ନୂଆଦିଲ୍ଲୀ,୨୨ା୩: ବିମୁଦ୍ରୀକରଣ ଯୋଗୁ ଅଚଳ ହୋଇଯାଇଥିବା ୧,୦୦୦ ଓ ୫୦୦ ଟଙ୍କିଆ ନୋଟ୍ଗୁଡ଼ିକୁ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦେବାକୁ ନିବେଦନ କରି ଦାଏର କେତେକ ପିଟିଶନ୍ର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଆବେଦନକାରୀ ଏଥିପାଇଁ ସରକାରଙ୍କ ପାଖକୁ...
ନୂଆଦିଲ୍ଲୀ,୨୨ା୩: ସ୍ୟାଟ୍ ଉଚ୍ଛେଦ ନେଇ କେନ୍ଦ୍ର ସରକାର ୨୦୧୯ ଅଗଷ୍ଟ ୨ରେ ଜାରି କରିଥିବା ବିଜ୍ଞପ୍ତିକୁ ମଙ୍ଗଳବାର ସୁପ୍ରିମକୋର୍ଟ ସାମ୍ବିଧାନିକ ଭାବେ ବୈଧ ଦର୍ଶାଇ ବଳବତ୍ତର ରଖିଛନ୍ତି। ସ୍ୟାଟ୍ ଉଚ୍ଛେଦ ଲାଗି ଓଡ଼ିଶା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସ୍ୟାଟ୍ ବାର୍ ଆସୋସିଏଶନ୍...
ନୂଆଦିଲ୍ଲୀ,୨୧।୩ : ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଅଧିନିୟମ ଅନୁଯାୟୀ ଭାରତ ସରକାର ୨୩ ଜଣଙ୍କୁ ଆତଙ୍କବାଦୀ ଭାବରେ ଘୋଷଣା କରିଛନ୍ତି। ଏଥି ସହିତ ସରକାର ମଧ୍ୟ ଏକ ତାଲିକା ଜାରି କରିଛନ୍ତି, ଯେଉଁଥିରେ ଲଶ୍କର୍-ଇ-ତୋଏବା ମୁଖ୍ୟ ହାଫିଜ ସଇଦ, ମୋହିଉଦ୍ଦିନ...
Page 1,650 of 4,867« First«...102030...1,6481,6491,6501,6511,652...1,6601,6701,680...»Last »
Archives
Model This Week
ପିଲାଙ୍କ ଧରିତ୍ରୀ