ଜାତୀୟ

ତ୍ରିପୁରା, ନାଗାଲାଣ୍ଡ, ମେଘାଳୟ ବିଧାନସଭା ନିର୍ବାଚନର ଫଳାଫଳ ଆଜି, ଗଣନା ପାଇଁ ପ୍ରସ୍ତୁତି ଶେଷ

ନୂଆଦିଲ୍ଲୀ,୨ ।୩: ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ଘୋଷଣା ହେବାକୁ ଯାଉଛି । ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହେବ । ତିନୋଟି ଯାକ ରାଜ୍ୟରେ ଭୋଟ ଗଣତି ପାଇଁ ସମସ୍ତ...

ଜାଫରଙ୍କ ଘର ଉପରେ ଚଢିଲା ବୁଲ୍‌ଡୋଜର

ଲକ୍ଷ୍ନୌ,୧।୩:ଉତ୍ତର ପ୍ରଦେଶ ପ୍ରୟାଗରାଜରେ ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଅଭିଯୁକ୍ତ ଜାଫର ଅହମଦଙ୍କ ଘର ବୁଧବାର ନଗରନିଗମ ପକ୍ଷରୁ ବୁଲ୍‌ଡୋଜର ଲଗାଇ ଭାଙ୍ଗିଦିଆଯାଇଛି। ଜାଫରଙ୍କ ଘରୁ ବନ୍ଧୁକ ସାଙ୍ଗକୁ ବହୁ ମରଣାସ୍ତ୍ର ପୋଲିସ ଜବତ କରିଛି। ଜେଲରେ ସଜା କାଟୁଥିବା...

୨୯ ଲକ୍ଷରୁ ଊର୍ଦ୍ଧ୍ୱ ଭାରତୀୟ ଆକାଉଣ୍ଟ ବନ୍ଦ କଲା ହ୍ବାଟ୍‌ସଆପ୍‌

ନୂଆଦିଲ୍ଲୀ,୧।୩: ସୁରକ୍ଷା ଦୃଷ୍ଟିରୁ ହ୍ବାଟ୍‌ସଆପ୍‌ ପ୍ରାୟ ୨୯ ଲକ୍ଷ ୧୮ ହଜାର ଭାରତୀୟ ଆକାଉଣ୍ଟ ବନ୍ଦ କରିଦେଇଛି। ଭାରତ ସରକାର ଏବଂ ହ୍ବାଟସଆପ୍‌ର ନୀତି ଉଲ୍ଲଂଘନ ପାଇଁ କମ୍ପାନୀ ଏହି ନିଷ୍ପତି ନେଇଛି। ସାରା ବିଶ୍ୱରେ ୨ ବିଲିୟନରୁ ଅଧିକ...

ରେକର୍ଡ କଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧।୩: ଉତ୍ତରପ୍ରଦେଶର ଦୀର୍ଘତମ ମୁଖ୍ୟମନ୍ତ୍ରୀ ଭାବରେ ଯୋଗୀ ଆଦିତ୍ୟନାଥ ରେକର୍ଡ କରିଛନ୍ତି। ଯୋଗୀ ହେଉଛନ୍ତି ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ, ଯିଏ ଲଗାତାର ୫ ବର୍ଷ ଏବଂ ୩୪୭ ଦିନ ମୁଖ୍ୟମନ୍ତ୍ରୀ ପଦରେ ଅଛନ୍ତି। ଯୋଗୀଙ୍କ ପୂର୍ବରୁ କ୍ରମାଗତ ଭାବରେ ଡା...

ବିରୋଧୀ ଏକାଠି ଉପରେ ଦଳର ଆଭିମୁଖ୍ୟ ସ୍ପଷ୍ଟ କଲା କଂଗ୍ରେସ

ଚେନ୍ନାଇ,୧।୩: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ଜନ୍ମଦିନ ଅବସରରେ ବୁଧବାର ଚେନ୍ନାଇରେ ଡିଏମକେ ଏକ ବିଶାଳ ସମାବେଶ ଆୟୋଜନ କରିଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କ ସମେତ ବହୁ ବରିଷ୍ଠ...

ଗୁଜରାଟରେ ଖୋଲାଯିବ ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌

ନୂଆଦିଲ୍ଲୀ,୧।୩: ଗୁଜରାଟରେ ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ଖୋଲାଯିବାକୁ ଚିନ୍ତା କରୁଛନ୍ତି ଅଷ୍ଟ୍ରେଲିଆ ସରକାର। ଏନେଇ ଅଷ୍ଟ୍ରେଲିଆର ଶିକ୍ଷା ମନ୍ତ୍ରୀ ଜେସନ କ୍ଲାର ସୂଚନା ଦେଇଛନ୍ତି। କ୍ଲାର କହିଛନ୍ତି, ୱୋଲଙ୍ଗଙ୍ଗ ବିଶ୍ୱବିଦ୍ୟାଳୟ ଭାରତର ଗୁଜରାଟରେ ଏହାର ପ୍ରଥମ କ୍ୟାମ୍ପସ ଖୋଲିବାକୁ ଚିନ୍ତା...

ଆମେ ଅଟକିବୁନି, ଏଣିକି ୧୫୦ ସ୍ପିଡ୍‌ରେ କାମ ହେବ: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧।୩: ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାରର ଦୁଇ ମନ୍ତ୍ରୀ ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ଇସ୍ତଫା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ବୁଧବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ବିଧାୟକଙ୍କ ସହ ଏକ ବୈଠକ କରିଥିଲେ।...

ଆନ୍ଧ୍ରପ୍ରଦେଶ ସରକାରଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ ଧର୍ମର ସୁରକ୍ଷା ଲାଗି ନିର୍ମାଣ ହେବ ୩,୦୦୦ ମନ୍ଦିର

ହାଇଦ୍ରାବାଦ,୧।୩: ଆନ୍ଧ୍ରପ୍ରଦେଶ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ପ୍ରତିଟି ଜିଲାରେ ମନ୍ଦିର ଥିବା ନିଶ୍ଚିତ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଥିଲାଗି ରାଜ୍ୟରେ ୩ ହଜାର ମନ୍ଦିର ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ଜଗନ୍‌ ମୋହନ ରେଡ୍ଡୀଙ୍କ ନିର୍ଦ୍ଦେଶରେ ହିନ୍ଦୁ...

ଫେବୃଆରୀରେ ଜିଏସ୍‌ଟି ସଂଗ୍ରହ ବଢିଛି ୧୨ ପ୍ରତିଶତ

ନୂଆଦିଲ୍ଲୀ,୧।୩: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ବୁଧବାର ଫେବୃଆରୀ ପାଇଁ ଜିଏସ୍‌ଟି ତଥ୍ୟ ପ୍ରକାଶ କରିଛି। ଫେବୃଆରୀରେ ଜିଏସ୍‌ଟି ସଂଗ୍ରହ ୧,୪୯,୫୭୭ କୋଟିରେ ପହଞ୍ଚିଛି, ଯାହାକି ୧୨ ପ୍ରତିଶତ ବୃଦ୍ଧି ହୋଇଛି। ଅର୍ଥ ମନ୍ତ୍ରଣାଳୟ ବିବୃତ୍ତିରେ କହିଛି, ଏହା ୧୨ ମାସ...

ଶହୀଦ ପିତାଙ୍କ ଗିରଫ ଘଟଣାକୁ ନେଇ ନୀତୀଶଙ୍କ ସହ କଥା ହେଲେ ରାଜନାଥ

ନୂଆଦିଲ୍ଲୀ,୧ ।୩: ଗଲୱାନ ଘାଟି ଘଟଣାରେ ଶହୀଦ ହୋଇଥିବା ସେନାଙ୍କ ପିତାଙ୍କ ସହ ହୋଇଥିବା ମାରପିଟ ମାମଲା ଏବେ ରାଜନୈତିକ ମୋଡ ନେବାଭଳି ଦୃଶ୍ୟ ହେଉଛି । ଶହୀଦଙ୍କ ଭାଇ କହିଛନ୍ତି, ତାଙ୍କ ପିତା ରାଜ କପୁର ସିଂହଙ୍କ ଉପରେ...

ବିବିସି ଡକ୍‌ୟୁମେଣ୍ଟାରୀ ନେଇ ବ୍ରିଟିଶ ମନ୍ତ୍ରୀଙ୍କୁ କଡ଼ା ଜବାବ ଦେଲେ ଜୟଶଙ୍କର…

ନୂଆଦିଲ୍ଲୀ,୧।୩ : ଗତ ମାସରେ ବିସିସିଆଇର ଭାରତ କାର୍ଯ୍ୟାଳୟରେ ଆୟକର ଉପରେ କଟକଣା ଲାଗୁ ହୋଇଥିବା ନେଇ ବ୍ରିଟେନର ବୈଦେଶିକ ମନ୍ତ୍ରୀ ଜେମ୍ସ କ୍ଲିଭରଲି ବୁଧବାର ଦିଲ୍ଲୀରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ସାକ୍ଷାତ ସମୟରେ ଏହି ପ୍ରସଙ୍ଗ ଉଠାଇଛନ୍ତି।...

ଦୋଷୀଙ୍କୁ ଦିନରେ ୫ ଥର ନମାଜ ପାଠ କରିବାକୁ ଦଣ୍ଡାଦେଶ କଲେ କୋର୍ଟ…

ମୁମ୍ବାଇ,୧।୩ : ମହାରାଷ୍ଟ୍ରର ନାଶିକ ଜିଲା କୋର୍ଟର ଏକ ନିଆରା ନିଷ୍ପତ୍ତି ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଆକ୍ରମଣ ପାଇଁ ଜଣେ ବ୍ୟକ୍ତିଙ୍କୁ ଜେଲକୁ ପଠାଇବା ପରିବର୍ତ୍ତେ କୋର୍ଟ ଏକ ନିଆରା ଦଣ୍ଡାଦେଶ କରିଛନ୍ତି। ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri