ଜାତୀୟ

ମେଘାଳୟର ଇକୋ ଫ୍ରେଣ୍ଡଲି ମତଦାନ କେନ୍ଦ୍ର ନେଇ ଆକର୍ଷଣର, କେନ୍ଦ୍ର ବାହାରେ ସୁନ୍ଦର ସେଲଫି ପଏଣ୍ଟ…

ଶିଲଂ,୨୭।୨ : ସୋମବାର ପୂର୍ବାହ୍ନରୁ ଦୁଇ ଉତ୍ତର-ପୂର୍ବ ରାଜ୍ୟ ନାଗାଲାଣ୍ଡ ଏବଂ ମେଘାଳୟରେ ମତଦାନ ଚାଲିଛି। ଲୋକମାନେ ଭୋଟ ଦେବାକୁ ବହୁତ ଉତ୍ସାହିତ ଥିବାର ଦେଖିବାକୁ ମିଳୁଛି। ସକାଳ ୭ ଟାରୁ ଉଭୟ ରାଜ୍ୟରେ ମତଦାନ କେନ୍ଦ୍ର ଆଗରେ ଲମ୍ବା...

ଭୋଟ ଦେବାକୁ ମେଘାଳୟ-ନାଗାଲାଣ୍ଡ ଜନସାଧାରଣଙ୍କୁ ଅପିଲ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୭।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଘାଳୟ ଏବଂ ନାଗାଲାଣ୍ଡର ଜନସାଧରଣଙ୍କୁ ଭୋଟ ପ୍ରକ୍ରିୟାରେ ଭାଗ ନେବାକୁ ଅପିଲ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି, ମୁଁ ମେଘାଳୟ ଏବଂ ନାଗାଲାଣ୍ଡର ଲୋକଙ୍କୁ ବିଶେଷ କରି ଯୁବକ ଏବଂ ପ୍ରଥମ...

ସକ୍ରିୟ ମାମଲା ଉପର ମୁହାଁ…

ନୂଆଦିଲ୍ଲୀ, ୨୭।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି...

ମନ୍ଦିରରେ ପ୍ରକୃତ ହାତୀ ବଦଳରେ ରୋବୋ ହାତୀ କରିବେ ଧାର୍ମିକ ଅନୁଷ୍ଠାନ…

ଥିରୁଭାନନ୍ତପୁରମ୍‌,୨୭।୨ : କେରଳର ଥ୍ରୀସୁର ଜିଥଲାର ଇରିଞ୍ଜାଦାପଲ୍ଲୀ ଶ୍ରୀକୃଷ୍ଣ ମନ୍ଦିରରେ ବର୍ତ୍ତମାନ ରୀତିନୀତି ପାଇଁ ପ୍ରକୃତ ହାତୀ ବଦଳରେ ରୋବୋଟିକ ହାତୀ ବ୍ୟବହାର କରାଯିବ। ଏହି ହାତୀ ମନ୍ଦିର କମିଟିକୁ ଅଭିନେତ୍ରୀ ପାର୍ବତୀ ଥିରୁଭୋଥୁଙ୍କ ସହ ପେଟା ଇଣ୍ଡିଆ ଉପହାର...

ମେଘାଳୟ-ନାଗାଲାଣ୍ଡବାସୀଙ୍କୁ ବହୁ ସଂଖ୍ୟାରେ ଭୋଟ ଦେବାକୁ ଅପିଲ କଲେ ଶାହା କହିଲେ ଭ୍ରଷ୍ଟାଚାର ମୁକ୍ତ ସରକାର ବାଛ

ନୂଆଦିଲ୍ଲୀ,୨୭ ।୨: ମେଘାଳୟ ଓ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି । ଭୋଟ ଗ୍ରହଣ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ଚାଲିବ । ଦୁଇଟି ରାଜ୍ୟ ପାଇଁ ମୋଟ ୧୧୮ ଆସନ ଲାଗି ଭୋଟ...

ଭୋଟ ପ୍ରକ୍ରିୟାରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ,୨୭।୨: ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ଆଜି ମତଦାନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଘାଳୟ ଏବଂ ନାଗାଲାଣ୍ଡର ଲୋକଙ୍କୁ ଭୋଟ ପ୍ରକ୍ରିୟାରେ ଭାଗ ନେବାକୁ ଅନୁରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ ଯୋଗେ ଲେଖିଛନ୍ତି, ମୁଁ ମେଘାଳୟ...

ବିଧାନସଭା ନିର୍ବାଚନ: ମେଘାଳୟ-ନାଗାଲାଣ୍ଡରେ ମତଦାନ ଜାରି…

ଶିଲଂ/କୋହିମା,୨୬।୨ : ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ସୋମବାର ମତଦାନ ଜାରି ରହିଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ନିର୍ବାଚନକୁ ଦୃଷ୍ଟିରେ ରଖି ମେଘାଳୟରେ ଭାରତ-ବାଂଲାଦେଶ ସୀମାକୁ ସିଲ କରାଯାଇଛି। ଏହା ସହିତ ଆସାମ ସହିତ...

ନାଗରିକଙ୍କ ଧନଜୀବନ ରକ୍ଷା ରାଷ୍ଟ୍ରର ପରମ କର୍ତ୍ତବ୍ୟ

ନୂଆଦିଲ୍ଲୀ, ୨୭ା୨(ପି.ଟି.): ସବୁ ସମୟରେ ନାଗରିକ ଓ ଅନ୍ୟମାନଙ୍କ ଧନଜୀବନର ସୁରକ୍ଷାକୁ ସୁନିଶ୍ଚିତ କରାଇବା ରାଷ୍ଟ୍ରର ପରମ କର୍ତ୍ତବ୍ୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ହରିୟାଣାର ଝାଜ୍ଜର କୋର୍ଟରେ ଥିବା ଏକ ମାମଲାକୁ ଦିଲ୍ଲୀ ଅଦାଲତକୁ ସ୍ଥାନାନ୍ତର ପାଇଁ ହୋଇଥିବା ଆବେଦନର...

ନୂଆ କଂଗ୍ରେସର ଅୟମାରମ୍ଭ

ରାୟପୁର , ୨୭ା୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ଛତିଶଗଡ଼ର ରାୟପୁରରେ ଚାଲିଥିବା ଏଆଇସିସିର ୮୫ତମ ମହାଧିବେଶନ ରବିବାର ଶେଷ ହୋଇଛି। ଏହି ଅଧିବେଶନ ଅବସରରେ ଦଳୀୟ ସମ୍ବିଧାନରେ ୮୫ଟି ପରିବର୍ତ୍ତନ ଅଣାଯାଇଥିବାବେଳେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ,...

୩ରୁ ୩୦କୁ ଖସିଲେ ଆଦାନୀ

ମୁମ୍ବାଇ/ନୂଆଦିଲ୍ଲୀ,୨୭ା୨:ମାସକ ପୂର୍ବରୁ ଆଦାନୀ ଗ୍ରୁପ୍‌ ମୁଖ୍ୟ ଗୌତମ ଆଦାନୀ ଏସିଆର ସବୁଠୁ ବିତ୍ତଶାଳୀ ଏବଂ ବିଶ୍ୱର ୩ ନମ୍ବର ଧନୀ ଥିଲେ। ୨୦୨୩ ଜାନୁୟାରୀ ୨୪ରେ ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଦାନୀ ସମୂହ ବିରୋଧରେ ଷ୍ଟକ୍ସ ଓ...

ମନୀଷ ସିସୋଡିଆ ଗିରଫ ପରେ ଟୁଇଟର୍‌ ଡିପି ହଟାଇଲା ଏଏପି

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗିରଫ ହୋଇଛନ୍ତି। ସିସୋଡିଆଙ୍କୁ ଗିରଫ ପରେ ଆମ୍‌ ଆଦମୀ ପାର୍ଟି ପକ୍ଷରୁ ଟୁଇଟର୍‌ ଡିପି ହଟାଇଦିଆଯାଇଛି। ଏହାସହ ଏଏପି ଏକ ଖବରଦାତା ସମ୍ମିଳନୀ କରି ଭାଜପାକୁ ଘେରିଛି।...

ରାସ୍ତା କଡରେ ଚା’ ପିଇଲେ ଜର୍ମାନ ଚାନ୍ସସେଲର

ବେଙ୍ଗାଲୁରୁ,୨୬।୨: ଭାରତ ଗସ୍ତରେ ଥିବା ଜର୍ମାନ ଚାନ୍ସସେଲର ଓଲାଫ ସ୍କୋଲଜ ରବିବାର ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ କ୍ରିକେଟ ଷ୍ଟାଡିୟମରେ ପହଞ୍ଚିଛନ୍ତି। ସ୍କୋଲଜ ଏଠାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ପୁରୁଷ ଏବଂ ମହିଳା ଖେଳାଳିଙ୍କ ସହ ପ୍ରାୟ ୧୫ ମିନିଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri