ଜାତୀୟ

ବିବିସି ସରକାରଙ୍କ ବିରୋଧରେ ଲେଖିବା ବନ୍ଦ କରିଦେଲେ ସବୁକିଛି ସାମାନ୍ୟ ହୋଇଯିବ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ/ଲଣ୍ଡନ,୬ ।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଲଣ୍ଡନରେ ମିଡିଆ ସହ କଥା ହେବା ସମୟରେ କହିଛନ୍ତି ବିବିସିର ଘଟଣା ଭାରତରେ ସ୍ୱର ଦବାଇବାର ଏକ ଉଦାହରଣ ମାତ୍ର । ବିବିସି ଡକ୍ୟୁମେଣ୍ଟାରୀକୁ ନେଇ ଟିପ୍ପଣି କରିବାକୁ କହିବାରୁ...

ଜମ୍ମୁ କଶ୍ମୀରରେ ଧାରା ୩୭୦ ରଦ୍ଦ କେବଳ କାଗଜରେ ସୀମିତ: ସଞ୍ଜୟ ରାଉତ

ପୁଣେ,୫।୩: ଶିବସେନା (ୟୁବିଟି) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ରାଉତ କଶ୍ମୀରୀ ପଣ୍ଡିତ ହତ୍ୟା ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଜମ୍ମୁ କଶ୍ମୀରରେ ଧାରା ୩୭୦ ରଦ୍ଦ କେବଳ କାଗଜରେ ଥିଲା ଏବଂ ଭାରତୀୟ...

ଦ୍ୱିତୀୟଥର ମେଘାଳୟର ମୁଖ୍ୟମନ୍ତ୍ରୀ ହେବେ କନ୍‌ରାଡ ସାଙ୍ଗମା: ୭ରେ ଶପଥଗ୍ରହଣ

ଶିଲଂ, ୫ା୩ : ମେଘାଳୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନ୍‌ପିପି) ନେତା କନ୍‌ରାଡ ସାଙ୍ଗମା ମଙ୍ଗଳବାର ଶପଥ ଗ୍ରହଣ କରିବେ। ବିଧାନସଭା ନିର୍ବାଚନରେ ତାଙ୍କ ଦଳ ସଂଖ୍ୟାଗରିଷ୍ଠତା ହାସଲ କରିଥିବାରୁ ସରକାର ଗଠନ ଲାଗି ଦାବି...

ସ୍ବଦେଶୀ ବ୍ରହ୍ମୋସ ମିଶାଇଲ୍‌ର ସଫଳ ପରୀକ୍ଷଣ

କୋଲକାତା,୫।୩: ଆତ୍ମନିର୍ଭରଶୀଳ ଭାରତ କାର୍ଯ୍ୟକ୍ରମ ଅଧୀନରେ ଭାରତୀୟ ନୌସେନା ରବିବାର ସଫଳତାର ସହ ସ୍ବଦେଶୀ ବ୍ରହ୍ମୋସ ମିଶାଇଲ୍‌ ପରୀକ୍ଷା କରିଛି। ଏହାର ବୁଷ୍ଟର୍‌ ଡିଆରଡିଓ ଦ୍ୱାରା ଡିଜାଇନ କରାଯାଇଛି। ଏହି ମିଶାଇଲ୍‌ କୋଲକାତାର ଯୁଦ୍ଧ ଜାହାଜରୁ ପରୀକ୍ଷଣ କରାଯାଇଥିଲା। ଏହା...

ସିବିଆଇ ମନୀଷ ସିସୋଡିଆଙ୍କୁ ଦେଉଛି ମାନସିକ ନିର୍ଯାତନା: ସଞ୍ଜୟ ସିଂ

ନୂଆଦିଲ୍ଲୀ,୫।୩: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଗିରଫଦାରିକୁ ନେଇ ଭାଜପା ଉପରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପକ୍ଷରୁ ଟାର୍ଗେଟ୍‌ ଜାରି ରହିଛି। ରବିବାର ଏଏପି ଏମ୍‌ପି ସଞ୍ଜୟ ସିଂ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ନିର୍ଯାତନା ଏତେ ମାତ୍ରାରେ...

ବିମାନ ଶୌଚାଳୟରୁ ମିଳିଲା ୨ କୋଟି ଟଙ୍କାର ସୁନା

ନୂଆଦିଲ୍ଲୀ,୫।୩: ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦର ଏକ ବିମାନ ଶୌଚାଳୟରୁ ରବିବାର କଷ୍ଟମ ଅଧିକାରୀମାନେ ପ୍ରାୟ ୨ କୋଟି ଟଙ୍କାର ସୁନା ବିସ୍କୁଟ ଜବତ କରିଛନ୍ତି। ଅଧିକାରଙ୍କ କହିବା ମୁତାବକ, ଆଇଜି ବିମାନବନ୍ଦର ଟର୍ମିନାଲ ୨ରେ ଏକ ବିମାନର...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ନିର୍ଦ୍ଦୋଷରେ ଖଲାସ

ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଦିଲ୍ଲୀ କୋର୍ଟ ଜଣେ ବ୍ୟକ୍ତିଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଖଲାସ ବ୍ୟକ୍ତିଙ୍କ ନାଁରେ ହତ୍ୟା ଧମକ ଦେଇଥିବାର କୌଣସି ପ୍ରମାଣ ପତ୍ର ଦେବାରେ ଅଭିଯୋଗ ପକ୍ଷ ବିଫଳ ହୋଇଛି।...

ମାଲୟାଲମ୍‌ ନ୍ୟୁଜ୍‌ ଚ୍ୟାନେଲ କାର୍ଯ୍ୟାଳୟରେ ପୋଲିସର ଚଢ଼ାଉ

କୋଚି,୫।୩: ଏସ୍‌ଏଫ୍‌ଆଇର ବିକ୍ଷୋଭ ପ୍ରଦର୍ଶନ ପରେ କେରଳ ପୋଲିସ କୋଝିକୋଡେସ୍ଥିତ ଏକ ଟିଭି ଚ୍ୟାନେଲ କାର୍ଯ୍ୟାଳୟରେ ରବିବାର ଚଢାଉ କରି ତଦନ୍ତ ଆରମ୍ଭ କରିଛି। ଟୁଇଟରରେ ଏକ ଭିଡିଓ ଶେୟାର କରି କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ପୋଲିସର ତଦନ୍ତ...

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଉପହାର ରାଜନୀତି

ଭୋପାଳ,୫।୩: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଜନ୍ମଦିନରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ଏକ ବଡ଼ ଘୋଷଣା କରିଛନ୍ତି। ପିସିସି ମୁଖ୍ୟ କମଲ ନାଥ କହିଛନ୍ତି, ଯଦି କଂଗ୍ରେସ ସରକାର ଗଠନ ହୁଏ ତେବେ ଭଉଣୀମାନେ ଧନୀ ହେବେ।...

ବିମାନରେ ସହଯାତ୍ରୀଙ୍କ ଉପରେ ପରିସ୍ରା କରିଦେଲେ ଛାତ୍ର

ନୂଆଦିଲ୍ଲୀ,୫।୩: ନ୍ୟୁୟର୍କରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ବିମାନରେ ଜଣେ ଯାତ୍ରୀ ଅନ୍ୟ ଜଣେ ଯାତ୍ରୀଙ୍କ ଉପରେ ପରିସ୍ରା କରିଦେଇଛନ୍ତି। ନିଶାସକ୍ତ ଅବସ୍ଥାରେ ଯାତ୍ରୀ ଜଣଙ୍କ ଏପରି କରିଥିବା ଜଣାପଡିଛି। ସମ୍ପୃକ୍ତ ଯାତ୍ରୀଙ୍କୁ ପୋଲିସ ହେପାଜତକୁ ନେଇ ପଚରାଉଚରା ଚଳାଇଛି।...

ଏବେ ବିପଦପୂର୍ଣ୍ଣ ପରିସ୍ଥିତିରେ ଅଛି ଦେଶ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୫।୩: ଦେଶର ୯ ବିରୋଧୀଦଳ ନେତା ଇଡି ଏବଂ ସିବିଆଇର ଅପବ୍ୟବହାର ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଏହି ପ୍ରସଙ୍ଗରେ ଆମ ଆଦମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ବିବୃତ୍ତି ମଧ୍ୟ ସାମ୍ନାକୁ...

ଦେଶର ୨୩ ନଦୀର ହେବ ବିକାଶ, ଚାଲିବ କାର୍ଗୋ-ଯାତ୍ରୀବାହୀ ଜାହାଜ…

ନୂଆଦିଲ୍ଲୀ,୫।୩ : କେନ୍ଦ୍ର ମନ୍ତ୍ରୀ ସର୍ବାନନ୍ଦ ସୋନେୱାଲ କହିଛନ୍ତି ଯେ ଜଳପଥକୁ ସୁଦୃଢ଼ କରିବା ଉପରେ ସରକାରଙ୍କ ଧ୍ୟାନ ରହିଛି। ଏହା ମାଧ୍ୟମରେ କାର୍ଗୋଏବଂ ଯାତ୍ରୀବାହୀ ଜାହାଜ ଚଳାଚଳ ପାଇଁ ଅତି କମରେ ଦେଶର୨୩ ଟି ନଦୀ ପଥକୁ ବିକଶିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri