡ କରାଯାଇଛି। ତେବେ ଭୂକମ୍ପ...

କର୍ନାଟକ ନିର୍ବାଚନ ପୂର୍ବରୁ ଓସ୍କାର ଓ୍ବିନିଂ ସଙ୍ଗ ‘ନାଟୁ ନାଟୁ’ ହେଲା ‘ମୋଦି ମୋଦି’, ଭାଇରଲା ହେଉଛି ଭିଡିଓ

ବେଙ୍ଗାଲୁରୁ,୧୨।୪: ଗତ ମାସରେ ଲସ ଆଞ୍ଜେଲସରେ ହୋଇଥିବା ୯୫ ତମ ଓସ୍କାର ସେରିମନିରେ ତେଲଗୁ ମୁଭି ‘ଆରଆରଆର’ର ‘ନାଟୁ ନାଟୁ’ ଗୀତକୁ ବେଷ୍ଟ ଅରିଜନାଲ ସଙ୍ଗ ଆଓ୍ବାର୍ଡ ମିଳିଥିଲା। ଏହା ପୂର୍ବରୁ ‘ନାଟୁ ନାଟୁ’କୁ ଗୋଲଡନ ଗ୍ଲୋବ୍ସ ଆଓ୍ବାର୍ଡରେ ବେଷ୍ଟ...

ଅମ୍ରିତପାଲଙ୍କ ବିଷୟରେ ସୂଚନା ଦେଲେ ମିଳିବ ପୁରସ୍କାର,ପଞ୍ଜାବ ପୋଲିସର ଘୋଷଣା

ଚଣ୍ଡିଗଡ,୧୨।୪: ଖଲିସ୍ତାନୀ ନେତା ଅମ୍ରିତପାଲ ସିଂ ପାଖାପାଖି ୨୬ ଦିନ ହେବ ଫେରାର ଅଛନ୍ତି। ତାଙ୍କୁ ଖୋଜିବା ପାଇଁ ପଞ୍ଜାବ ପୋଲିସ କ୍ରମାଗତ ଭାବରେ ସର୍ଚ୍ଚ ଅପରେଶନ ଜାରି ରଖିଛି, କିନ୍ତୁ ଏ ପର୍ଯ୍ୟନ୍ତ ତାଙ୍କୁ ଗିରଫ କରିବାରେ ସକ୍ଷମ...

ବଠିଣ୍ଡା ମିଲିଟ୍ରି ଷ୍ଟେଶନ ଫାୟରିଂ ଘଟଣାର ଅଭିଯୁକ୍ତ ଯବାନ ଗିରଫ, ପଚରା ଉଚରା ଜାରି

ଚଣ୍ଡିଗଡ଼,୧୨।୪: ବଠିଣ୍ଡା ମିଲିଟ୍ରି ଷ୍ଟେଶନରେ ବୁଧବାର ସକାଳ ପ୍ରାୟ ସାଢେ ୪ଟା ସମୟରେ ଫାୟରିଂ ହୋଇଥିବା ଖବର ଆସିଥିଲା। ଏଥିରେ ୪ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଥିଲା। ଏବେ ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଫାୟରିଂ...

ଏପ୍ରିଲ ୧୪ରେ ଆସାମ ଯିବେ ପ୍ରଧାନମନ୍ତ୍ରୀ, ୧୪କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ପ୍ରକଳ୍ପର କରିବେ ଉଦ୍‌ଘାଟନ

ନୂଆଦିଲ୍ଲୀ,୧୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୧୪ରେ ଆସାମ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ପ୍ରାୟ ୧୪,୩୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦ୍‌ଘାଟନ କରିବେ। ପ୍ରଧାନମନ୍ତ୍ରୀ ଗୁଆହାଟୀ ଏମ୍ସ ଏବଂ ଆସାମର ଅନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri