ଜାତୀୟ

ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଲେ ମନ୍ତ୍ରୀ

କୋଲକାତା,୨୭।୩: ପଶ୍ଚିମବଙ୍ଗ ସରକାରର ମନ୍ତ୍ରୀ ଶୋଭନଦେବ ଚଟ୍ଟୋପାଧ୍ୟାୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଇଛନ୍ତି। ସେ କହିଛନ୍ତି, ମମତା ବାନାର୍ଜୀ କୌଣସି ଭୁଲ କରିପାରିବେ ନାହିଁ କାରଣ ସେ ଭଗବାନଙ୍କ ପରି ଅଟନ୍ତି। ମୁଁ ଜଣେ ଚୋର...

ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ନୂଆଦିଲ୍ଲୀ,୨୬।୩: ପୂର୍ବତନ ଏମ୍‌ପି ତଥା ଭେଟେରାନ ମାଲାୟାଲମ ଅଭିନେତା ଇନୋସେଣ୍ଟ ଭାରିଡ ଥାକେଥାଲାଙ୍କ ଦେହାନ୍ତ ହୋଇଛି। କେରଳର କୋଚିସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ଡାକ୍ତରଖାନା ପକ୍ଷରୁ କୁହାଯାଇଛି...

ସୁଷମା ସ୍ବରାଜଙ୍କ ଝିଅଙ୍କୁ ମିଳିଲା ବଡ଼ ପଦବୀ

ନୂଆଦିଲ୍ଲୀ,୨୬।୩: ସ୍ବର୍ଗତ ଭାଜପା ନେତା ସୁଷମା ସ୍ବରାଜଙ୍କ ଝିଅ ବାଂସୁରୀ ସ୍ବରାଜ ସକ୍ରିୟ ରାଜନୀତିରେ ପ୍ରବେଶ କରିଛନ୍ତି। ବାଂସୁରୀଙ୍କୁ ଭାଜପା ଏକ ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ଭାଜପାର ଦିଲ୍ଲୀ ୟୁନିଟ୍‌ର ଲିଗାଲ ସେଲର ସହ-ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି।...

୨୦୨୪ରେ କଂଗ୍ରେସ ହେବ ଆହୁରି ମଜଭୁତ: ରାହୁଲଙ୍କ ସଦସ୍ୟତା ରଦ୍ଦକୁ ନେଇ ଏମିତି କହିଲେ ଚିଦାମ୍ବରମ

ନୂଆଦିଲ୍ଲୀ,୨୬ ।୩: ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ ରବିବାର କହିଛନ୍ତି କି ତାଙ୍କ ଦଳର ନେତା ରାହୁଲ ଗାନ୍ଧୀଙ୍କ ଲୋକ ସଭାରେ ଅଯୋଗ୍ୟତା କଂଗ୍ରେସକୁ ମଜଭୁତ କରିବ । ଏହାର ଫାଇଦା ଆଗାମୀ ବର୍ଷ...

‘କଂଗ୍ରେସର ସତ୍ୟାଗ୍ରହ ସତ୍ୟ ପାଇଁ ଲଢ଼େଇ ନୁହେଁ’

ନୂଆଦିଲ୍ଲୀ, ୨୬ା୩: କଂଗ୍ରେସର ସଂକଳ୍ପ ସତ୍ୟାଗ୍ରହକୁ ଭାଜପା କଡ଼ା ସମାଲୋଚନା କରିଛି। ଏହା ଦେଶର ସମ୍ବିଧାନ ଏବଂ କୋର୍ଟଙ୍କ ରାୟ ବିରୋଧରେ ଆନ୍ଦୋଳନ ବୋଲି ଭାଜପା ଅଭିଯୋଗ କରିଛି। କଂଗ୍ରେସ ସତ୍ୟାଗ୍ରହ ନାମରେ ମହାତ୍ମା ଗାନ୍ଧୀଙ୍କୁ ଅପମାନିତ କରିଛି। ମାହାତ୍ମା...

‘କଂଗ୍ରେସ’ର ଅର୍ଥ ବୁଝାଇଲେ ଜେ.ପି. ନଡା

ଭୋପାଳ,୨୬।୩: ଭାଜପା ସଭାପତି ଜେ.ପି. ନଡା ରବିବାର କଂଗ୍ରେସର ସତ୍ୟାଗ୍ରହ ଏବଂ ନାଁ ନ ନେଇ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଥିଲେ। ଭୋପାଳର ଲାଲ ପରେଡ ଗ୍ରାଉଣ୍ଡରେ ଡିଭିଜନାଲ ବୁଥ ଅଧ୍ୟକ୍ଷ ସମ୍ମିଳନୀକୁ ସମ୍ବୋଧିତ କରି ନଡା କହିଛନ୍ତି, କଂଗ୍ରେସର...

କଡ଼ା ସୁରକ୍ଷା ମଧ୍ୟରେ ଆତିକ ଅହମ୍ମଦଙ୍କୁ ଅଣାଯାଉଛି ପ୍ରୟାଗରାଜ

ପ୍ରୟାଗରାଜ,୨୬।୩: ଉତ୍ତରପ୍ରଦେଶର ଉମେଶ ପାଲ ହତ୍ୟା ମାମଲାରେ ଅଭିଯୁକ୍ତ ତଥା ପୂର୍ବତନ ଏମ୍‌ପି ଆତିକ ଅହମ୍ମଦଙ୍କୁ ରବିବାର ଗୁଜରାଟର ସାବରମତି ଜେଲରୁ ୟୁପିର ପ୍ରୟାଗରାଜ ଜେଲକୁ ସ୍ଥାନାନ୍ତର କରାଯାଇଛି। ଏହା ସହିତ ୟୁପି ପୋଲିସ କନଭେନର ଲାଇଭ ଟ୍ରାକିଂକୁ ବନ୍ଦ...

୨ ପିଲାଙ୍କୁ ବିଷ ଦେଇ ଜୀବନ ହାରିଲେ ଦମ୍ପତି

ହାଇଦ୍ରାବାଦ,୨୬।୩: ହାଇଦ୍ରାବାଦ କୁଶାଇଗୁଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଆପାର୍ଟମେଣ୍ଟରେ ରହୁଥିବା ଗୋଟିଏ ପରିବାରର ୪ ଜଣ ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ମୃତକ ହେଲେ...

ସଲମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଗିରଫ

ଯୋଧପୁର,୨୬।୩: ବଲିଉଡ୍‌ ଅଭିନେତା ସଲମାନଙ୍କୁ ହତ୍ୟା ଧମକ ଦେବା ପ୍ରସଙ୍ଗରେ ମୁମ୍ବାଇ ପୋଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ଅଭିଯୁକ୍ତ ଧାକଡ ରାମ ବିଷ୍ଣୋଇଙ୍କୁ ଯୋଧପୁରରୁ ପୋଲିସ ଗିରଫ କରିଛି। ମୁମ୍ବାଇ ଏବଂ ଲୁନି ପୋଲିସ ମିଳିତ...

ମନରେଗା ଶ୍ରମିକଙ୍କ ବଢ଼ିଲା ମଜୁରୀ: ଅଧିସୂଚନା ଜାରି କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୨୬।୩ : ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଯୋଜନା ଅନ୍ତର୍ଗତ ମଜୁରୀ ହାର ବୃଦ୍ଧି ପାଇଁ କେନ୍ଦ୍ର ସରକାର ଅଧିସୂଚନା ଜାରି କରିଛନ୍ତି। ହରିୟାଣାର ଦୈନିକ ସର୍ବାଧିକ ମଜୁରୀ ୩୫୭ ଟଙ୍କା ଥିବାବେେଳେ ମଧ୍ୟପ୍ରଦେଶ ଏବଂ...

ସିଦ୍ଧୁ ମୁସଓ୍ବୋଲାଙ୍କ ପିତାଙ୍କୁ ହତ୍ୟା ଧମକ

ଚଣ୍ଡିଗଡ଼,୨୬।୩: ସ୍ବର୍ଗତ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ପିତା ବାଲକୌର ସିଂଙ୍କୁ ପୁଣି ଇ-ମେଲ ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି। ରବିବାର ସେ ଏନେଇ ପୋଲିସରେ ଅଭିଯୋଗ କରିଛନ୍ତି। ବାଲକୌରଙ୍କୁ ରାଜସ୍ଥାନରୁ ଇମେଲ ଯୋଗେ ହତ୍ୟା ଧମକ ମିଳିଛି। ଲରେନ୍ସ...

ମୋଦିଙ୍କୁ ଲଲନଙ୍କ ପ୍ରଶ୍ନ, ନୀତୀଶଙ୍କ ଡିଏନଏ ଉପରେ ମନ୍ତବ୍ୟ କେଉଁ ପ୍ରକାରର ଅପମାନ ?…

ପାଟନା,୨୬।୩ : କଂଗ୍ରେସର ରାହୁଲ ଗାନ୍ଧୀଙ୍କୁ ଲୋକସଭା ସଦସ୍ୟତାରୁ ଅଯୋଗ୍ୟତା ଘୋଷଣା ପରେ ରବିବାର ଦଳର ନେତା ଓ କର୍ମୀମାନେ ସତ୍ୟାଗ୍ରହ ପାଳନ କରିଛନ୍ତି। ବର୍ତ୍ତମାନ ଅନ୍ୟ ଦଳ ମଧ୍ୟ ଏହି ପ୍ରସଙ୍ଗରେ ଖୋଲାଖୋଲି ଭାବେ ରାହୁଲଙ୍କୁ ସମର୍ଥନ କରୁଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri