ଜାତୀୟ

୧୯ ଆତଙ୍କବାଦୀରୁ ୮ ନିହତ ହେଲେଣି

ନୂଆଦିଲ୍ଲୀ/ଶ୍ରୀନଗର,୧୫।୨: ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମାରେ ଆତଙ୍କବାଦୀ ଆକ୍ରମଣକୁ ମଙ୍ଗଳବାର ୪ ବର୍ଷ ପୂରିଛି। ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ବିସ୍ଫୋରଣରେ ସିଆର୍‌ପିଏଫ୍‌ର ଏକ ଗାଡ଼ି ଧ୍ୱଂସ ହେବା ସହ ୪୦ ଯବାନ ଶହୀଦ ହୋଇଥିଲେ। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସିଆର୍‌ପିଏଫ୍‌...

ଶାହାବୁଦ୍ଦିନ ଚୁପ୍ପୁ ବାଂଲାଦେଶ ରାଷ୍ଟ୍ରପତି ନିର୍ବାଚିତ

ଢାକା,୧୫।୨: ପୂର୍ବତନ ବିଚାରପତି ତଥା ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ଶାହାବୁଦ୍ଦିନ ଚୁପ୍ପୁ ନିର୍ଦ୍ୱନ୍ଦ୍ୱରେ ବାଂଲାଦେଶର ୨୨ତମ ରାଷ୍ଟ୍ରପତି ନିର୍ବାଚିତ ହୋଇଥିବା ମୁଖ୍ୟ ନିର୍ବାଚନ କମିଶନର କାଜି ହବିବୁଲ ଅଓ୍ବଲ ଘୋଷଣା କରିଛନ୍ତି। ୭୪ ବର୍ଷୀୟ ଚୁପ୍ପୁ ବର୍ତ୍ତମାନର ରାଷ୍ଟ୍ରପତି ମହମ୍ମଦ...

କଂଗ୍ରେସର ପ୍ରଶ୍ନ: ଜେପିସି ତଦନ୍ତକୁ ଡର କାହିଁକି

ନୂଆଦିଲ୍ଲୀ,୧୫।୨: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀଗୁଡ଼ିକ ବିରୋଧରେ ଜାନୁୟାରୀ ୨୪ରେ ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ପକ୍ଷରୁ କରାଯାଇଥିତ୍ବା ପ୍ରଘଟକୁ ନେଇ ଜାତୀୟ ରାଜନୀତି ସରଗରମ ହୋଇଛି। ଏହି ପ୍ରସଙ୍ଗରେ କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିବାରୁ ପାର୍ଲାମେଣ୍ଟର ବଜେଟ...

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ନିଶା ଦେଇ କାର୍‌ରେ ବଳାତ୍କାର

ଗୁରୁଗ୍ରାମ,୧୫।୨: ଗୁରୁଗ୍ରାମର ଏକ ମଲ୍‌ ପାର୍କିଂ ସ୍ଥଳରେ ଜଣେ ୨୭ ବର୍ଷୀୟା ଇଞ୍ଜିନିୟରିଂ ଛାତ୍ରୀଙ୍କୁ ନିଶା ଦେଇ କାର୍‌ ଭିତରେ ବଳାତ୍କାର କରାଯାଇଛି। ଅଭିଯୁକ୍ତ ଜଣକ ନିଯୁକ୍ତି ଦେବା ନାଁରେ ସାକ୍ଷାତ୍‌କାର ପାଇଁ ଛାତ୍ରୀଙ୍କୁ ଡକାଇଥିଲେ। ସେ ପୀଡ଼ିତାଙ୍କୁ ନିଶାଦ୍ରବ୍ୟ...

କାର୍‌ ମାଡ଼ିଯିବାରୁ ୫ ମହିଳା ମୃତ

ପୁଣେ,୧୫।୨: ମହାରାଷ୍ଟ୍ର ପୁଣେ ଜିଲାରେ ୧୭ ଜଣ ମହିଳାଙ୍କ ଏକ ଗ୍ରୁପ୍‌ ନାଶିକ-ପୁଣେ ଜାତୀୟ ରାଜପଥ ପାର୍‌ ହେଉଥିବାବେଳେ ଦ୍ରୁତବେଗରେ ଆସୁଥିବା ଏସ୍‌ୟୁଭି ସେମାନଙ୍କୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୫ ମହିଳା ପ୍ରାଣ ହରାଇଥିବାବେଳେ ଅନ୍ୟ ୩ ଜଣ...

ଭାଜପାକୁ ମିଳିଛି ୬୧୪ କୋଟି ଚାନ୍ଦା

ନୂଆଦିଲ୍ଲୀ,୧୫ା୨: ଗତ ଆର୍ଥତ୍କ ବର୍ଷରେ ଭାଜପାକୁ ୬୧୪.୬ କୋଟି ଟଙ୍କା ଚାନ୍ଦା ମିଳିଥିବାବେଳେ କଂଗ୍ରେସ ପାଇଛି ୯୫.୪ କୋଟି। ନିର୍ବାଚନ ଉପରେ ନଜର ରଖୁଥିବା ଆସୋସିଏଶନ ଅଫ୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ରିପୋର୍ଟରୁ ଏହା ଜଣାପଡ଼ିଛି। ୨୦,୦୦୦ ଟଙ୍କାରୁ ଅଧିକ...

ହାଜତ ମୃତ୍ୟୁରେ ଗୁଜରାଟ ନଂ.୧

ନୂଆଦିଲ୍ଲୀ,୧୫ା୨: ହାଜତ ମୃତ୍ୟୁରେ ଭାଜପା ଶାସିତ ଗୁଜରାଟ ପୁଣି ଥରେ ୧ ନମ୍ବର ସ୍ଥାନ ଅଧିକାର କରିଛି। ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ୮୦ ଜଣ ବନ୍ଦୀଙ୍କ ହାଜତ ମୃତ୍ୟୁ ଘଟିଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପାର୍ଲାମେଣ୍ଟକୁ...

ବିବିସି ଅଫିସରେ ଆୟକର ଟିମ୍‌

ନୂଆଦିଲ୍ଲୀ/ମୁମ୍ବାଇ,୧୫ା୨: ୨୦୦୨ ଗୁଜରାଟ ଦଙ୍ଗା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରି ଡକ୍ୟୁମେଣ୍ଟାରି ପ୍ରସାରଣ କରିଥିବା ବ୍ରିଟେନ୍‌ର ଜାତୀୟ ଟିଭି ଚ୍ୟାନେଲ ବ୍ରିଟିଶ୍‌ ବ୍ରଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି)କୁ ଭାରତର ଆୟକର (ଆଇଟି) ବିଭାଗ ଟାର୍ଗେଟ କରିଛି। ବିବିସିର...

ଭାରତ-ପାକିସ୍ତାନରେ ୫୦ ଲକ୍ଷରୁ ଅଧିକ ଲୋକଙ୍କ ଉପରେ ବନ୍ୟା ବିପଦ: ରିପୋର୍ଟ…

ନୂଆଦିଲ୍ଲୀ/ଇସଲାମାବାଦ,୧୪।୨ : ଗତ ବର୍ଷ ଉଭୟ ଭାରତ ଏବଂ ପଡୋଶୀ ଦେଶ ପାକିସ୍ତାନ ଭୟଙ୍କର ବନ୍ୟା ପରିସ୍ଥିତିରେ ଉପୁଜିଥିଲା। ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଏକ ଅନ୍ତର୍ଜାତୀୟ ଅନୁସନ୍ଧାନକାରୀ ଦଳ ଜାଣିବାକୁ ପାଇଛନ୍ତି ଯେ ଜଳବାୟୁ ପରିବର୍ତ୍ତନ ବିପଦ କାରଣରୁ...

ଆଜୀବନ କାରାଦଣ୍ଡ ଭୋଗୁଥିବା ଦମ୍ପତିଙ୍କ ଆଇଭିଏଫ ପାଇଁ ପାରୋଲ ଆବେଦନ: ସହାନୁଭୂତି ପୂର୍ବକ ବିଚାର ଲାଗି ହାଇକୋର୍ଟଙ୍କୁ କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୨ : ରାଜସ୍ଥାନ ଜେଲରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦମ୍ପତି ସନ୍ତାନ ଜନ୍ମ ପାଇଁ ଆଇଭିଏଫ କରିବା ପାଇଁ ପାରୋଲ ମାଗିଛନ୍ତି। ଏ ସମ୍ପର୍କରେ ଏହି ଦମ୍ପତି ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ହାଇକୋର୍ଟ ଦମ୍ପତିଙ୍କ...

ଏୟାର ଇଣ୍ଡିଆ-ବୋଇଙ୍ଗ୍‌ ଚୁକ୍ତି: ଆମେରିକାରୁ ୨୨୦ ବିମାନ କିଣିବ ଭାରତ…

ନୂଆଦିଲ୍ଲୀ,୧୪।୨ : ଏୟାର ଇଣ୍ଡିଆ ଏବଂ ବୋଇଙ୍ଗ୍‌ ମଧ୍ୟରେ ଚୁକ୍ତି ହୋଇଛି। ଚୁକ୍ତି ଅନୁସାରେ ଏୟାର ଇଣ୍ଡିଆ ଆମେରିକାଠାରୁ ୨୨୦ ବୋଇଙ୍ଗ ବିମାନ କିଣିବ। ଏହାକୁ ଆମେରିକା ରାଷ୍ଟ୍ରପତି ଏକ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି। ଏହା ଦୁଇଦେଶ ମଧ୍ୟରେ...

ବୁଧବାରଠାରୁ ସିବିଏସଇ ଦ୍ୱାଦଶ-ଦଶମ ବୋର୍ଡ ପରୀକ୍ଷା…

ନୂଆଦିଲ୍ଲୀ,୧୪।୨ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ)ର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଚଳିତ ବର୍ଷ ଫେବୃଆରୀ ୧୫ ବୁଧବାରଠାରୁ ଆରମ୍ଭ ହେବ। ବୋର୍ଡ ପରୀକ୍ଷା ୫ ଏପ୍ରିଲ ପର୍ଯ୍ୟନ୍ତ ଚାଲିବ। ୩୮ ଲକ୍ଷ ୮୩...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri