ଜାତୀୟ

କଂଗ୍ରେସକୁ ଦେଶ ଭକ୍ତି ଜ୍ଞାନ ଦେବା ବନ୍ଦ କରୁ ଭାଜପା: ପଓ୍ବନ ଖେରା

ନୂଆଦିଲ୍ଲୀ,୨୧।୨: ଲଣ୍ଡନରେ ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟକୁ ନେଇ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଛନ୍ତି। ମଙ୍ଗଳବାର ଭାଜପା ଜାତୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ପରେ କଂଗ୍ରେସ ଏକ ଖବରଦାତା ସମ୍ମିଳନୀ କରି ପରସ୍ପରକୁ ଟାର୍ଗେଟ୍‌ କରିଛନ୍ତି। ସମ୍ବିତ ପାତ୍ର...

ଆମ ପାଇଁ ଇଡି-ସିବିଆଇ, ମୋଦିଙ୍କ ‘ମେହୁଲ ଭାଇ’ଙ୍କୁ ଇଣ୍ଟରପୋଲରୁ ମୁକ୍ତି

ନୂଆଦିଲ୍ଲୀ,୨୧।୩: ଦେଶରେ ଯାଞ୍ଚ ଏଜେନ୍ସି ଗୋଟିଏ ପଟେ କଂଗ୍ରେସ, ଆମ ଆଦମୀ ପାର୍ଟି, ଟିଏମ୍‌ସି ସମେତ ବିରୋଧୀ ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଅନ୍ୟପଟେ ଇଣ୍ଟରପୋଲ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(ପିଏନ୍‌ବି)ରୁ ୧୩ହଜାର କୋଟି ଟଙ୍କା ଠକେଇ ମାମଲାରେ ଅଭିଯୁକ୍ତ...

ମୋଦିଙ୍କୁ ଭେଟିବା ପାଇଁ ସଂସଦରେ ପହଞ୍ଚିଲେ ଅଜିତ ଡୋଭାଲ

ନୂଆଦିଲ୍ଲୀ,୨୧।୩: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ସଂସଦରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ସଂସଦରେ ଉପସ୍ଥିତ ଅଛନ୍ତି। ଏଥିସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା...

‘ଭାଜପା ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ରାଜନୈତିକ ଦଳ’

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୨୧।୩: ଭାଜପା ହେଉଛି ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ରାଜନୈତିକ ଦଳ। ଆମେରିକାର ଖବରକାଗଜ ‘ଦ ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ’ର ଏକ ଓପିନିୟନ୍‌ ଆର୍ଟିକିଲ୍‌ରେ ଏହି ଦାବି କରାଯାଇଛି। ୱାଲ୍ଟର ରସେଲ ମିଡଙ୍କ ଦ୍ୱାରା ଲିଖିତ ଏହି ଆର୍ଟିକିଲରେ ଦର୍ଶାଯାଇଛି...

ସଲମାନଙ୍କ ସୁରକ୍ଷାକୁ ନେଇ ଆଲର୍ଟରେ ମୁମ୍ବାଇ ପୋଲିସ: ଅଭିନେତାଙ୍କ ଘର ବାହାରେ ପ୍ରଂଶସକଙ୍କୁ ବାରଣ

ମୁମ୍ବାଇ,୨୧।୩: ନିକଟରେ ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ଙ୍କୁ ଧମକପୂର୍ଣ୍ଣ ଏକ ଇମେଲ୍‌ ମିଳିଥିଲା। ଏହାପରେ ମୁମ୍ବାଇ ପୋଲିସ ଅଭିନେତାଙ୍କ ଘର ବାହାରେ ସୁରକ୍ଷାକୁ କଡ଼ାକଡ଼ି କରିଦେଇଛି। ଏଥିସହ ସତର୍କତା ଅବଲମ୍ବନ କରି ପୋଲିସ ସଲମାନଙ୍କ ପ୍ରଶଂସକଙ୍କୁ ମଧ୍ୟ ବାରଣ କରିଛି।...

ଗତ ୨୪ ଘଣ୍ଟାରେ ୬୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୧।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୪୫ ନୂଆ କରୋନା ମାମଲା...

ରାହୁଲଙ୍କୁ କ୍ଷମା ମାଗିବାକୁ ପଡ଼ିବ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୨୧।୩: ଲଣ୍ଡନରେ ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଭାରତରେ ବିବାଦ ଦେଖାଦେଇଛି। ନିଜ ମନ୍ତବ୍ୟ ପାଇଁ ରାହୁଲ କ୍ଷମା ମାଗନ୍ତୁ ବୋଲି ଭାଜପା ଦାବି କରୁଛି। ଭାଜପାର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଏକ ଖବରଦାତା ସମ୍ମିଳନୀ କରି ରାହୁଲଙ୍କ...

ଦିଲ୍ଲୀ ବଜେଟ ବନ୍ଦ କରନ୍ତୁ ନାହିଁ: ପ୍ରଧାନମନ୍ତ୍ରୀଙ୍କୁ କେଜ୍‌ରିଓ୍ବାଲଙ୍କ ଚିଠି

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀ ବିଧାନସଭାରେ ମଙ୍ଗଳବାର ଉପସ୍ଥାପନ ହେବନାହିଁ ବଜେଟ। ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ ଅଛି ଯେ, ଦେଶର ୭୫ ବର୍ଷ ଇତିହାସରେ ପ୍ରଥମ ଥର...

ଖଲିସ୍ତାନ ସମର୍ଥକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୧।୩: ଭାରତରେ ଖଲିସ୍ତାନୀ ସମର୍ଥକଙ୍କ ଟୁଇଟର ଆକାଉଣ୍ଟଗୁଡିକୁ ବ୍ଲକ୍‌ କରାଯାଇଛି। ଏହି ବ୍ଲକ୍‌ ଆକାଉଣ୍ଟରେ କାନାଡାର ନ୍ୟୁ ଡେମୋକ୍ରାଟିକ ପାର୍ଟିର ନେତା ଜଗମିତ ସିଂଙ୍କ ଟୁଇଟର ଆକାଉଣ୍ଟ ମଧ୍ୟ ରହିଛି। ଖଲିସ୍ତାନୀ ନେତା ଅମୃତପାଲ ସିଂଙ୍କ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ...

ଆଜି ମନୀଷ ସିସୋଡିଆଙ୍କ ଜାମିନ ଆବେଦନର ଶୁଣାଣି

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମଙ୍ଗଳବାର ରୌଜ୍‌ ଏଭିନ୍ୟୁ କୋର୍ଟ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କ ଜାମିନ ଆବେଦନ ଉପରେ ଶୁଣାଣି କରିବେ। ବର୍ତ୍ତମାନ ଏକ୍ସାଇଜ ପଲିସି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଙ୍କ...

କରୋନା ଆକ୍ରାନ୍ତ ହେଲେ କିରଣ ଖେର୍‌

ନୂଆଦିଲ୍ଲୀ,୨୧।୩: ବଲିଉଡ୍‌ ଅଭିନେତ୍ରୀ ତଥା ଭାଜପା ଏମ୍‌ପି କିରନ ଖେର୍‌ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ନିଜ ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରେ ଏନେଇ ସୂଚନା ଦେଇଛନ୍ତି। ସେ ନିଜ ପୋଷ୍ଟରେ ଲେଖିଛନ୍ତି, ମୋର କୋଭିଡ-୧୯ ଟେଷ୍ଟ ପଜିଟିଭ୍‌ ହୋଇଛି,...

ମୋ ‘ରିମୋଟ କଣ୍ଟ୍ରୋଲ’ ଆଉ କାହା ପାଖରେ, ହେଲେ ନଡ୍ଡାଙ୍କର କ’ଣ? ମୋଦିଙ୍କୁ ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୧ ।୩: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ କହିଥିବା ‘ରିମୋଟ କଣ୍ଟ୍ରୋଲ’ ଟିପ୍ପଣିକୁ ନେଇ ଖାର୍ଗେ ଏହାର ଜବାବ ରଖିଛନ୍ତି । ଖାର୍ଗେ ପ୍ରଶ୍ନ କରିଛନ୍ତି ଯେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri