ଜାତୀୟ

ଜମ୍ମୁ-କଶ୍ମୀର ରୋଜଗାର, ଭଲପାଇବା ଚାହିଁଥିଲା, ଭାଜପା ଦେଲା ବୁଲଡୋଜର: ରାହୁଲ…

ନୂଆଦିଲ୍ଲୀ,୧୨।୨ : ଜମ୍ମୁ- କଶ୍ମୀରରେ ଚାଲିଥିବା ଅତିକ୍ରମଣ ବିରୋଧ ଅଭିଯାନକୁ ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ କେନ୍ଦ୍ରର ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ରବିବାର କହିଛନ୍ତି ଯେ ଏହି କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କଠାରୁ ରୋଜଗାର, ଉନ୍ନତ ବ୍ୟବସାୟ...

ଦେଶର ଝିଅମାନେ ଆଜି ରାଫାଲ ଯୁଦ୍ଧ ବିମାନ ଉଡ଼ାଉଛନ୍ତି: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ ,୧୨।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମହର୍ଷି ଦୟାନନ୍ଦ ସରସ୍ବତୀଙ୍କ ୨୦୦ ତମ ଜନ୍ମ ବାର୍ଷିକୀରେ ଆୟୋଜିତ କାର୍ଯ୍ୟକ୍ରମର ଉଦଘାଟନ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନଡୋର ଷ୍ଟାଡିୟମରେ କରିଛନ୍ତି। ଏହି ସମୟରେ ସେ ଦିୟାନନ୍ଦ ସରସ୍ବତୀଙ୍କ ସମାଜ...

ଫଡନାଭିସ କିଏ ? ବିଜୟ ସତ୍ୟର ହେବ: ସଞ୍ଜୟ ରାଉତ…

ମୁମ୍ବାଇ,୧୨।୨ : ଶିବସେନା (ଉଦ୍ଧବ ଦଳ) ନେତା ସଞ୍ଜୟ ରାଉତ ପୁଣି ଥରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାରଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିଛନ୍ତି। ସୁପ୍ରିମକୋର୍ଟରେ ସରକାରଙ୍କ ବିରୋଧରେ ଚାଲିଥିବା ମାମଲାରେ ସତ୍ୟର ବିଜୟ ହେବ ବୋଲି ସେ...

୪ ରାଜ୍ୟ ହାଇକୋର୍ଟରେ ନୁଆ ମୁଖ୍ୟ ବିଚାରପତି ନିଯୁକ୍ତି…

ନୂଆଦିଲ୍ଲୀ,୧୨।୨ : ଚାରିଟି ରାଜ୍ୟର ହାଇକୋର୍ଟରେ ନୂତନ ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ରବିବାର ଟୁଇଟ କରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଗୁଜରାଟ ହାଇକୋର୍ଟର ଜଷ୍ଟିସ ସୋନିଆ ଗିରିଧର...

ବଜରଙ୍ଗବାଲୀଙ୍କୁ ନୋଟିସ, ବେଆଇନ ଜମି ଦଖଲ ନେଇ ରେଳ ବିଭାଗର ଅଭିଯୋଗ…

ଭୋପାଳ,୧୨।୨ : ମଧ୍ୟପ୍ରଦେଶର ମୋରେନାରେ ରେଳ ବିଭାଗର ଏକ ଅଦ୍ଭୁତ କାର୍ଯ୍ୟ ସାମ୍ନାକୁ ଆସିଛି। ମନ୍ଦିରରେ ରଖାଯାଇଥିବା ପ୍ରଭୁ ବଜରଙ୍ଗବାଲୀଙ୍କୁ ବିଭାଗ ନୋଟିସ ଜାରି କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ବିଜ୍ଞପ୍ତିରେ ରେଳବାଇ ବଜରଙ୍ଗ ବାଲୀଙ୍କୁ ସାତ...

କେଜରିଓ୍ବାଲଙ୍କ ପ୍ରସ୍ତାବକୁ ମଞ୍ଜୁରୀ ଦେଲେ ଉପରାଜ୍ୟପାଳ, ମେୟର ନିର୍ବାଚନ ଫେବୃୟାରୀ ୧୬ରେ…

ନୂଆଦିଲ୍ଲୀ,୧୨।୨ : ଫେବୃଆରୀ ୧୬ରେ ମେୟର, ଡେପୁଟି ମେୟର ଏବଂ ସ୍ଥାୟୀ କମିଟିର ସଦସ୍ୟଙ୍କ ପାଇଁ ନିର୍ବାଚନ ଆୟୋଜନ ପ୍ରସ୍ତାବକୁ ଦିଲ୍ଲୀର ଉପରାଜ୍ୟପାଳ ଭି.କେ ସାକ୍ସେନା ଅନୁମୋଦନ କରିଛନ୍ତି। ଏଲଜି ସାକ୍ସେନା କହିଛନ୍ତି ଯେ ’ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ...

ମା’ଅବୈଧ ସମ୍ପର୍କରେ ଥିଲେ ସନ୍ତାନର ହେପାଜତ ନେବେ ବାପା

ବେଙ୍ଗାଲୁରୁ, ୧୨।୨: ମା’ଙ୍କର ଅନ୍ୟ ଜଣେ ବ୍ୟକ୍ତିଙ୍କ ସହ ଅବୈଧ ସମ୍ପର୍କ ଥିଲେ ସନ୍ତାନର ହେପାଜତ ବାପା ନେବେ ବୋଲି ଏକ ମାମଲାର ଶୁଣାଣିବେଳେ ଏକ ଫ୍ୟାମିଲି କୋର୍ଟଙ୍କ ରାୟକୁ କର୍ନାଟକ ହାଇକୋର୍ଟ କାଏମ କରିଛନ୍ତି। ଅନ୍ୟ ପୁରୁଷଙ୍କ ସହ...

ଭାରତ-ଆମେରିକା ଯୁଦ୍ଧାଭ୍ୟାସ ‘ଟାର୍କାଶ’

ଚେନ୍ନାଇ,୧୨।୨: ଚେନ୍ନାଇରେ ଚାଲିଥିବା ଭାରତ-ଆମେରିକା ମିଳିତ ସମରାଭ୍ୟାସରେ ଆଣବିକ, ରାସାୟନିକ, ବାୟୋଲୋଜିକାଲ ଏବଂ ରେଡିଓଲୋଜିକାଲ (ସିବିଆର୍‌ଏନ୍‌) ଆତଙ୍କର ମୁକାବିଲାକୁ ସାମିଲ କରାଯାଇଛି। ଟାର୍କାଶ ନାମକ ଏହି ଯୁଦ୍ଧାଭ୍ୟାସରେ ଭାରତର ଜାତୀୟ ସୁରକ୍ଷା ଗାର୍ଡ (ଏନ୍‌ଏସ୍‌ଜି) ଏବଂ ଆମେରିକାର ସ୍ବତନ୍ତ୍ର ଅପରେଶନ...

ଅନ୍ୟ କାର୍ଯ୍ୟରେ ନିୟୋଜିତ ହେବେନି ଶିକ୍ଷକ

ନୂଆଦିଲ୍ଲୀ,୧୨।୨: ପଞ୍ଜାବର ଶିକ୍ଷକମାନେ ଶିକ୍ଷାଦାନ ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟ କରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ପ୍ରିନ୍ସିପାଲମାନଙ୍କ ଏକ ସମ୍ମିଳନୀରେ କହିଛନ୍ତି। କାର୍ଯ୍ୟକ୍ରମରେ ଯୋଗଦେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କହିଥିଲେ, ଏଏପି ନେତୃତ୍ୱାଧୀନ ସରକାରରେ ଶିକ୍ଷାକୁ...

ଛତିଶଗଡ଼ର ରାଜ୍ୟପାଳ ହେଲେ ବିଶ୍ୱଭୂଷଣ

ରାୟପୁର,୧୨ା୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି। ବିଶ୍ୱଭୂଷଣ ଏହା ପୂର୍ବରୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଥିଲେ। ରାଷ୍ଟ୍ରପତି  ରବିବାର ୧୩ ରାଜ୍ୟର ରାଜ୍ୟପାଳ-ଉପରାଜ୍ୟପାଳ ବଦଳି କରିଛନ୍ତି। ଏହି ବଦଳିରେ ବିଶ୍ୱଭୂଷଣଙ୍କୁ ନୂଆ ଦାୟିତ୍ୱ...

ନ କହି ଚୁପ୍‌ ରହିବା ଅଧିକ ବିପଜ୍ଜନକ: ସିଜେଆଇ…

ନାଗପୁର,୧୨।୨ : ନାଗପୁରରେ ଅବସ୍ଥିତ ମହାରାଷ୍ଟ୍ର ଆଇନ ବିଶ୍ୱବିଦ୍ୟାଳୟର ପ୍ରଥମ ଦୀକ୍ଷାନ୍ତ ସମାରୋହରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ ଯୋଗଦେଇ ଦେଶର ସମ୍ବିଧାନ ସମ୍ବନ୍ଧରେ ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ସେ ଆଇନ ଛାତ୍ରମାନଙ୍କୁ ସମ୍ବିଧାନ ସହିତ ପରିଚିତ...

ଜଷ୍ଟିସ ନାଜିର ହେଲେ ରାଜ୍ୟପାଳ…

ନୂଆଦିଲ୍ଲୀ,୧୨।୨ : ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଏସ ଅବଦୁଲ ନାଜିରଙ୍କୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟର ପାଞ୍ଚ ଜଣିଆ ବେଞ୍ଚର ଅଂଶ ଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଏକମାତ୍ର ବିଚାରପତି ଜଷ୍ଟିସ ଏସ ଅବଦୁଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri