ଜାତୀୟ

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା ସୱରାଜଙ୍କ ଝିଅ ତଥା ନୂଆଦିଲ୍ଲୀ ଏମ୍‌ପି ବନସୁରୀ ସ୍ବରାଜ ଏକ ପ୍ରତିକ୍ରିୟା ଦେଇଛନ୍ତି।...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା ଜିଲାର ମେରାଲରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ସେ କହିଛନ୍ତି ଯେ...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି ମନେ ହେଉନାହିଁ। ସୂଚନାନୁସାରେ, କେତେକ ଆସନରେ କଂଗ୍ରେସ ଏବଂ ଉଦ୍ଧବ ଠାକରେଙ୍କ ଦଳ...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା ହେଲା ଅରବିନ୍ଦ କେଜରିୱାଲ କେବଳ ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବାକୁ ନୁହେଁ ବରଂ...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା ପରୀକ୍ଷା କରିବାରୁ ଏହା ସ୍ପଷ୍ଟ ହୋଇଛି। ଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ ଡକାଇଛନ୍ତି। ଖଲିସ୍ତାନ ସମର୍ଥକ ସଂଗଠନ ଶିଖ ଫର ଜଷ୍ଟିସ ଗୁରୁପତଓ୍ବନ୍ତ ସିଂ ପନ୍ନୁଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଘଟଣାର ଗମ୍ଭୀରତାକୁ ବିଚାର କରି ଏହାର ତଦନ୍ତ ସିବିଆଇକୁ...

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି...

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଧାରା ୩୭୦ଉପରେ ଦେଇଥିବା ବିବୃତ୍ତିରେ ପ୍ରଧାନମନ୍ତ୍ରୀ ମୋଦି...

ପାକିସ୍ତାନକୁ ସିଧା ଜବାବ ଦେବେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀର ନିର୍ବାଚନ ମଧ୍ୟରେ ପଡୋଶୀ ଦେଶରୁ ଧାରା ୩୭୦କୁ ନେଇ ଏକ ବିବାଦୀୟ ବିବୃତ୍ତି ଆସିଛି। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଧାରା ୩୭୦ ରଦ୍ଦ କରିବାକୁ ନେଇ ଓକିଲାତି କରିଛନ୍ତି। ନିର୍ବାଚନ ପ୍ରଚାର ପାଇଁ...

ଭାରତର ଏହି ସ୍ଥାନରେ ଅଧିକ ବ୍ୟବହାର ହେଉଛି କଣ୍ଡୋମ, ନାଁ ଜାଣିଲେ…

ନୂଆଦିଲ୍ଲୀ,୧୯।୯: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ପ୍ରତ୍ୟେକ ଥର ଏକ ରିପୋର୍ଟ ପ୍ରକାଶ କରେ, ଯେଉଁଥିରେ ଏହା କୁହାଯାଇଛି ଯେ ଭାରତରେ କଣ୍ଡୋମ ବିନା ଯୌନ ସମ୍ପର୍କର ଧାରା ବୃଦ୍ଧି ପାଇଛି। କେଉଁ ରାଜ୍ୟରେ କଣ୍ଡୋମ ଅଧିକ ବ୍ୟବହୃତ ହୁଏ...

ସମ୍ବିଧାନରେ ସଂଶୋଧନ ପାଇଁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, କେମିତି ପୂରଣ ହେବ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ’ର ସ୍ବପ୍ନ…

ନୂଆଦିଲ୍ଲୀ,୧୯ା୯: ସମ୍ବିଧାନରେ ସଂଶୋଧନ କରିବାକୁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ସ୍ବପ୍ନ କିପରି ପୂରଣ ହେବ? ଏହି ଯୋଜନାରେ ଆଗକୁ ବଢ଼ି ମୋଦି କ୍ୟାବିନେଟ୍‌ ଏକ ଉଚ୍ଚ ସ୍ତରୀୟ କମିଟିର ସୁପାରିସକୁ ପର୍ଯ୍ୟାୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri