ଜାତୀୟ

ଭାଲେଣ୍ଟାଇନ୍ସ ଡେ’ରେ ଦିଲ୍ଲୀରେ ଲିଭ୍‌ ଇନ ପାର୍ଟନରଙ୍କୁ ହତ୍ୟା, ଢାବା ଫ୍ରିଜ୍‌ରୁ ମିଳିଲା ମୃତଦେହ…

ନୂଆଦିଲ୍ଲୀ,୧୪।୨ : ଦିଲ୍ଲୀରେ ଭାଲେଣ୍ଟାଇନ୍ସ ଡେ’ରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ପୁଣିଥରେ ରାଜଧାନୀରେ ଶ୍ରଦ୍ଧା ହତ୍ୟା ମାମଲା ପରି ଏକ ଘଟଣା ଘଟିଛି। ଏଠାରେ ପୋଲିସ ୍ଢାବାରୁ ଜଣେ ଯୁବତୀଙ୍କର ମୃତଦେହ ଜବତ କରିଛି। ମୃତଦେହକୁ ଏକ...

ଲଗାନ ଫେମ୍‌ ଜାଭେଦ ଖାନ୍‌ ଆମରୋହିଙ୍କ ପରଲୋକ…

ମୁମ୍ବାଇ,୧୪।୨ : ହିନ୍ଦୀ ସିନେମାରେ ନିଜ ଅଭିନୟ ମାଧ୍ୟମରେ ଦର୍ଶକଙ୍କୁ ବାନ୍ଧି ରଖିଥିବା ଅଭିନେତା ଜାଭେଦ ଖାନ୍ନ୍‌ ଆମରୋହିଙ୍କର ପରଲୋକ ଘଟିଛି। ୭୦ ବର୍ଷ ବୟସରେ, ଜାଭେଦ ମଙ୍ଗଳବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ଅଭିନୟ ଯାତ୍ରାରେ...

ଦେଶର ସବୁଠାରୁ ପ୍ରଦୂଷିତ ସହର ମୁମ୍ବାଇ: ବିଶ୍ୱର ଶୀର୍ଷ ୧୦ ସହର ତାଲିକାରୁ ଦିଲ୍ଲୀ ହଟିିଲା…

ମୁମ୍ବାଇ,୧୪।୨ : ରାଜଧାନୀ ଦିଲ୍ଲୀକୁ ପଛରେ ପକାଇ ମୁମ୍ବାଇ ଦେଶର ସବୁଠାରୁ ପ୍ରଦୂଷିତ ସହରରେ ପରିଣତ ହୋଇଛି। ବାୟୁ ଗୁଣବତ୍ତା ମନିଟର (ଏକ୍ୟୁଆଇ) ସ୍ବିଜରଲାଣ୍ଡର ଏୟାର ଟ୍ରାକିଂ ଇଣ୍ଡେକ୍ସ ଆଇକ୍ୟୁଏୟାର ଅନୁଯାୟୀ, ଜାନୁଆରୀ ୨୯ ରୁ ଫେବୃଆରୀ ୮ ମଧ୍ୟରେ...

ବିମାନରୁ ବଜରଙ୍ଗବାଲୀଙ୍କ ଚିତ୍ର ହଟାଇଲା ଏଚଏଏଲ…

ବେଙ୍ଗାଲୁରୁ,୧୪।୨ : ମଙ୍ଗଳବାର ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ଏଚଏଏଲ) ବେଙ୍ଗାଲୁରୁର ଏରୋ ଇଣ୍ଡିଆ ୨୦୨୩ ରେ ପ୍ରଦର୍ଶିତ ହୋଇଥିବା ‘ହିନ୍ଦୁସ୍ତାନ ଲିଡ ଇନ ଫାଇଟର୍‌ ଟ୍ରେନର (ଏଚଏଲଏଫଟି) -୪୨’ ରୁ ବଜରଙ୍ଗବାଲୀଙ୍କ ଚିତ୍ର ହଟାଇ ଦେଇଛି। ଏସିଆର ସବୁଠୁ ବଡ ଏୟାର...

ଭାଜପା ପାଇଁ ଆମ କବାଟ ସବୁ ଦିନ ଲାଗି ବନ୍ଦ: ଆରଏଲଡି…

ନୂଆଦିଲ୍ଲୀ,୧୪।୨ : ରାଷ୍ଟ୍ରୀୟ ଲୋକ ଦଳ(ଆରଏଲଡି) ଅଧ୍ୟକ୍ଷ ଜୟନ୍ତ ଚୌଧୁରୀ କହିଛନ୍ତି ଯେ ୨୦୨୪ ଲୋକସଭା ନିର୍ବାଚନରେ ଭାଜପା ସହ ମେଣ୍ଟ ହେବାର କୌଣସି ସମ୍ଭାବନା ନାହିଁ। ସେ ସମାଜବାଦୀ ପାର୍ଟି ସହିତ ରହିଛନ୍ତି ଏବଂ ଏହା ଜାରି ରଖିବେ।...

ଆଦାନୀ ପ୍ରସଙ୍ଗରେ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କଲେ ଶାହା, କହିଲେ ବିରୋଧୀ କେବଳ ହୋହଲ୍ଲା କରୁଛନ୍ତି…

ନୂଆଦିଲ୍ଲୀ,୧୪।୨ : ଆଦାନୀ ପ୍ରସଙ୍ଗରେ ଭାଜପା ସରକାରଙ୍କ ବିରୋଧରେ ବିରୋଧୀଦଳଙ୍କ ପକ୍ଷରୁ ବହୁ ଅଭିଯୋଗ କରାଯାଉଛି। ଏହି ପ୍ରସଙ୍ଗରେ ଦେଶର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରଥମ ଥର ପାଇଁ ଏକ ସାକ୍ଷାତକାରରେ ଦଳର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି...

ବିଜୟନଙ୍କ ସରକାର ପକେଟମାରଙ୍କଠାରୁ ବି ହୀନ: ବିରୋଧୀ ଦଳ ନେତା…

ଥିରୁଭାନନ୍ତପୁରମ୍‌,୧୪।୨ : କେରଳ ବିଧାନସଭାରେ ବିରୋଧୀଦଳର ନେତା ଭି ଡି ସାତିଶନ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନଙ୍କ ନେତୃତ୍ୱାଧୀନ ବାମପନ୍ଥୀ ସରକାରଙ୍କ ଇନ୍ଧନ ବନ୍ଦ କରିବା ନିଷ୍ପତ୍ତିକୁ ସମାଲୋଚନା କରିଛନ୍ତି। ରାଜ୍ୟ ବଜେଟରେ ଥିବା ସମସ୍ତ ଜନବିରୋଧୀ ସୁପାରିଶ ହଟାଯିବା...

ବିବିସି ଆକାଉଣ୍ଟ ଡିପାର୍ଟମେଣ୍ଟର ଯାଞ୍ଚ ଜାରି: ଦ୍ୱିତୀୟ ଶିଫ୍ଟର କର୍ମଚାରୀଙ୍କୁ ଅଫିସ୍‌ ଆସିବାକୁ ମନା

ନୂଆଦିଲ୍ଲୀ,୧୪।୨: ଗଣମାଧ୍ୟମ ସଂସ୍ଥା ବ୍ରିଟିଶ ବ୍ରଡକାଷ୍ଟିଂ ସର୍ଭିସ (ବିବିସି)ର ଦିଲ୍ଲୀ ଓ ମୁମ୍ବାଇ ସ୍ଥିତ କାର୍ଯ୍ୟାଳୟରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ମଙ୍ଗଳବାର ଆଇଟିର ୧୨ରୁ ୧୫ଜଣିଆ ଏକ ଟିମ୍‌ ବିବିସିର ଦିଲ୍ଲୀ କାର୍ଯ୍ୟାଳୟରେ ଚଢ଼ାଉ କରି...

ଅଲ କାଏଦା ଲିଙ୍କ୍‌: ଅବଦୁର ରହମାନଙ୍କୁ ୭ ବର୍ଷ ୫ ମାସ ଜେଲଦଣ୍ଡ…

ନୂଆଦିଲ୍ଲୀ,୧୪।୨ : ଆତଙ୍କବାଦର ସଂଗଠନ ଅଲ କାଏଦା ସହ ଲିଙ୍କ୍‌ ଥିବା ନେଇ ଦିଲ୍ଲୀ ପୋଲିସ ଦ୍ୱାରା ଗିରଫ ହୋଇଥିବା ଅବଦୁର ରହମାନଙ୍କୁ ଦଣ୍ଡବିଧାନ କରାଯାଇଛି। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ତାଙ୍କୁ ୨୫ ହଜାର ଟଙ୍କା ଜରିମାନା ସହିତ...

‘୨୦୨୪ରେ ଏକତରଫା ଜିତିବେ ମୋଦି’

ନୂଆଦିଲ୍ଲୀ,୧୪।୨: ୨୦୨୪ ନିର୍ବାଚନ ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ଼ ଦାବି କରିଛନ୍ତି। ୨୦୨୪ରେ ଭାଜପାର କାହା ସହ ପ୍ରତିଯୋଗିତା ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ପୁଣିଥରେ ବହୁ ସଂଖ୍ୟାରେ ସରକାର ଗଠନ...

ଦେଶରେ ଆଜି ୭୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ...

ଯଦି ପ୍ରମାଣ ଅଛି କୋର୍ଟ ଯାଅ: ଅମିତ ଶାହା

ନୂଆଦିଲ୍ଲୀ,୧୪।୧: ଆଦାନୀ ହିଣ୍ଡେନବର୍ଗ ଏପିସୋଡକୁ ନେଇ ବିରୋଧୀଙ୍କ ଅଭିଯୋଗ ଉପରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସରକାର କିମ୍ବା ଭାଜପାର ଲୁଚାଇବାକୁ କିଛି ନାହିଁ କିମ୍ବା ଭୟ କରିବାର ଆବଶ୍ୟକତା ନାହିଁ। ବିରୋଧୀ କେବଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri