ଜାତୀୟ

ଅଖିଳେଶ, ମାୟାବତୀଙ୍କୁ ବଡ ଝଟକା ଦେଲେ ଓମ ପ୍ରକାଶ ରାଜଭର

ଲକ୍ଷ୍ନୌ,୧୨।୪: ଉତ୍ତର ପ୍ରଦେଶର ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ ଝଡ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଭାସପା ମୁଖ୍ୟ ଓମପ୍ରକାଶ ରାଜଭର ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଓ ବିଏସପି ମୁଖ୍ୟ ମାୟାବତୀଙ୍କୁ ବଡ ଝଟକା ଦେଇଛନ୍ତି।...

‘ଭାଜପାର ମୁସଲମାନ ପ୍ରେମ ପୁତନା ମାଉସୀ ପରି’, ସାମନାରେ ରାଜନୈତିକ ଯୁଦ୍ଧ

ମୁମ୍ବାଇ,୧୨।୪: ଉଦ୍ଧବ ଠାକରେଙ୍କ ଶିବସେନାର ମୁଖପତ୍ର ସାମନାର ସମ୍ପାଦକୀୟରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ‘ନବକବ୍ବାଲ’ କୁହାଯାଇ ଟାର୍ଗେଟ କରାଯାଇଛି। ଏହି ନାମର ଟାଇଟଲ ସାହାଯ୍ୟରେ ବିଶ୍ୱର ସର୍ବବୃହତ୍ତ ରାଜନୈତିକ ଦଳ ଭାଜପାକୁ ଶୁଫିଆନା ଷ୍ଟାଇଲେ ଅପମାନିତ କରାଯାଇଛି। ସମ୍ପାଦକୀୟରେ ଭାଜପାକୁ...

ଭାଜପା କହିଲା ଲଢ଼ନି, ଚ୍ୟାଲେଞ୍ଜ କଲେ ଶେଟ୍ଟାର

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୨ା୪: ୨୨୪ ଆସନ ବିଶିଷ୍ଟ କର୍ନାଟକ ବିଧାନସଭା ନିର୍ବାଚନକୁ ମାସେରୁ କମ୍‌ ସମୟ ବାକି ଥିବାବେଳେ ମଙ୍ଗଳବାର ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ୧୮୯ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି। ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ତାଙ୍କ ପାରମ୍ପରିକ...

ବଠିଣ୍ଡା ମିଲିଟ୍ରି ଷ୍ଟେଶନରେ ଫାୟରିଂ, ୪ ଯବାନ ମୃତ, ସେନା କହିଲା ନୁହେଁ ଆତଙ୍କବାଦୀ ଘଟଣା

ଚଣ୍ଡିଗଡ଼,୧୨।୪: ପଞ୍ଜାବର ବଠିଣ୍ଡା ସ୍ଥିତ ଆର୍ମି ଏରିଆରେ ଫାୟରିଂ ହୋଇଛି। କ୍ୟାଣ୍ଟେନମେଣ୍ଟ ଏରିଆକୁ ସିଲ କରି ଦିଆଯାଇଛି। ଛାଓ୍ବନିରେ ଏହି ଘଟଣା ପରେ କାହାକୁ ଭିତରକୁ ଯିବାକୁ ଅନୁମତି ଦିଆଯାଉ ନାହିଁ। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କ୍ୟାଣ୍ଟରେ...

ତେଜସ୍ବୀଙ୍କୁ ଇଡି ଜେରା

ନୂଆଦିଲ୍ଲୀ, ୧୨।୪: ଚାକିରି ପାଇଁ ଜମି ଦୁର୍ନୀତିର ମନି ଲଣ୍ଡରିଂ ମାମଲାରେ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବିହାର ଉପମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ନେତା ତେଜସ୍ବୀ ଯାଦବଙ୍କୁ ୯ ଘଣ୍ଟା ଜେରା କରିଛି। ଜେରା ପରେ ଗଣମାଧ୍ୟମକୁ ତେଜସ୍ବୀ କହିଛନ୍ତି,...

ସିସିଟିଭି ସଂଯୋଗ ନେଇ ହାଇକୋର୍ଟଙ୍କୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୨ା୪ : କୋର୍ଟ ପରିସରରେ ସିସିଟିଭି ଲଗାଇବା କାର୍ଯ୍ୟର ଅଗ୍ରଗତି ସମ୍ପର୍କିତ ରିପୋର୍ଟ ଆମିକସ୍‌ କ୍ୟୁରି ସିଦ୍ଧାର୍ଥ ଲୁଥ୍ରାଙ୍କ ନିକଟରେ ଦାଖଲ କରିବା ଲାଗି ସୁପ୍ରିମକୋର୍ଟ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସମେତ ସମସ୍ତ ଉଚ୍ଚ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।...

ମୌସୁମୀ ଅଧିବେଶନରେ ଆସିବ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍‌

ନୂଆଦିଲ୍ଲୀ, ୧୨ା୪ : ଡିଜିଟାଲ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍‌ ପ୍ରସ୍ତୁତ ହୋଇଛି ଏବଂ ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଏହାକୁ ଉପସ୍ଥାପନ କରାଯିବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଟର୍ନି ଜେନେରାଲ ଆର୍‌. ଭେଙ୍କଟରମଣୀ ମଙ୍ଗଳବାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି।...

୧୯୮୪ ଶିଖ୍‌ବିରୋଧୀ ଦଙ୍ଗା ମାମଲା : ଟାଇଟଲରଙ୍କ ସ୍ବର ନମୁନା ସଂଗ୍ରହ କଲା ସିବିଆଇ

ନୂଆଦିଲ୍ଲୀ , ୧୧ା୪: ୧୯୮୪ରେ ଦିଲ୍ଲୀ ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ ସିବିଆଇ ମଙ୍ଗଳବାର କଂଗ୍ରେସ ନେତା ଜଗଦୀଶ ଟାଇଟଲରଙ୍କ ସ୍ବର ନମୁନା ସଂଗ୍ରହ କରିଛି। ସିବିଆଇ ଉକ୍ତ ମାମଲାରେ ୩ଟି କ୍ଲୋଜର ରିପୋର୍ଟ ଦାଖଲ କରିଥିଲା। ତେବେ ସାନି...

ମୂଷା ମାରିଥିବା ବ୍ୟକ୍ତିଙ୍କ ବିରୋଧରେ ୩୦ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ: ହୋଇପାରେ ୫ ବର୍ଷ ଜେଲ ଦଣ୍ଡାଦେଶ…

ଲକ୍ଷ୍ନୌ,୧୧।୪ : ଉତ୍ତରପ୍ରଦେଶର ବାଦାଉନରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତିଙ୍କୁ ମୂଷା ମାରିବା ମହଙ୍ଗା ପଡ଼ିଛି। ହେଲା ବର୍ତ୍ତମାନ ତାଙ୍କୁ ଏହି ମାମଲାରେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ ହୋଇପାରେ ବୋଲି କୁହାଯାଉଛି।...

କ୍ରିମିୟା ପ୍ରସଙ୍ଗ ଭାରତ ପାଇଁ ଏକ ଶିକ୍ଷା: ଚାଇନା-ପାକିସ୍ତାନକୁ ନେଇ ଚେତାବନୀ ଦେଲେ ୟୁକ୍ରେନ ମନ୍ତ୍ରୀ…

ନୂଆଦିଲ୍ଲୀ,୧୧।୪ : ୟୁକ୍ରେନର ଉପ-ବୈଦେଶିକ ମନ୍ତ୍ରୀ ଏମିନ ଜାପାରୋଭା ଭାରତ ଗସ୍ତରେ ଅଛନ୍ତି। ୟୁକ୍ରେନ ଯୁଦ୍ଧ ପରେ ଭାରତକୁ ୟୁକ୍ରେନର ଜଣେ ମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ। ପାକିସ୍ତାନ ଏବଂ ଚାଇନା ବିଷୟରେ ଏମିନ ଭାରତକୁ ଚେତାବନୀ ଦେଇଛନ୍ତି। ମଙ୍ଗଳବାର...

୫୦ ଥର ମୋ ଘର ନେଇଗଲେ ବି ମୁଁ ଓ୍ବାୟନାଡ-ଭାରତର ଲୋକଙ୍କ ସମସ୍ୟା ପ୍ରସଙ୍ଗରେ କହିବି: ରାହୁଲ…

ଓ୍ବାୟନାଡ,୧୧।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ୱାୟନାଡରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି,. ମୋ ଘରକୁ ୫୦ ନେଇଗଲେ ବି ମୁଁ ୱାୟନାଡ ଏବଂ ଭାରତର ଲୋକଙ୍କ ସମସ୍ୟା...

ଗୋମୂତ୍ର ମଣିଷ ପିଇବା ପାଇଁ ନୁହେଁ ଉପଯୁକ୍ତ, ରହିଛି କ୍ଷତିକାରକ ବ୍ୟାକ୍ଟେରିଆ: ରିସର୍ଚ୍ଚ ରିପୋର୍ଟ…

ନୂଆଦିଲ୍ଲୀ,୧୧।୪ : ଯଦିଓ ଆୟୁର୍ବେଦକୁ ଦର୍ଶାଇ କେତେକ ରୋଗରେ ଗୋମୂତ୍ର ପିଇବା ଉପକାରୀ ବୋଲି କୁହାଯାଏ, କିନ୍ତୁ ନିକଟରେ ହୋଇଥିବା ଏକ ରିସର୍ଚ୍ଚରୁ ଜଣାପଡିଛି , ଏହାକୁ ପିଇବା ମଣିଷ ପାଇଁ ଉପଯୁକ୍ତ ନୁହେଁ। ରିସର୍ଚ୍ଚ ଅନୁଯାୟୀ, ଏଥିରେ କିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri