ଜାତୀୟ

ଆମେରିକୀୟ କୋଟିପତି ଜର୍ଜଙ୍କୁ ଟାର୍ଗେଟ କଲେ ଜୟରାମ

ନୂଆଦିଲ୍ଲ,୧୭।୨: ଆମେରିକୀୟ କୋଟିପତି ଜର୍ଜ ସୋରୋସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ମହଙ୍ଗା ପଡିଛି। କଂଗ୍ରେସ ନେତା ଜୟରାମ ରମେଶ ମଧ୍ୟ ଏହି ଘଟଣାରେ ଜର୍ଜ ସୋରେସଙ୍କୁ ଟାର୍ଗେଟ କରିଛନ୍ତି। ଅଦାନୀ ପ୍ରସଙ୍ଗରେ ଭାରତର ଲୋକତନ୍ତ୍ରର ପୁନରୁଦ୍ଧାର...

ଶନିବାର ମହାରାଷ୍ଟ୍ର ଗସ୍ତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୭।୨: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଫେବୃଆରୀ ୧୮ ଏବଂ ୧୯ରେ ୨ଦିନିଆ ମହାରାଷ୍ଟ୍ର ଗସ୍ତ କରିବେ। ଏହି ସମୟରେ ଶାହା ପୁଣେରେ ଜମ୍ମୁ-କଶ୍ମୀରରେ ଶହୀଦ ହୋଇଥିବା ଯବାନ, ପୋଲିସ କର୍ମଚାରୀ ଏବଂ ସାଧାରଣ ନାଗରିକଙ୍କ ପିଲାମାନଙ୍କୁ ଭେଟିବେ। ଏତଦ୍‌ବ୍ୟତୀତ ଶାହା...

ଅଯୋଧ୍ୟା ପରେ କର୍ନାଟକରେ ନିର୍ମାଣ ହେବ ରାମ ମନ୍ଦିର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ବେଙ୍ଗାଲୁରୁ,୧୭।୨: ଅଯୋଧ୍ୟା ପରେ କର୍ନାଟକରେ ମଧ୍ୟ ଏକ ଭବ୍ୟ ରାମ ମନ୍ଦିର ନିର୍ମାଣ କରାଯିବ। ଶୁକ୍ରବାର ରାଜ୍ୟ ବିଧାନସଭାରେ ୨୦୨୩-୨୪ ବଜେଟ ଉପସ୍ଥାପନ ସମୟରେ କର୍ନାଟକ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ ଶୁକ୍ରବାର ଏନେଇ ଘୋଷଣା କରିଛନ୍ତି। ସେ କହିଛନ୍ତି, ରାମନଗରରେ...

ମୋଦିଙ୍କୁ ବଦନାମ କରିବା ପାଇଁ ଚାଲିଛି ଷଡଯନ୍ତ୍ର: ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୭।୨: ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଷଡଯନ୍ତ୍ର ଚାଲିଥିବା ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବଦନାମ କରିବା ପାଇଁ ଆମେରିକାର ବିଲିୟନେୟାର ଜର୍ଜ ସୋରୋସ ଭାରତରେ ରାଜନୈତିକ...

ବିରାଟ ରାଜା ପଧାନଙ୍କୁ ବିଜ୍ଞାନ ସଂଚାରକ ଜାତୀୟ ସମ୍ମାନ

ଲକ୍ଷ୍ନୌ,୧୭ା୨: ଲକ୍ଷ୍ନୌସ୍ଥିତ ବାବା ଭୀମ ରାଓ ଆମ୍ବେଦକରସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଜନପ୍ରିୟ ବିଜ୍ଞାନ ଲେଖକ ତଥା ବିଜ୍ଞାନ ସଞ୍ଚାରକ ବିରାଟ ରାଜା ପଧାନଙ୍କୁ ପ୍ରଫେସର ହରିଶଙ୍କର ଶ୍ରୀବାସ୍ତବ ଜାତୀୟ ବିଜ୍ଞାନ ସଂଚାରକ ପୁରସ୍କାର ପ୍ରଦାନ କରାଯାଇଛି। ଆଜି ବିଶ୍ୱବିଦ୍ୟାଳୟସ୍ଥିତ...

ସତ୍ୟେନ୍ଦ୍ର ଜୈନଙ୍କ ଆକାଉଣ୍ଟରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟ୍‌ର

ନୂଆଦିଲ୍ଲୀ,୧୭।୨: ମନି ଲଣ୍ଡରିଂ ମାମଲାରେ ଜେଲ୍‌ରେ ଥିବା ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଟୁଇଟ୍‌ର ଏକ ବଡ ଝଟକା ଦେଇଛି। ତେବେ ସତ୍ୟେନ୍ଦ୍ର ଜୈନଙ୍କ ବ୍ଲୁ ଟିକ୍‌ ଟୁଇଟ୍‌ର ହଟାଇ ଦେଇଛି। ୨୦୨୨ ମେ’ ୨୯ରେ ସତ୍ୟେନ୍ଦ୍ର ଜୈନଙ୍କ...

ଦେଶରେ ଆଜି ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ...

ଗୁଗ୍‌ଲ ଇଣ୍ଡିଆରୁ ୪୫୩ କର୍ମଚାରୀ ଛଟେଇ

ନୂଆଦିଲ୍ଲୀ/କାଲିଫର୍ନିଆ,୧୭।୨: ଗୁଗଲ ଇଣ୍ଡିଆ କମ୍ପାନୀର ବିଭିନ୍ନ ବିଭାଗର ୪୫୩ କର୍ମଚାରୀଙ୍କୁ ଚାକିରିରୁ ବିଦା କରିଛି। କର୍ମଚାରୀମାନଙ୍କୁ ଇ-ମେଲ ମାଧ୍ୟମରେ ଚାକିରିରୁ ହଟାଇବା ବିଷୟରେ ମେଲ୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ଗୁଗଲ ଇଣ୍ଡିଆର ମୁଖ୍ୟ ତଥା ଉପାଧ୍ୟକ୍ଷ ସଞ୍ଜୟ ଗୁପ୍ତା କର୍ମଚାରୀଙ୍କୁ...

ହୁକ୍କା ବାର ଉପରେ ପ୍ରତିବନ୍ଧକ ଲଗାଇଲେ ଛତିଶଗଡ ସରକାର

ରାୟପୁର,୧୭।୨: ଛତିଶଗଡ ସରକାର ରାଜ୍ୟରେ ହୁକ୍କା ବାର କାରବାରକୁ ବେଆଇନ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ନେତୃତ୍ୱରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ସମସ୍ତ ରେଷ୍ଟୁରାଣ୍ଟ, ହୋଟେଲଗୁଡିକରେ ହୁକ୍କା ବାର ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ନିୟମ ଉଲ୍ଲଙ୍ଘନ...

ଶିଜାନଙ୍କ ବିରୋଧରେ ୫୨୪ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ କଲା ପୋଲିସ

ମୁମ୍ବାଇ,୧୭।୨: ଟେଲି ଅଭିନେତ୍ରୀ ତୁନିଶା ଶର୍ମାଙ୍କ ଆତ୍ମହତ୍ୟା ମାମଲାରେ ଅଭିନେତା ଶିଜାନ ଖାନ ଜେଲରେ ଅଛନ୍ତି। ତେବେ ଅଭିଯୁକ୍ତ ଶିଜାନଙ୍କ ବିରୋଧରେ ମିରାଭାୟନ୍ଦର ପୋଲିସ ୫୨୪ ପୃଷ୍ଠାର ଏକ ଚାର୍ଜସିଟ୍‌ ଦାଖଲ କରିଥିବା ଜଣାପଡିଛି। ଅନ୍ୟପଟେ,ଶୁକ୍ରବାର ବମ୍ବେ ହାଇକୋର୍ଟରେ ଶିଜାନଙ୍କ...

ତ୍ରିପୁରା ବିଧାନସଭା ନିର୍ବାଚନରେ ରେକର୍ଡ ୮୬.୧୦% ମତଦାନ

ଅଗରତାଲା,୧୭।୬: ତ୍ରିପୁରା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ଗୁରୁବାର ସନ୍ଧ୍ୟାରେ ଶେଷ ହୋଇଛି। ଏହି ନିର୍ବାଚନରେ ରେକର୍ଡ ୮୬.୧୦% ମତଦାନ ହୋଇଥିବା ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୬୦ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନ ଲାଗି ମୋଟ ୨୫୯...

ଗ୍ୟାସ ଟ୍ୟାଙ୍କର୍‌-ଟ୍ରେଲର ମଧ୍ୟରେ ଧକ୍କା: ୩ ଜୀବନ୍ତ ଦଗ୍ଧ

ଆଜମେର,୧୭।୨: ଆଜମେରର ରାନୀ ବାଗ ରିସର୍ଟ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗ୍ୟାସ ଟ୍ୟାଙ୍କର୍‌ ଏବଂ ଟ୍ରେଲର ମଧ୍ୟରେ ଧକ୍କା ହେବାରୁ ତିନି ଜଣ ଜୀବନ୍ତ ଦଗ୍ଧ ହୋଇଥିଲେ। ଚାରିଜଣ ଗୁରୁତର ଆହତ ହୋଇଛନ୍ତି। ଗ୍ୟାସ ଟ୍ୟାଙ୍କରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri