ଜାତୀୟ

ଦୋଷୀଙ୍କୁ ଦିନରେ ୫ ଥର ନମାଜ ପାଠ କରିବାକୁ ଦଣ୍ଡାଦେଶ କଲେ କୋର୍ଟ…

ମୁମ୍ବାଇ,୧।୩ : ମହାରାଷ୍ଟ୍ରର ନାଶିକ ଜିଲା କୋର୍ଟର ଏକ ନିଆରା ନିଷ୍ପତ୍ତି ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଆକ୍ରମଣ ପାଇଁ ଜଣେ ବ୍ୟକ୍ତିଙ୍କୁ ଜେଲକୁ ପଠାଇବା ପରିବର୍ତ୍ତେ କୋର୍ଟ ଏକ ନିଆରା ଦଣ୍ଡାଦେଶ କରିଛନ୍ତି। ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ...

ହାତୀଙ୍କୁ ନିଜ ପାଖରେ ରଖି ପାରିବେନି ବ୍ୟକ୍ତି ବିଶେଷ-ଧାର୍ମିକ ଅନୁଷ୍ଠାନ: ମାଈ ହାତୀ ଜୟମାଲା ମାମଲାରେ କହିଲେ ହାଇକୋର୍ଟ…

ଚେନ୍ନାଇ,୧।୩ : ହାତୀ ସଂରକ୍ଷଣକୁ ନେଇ ମାଡ୍ରାସ ହାଇକୋର୍ଟ ଏକ ବଡ଼ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି ଯେ ବର୍ତ୍ତମାନ ବ୍ୟକ୍ତି ବିଶେଷ ଏବଂ ଧାର୍ମିକ ଅନୁଷ୍ଠାନ ତାମିଲନାଡୁରେ ହାତୀଙ୍କୁ ନିଜ ପାଖରେ ରଖି ପାରିବେ ନାହିଁ। କୋର୍ଟ...

ହିମନ୍ତ-ସାଙ୍ଗମା ଭେଟ: ମେଘାଳୟ ସରକାରରେ ଭାଜପା ସାମିଲ ହେବା ନେଇ ଚର୍ଚ୍ଚା…

ଗୁଆହାଟୀ,୧।୩ : ମେଘାଳୟର ରାଜନୀତିରୁ ବଡ ଖବର ଆସିଛି। ମଙ୍ଗଳବାର ରାତିରେ ଗୁଆହାଟୀରେ ଆସାମ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତୃତ୍ୱାଧୀନ ଉତ୍ତର ପୂର୍ବ ବିକାଶ ମହାସଂଘର ମୁଖ୍ୟ ହିମନ୍ତ ବିଶ୍ୱ ଶର୍ମା ମେଘାଳୟର ମୁଖ୍ୟମନ୍ତ୍ରୀ ତଥା ଏନପିପି ମୁଖ୍ୟ କୋନରାଡ...

କେଜ୍‌ରିଓ୍ବାଲଙ୍କ ଇସ୍ତଫା ଦାବି କରି ଦିଲ୍ଲୀରେ ଭାଜପା-କଂଗ୍ରେସର ବିକ୍ଷୋପ ପଦର୍ଶନ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଏବଂ ଏଏପି ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଇସ୍ତଫା ପରେ ରାଜନୈତିକ ଉଷ୍ମତା ଦେଖାଯାଇଛି। ବୁଧବାର ଭାଜପା-କଂଗ୍ରେସ ଏଏପିକୁ ଟାର୍ଗେଟ୍‌ କରି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଇସ୍ତଫା ଦାବି କରିଛନ୍ତି। ଏନେଇ ଜାତୀୟ ରାଜଧାନୀ...

ଗେହଲଟ-ରାଜକୁମାରଙ୍କୁ ମିଳିଲା ସିସୋଡିଆଙ୍କ ବିଭାଗ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା କୈଳାଶ ଗେହଲଟ ଏବଂ ରାଜକୁମାର ଆନନ୍ଦଙ୍କୁ ନୂଆ ବିଭାଗର ଦାୟିତ୍ୱ ମିଳିଛି। ବୁଧବାର ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପ୍ରସ୍ତାବକୁ ଉପରାଜ୍ୟପାଳ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସୂଚନା ମୁତାବକ, ମଙ୍ଗଳବାର ମନୀଷ ସିସୋଡିଆ...

ଆଗାମୀ ୧୦ମିନିଟ୍‌ ଭିତରେ ଓ୍ବେଷ୍ଟ କୁର୍ଲାରେ ହେବ ବ୍ଲାଷ୍ଟ

ମୁମ୍ବାଇ,୧।୩: ଗତ କିଛି ଦିନରୁ ଆସୁଥିବା ଅଜ୍ଞାତ ଫୋନ୍‌ କଲ୍‌ ମୁମ୍ବାଇ ପୋଲିସର ନିଦ ହଜାଇ ଦେଇଛି। କିଛି ଏଭଳି ଘଟଣା ଘଟିଛି ମଙ୍ଗଳବାର ରାତିରେ। ପ୍ରାୟ ରାତି୧୧ଟାରେ ଜଣେ ଅଜ୍ଞାତ ବ୍ୟକ୍ତି ମୁମ୍ବାଇ ପୋଲିସ କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌...

ନୀତୀଶଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପାଟନା,୧।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର ୭୨ବର୍ଷ ବୟସରେ ପ୍ରଦାର୍ପଣ କରିଛନ୍ତି। ଏହି ଅବସରରେ ସାରା ଦେଶରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ତାଙ୍କର...

ମୁକେଶ ଅମ୍ବାନୀ-ଅମିତାଭ-ଧର୍ମେନ୍ଦ୍ରଙ୍କ ଘର ଉଡ଼ାଇ ଦେବାକୁ ମିଳିଲା ଧମକ: ପୋଲିସ ନେଲା କାର୍ଯ୍ୟାନୁଷ୍ଠାନ

ମୁମ୍ବାଇ,୧।୩: ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ମୁକେଶ ଅମ୍ବାନୀ, ବଲିଉଡ୍‌ର ଲୋକପ୍ରିୟ ଅଭିନେତା ଅମିତାଭ ବଚ୍ଚନ ଏବଂ ଧର୍ମେନ୍ଦ୍ରଙ୍କ ଘର ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ମଙ୍ଗଳବାର କେହି ଜଣେ ମହାରାଷ୍ଟ୍ରର ନାଗପୁର ପୋଲିସକୁ ଫୋନ୍‌ କରି ଏହି ଧମକ...

କୈଳାଶ ଏଏପିର ନୂଆ କ୍ଷମତା କେନ୍ଦ୍ର…

ନୂଆଦିଲ୍ଲୀ,୧।୩ : ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନେତୃତ୍ୱାଧୀନ ଦିଲ୍ଲୀ ସରକାରରେ ବର୍ତ୍ତମାନ ପର୍ଯ୍ୟନ୍ତ ତୃତୀୟ ବଡ଼ ମନ୍ତ୍ରୀ ଥିବା କୈଳାଶ ଗେହଲୋଟ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି। ସେ କ୍ୟାବିନେଟ ପଦରୁ ଇସ୍ତଫା ଦେଇଥିବା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ...

କେଜରିଓ୍ବାଲଙ୍କ କ୍ୟାବିନେଟରେ ସାମିଲ ହେବେ ସୌରଭ-ଆତିଶି: ଉପରାଜ୍ୟପାଳଙ୍କ ପାଖକୁ ପଠାଗଲା ନାମ…

ନୂଆଦିଲ୍ଲୀ,୧।୩ : ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ଇସ୍ତଫା ପରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କ୍ୟାବିନେଟକୁ ପୁଣି ସମ୍ପ୍ରସାରଣ କରିବାକୁ ଯାଉଛନ୍ତି। କ୍ୟାବିନେଟରେ ମନ୍ତ୍ରୀ କରିବା ପାଇଁ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ନିକଟକୁ ଏଏପି ବିଧାୟକ ସୌରଭ...

ବିକଶିତ ସହର ଏକବିଂଶ ଶତାବ୍ଦୀରେ ଭାରତର ଏକ ନୂତନ ପରିଚୟ ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧।୩ : ସହରୀ ଯୋଜନା, ବିକାଶ ଏବଂ ପରିଷ୍କାର ପରିଚ୍ଛନ୍ନତା ଉପରେ ବଜେଟ ପରବର୍ତ୍ତୀ ୱେବନାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି ଯେ ନୂତନ ସହରଗୁଡିକ ବିକାଶ ହେଉଛି, ଯାହା ଏକବିଂଶ ଶତାବ୍ଦୀରେ ଭାରତର ଏକ ନୂତନ ପରିଚୟ...

ଏଏପି ବାଡ଼ ଡେଇଁ ପଦ୍ମ ଧରିଲେ ଭାସ୍କର ରାଓ, କହିଲେ ମନ୍ତ୍ରୀଙ୍କ ଜେଲ ଯିବା ଲଜ୍ଜା ଜନକ…

ବେଙ୍ଗାଲୁରୁ,୧।୩ : କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି (ଏଏପି)କୁ ବଡ଼ ଝଟ୍‌କା ଲାଗିଛି। ଏଏପି ମାନିଫେଷ୍ଟୋ କମିଟିର ଅଧ୍ୟକ୍ଷ ତଥା ବେଙ୍ଗାଲୁରୁର ପୂର୍ବତନ କମିଶନର ଭାସ୍କର ରାଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘର ଛାଡିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri