ଜାତୀୟ

ମୁମ୍ବାଇ ପହଞ୍ଚିଲା ସତିଶଙ୍କ ପାର୍ଥିବ ଶରୀର: ଶେଷ ଦର୍ଶନ ପାଇଁ ବାସଭବନରେ ଜମିଲା ସେଲିବ୍ରିଟିଙ୍କ ଭିଡ

ମୁମ୍ବାଇ,୯।୩: ବଲିଉଡ୍‌ର ବେଶ୍‌ ଲୋକପ୍ରିୟ ଅଭିନେତା, କମେଡିଆନ୍‌ ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କ ପାର୍ଥିବ ଶରୀର ଚାଟାର୍ଡ ବିମାନରେ ମୁମ୍ବାଇ ପହଞ୍ଚିଛି। ଆଉ କିଛି ସମୟ ପରେ ଅଭିନେତାଙ୍କ ପାର୍ଥିବ ଶରୀରକୁ ଆମ୍ବୁଲାନ୍ସରେ ତାଙ୍କ ବାସଭବନକୁ ନିଆଯିବ। ଅନ୍ୟପଟେ ସତିଶଙ୍କ...

କେନ୍ଦ୍ର ମନ୍ତ୍ରୀଙ୍କ ଅଜବ ମନ୍ତବ୍ୟ: କଂଗ୍ରେସ ଶାସନ କାଳରେ ଠିକ୍‌ ବିଦ୍ୟୁତ ଯୋଗାଯାଇ ନ ଥିବାରୁ ବଢିଛି ଜନସଂଖ୍ୟା

ବେଙ୍ଗାଲୁରୁ,୯।୩: କର୍ନାଟକ ବିଧାନସଭାର କାର୍ଯ୍ୟକାଳ ଆସନ୍ତା ମେ’ ମାସରେ ଶେଷ ହେବ। ଖୁବ୍‌ଶୀଘ୍ର ରାଜ୍ୟରେ ନିର୍ବାଚନର ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜନୈତିକ ଦଳଗୁଡିକ ଜୋରସୋରରେ ପ୍ରଚାର ଆରମ୍ଭ କରିଛନ୍ତି। ଏହି କ୍ରମରେ ଗୁରୁବାର...

ନିରୀହ ଝିଅପୁଅଙ୍କ ଜୀବନ ନେଲେ ନୃଶଂସ ବାପା

ରାଜକୋଟ,୯।୩: ଆଜିର ବିଜ୍ଞାନ ଯୁଗରେ ମଧ୍ୟ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଅନେକେ ବୀଭତ୍ସ କାଣ୍ଡ ଘଟାଉଛନ୍ତି। ଏହାର ଏକ ସଦ୍ୟ ଉଦାହରଣ ରାଜକୋଟରେ ଦେଖିବାକୁ ମିଳିଛି। ଏଠାରେ ଜଣେ ନେପାଳୀ ଓ୍ବାଚ୍‌ମ୍ୟାନ୍‌ ନିଜର ପତ୍ନୀ, ପୁଅ ଏବଂ ଝିଅଙ୍କୁ ଅତି...

ଶପଥ ନେଲେ ଆତିଶୀ, ସୌରଭ

ନୂଆଦିଲ୍ଲୀ, ୯।୩: ଆମ ଆଦମୀ ପାର୍ଟିର ବିଧାୟକ ସୌରଭ ଭରଦ୍ୱାଜ ଏବଂ ଆତିଶୀ ଗୁରୁବାର ଦିଲ୍ଲୀର ଏଲଜି ହାଉସରେ ଅରବିନ୍ଦ କେଜ୍‌ରିୱାଲ କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଦିଲ୍ଲୀ ଲ୍ୟୁଟନାଣ୍ଟ ଗଭର୍ନ ଭି.କେ ସକ୍ସେନା ଉଭୟଙ୍କୁ ଶପଥପାଠ...

ମୋଦି ଦେଶର ସବୁଠାରୁ ବଡ଼ ନେତା: ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟି,୯।୩: ମେଘାଳୟ, ନାଗାଲାଣ୍ଡ ଏବଂ ତ୍ରିପୁରାରେ ଅନୁଷ୍ଠିତ ହୋଇଥିବା ବିଧାନସଭା ନିର୍ବାଚନରେ ଭାଜପା ମେଣ୍ଟ ସରକାର କରି ପୁଣି କ୍ଷମତାକୁ ଫେରିଛି। ନାଗାଲାଣ୍ଡ ଏବଂ ତ୍ରିପୁରାରେ ଭାଜପା ମେଣ୍ଟ ସରକାର ନିର୍ବାଚନରେ ବିଜୟୀ ହୋଇଥିବାବେଳେ ମେଘାଳୟରେ ଏନ୍‌ପିପିକୁ ସମର୍ଥନ ଘୋଷଣା...

ଫଡନଭିସଙ୍କ ଶାସନ କାଳରେ ହୋଇଛି ୫୦୦ କୋଟିର ଘୋଟାଲା: ଅଜିତ ପାୱାର

ମୁମ୍ବାଇ,୯ ।୩: ମହାରାଷ୍ଟ୍ର ବିଧାନସଭାରେ ବିରୋଧି ଦଳ ନେତା ଅଜିତ ପାୱାର ଗୁରୁବାର ଏକ ବଡ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି, ଦେବେନ୍ଦ୍ର ଫଡନଭିସଙ୍କ ନେତୃତ୍ୱରେ ଥିବା ସରକାରଙ୍କ କାର୍ଯ୍ୟକାଳରେ ରାଜ୍ୟରେ ସୂଚନା ଏବଂ ପ୍ରସାରଣ ବିଭାଗରେ ୫୦୦...

ସନ୍ଧ୍ୟା ୫ଟାରେ ହେବ ସତିଶଙ୍କ ଅନ୍ତିମ ସଂସ୍କାର: ମୁମ୍ବାଇ ଅଭିମୂଖେ ପାର୍ଥିବ ଶରୀର

ନୂଆଦିଲ୍ଲୀ,୯।୩: ବଲିଉଡ୍‌ର ବେଶ୍‌ ଲୋକପ୍ରିୟ ଅଭିନେତା, କମେଡିଆନ୍‌ ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କ ହୃଦ୍‌ଘାତ ଯୋଗୁ ପରଲୋକ ଘଟିଛି। ମାତ୍ର ୬୬ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି।...

ଅମିତ ଶାହାଙ୍କ ସୁରକ୍ଷାରେ ତ୍ରୁଟି

ଅଗରତାଲା,୯।୩: ତ୍ରିପୁରାରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସୁରକ୍ଷାରେ ତ୍ରୁଟି ମାମଲା ସାମ୍ନାକୁ ଆସିଛି। ଶାହା ଅଗରତାଲାରେ ଅବସ୍ଥିତ ଗେଷ୍ଟ ହାଉସ ଛାଡିବା ସମୟରେ ତାଙ୍କ ଗାଡି ଆଗକୁ ଏକ ଧଳା କାର ଆସିଥିଲା। ସୁରକ୍ଷା କର୍ମୀମାନେ ମଧ୍ୟ ଗାଡିକୁ...

ଜେଲରେ ଦ୍ୱିତୀୟଥର ଲାଗି ସିସୋଡିଆଙ୍କୁ ଜେରା କଲା ଇଡି

ନୂଆଦିଲ୍ଲୀ,୯ ।୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁବାର ଦିଲ୍ଲୀ ଅବକାରୀ ନୀତି ମାମଲାରେ କଥିତ ଅନିୟମିତତା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନିଷ ସିସୋଡିଆଙ୍କୁ ତିହାଡ ଜେଲରେ ପଚରା ଉଚରା କରାଯାଇଛି । ଏହା ପୂର୍ବରୁ ମଙ୍ଗଳବାର ବି...

ଜୁନୈଦ-ନାସିରଙ୍କ ପରିବାରକୁ ଏଆଇଏମଆଇଏମ ଦେବ ଦେଢ ଦେଢ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୯ ।୩: ଅସଦୁଦ୍ଦିନ ଓୱାଇସିଙ୍କ ଦଳ ଅଲ ଇଣ୍ଡିଆ ମଜଲିସ-ଏ-ଇନ୍ତେହାଦୁଲ ମୁସଲିମ ରାଜସ୍ଥାନର ଜୁନୈଦ ଓ ନାସିରଙ୍କ ପରିବାରକୁ ଦେଢ ଦେଢ ଲକ୍ଷ ଟଙ୍କାର ସହାୟତା ଦେବାକୁ ଘୋଷଣା କରିଛି । ଜୁନୈଦ ଓ ନାସିରଙ୍କୁ ହରିୟାଣାରେ ଗୋ ରକ୍ଷକମାନେ...

ମୋଦିଙ୍କ ‘କ୍ରିକେଟ କୁଟନୀତି’କୁ ନେଇ କଂଗ୍ରେସର ଟାର୍ଗେଟ

ନୂଆଦିଲ୍ଲୀ,୯ ।୩: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଗୁରୁବାର ବର୍ଡର-ଗାଭାସ୍କର ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚ ଖେଳ ଆରମ୍ଭ ଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବାନିଜ ଟେଷ୍ଟ ମ୍ୟାଚ ଆରମ୍ଭ ହେବା ପୂର୍ବରୁ...

ଟିକିଲି ଲଗାଇ ନ ଥିବାରୁ ମହିଳାଙ୍କୁ ଗାଳି କଲେ ଭାଜପା ଏମ୍‌ପି

ବେଙ୍ଗାଲୁରୁ,୯।୩: କର୍ନାଟକରେ ଭାଜପା ଏମ୍‌ପି ଏସ ମୁନିସ୍ବାମୀ ବିବାଦ ଘେରକୁ ଆସିଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସରେ ମୁନିସ୍ବାମୀ କୋଲାର ଜିଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ସମୟରେ ସେ ଟିକିଲି ଲଗାଇ ନ ଥିବାରୁ ଜଣେ ମହିଳାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri