ଜାତୀୟ

ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କଲେ ସିସୋଡିଆ

ନୂଆଦିଲ୍ଲୀ,୫।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ବୁଧବାର ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି। ତେବେ ଗୁରୁବାର ଏହି ଆବେଦନର ଶୁଣାଣି ହେବ ବୋଲି ସୂଚନା ମିଳିଛି।...

ମୁଲାୟମ ସିଂ ଯାଦବଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ

ନୂଆଦିଲ୍ଲୀ,୫।୪: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଛି। ତାଙ୍କ ତରଫରୁ ଏହି ସମ୍ମାନ ଗ୍ରହଣ କରିବା ପାଇଁ ତାଙ୍କ ପୁଅ ତଥା ସମାଜବାଦୀ ପାର୍ଟିର ନେତା ଅଖିଳେଶ ଯାଦବ ରାଷ୍ଟ୍ରପତି ଭବନରେ...

ହନୁମାନ ଜୟନ୍ତୀରେ ଶାନ୍ତି ବଜାୟ ରଖିବାକୁ ନିବେଦନ କଲେ ମମତା

କୋଲକାତା,୫।୪: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହନୁମାନ ଜୟନ୍ତୀଙ୍କୁ ଦୃଷ୍ଟିରେ ରଖି ବୁଧବାର ଶାନ୍ତି ବଜାୟ ରଖିବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଧର୍ମ ବ୍ୟକ୍ତିଗତ ପସନ୍ଦ, ହେଲେ ପର୍ବ ସମସ୍ତେ ପାଳନ କରିବା ଉଚିତ୍‌। ରାମ ନବମୀ ଭଳି...

କେରଳ ଟ୍ରେନ ଘଟଣା: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

କୋଝିକୋଡ, ୩ା୪: କେରଳର କୋଝିକୋଡ ଜିଲାରେ ଏକ ଏକ୍ସପ୍ରେସ ଟ୍ରେନ୍‌ର ଯାତ୍ରୀଙ୍କୁ ନିଆଁ ଲଗାଇ ଦେଇଥିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ତେବେ ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ଶାହାରୁଖ ସୈଫି। ମହାରାଷ୍ଟ୍ରର ରତ୍ନାଗିରି ନିକଟରେ ତାଙ୍କୁ ଧରାଯାଇଥିବା...

୧୦ ଜନପଥକୁ ସ୍ଥାନାନ୍ତର ହେବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୫।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଖୁବ୍‌ଶୀଘ୍ର ୧୦ ଜନପଥକୁ ସ୍ଥାନାନ୍ତର ହେବେ। ସୂଚନାନୁସାରେ, ରାହୁଲଙ୍କ ଘରର ଆସବାବପତ୍ର ସୋନିଆ ଗାନ୍ଧୀଙ୍କ ବାସଭବନ ୧୦ ଜନପଥକୁ ସ୍ଥାନାନ୍ତର ହେଉଛି। ଏଥି ସହ ରାହୁଲଙ୍କ କାର୍ଯ୍ୟାଳୟର କାମ ପାଇଁ ଏକ ଘର...

୩ ବର୍ଷ ଜେଲ ଦଣ୍ଡାଦେଶ ପରେ ଯଦି ଭାଜପା ଏମ୍‌ପି ଅଯୋଗ୍ୟ ନୁହନ୍ତି, ତେବେ ରାହୁଲ ଗାନ୍ଧୀ କାହିଁକି?

ନୂଆଦିଲ୍ଲୀ,୫।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦକୁ ନେଇ ବୁଧବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଜଣେ ଭାଜପା ଏମ୍‌ପି ଅନୁସୂଚିତ ଜାତିର ଜଣେ ଡାକ୍ତରଙ୍କୁ ଚାପୁଡ଼ା ମାରିଥିଲେ। ଯାହାପରେ ଅନୁସୂଚିତ...

ଏପ୍ରିଲ ୧୭ ଯାଏ ନ୍ୟାୟିକ ହେପାଜତରେ ରହିବେ ସିସୋଡିଆ

ନୂଆଦିଲ୍ଲୀ,୫।୪: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କ ପାଇଁ ପୁଣି ଅଡୁଆ ବଢିଲା। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ବୁଧବାର ରୌଜ ଏଭିନ୍ୟୁ କୋର୍ଟ ଇଡି ମାମଲାରେ ତାଙ୍କ ନ୍ୟାୟିକ ହେପାଜତ ଅବଧିକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ,...

ସିସୋଡିଆଙ୍କୁ ନେଇ କୋର୍ଟରେ ପହଞ୍ଚିଲା ଇଡି

ନୂଆଦିଲ୍ଲୀ,୫।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କୁ ବୁଧବାର ଦିଲ୍ଲୀର ରୌଜ୍‌ ଏଭିନ୍ୟ କୋର୍ଟରେ ହାଜର କରାଇଛି ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) । ତେବେ ଇଡି ମାମଲାର ନ୍ୟାୟିକ ହେପାଜତ ଆଜି ଶେଷ...

ଭାଜପାରେ ଯୋଗ ଦେବା ଚର୍ଚ୍ଚା ମଧ୍ୟରେ ଅଭିନେତାଙ୍କୁ ଧମକପୂର୍ଣ୍ଣ ଚିଠି

ବେଙ୍ଗାଲୁରୁ,୫।୪: ସୁପରଷ୍ଟାର କିଚା ସୁଦୀପ ଭାଜପାରେ ଯୋଗ ଦେବା ଚର୍ଚ୍ଚା ମଧ୍ୟରେ ଅଭିନେତାଙ୍କୁ ଧମକପୂର୍ଣ୍ଣ ଚିଠି ଆସିଥିବା ଅଭିଯୋଗ ହୋଇଛି। ନିକଟରେ ଅଭିନେତାଙ୍କ ମ୍ୟାନେଜର ଜ୍ୟାକ ମଞ୍ଜୁଙ୍କୁ କିଚାଙ୍କ ବ୍ୟକ୍ତିଗତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବାକୁ ଧମକପୂର୍ଣ୍ଣ ଚିଠି...

‘ନିର୍ବାଚନ ଲଢିବିନି, କେବଳ ଭାଜପା ପାଇଁ ପ୍ରଚାର କରିବି’

ବେଙ୍ଗାଲୁରୁ,୫।୪:  କନ୍ନଡ ସୁପରଷ୍ଟାର କିଚା ସୁଦୀପ ଆସନ୍ତା କର୍ନାଟକ ବିଧାନସଭା ନିର୍ବାଚନରେ ଭାଜପା ପାଇଁ ପ୍ରଚାର କରିବେ। ତେବେ ଏହା ପୂର୍ବରୁ କୁହାଯାଇଥିଲା ଯେ, ଅଭିନେତା ଭାଜପାରେ ଯୋଗ ଦେଇପାରନ୍ତି। ତେବେ ବୁଧବାର ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି...

ହନୁମାନ ଜୟନ୍ତୀରେ ପ୍ରସ୍ତୁତ ରହିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୫।୪: ହନୁମାନ ଜୟନ୍ତୀ ପ୍ରସ୍ତୁତିକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି। ସମସ୍ତ ରାଜ୍ୟ ସରକାରଙ୍କୁ ଆଇନ ଶୃଙ୍ଖଳା, ପର୍ବର ଶାନ୍ତିପୂର୍ଣ୍ଣ ପାଳନ କରିବା ସହ ସମାଜରେ ସାମ୍ପ୍ରଦାୟିକ ସଦ୍‌ଭାବନାକୁ ଯେପରି କ୍ଷୁର୍ଣ୍ଣ ନ କରାଯାଏ ତାହା...

ମୋଦି-ଯୋଗୀଙ୍କୁ ଜୀବନରେ ମାରିବାକୁ ଧମକ…

ନୋଏଡା ,୫।୪ : ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଜୀବନରେ ମାରିବାକୁ ଧମକ ଦେବା ପ୍ରସଙ୍ଗ ସାମ୍ନାକୁ ଆସିଛି। ନୋଏଡା ପୋଲିସ ଏହି ମାମଲାରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri