ଜାତୀୟ

୨୦୨୩ ବଜେଟରେ ଅଗ୍ନିବୀରଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ନରେନ୍ଦ୍ର ମୋଦି ସରକାର ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ନିଜର ଶେଷ ବଜେଟରେ ପୁଣିଥରେ ପ୍ରତିରକ୍ଷା କ୍ଷେତ୍ରକୁ ଗୁରୁତ୍ୱ ଦେଇଛନ୍ତି। ଗତ ବର୍ଷ ଏହା ୫.୨୫ ଲକ୍ଷ କୋଟି ଥିବା ବେଳେ ୨୦୨୩ରେ ୫.୯୪ ଲକ୍ଷ କୋଟିର ପ୍ରତିରକ୍ଷା...

ଭାରତୀୟ ବାୟୁସେନା ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଏୟାର ମାର୍ଶଲ ଏ. ପି. ସିଂ

ନୂଆଦିଲ୍ଲୀ,୧।୨: ଭାରତୀୟ ବାୟୁସେନାର ନୂତନ ଉପାଧ୍ୟକ୍ଷ ଭାବେ ଏୟାର ମାର୍ଶଲ ଏ.ପି. ସିଂଙ୍କୁ ନିଯୁକ୍ତ କରାଯାଇଛି। ସେ ଏୟାର ମାର୍ଶଲ ସନ୍ଦୀପ ସିଂଙ୍କ ସ୍ଥାନ ନେଇଛନ୍ତି। ଜାନୁୟାରୀ ୩୧ରେ ସନ୍ଦୀପ ଅବସର ନେଇଥିଲେ। ବାୟୁସେନା ଉପାଧ୍ୟକ୍ଷ ହେବା ପୂର୍ବରୁ ଏୟାର...

କ୍ରୀଡ଼ା ପାଇଁ ପ୍ରବଳ ଟଙ୍କା ଅଜାଡି ଦେଲେ ମୋଦି ସରକାର

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବୁଧବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। କ୍ରୀଡା ବଜେଟରେ ଏଥର ମଧ୍ୟ ଏକ ବମ୍ପର ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାର ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ପାଇଁ ୩୩୯୭.୩୨ କୋଟି ଟଙ୍କା ବଜେଟ...

ଫେବୃଆରୀ ୬ରେ ଏମ୍‌ସିଡି ନିର୍ବାଚନ

ନୂଆଦିଲ୍ଲୀ,୧।୨: ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେସନର ମେୟର ନିର୍ବାଚନ ପାଇଁ ବୁଧବାର ନୂଆ ତାରିଖ ଘୋଷଣା ହୋଇଛି। ଫେବୃଆରୀ ୬ରେ ଏମସିଡି ମେୟର, ଡେପୁଟି ମେୟର ଏବଂ ୬ଟି ଷ୍ଟାଣ୍ଡିଂ କମିଟି ସଦସ୍ୟ ନିର୍ବାଚନ ହେବ। ମେୟର ନିର୍ବାଚନ ପାଇଁ ଦିଲ୍ଲୀର...

ଏକ ଡାର୍କ ବଜେଟ, ମୋତେ ମାତ୍ର ଅଧଘଣ୍ଟା ଦିଅ ମୁଁ ଗରିବଙ୍କ ପାଇଁ କିପରି ବଜେଟ ପ୍ରସ୍ତୁତ କରାଯାଏ ଦେଖାଇଦେବି: ମମତା ବାନାର୍ଜୀ

କୋଲକତା,୧।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟକୁ ନେଇ ନରେନ୍ଦ୍ର ମୋଦି ସରକାର ଉପରେ ବର୍ଷିଛନ୍ତି। ଆଗାମୀ ଲୋକ ସଭା ନିର୍ବାଚନ ସହିତ ବଜେଟ ସଂଯୋଗ କରି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନକୁ...

ବଜେଟ ଉପସ୍ଥାପନବେଳେ ଏମିତି କିଛି କହିଦେଲେ ଅର୍ଥମନ୍ତ୍ରୀ: ପ୍ରଧାନମନ୍ତ୍ରୀ ବି ରୋକିପାରିଲେନି ହସ

ନୂଆଦିଲ୍ଲୀ,୧।୨: ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଭାରତର ବଜେଟ ଉପସ୍ଥାପନ କରୁଥିଲେ। ଏହି ସମୟରେ ତାଙ୍କ ପାଟିରୁ ବାହାରିଥିବା ଏକ ଶବ୍ଦ ସମସ୍ତଙ୍କୁ ହସିବାକୁ ବାଧ୍ୟ କରିଥିଲା। ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଅନ୍ୟ ବିରୋଧୀଦଳ...

ଜମ୍ମୁ କଶ୍ମୀରର ହିମସ୍ଖଳନ: ୨ ବିଦେଶୀ ନାଗରିକଙ୍କ ଚାଲିଗଲା ଜୀବନ

ଶ୍ରୀନଗର,୧।୨: ଜମ୍ମୁ କଶ୍ମୀରର ଗୁଲମର୍ଗରେ ହିମସ୍ଖଳନ ଘଟିଛି। ଏଥିରେ ଦୁଇଜଣ ବିଦେଶୀ ନାଗରିକଙ୍କର ମୃତ୍ୟୁ ଘଟିଛି ଏବଂ ୧୯ ଜଣ ବିଦେଶୀ ନାଗରିକଙ୍କୁ ସଫଳତାର ସହ ଉଦ୍ଧାର କରାଯାଇଛି। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। କାଟ୍ରା ବୈଷ୍ଣୋ ଦେବୀ...

ବଜେଟ ପ୍ରତିକ୍ରିୟା: ଫାରୁକ କଲେ ସମର୍ଥନ-ଥରୁର ଅସନ୍ତୁଷ୍ଟ…

ନୂଆଦିଲ୍ଲୀ,୧।୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ମହିଳା, ଯୁବକ ଏବଂ ବରିଷ୍ଠ ନାଗରିକଙ୍କ ବିଶେଷ ଗୁରୁତ୍ୱ ନେବାକୁ ଉଦ୍ୟମ କରାଯାଇଛି। ଏଥର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଟ୍ୟାକ୍ସ...

ସମସ୍ତ ବର୍ଗଙ୍କ ଆଶା ଆକାଂକ୍ଷା ପୂରଣ କରିବାକୁ ସକ୍ଷମ ହେବ ବଜେଟ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧।୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୨.୦ର ଶେଷ ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ସାଧାରଣ ବଜେଟ ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗ୍ରାମ, ଗରିବ ଏବଂ ଚାଷୀଙ୍କୁ ବଜେଟରେ...

ପୁଣି ଗୌତମ ଆଦାନୀଙ୍କୁ ପଛରେ ପକାଇଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧।୨: ରିଲାଏନ୍ସ କମ୍ପାନୀର ମାଲିକ ମୁକେଶ ଅମ୍ବାନୀ ପୁଣି ଥରେ ଦେଶର ସବୁଠାରୁ ଧନୀ ବ୍ୟକ୍ତି ହୋଇଛନ୍ତି। ସର୍ବାଧିକ ନେଟଓ୍ବର୍ଥ ମୂଲ୍ୟ ଦୃଷ୍ଟିରୁ ମୁକେଶ ଅମ୍ବାନୀ ଆଦାନୀ ଗ୍ରୁପର ମାଲିକ ଗୌତମ ଆଦାନୀଙ୍କୁ ପଛରେ ପକାଇଦେଇଛନ୍ତି। ଏନେଇ ବୁଧବାର ଫୋର୍ବସ୍‌...

ସଂସଦରେ ରାହୁଲ ପହଞ୍ଚିବା ପରେ ଶୁଭିଲା ଭାରତ ଯୋଡୋର ସ୍ଲୋଗାନ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଚଳିତ ବର୍ଷ ୨୦୨୩-୨୦୨୪ ପାଇଁ ଭାରତର ବଜେଟ ଉପସ୍ଥାପନ କରୁଛନ୍ତି। ଏହି ବଜେଟର ସେଶନ୍‌ରେ ଭାଗ ନେବା ପାଇଁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରା ଶେଷ କରିବା ପରେ...

ଆୟକର ଦାତାଙ୍କୁ ଆଶ୍ୱସ୍ତି: ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟିକସ ନାହିଁ…

ନୂଆଦିଲ୍ଲୀ,୧।୨ : ୨୦୨୩ ବଜେଟରେ ଆୟକର ଦାତାଙ୍କୁ ଆଶ୍ପସ୍ତି ମିଳିଛି। ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ କୌଣସି ଟିକସ ନାହିଁ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ନ୍ୟୁ ଟ୍ୟାକ୍ସ ରିଜିମ ଅନ୍ତର୍ଗତ ଏହା ଆୟକର ଦାତାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri