ଜାତୀୟ

ଦୈନିକ ସଂକ୍ରମଣ ୨ ଶହ ଟପିଲା…

ନୂଆଦିଲ୍ଲୀ, ୧।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି...

ଭାରତରେ ପହଞ୍ଚିଲେ ରୁଷିଆ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ/ମସ୍କୋ,୧।୩: ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍ରୋଭ ଭାରତରେ ପହଞ୍ଚିଛନ୍ତି। ଜି-୨୦ ବୈଦେଶିକ ମନ୍ତ୍ରୀ ବୈଠକରେ ଯୋଗ ଦେବାକୁ ମଙ୍ଗଳବାର ରାତିରେ ଜାତୀୟ ରାଜଧାନୀ ଦିଲ୍ଲୀରେ ପହଞ୍ଚିଥିବା ସୂଚନା ମିଳିଛି। ଲାଭ୍ରୋଭ ବୁଧବାର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କରଙ୍କ...

୧୭୦ ଦିନ ପରେ ଦାଢି-ନିଶ ଟ୍ରିମ କଲେ ରାହୁଲ, ଲଣ୍ଡନରେ କୁଲ ଲୁକରେ ନଜର ଆସିଲେ

ନୂଆଦିଲ୍ଲୀ/ଲଣ୍ଡନ,୧ ।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆ ଲୁକ ସାମ୍ନାକୁ ଆସିଛି । ଏବେ ସେ ବ୍ରିଟେନ ଗସ୍ତରେ ଅଛନ୍ତି । ସେଠାରେ ସେ କେମ୍ବ୍ରିଜ ୟୁନିଭର୍ସିଟିରେ ଲେକ୍‌ଚର ଦେବେ । ଏହା ପୂର୍ବରୁ ତାଙ୍କ ନୂଆ ଲୁକର...

ସ୍ବାମୀଙ୍କ ସହମତିରେ ନଣନ୍ଦଙ୍କୁ ବିବାହ କରିଥିଲେ ଭାଉଜ

ପାଟନା,୧।୩: ବିହାର ସମସ୍ତିପୁର ଜିଲାର ଜଣେ ମହିଳା ତାଙ୍କ ସ୍ବାମୀଙ୍କ ସହମତି କ୍ରମେ ନଣନ୍ଦଙ୍କୁ ବିବାହ କରିଥିଲେ। ଉକ୍ତ ଯୁବତୀଙ୍କୁ ତାଙ୍କ ବଡ଼ ଭଉଣୀ ଅପହରଣ କରିନେଇଥିବା ଭାଉଜ ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ଏହି ମାମଲାର ତଦନ୍ତ ଦାୟିତ୍ୱ...

ମାସକର ଶିଶୁକୁ ଝୁଣି ମାରିଦେଲେ କୁକୁର

ଜୟପୁର, ୧।୩: ରାଜସ୍ଥାନର ସିରୋହି ଜିଲାର ଏକ ହସ୍ପିଟାଲରେ ମାସକର ଶିଶୁକୁ ବୁଲା କୁକୁର ଘୋଷାଡ଼ି ନେଇ ଝୁଣି ମାରିଦେଇଛନ୍ତି। ଶିଶୁଟି ହସ୍ପିଟାଲର ଟିବି ଓ୍ବାର୍ଡରେ ମାଆ ପାଖରେ ଶୋଇଥିଲା। ସୋମବାର ରାତିରେ ଏହି ଘଟଣା ଘଟିଛି। ଦୁଇଟି ବୁଲା...

ଶହୀଦଙ୍କ ବାପାଙ୍କୁ ମାଡ଼ ମାରି ଗିରଫ କଲା ପୋଲିସ

ପାଟନା, ୧।୩: ୨୦୨୦ ଗଲଓ୍ବାନ ଶହୀଦ ଯବାନ ଜୟ କିଶୋରଙ୍କ ବାପାଙ୍କୁ ସୋମବାର ରାତିରେ ପୋଲିସ ଗିରଫ କରିନେଇଛି। ସରକାରୀ ଜାଗାରେ ଯବାନଙ୍କ ସ୍ମାରକୀ ହୋଇଥିବାବେଳେ ଯବାନଙ୍କ ବାପା ରାଜ କପୁର ସିଂ ଉକ୍ତ ଜାଗାକୁ ଜବରଦଖଲ କରି ରଖିଥିବା...

କର୍ତ୍ତବ୍ୟରୁ ଓହରିପାରିବେନି ସାମ୍ବିଧାନିକ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ, ୧ା୩: ପଞ୍ଜାବର ଆମ୍‌ ଆଦ୍‌ମୀ ପାର୍ଟି ସରକାର ଏବଂ ରାଜ୍ୟପାଳ ବନଓ୍ବାରିଲାଲ୍‌ ପୁରୋହିତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହା ଉପରେ ଗଭୀର ସାମ୍ବିଧାନିକ ଆଲୋଚନା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଫଳରେ ଉଭୟ ପକ୍ଷଙ୍କୁ କଡ଼ା...

ଉମେଶ ପାଲ୍‌ ହତ୍ୟା ପାଇଁ ଜେଲରୁ ହୋଇଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ, ୧।୩: ୨୦୦୫ରେ ବିଏସ୍‌ପି ବିଧାୟକ ରାଜୁ ପାଲ୍‌ ହତ୍ୟା ମାମଲାର ମୁଖ୍ୟ ସାକ୍ଷୀ ଥିବା ଉମେଶ ପାଲ୍‌ଙ୍କୁ ହତ୍ୟା କରିବା ପାଇଁ ଉତ୍ତରପ୍ରଦେଶର ବରେଲି ଜେଲରୁ ଯୋଜନା ପ୍ରସ୍ତୁତ ହୋଇଥିଲା। ମୁଖ୍ୟ ଷଡ଼ଯନ୍ତ୍ରକାରୀ ସଦାକତ୍‌ ଖାନ୍‌ଙ୍କ ହଷ୍ଟେଲରେ ଆକ୍ରମଣକାରୀମାନେ...

ହୋଲି ପୂର୍ବରୁ ଗ୍ରାହକଙ୍କୁ ଝଟକା, ଘରୋଇ ଏଲପିଜି ସିଲିଣ୍ଡର ହେଲା ମହଙ୍ଗା

ନୂଆଦିଲ୍ଲୀ,୧ ।୩: ମହଙ୍ଗା ହେଲା ଘରୋଇ ଏଳପିଜି ସିଲିଣ୍ଡର । ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି କରାଯାଇଛି । ରାଜଧାନୀ ଦିଲ୍ଲୀରେ ବୁଧବାରଠାରୁ ଘରୋଇ ଏଲପିଜି ସିଲିଣ୍ଡରର ଦାମ ୧୧୦୩ ଟଙ୍କା ହୋଇଯାଇଛି । ପୂର୍ବରୁ ଏହାର ଦାମ...

ଏମ୍‌ପିରେ ବଢୁଛି ଶିଶୁ ଯୌନ ଉତ୍ପୀଡ଼ନକାରୀଙ୍କ ସଂଖ୍ୟା

ଭୋପାଳ,୧।୩: ଆମେରିକାର ନ୍ୟାଶନାଲ ସେଣ୍ଟର ଫର୍‌ ମିସିଙ୍ଗ୍‌ ଆଣ୍ଡ୍‌ ଏକ୍ସପ୍ଲୋଏଟେଡ୍‌ ଚିଲ୍‌ଡ୍ରେନ୍‌ (ଏନ୍‌ସିଏମ୍‌ଇସି) ଏଜେନ୍ସି ପକ୍ଷରୁ କରାଯାଇଥିବା ସର୍ଭେରେ ମଧ୍ୟପ୍ରଦେଶରୁ ୩୦,୦୦୦ ଶିଶୁ ଯୌନ ଉତ୍ପୀଡ଼ନକାରୀଙ୍କୁ ଚିହ୍ନଟ କରାଯାଇଛି। ଏମାନେ ଶିଶୁ ଯୌନ ଉତ୍ପୀଡ଼ନ ସାମଗ୍ରୀ (ସିଏସ୍‌ଏଏମ୍‌), ପର୍ନୋଗ୍ରାଫି ଏବଂ...

ବାପାଙ୍କୁ ହତ୍ୟା ପାଇଁ ୧ କୋଟିର ସୁପାରି

ବେଙ୍ଗାଲୁରୁ, ୧।୩: ବାପାଙ୍କ ହତ୍ୟା ଅଭିଯୋଗରେ ବେଙ୍ଗାଲୁରୁର ୩୨ ବର୍ଷୀୟ ଏମ୍‌. ମଣିକାନ୍ତଙ୍କୁ ପୋଲିସ ଗିରଫ କରିଛି। ଦୁଇ ଯୁବକଙ୍କୁ ୧ କୋଟିର ସୁପାରି ଦେଇ ମଣିକାନ୍ତ ସମ୍ପତ୍ତି ପାଇଁ ବାପା ନାରାୟଣ ସ୍ବାମୀଙ୍କୁ ହତ୍ୟା କରିଥିବା ତଦନ୍ତରୁ ଜଣାପଡ଼ିଛି।...

୨ ବର୍ଷର ଶିଶୁକୁ ବଳାତ୍କାର ପରେ ହତ୍ୟା

ସୁରାଟ,୧।୩: ଗୁଜରାଟର ସୁରାଟରେ ୨ ବର୍ଷର ଶିଶୁଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାମ୍ନାକୁ ଆସିଛି। ପୀଡ଼ିତାଙ୍କ ବାପାଙ୍କ ବନ୍ଧୁ ଏ ପ୍ରକାର ଜଘନ୍ୟ କାଣ୍ଡ ଘଟାଇଥିବା ତଦନ୍ତରୁ ଜଣାପଡ଼ିଛି। ଫେରାର୍‌ ହେବାକୁ ଉଦ୍ୟମ କରୁଥିବା ଅଭିଯୁକ୍ତ ୟୁସୁଫ ସଲିମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri