ଜାତୀୟ

ସେନା ତଥା ତାଙ୍କ ପରିବାର ବ୍ୟବହାର କରନ୍ତୁ ନାହିଁ ଚାଇନା ମୋବାଇଲ

ନୂଆଦିଲ୍ଲୀ,୭ ।୩: ସୀମାରେ ଚାଇନା ସହ ଚାଲିଥିବା ତୁତୁମେମେ ମଧ୍ୟରେ ପ୍ରତିରକ୍ଷା ଗୁଇନ୍ଦା ଏଜେନ୍ସି ଚାଇନା ମୋବାଇଲ ଫୋନକୁ ନେଇ ଆଡଭାଇଜରୀ ଜାରି କରିଛନ୍ତି । ଗୁଇନ୍ଦା ଏଜେନ୍ସି ସୁନିଶ୍ଚିତ କରିବାକୁ କହିଛି ଯେ ସୀମାରେ କାର୍ଯ୍ୟରତ ସେନା ଓ...

୪୨୫ କୋଟି ଟଙ୍କାର ନିଶାଦ୍ରବ୍ୟ ଜବତ

ଅହମଦାବାଦ୍‌,୭।୩: ଭାରତୀୟ ତଟରକ୍ଷୀ ବାହିନୀର ମିଳିତ ଅପରେଶନରେ ଗୁଜରାଟ ଏଟିଏସ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପିଆରଓ ପ୍ରତିରକ୍ଷା ଗୁଜରାଟ ଅନୁଯାୟୀ କାର୍ଯ୍ୟ କରୁଥିବା ଏଟିଏସ ଏବଂ ଇଣ୍ଡିଆନ କୋଷ୍ଟଗାର୍ଡ ଗୁଜରାଟର ଆରବ ସାଗରରେ ଥିବା ଭାରତୀୟ ଅଞ୍ଚଳରେ ୫...

ଉତ୍ତରପ୍ରଦେଶରେ ନାବାଳିକାଙ୍କୁ ଗଣବଳାତ୍କାର

କାନପୁର,୭।୩: ଉତ୍ତରପ୍ରଦେଶ କାନପୁରର ଏକ ହୁକା ବାର୍‌ରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ସୋମବାର ଗିରଫ କରିଛି। ଇନ୍‌ଷ୍ଟାଗ୍ରାମ ଜରିଆରେ ପୀଡ଼ିତା ଅଭିଯୁକ୍ତଙ୍କ ସହ ପରିଚିତ ହୋଇଥିଲେ। ଅଭିଯୁକ୍ତ ବିନୟ ଠାକୁରଙ୍କ ନାଁରେ ପୀଡିତାଙ୍କ ବାପା ଥାନାରେ...

ସରକାରଙ୍କୁ ଦେଢ଼ କୋଟିର ସମ୍ପତ୍ତି ଦାନକଲେ ବୃଦ୍ଧ

ଲକ୍ଷ୍ନୌ, ୭।୩: ସନ୍ତାନମାନଙ୍କ ଦ୍ୱାରା ନିର୍ଯାତିତ ହେବା ପରେ ଉତ୍ତର ପ୍ରଦେଶର ୮୫ ବର୍ଷୀୟ ନାଥୁ ସିଂ ଦେଢ଼ କୋଟିର ସମ୍ପତ୍ତିକୁ ରାଜ୍ୟ ସରକାରଙ୍କ ନାଁରେ କରିଦେଇଛନ୍ତି। ଏହାଛଡ଼ା ସେ ତାଙ୍କ ଶରୀରକୁ ମେଡିକାଲ କଲେଜକୁ ଦାନ କରିବା ସହ...

‘ସବୁବେଳେ ଶାସନ କ୍ଷମତାରେ ରହିବ ନାହିଁ ଭାଜପା…’, ପୁଣିଥରେ ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୭ ।୩: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ରାହୁଲ ଗାନ୍ଧୀ ସୋମବାର ଲଣ୍ଡନରେ କହିଛନ୍ତି, ଭାରତୀୟ ଜନତା ପାର୍ଟି(ଭାଜପା) ବିଶ୍ୱାସ କରେ କି ସେ ସବୁବେଳେ ଭାରତରେ ଶାସନ କ୍ଷମତାରେ...

ମୋ ମୁଣ୍ଡ କାଟିଦିଅ ପଛେ, ମୁଁ କେନ୍ଦ୍ର ସରକାରଙ୍କ ସହ ସମାନ ଡିଏ ଦେଇପାରିବି ନାହିଁ: ମମତା

କୋଲ୍‌କାତା,୭।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟ ସରକାରଙ୍କ କର୍ମଚାରୀଙ୍କୁ ଦୃଢ଼ ଜବାବ ଦେଇଛନ୍ତି। ମହଙ୍ଗା ଭତ୍ତା ବୃଦ୍ଧି ଦାବିରେ ଜିଦ୍‌ ଧରିଥିବା କର୍ମଚାରୀଙ୍କୁ ମମତା କହିଛନ୍ତି, ମୋ ମୁଣ୍ଡ କାଟିଦିଅ ପଛେ ମୁଁ କେନ୍ଦ୍ର ସରକାରଙ୍କ ସହ ସମାନ...

ୟୁଟ୍ୟୁବ୍‌ ଦେଖି ସନ୍ତାନ ପ୍ରସବ ପରେ ନବଜାତକକୁ ହତ୍ୟା କଲେ ନବମ ଶ୍ରେଣୀ ଛାତ୍ରୀ

ନାଗପୁର, ୬। ୩: ମହାରାଷ୍ଟ୍ର ନାଗପୁରରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳିକା ୟୁଟ୍ୟୁବ ଦେଖି ସନ୍ତାନ ପ୍ରସବ କରିବା ପରେ ନବଜାତକର ତଣ୍ଟିଚିପି ହତ୍ୟା କରିଛନ୍ତି। ଶୁକ୍ରବାର ନାବାଳିକା ଜଣକ ଘରେ ଏକୁଟିଆ ଥିବାବେଳେ ୟୁଟ୍ୟୁବ୍‌...

ହୁକା ବାର୍‌ରେ ନାବାଳିକାଙ୍କୁ ଗଣବଳାତ୍କାର

କାନପୁର,୬। ୩: ଉତ୍ତର ପ୍ରଦେଶ କାନପୁରର ଏକ ହୁକା ବାର୍‌ରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ସୋମବାର ଗିରଫ କରିଛି। ଇନ୍‌ଷ୍ଟାଗ୍ରାମ ଜରିଆରେ ପୀଡ଼ିତା ଅଭିଯୁକ୍ତଙ୍କ ସହ ପରିଚିତ ହୋଇଥିଲେ। ଅଭିଯୁକ୍ତ ବିନୟ ଠାକୁରଙ୍କ ନାଁରେ ପୀଡିତାଙ୍କ...

ଜେଲରେ ସିସୋଡିଆଙ୍କୁ ଭାଗବତ ଗୀତା ରଖିବାକୁ ଅନୁମତି ଦେଲେ କୋର୍ଟ

ନୂଆଦିଲ୍ଲୀ, ୬।୩: ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଏଏପି ନେତା ମନୀଷ ସିସୋଡିଆଙ୍କୁ ପୁଣିଥରେ କୋର୍ଟ ୧୪ ଦିନ ପାଇଁ ନ୍ୟାୟିକ ହେପାଜତରେ ପଠାଇଛନ୍ତି। ସେ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ତିହାର ଜେଲରେ ରହିବେ। ଜେଲ ଭିତରେ...

ମାଣିକ ହେବେ ତ୍ରିପୁରାର ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ନିଷ୍ପତ୍ତି

ଅଗରତାଲା,୬।୩: ତ୍ରିପୁରାର ମୁଖ୍ୟମନ୍ତ୍ରୀ ଭାବେ ପୁଣିଥରେ ଶପଥ ନେବେ ମାଣିକ ଶାହା। ସୋମବାର ଭାଜପା ବିଧାୟକ ଦଳ ବୈଠକରେ ମାଣିକଙ୍କ ନାମ ଘୋଷଣା କରାଯାଇଛି। ତେବେ ମାଣିକ ଶାହା ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହି...

ଲାଲୁ ଯାଦବଙ୍କୁ ସିବିଆଇର ସମନ

ନୂଆଦିଲ୍ଲୀ,୬।୩: ଜମି ବଦଳରେ ଚାକିରି ଦେବା ମାମଲାରେ ସିବିଆଇ ମଙ୍ଗଳବାର ହାଜର ହେବା ପାଇଁ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ସମନ ପଠାଇଛି। ସୋମବାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ର ଅଧିକାରୀମାନେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା...

ଜେଲରେ ପରସ୍ପରକୁ ଭେଟି ପାରିବେନି ସିସୋଡିଆ-ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୬।୩: ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଏଏପି ନେତା ମନୀଷ ସିସୋଡିଆ ଏବଂ ମନି ଲଣ୍ଡରିଂ ମାମଲାରେ ଗିରଫ ଥିବା ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜେଲରେ ଅଲଗା ରଖାଯିବ। ମନୀଷ ସିସୋଡିଆଙ୍କୁ ନ୍ୟାୟିକ ହେପାଜତକୁ ପଠାଇବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri