ଜାତୀୟ

୧୪ ଦିନିଆ ନ୍ୟାୟିକ ହେପାଜତରେ ଅଭିନେତା, ଧାର୍ମିକ ଭାବନା ବିରୋଧରେ କରିଥିଲେ ଟୁଇଟ୍‌

ନୂଆଦିଲ୍ଲୀ,୨୩।୩: ଧାର୍ମିକ ଭାବନାକୁ ଆଘାତ ଦେବା ଅଭିଯୋଗରେ କନ୍ନଡ ଅଭିନେତା ତଥା ସମାଜସେବୀ ଚେତନ କୁମାରଙ୍କୁ ବେଙ୍ଗାଲୁରୁ କୋର୍ଟ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦେଇଛନ୍ତି। ହିନ୍ଦୁ ଧର୍ମ ବିରୋଧରେ ବିବାଦୀୟ ଟୁଇଟ୍‌ ପରେ ମାର୍ଚ୍ଚ ୨୧ରେ ଚେତନଙ୍କୁ...

୨୦୨୪ ନିର୍ବାଚନରେ ପ୍ରଧାନମନ୍ତ୍ରୀ ଚେହେରା ହେବେ କି ଅଖିଳେଶ: ନିଜେ କଲେ ଖୁଲାସା

ଲକ୍ଷ୍ନୌ,୨୩।୩: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ୨୦୨୪ ନିର୍ବାଚନ ପାଇଁ ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମୋଦି ସରକାରଙ୍କୁ ରୋକିବା ପାଇଁ ସେ ଭାଜପା ବିରୋଧୀ ଦଳକୁ ଏକାଠି କରିବାରେ ଲାଗିଛନ୍ତି। ଏବେ ଚର୍ଚ୍ଚା ହେଉଛି ଅଖିଳେଶ ତୃତୀୟ...

୨ ବର୍ଷ ଜେଲ୍‌ ଦଣ୍ଡାଦେଶ ପରେ ରାହୁଲ କହିଲେ, ସତ୍ୟ ମୋର ଭଗବାନ

ନୂଆଦିଲ୍ଲୀ,୨୩।୩: ୨୦୧୯ ସାଧାରଣ ନିର୍ବାଚନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ମାମଲାରେ ରାହୁଲଙ୍କୁ ୨ ବର୍ଷର ଜେଲ ଦଣ୍ଡାଦେଶ ହୋଇଛି। ଏହାପରେ...

ବିହାର ସମେତ ୪ ରାଜ୍ୟରେ ଅଧ୍ୟକ୍ଷ ବଦଳାଇଲା ଭାଜପା, ଓଡ଼ିଶା ଅଧ୍ୟକ୍ଷ ମନମୋହନ ସାମଲ…

ନୂଆଦିଲ୍ଲୀ,୨୩।୩ : ଭାରତୀୟ ଜନତା ପାର୍ଟି ଗୁରୁବାର କିଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଭାଜପା ବିହାର, ଦିଲ୍ଲୀ, ରାଜସ୍ଥାନ ଏବଂ ଓଡିଶାରେ ଭାଜପାର  ଅଧ୍ୟକ୍ଷଙ୍କୁ ପରିବର୍ତ୍ତନ କରିଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସମର ଚୌଧୁରୀଙ୍କୁ ବିହାର ଭାଜପାର...

ଅମିତ ଶାହାଙ୍କ ମନ୍ତବ୍ୟ ନେଇ ସିବିଆଇକୁ ଚିଠି ଲେଖିଲେ ଜୟରାମ ରମେଶ…

ନୂଆଦିଲ୍ଲୀ,୨୩।୩ : କଂଗ୍ରେସର ମହାସଚିବ ଜୟରାମ ରମେଶ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) କୁ ଚିଠି ଲେଖିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମେଘାଳୟର ପୂର୍ବତନ କୋନରାଡ ସାଙ୍ଗମା ସରକାରଙ୍କୁ ଦୁର୍ନୀତିଗ୍ରସ୍ତ ବୋଲି କହିଥିବା ନେଇ ସେ ଅଭିଯୋଗ...

ବସ୍‌କୁ ଅପେକ୍ଷା କରିଥିଲେ ଯାତ୍ରୀ, ମାଡିଗଲା ଗାଡି : ୫ ମୃତ, ଅନେକ ଆହତ

ଡେରାଡୁନ,୨୩।୩: ଉତ୍ତରାଖଣ୍ଡର ଟନକପୁରରେ ଅବସ୍ଥିତ ପୂର୍ଣ୍ଣଗିରି ଧାମରେ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡି ଅନେକ ଲୋକଙ୍କ ଉପରେ ମାଡିଯିବାରୁ ଏପର୍ଯ୍ୟନ୍ତ ପାଞ୍ଚ ଜଣ ପ୍ରାଣ ହରାଇଛନ୍ତି। ଏଥିରେ ୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁବାର ଥୁଲିଗଡ...

ପ୍ରଧାନମନ୍ତ୍ରୀଙ୍କୁ ଚୋର କହିବା ମାମଲା: ରାହୁଲ ଦୋଷୀ ସାବ୍ୟସ୍ତ, ୨ ବର୍ଷ ଜେଲ ଦଣ୍ଡାଦେଶ…

ସୁରଟ,୨୩।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚୋର କହିବା ଅଭିଯୋଗରେ ସୁରଟ କୋର୍ଟ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲା ୨୦୧୯ର ଅଟେ। ସାଧାରଣ ନିର୍ବାଚନ ପୂର୍ବରୁ କର୍ନାଟକର କୋଲାର ଠାରେ ଅନୁଷ୍ଠିତ...

ପଦ୍ମଶ୍ରୀ ଗ୍ରହଣ କଲେ ମାଗୁଣି

ନୂଆଦିଲ୍ଲୀ,୨୩।୩:କଳା, ସମାଜ କଲ୍ୟାଣ, ବିଜ୍ଞାନ, ଡାକ୍ତରୀ, ସାହିତ୍ୟ, ଶିକ୍ଷା, କ୍ରୀଡ଼ା, ପ୍ରଶାସନିକ ସେବା ଆଦି କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦୬ ଜଣ ବିଶିଷ୍ଟ ବ୍ୟକ୍ତି ଚଳିତବର୍ଷ ଦେଶର ସବୁଠାରୁ ସମ୍ମାନଜନକ ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ସେମାନଙ୍କ...

ବିମାନରେ ହଙ୍ଗାମା: ନିଶାରେ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ମୁମ୍ବାଇ,୨୩।୩: ଦୁବାଇରୁ ମୁମ୍ବାଇ ଅଭିମୁଖେ ଆସୁଥିବା ଏକ ଇଣ୍ଡିଗୋ ବିମାନରେ ୨ ଜଣ ଯାତ୍ରୀ ହଙ୍ଗାମା କରିଛନ୍ତି। ନିଶାରେ ସେମାନେ କ୍ୟାବିନ କ୍ରୁ ଏବଂ ସହଯାତ୍ରୀଙ୍କ ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ...

ମୋଦିଙ୍କ ପରେ କେଜ୍‌ରିଓ୍ବାଲଙ୍କ ବିରୋଧରେ ଲାଗିଲା ପୋଷ୍ଟର

ନୂଆଦିଲ୍ଲୀ,୨୩।୩: ଦିଲ୍ଲୀର ଆମ ଆଦମୀ ପାର୍ଟି ଏବଂ ଭାଜପା ମଧ୍ୟରେ ‘ପୋଷ୍ଟର ଯୁଦ୍ଧ’ ଆରମ୍ଭ ହୋଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ସହରରେ ପୋଷ୍ଟର ଲଗାଯାଇଥିବା ବେଳେ ଏବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ବିରୋଧରେ ପୋଷ୍ଟର ଲଗାଯାଇଛି। ମଣ୍ଡି...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୧,୩୦୦ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୩।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା...

ହିଣ୍ଡେନବର୍ଗର ଚେତାବନୀ, ପୁଣି ଆସିବ ବଡ଼ ରିପୋର୍ଟ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୩ : ଏହାର ରିପୋର୍ଟ ଜରିଆରେ ଷ୍ଟକ ମାର୍କେଟରେ ହଇଚଇ ସୃଷ୍ଟି କରିଥିବା ଲୋକପ୍ରିୟ ହିଣ୍ଡେନବର୍ଗ ରିସର୍ଚ୍ଚ ବର୍ତ୍ତମାନ ଖୁବ ଶୀଘ୍ର ଆଉ ଏକ ବଡ ରିପୋର୍ଟ ଆଣିବ ବୋଲି ଚେତାବନୀ ଦେଇଛି। ଶର୍ଟ ସେଲିଂ ଫାର୍ମ ଏକ ଟୁଇଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri