ଜାତୀୟ

ଅଣାୟତ୍ତ ମୁହାଁ କରୋନା: ରାଜ୍ୟଙ୍କୁ ଚିଠି ଲେଖିଲେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ-ଆଇସିଏମଆର…

ନୂଆଦିଲ୍ଲୀ,୨୫।୩ : ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଏନେଇ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର)ର ମହାନିର୍ଦ୍ଦେଶକ ଡାକ୍ତର ରାଜୀବ ବହଲ ତଥା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସଚିବ ରାଜେଶ ଭୂଷଣ...

କଂଗ୍ରେସ କର୍ନାଟକକୁ ନେତାଙ୍କ ଏଟିଏମ୍‌ରେ ପରିଣତ କରିବାକୁ ଚାହୁଁଛି: ପ୍ରଧାନମନ୍ତ୍ରୀ…

ବେଙ୍ଗାଲୂରୁ,୨୫।୩ : କର୍ନାଟକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବେଙ୍ଗାଲୁରୁର ଦେବାଗେରେଠାରେ ଏକ ରୋଡ ଶୋ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି କହିଛନ୍ତି, କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ କର୍ମକ୍ଷେତ୍ର ଥିବା କାଲବର୍ଗିରେ...

‘ମିଛ କହିବା ରାହୁଲଙ୍କ ଅଭ୍ୟାସରେ ପଡିଗଲାଣି’, କଂଗ୍ରେସକୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨୫ ।୩: ଗୁଜରାଟର ସୁରଟ କୋର୍ଟରୁ ଆପରାଧିକ ମାନହାନୀ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସଜା ମିଳିବା ପରେ ତାଙ୍କ ସଂସଦ ସଦସ୍ୟତା ରଦ୍ଦ ହୋଇଯାଇଛି । ଏହାପରଠାରୁ କଂଗ୍ରେସ ଓ ଭାରତୀୟ ଜନତା ପାର୍ଟି(ଭାଜପା) ସାମ୍ନାସାମ୍ନି ହୋଇଛନ୍ତି...

ମୁଁ ପ୍ରଶ୍ନ ପଚାରିବା ବନ୍ଦ କରିବି ନାହିଁ: ରାହୁଲ…

ନୂଆଦିଲ୍ଲୀ,୨୫।୩ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲୋକସଭାର ସଦସ୍ୟ ଭାବରେ ଅଯୋଗ୍ୟ ହେବା ପରେ ଶନିବାର ଅପରାହ୍ନ ଗୋଟାଏରେ ଦଳ ମୁଖ୍ୟାଳୟରେ ଏକ ଗଣମାଧ୍ୟମ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଦେଶରେ ଗଣତନ୍ତ୍ର ଉପରେ ଆକ୍ରମଣ ହେବା...

ଉପର ମୁହାଁ ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୧,୫୯୦ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୫।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା...

ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦକୁ ବିରୋଧ କରି ସୁପ୍ରିମକୋର୍ଟରେ ପିଟିସନ ଦାଖଲ

ନୂଆଦିଲ୍ଲୀ,୨୫।୩: ମାନହାନୀ ମାମଲାରେ ସୁରଟ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶର ଗୋଟିଏ ଦିନ ପରେ ରାହୁଲଙ୍କ ସଦସ୍ୟତା ପଦ ରଦ୍ଦ କରାଯାଇଛି। ତେବେ ରାହୁଲ ଗାନ୍ଧୀଙ୍କ ସଦସ୍ୟତା...

ଭାରତର ସ୍ବର ପାଇଁ ଲଢେଇ କରୁଛି,ଏଥିପାଇଁ ସବୁ ପ୍ରକାରର ମୂଲ୍ୟ ଦେବାକୁ ପ୍ରସ୍ତୁତ: ରାହୁଲ

ନୂଆଦିଲ୍ଲୀ,୨୫।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇବାର ଗୋଟିଏ ଦିନ ପରେ ଶୁକ୍ରବାର ତାଙ୍କର ସଦସ୍ୟତା ପଦ ରଦ୍ଦ କରାଯାଇଛି। ଏହାକୁ ନେଇ ବିରୋଧୀ ବିରୋଧ କରୁଛନ୍ତି।...

ଜାମିନ ଆବେଦନ ସ୍ଥଗିତ, ଏପ୍ରିଲ ୫ ଯାଏ ଜେଲରେ ରହିବେ ସିସୋଡିଆ

ନୂଆଦିଲ୍ଲୀ,୨୫।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଇଡିର ନ୍ୟାୟିକ ହେପାଜତରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଶନିବାର ସ୍ଥଗିତ ରଖାଯାଇଛି। ତେବେ ତାଙ୍କ ଜାମିନ ଆବେଦନ ଉପରେ ପରବର୍ତ୍ତୀ ଶୁଣାଣି...

ସିବିଆଇରେ ହାଜର ହେଲେ ତେଜସ୍ବୀ ଯାଦବ

ନୂଆଦିଲ୍ଲୀ,୨୫।୩: ଜମି ବଦଳରେ ଚାକିରି ଦେବା ମାମଲାରେ ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଶନିବାର ସିବିଆଇରେ ହାଜର ହୋଇଛନ୍ତି। ପୂର୍ବରୁ ସିବିଆଇ ପଚରାଉଚରା କରିବା ପାଇଁ ତାଙ୍କୁ ତିନିଥର ଡକାଇଥିଲା, କିନ୍ତୁ ସେ ତାଙ୍କ ସ୍ତ୍ରୀଙ୍କ ଅସୁସ୍ଥତା ଦର୍ଶାଇ ହାଜର...

ବଦଳାଇ ଦିଅ ନିଷ୍ପତ୍ତି, ମୋଦିଙ୍କୁ ଆମେରିକୀୟ ଏମ୍‌ପିଙ୍କ ଅପିଲ

ନୂଆଦିଲ୍ଲୀ,୨୫।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇବାର ଗୋଟିଏ ଦିନ ପରେ ଶୁକ୍ରବାର ତାଙ୍କର ସଦସ୍ୟତା ପଦ ରଦ୍ଦ କରାଯାଇଛି। ଏହି ନିଷ୍ପତ୍ତିକୁ ନେଇ କଂଗ୍ରେସ ଓ...

କର୍ନାଟକ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ପ୍ରଥମ ତାଲିକାରେ ୧୨୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା

ବେଙ୍ଗାଲୁରୁ,୨୫ ।୩: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ୧୨୪ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଜାରି କରିଛି । କନକପୁରାରୁ ପ୍ରଦେଶ ଅଧ୍ୟକ୍ଷ ଡିକେ ଶିବକୁମାର ନିର୍ବାଚନ ଲଢିବେ । ଏପଟେ ବରୁଣାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଟିକେଟ ଦିଆଯାଇଛି...

ପାର୍ଲାମେଣ୍ଟ ପରିସରରେ ବିରୋଧୀଙ୍କ ବିକ୍ଷୋଭ ଶୋଭାଯାତ୍ରା

ନୂଆଦିଲ୍ଲୀ,୨୫ା୩(ପି.ଟି.): ଗଣତନ୍ତ୍ର ବିପଦରେ ଥିବା ଅଭିଯୋଗ କରି ଏବଂ ଆଦାନୀ ଗ୍ରୁପ୍‌ ପ୍ରସଙ୍ଗର ଜେପିସି ତଦନ୍ତ ଦାବିରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଶୁକ୍ରବାର ପାର୍ଲାମେଣ୍ଟ ଭବନ ପରିସରରେ ବିକ୍ଷୋଭ ଶୋଭାଯାତ୍ରା କରାଯାଇଛି। ଧାରା ୧୪୪ର ଉଲ୍ଲଂଘନ ଅଭିଯୋଗରେ କେ.ସି. ବେଣୁଗୋପାଳ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri