ଜାତୀୟ

ପଳାତକ ଅମୃତପାଲଙ୍କ ନୂଆ ସିସିଟିଭି ଭିଡିଓ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୧।୪:ପଳାତକ ଖଲିସ୍ତାନି ସମର୍ଥକ ଅମୃତପାଲ ସିଂଙ୍କ ପଳାୟନର ଆଉ ଏକ ନୂଆ ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଭିଡିଓଟି ୨୯ ମାର୍ଚ୍ଚର। ଯେତେବେଳେ ଅମୃତପାଲ ଓ ତାଙ୍କର ସହଯୋଗୀ ପପ୍ପଲ ପ୍ରିତ ସିଂ ହୋସିୟାରପୁରର...

ଏଏପି କର୍ମୀଙ୍କ ଗିରଫ ପରେ ପ୍ରତିକ୍ରିୟା ରଖିଲେ ଇସୁଦାନ

ଅହମଦାବାଦ,୩୧ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପୋଷ୍ଟର ଲଗାଇବା ଅଭିଯୋଗରେ ୮ ଏଏପି କର୍ମୀଙ୍କୁ ପୋଲିସ ଗିରଫ କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ଅନ୍ୟପକ୍ଷେ ଭାଜପା ଏକଚ୍ଛତ୍ରବାଦୀ ଶାସନ ଚଳାଇଥିବା ଗୁଜରାଟ...

ସଞ୍ଜୟ ରାଉତଙ୍କୁ ହତ୍ୟାା ଧମକ

ମୁମ୍ବାଇ,୧।୪: ମହାରାଷ୍ଟ୍ରର ରାଜ୍ୟସଭା ଏମପି ଓ ଉଦ୍ଧବ ଗ୍ରୁପର ନେତା ସଞ୍ଜୟ ରାଉତଙ୍କୁ ହତ୍ୟା ଧମକ ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ହତ୍ୟା ଧମକ ଦେଇଥିବା ବ୍ୟକ୍ତି ମେସେଜ କରିଛନ୍ତି ଯେ, ତୁମକୁ ବି ମୁସଓ୍ବୋଲା କରିଦେବି। ଦାବି କରାଯାଉଛି...

ରାମ ନବମୀ ଶୋଭାଯାତ୍ରା ବେଳେ ମସ୍‌ଜିଦରେ ଗୈରିକ ପତାକା ଲଗାଇ ୫ ଗିରଫ

ଚଣ୍ଡିଗଡ,୧।୪: ଗୁରୁବାର ରାମ ନବମୀ ଶୋଭାଯାତ୍ରା ଅବସରରେ ଦେଶର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଖବର ସାମ୍ନାକୁ ଆସିଥିଲା। ହରିଆଣାରେ ମଧ୍ୟ ରାମ ନବମୀରେ ବ୍ୟାପକ ହିଂସାକାଣ୍ଡ ଦେଖିବାକୁ ମିଳିଥିଲା। ରାଜ୍ୟର ଖାରଖୋଡା ମସ୍‌ଜିଦରେ ଧାର୍ମିକ ସ୍ଲୋଗାନ ଦେବା ସହ ଗୈରିକ...

ଭୋପାଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ, ଇନ୍ଦୋର ଦୁର୍ଘଟଣାକୁ ନଜରରେ ରଖି ରୋଡ ଶୋ’ ବାତିଲ

ନୂଆଦିଲ୍ଲୀ,୧।୪: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋପାଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ପାଇଁ ରାଜ୍ୟରେ ଭାଜପା ପକ୍ଷରୁ ରୋଡ ଶୋ’ ଏବଂ ଭବ୍ୟ ସ୍ବାଗତର ଯୋଜନା ହୋଇଥିଲା। ତେବେ ମଧ୍ୟପ୍ରଦେଶର ଇନ୍ଦୋରରେ ରାମ ନବମୀ...

ଏଏପି ରାଲି ପୂର୍ବରୁ କେଜିର୍‌ଓ୍ବାଲଙ୍କୁ ଚେତାବନୀ ଦେଲେ ହିମନ୍ତ ବିଶ୍ୱଶର୍ମା

ଦିଶପୁର,୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍‌ଓ୍ବାଲଙ୍କ ପ୍ରଥମ ରାଜନୈତିକ ରାଲି ଆସାମରେ ଆସନ୍ତା ଏପ୍ରିଲ ୨ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ରାଜ୍ୟରେ ରାଜନୀତି ସରଗରମ ରହିଛି। ତେବେ ରାଲି ପୂର୍ବରୁ ଅରବିନ୍ଦ କେଜିର୍‌ଓ୍ବାଲଙ୍କୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା...

୨ ଭାଜପା ନେତାଙ୍କ ନାଁରେ ମାମଲା

ନୂଆଦିଲ୍ଲୀ,୧।୪: ଜଣେ ବ୍ୟବସାୟୀଙ୍କୁ ଘର ନିର୍ମାଣ ଲାଗି ସୁଯୋଗ ଦେବା ନିମନ୍ତେ ୧୫ ଲକ୍ଷ ଟଙ୍କା ଦାବି କରିବା ଅଭିଯୋଗରେ ଦିଲ୍ଲୀର ୨ ଜଣ ଭାଜପା ନେତା ସିୟାରାମ ଶାକ୍ୟ ଏବଂ ଧୀରଜ ପ୍ରଧାନଙ୍କ ନାମରେ ବଟି ଅସୁଲି ମାମଲା...

ବିହାରରେ ଶୋଭାଯାତ୍ରା ବେଳେ ସଂଘର୍ଷ

ସାସାରାମ, ୧।୪: ବିହାରର ସାସାରାମ ଏବଂ ନାଳନ୍ଦାରେ ଶୁକ୍ରବାର ଅପରାହ୍ନରେ ରାମନବମୀ ଶୋଭାଯାତ୍ରାବେଳେ ସଂଘର୍ଷ ଘଟିଛି। ଦୁଇ ଗୋଷ୍ଠୀ ପରସ୍ପରକୁ ଟେକାମାଡ଼ କରିବା ସହ ପୋଡ଼ାଜଳା ହୋଇଛି। ସାସାରାମରେ କେତେକ ଘରକୁ ଦୁର୍ବୃତ୍ତମାନେ ପୋଡ଼ିଦେଇଛନ୍ତି। ଉକ୍ତ ସହରରେ ପୋଲିସ ଓ...

ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୪: ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଆ ଭାଷାର ଟୁଇଟ୍‌ କରି କହିଛନ୍ତି, ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ...

କମିଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୪: ଜାତୀୟ ରାଜଧାନୀରେ ହ୍ରାସ ପାଇଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡର ଦାମ। ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୯୧ଟଙ୍କା ୫୦ ପଇସା ହ୍ରାସ ପାଇଛି। ତେବେ ଘରୋଇ ଏଲପିଜି ଗ୍ୟାସ ବ୍ୟବହାର କରୁଥିବା ଲୋକଙ୍କୁ...

ଏପ୍ରିଲ ୯ରେ କର୍ନାଟକ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକ ବିଧାନସଭା ନିର୍ବାଚନର ପ୍ରାୟ ଏକ ମାସ ପୂର୍ବରୁ ଏପ୍ରିଲ ୯ ରେ କର୍ନାଟକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ବାନ୍ଦିପୁର ଟାଇଗର ରିଜର୍ଭରେ ମଧ୍ୟ ଏକ...

କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ କାର୍‌ ଯାଞ୍ଚ କଲେ ନିର୍ବାଚନ ଅଧିକାରୀ

ବେଙ୍ଗାଲୁରୁ, ୧।୪: ମେ’ ୧୦ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା କର୍ନାଟକରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏଥିସହିତ ସେଠାରେ ଗାଡ଼ିମୋଟର ଯାଞ୍ଚକୁ ଜୋର୍‌ଦାର କରାଯାଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ଚିକ୍କାବାଲ୍ଲାପୁର ଜିଲାର ଏକ ମନ୍ଦିରକୁ ଯାଉଥିବାବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri