ଜାତୀୟ

ଶାହାଙ୍କୁ ବିଜୟନଙ୍କ କଡ଼ା ସମାଲୋଚନା…

ନୂଆଦିଲ୍ଲୀ,୧୩।୨ : କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଶାହା କେରଳରେ କି ପ୍ରକାର ବିପଦ ଦେଖୁଛନ୍ତି ତାହା ବିସ୍ତୃତ ଭାବରେ ବ୍ୟାଖ୍ୟା କରିବା ଉଚିତ। ଶାହ...

ଅନିଲ ଦେଶମୁଖଙ୍କ ଚମକାଇବା ଭଳି ଦାବି

ମୁମ୍ବାଇ,୧୩ ।୨: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନସିପି)ର ନେତା ତଥା ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ରବିବାର ଏକ ଚମକାଇବା ଭଳି ଦାବି କରିଛନ୍ତି । ସେ କହିଛନ୍ତି, ଜେଲରେ ତାଙ୍କୁ ଏମିତି ଏକ ଅଫର ମିଳିଥିଲା, ଯଦି ସେ...

ହ୍ବାଟ୍ସଆପ୍‌ ସହାୟତାରେ ସନ୍ତାନ ପ୍ରସବ କରାଇଲେ ଡାକ୍ତର

ଶ୍ରୀନଗର,୧୩।୨ : ଜମ୍ମୁ-କଶ୍ମୀରର ଉପାନ୍ତ ଅଞ୍ଚଳ କେରନରେ ଜଣେ ଆସନ୍ନପ୍ରସବା ଗର୍ଭବେଦନାରେ ଛଟପଟ ହେଉଥିବାବେଳେ ତୁଷାରପାତ ଯୋଗୁ ତାଙ୍କୁ ଏୟାରଲିଫ୍ଟ କରାଇ ହସ୍ପିଟାଲ ନେବା ସମ୍ଭବ ହୋଇ ନ ଥିଲା। ତେବେ ଡାକ୍ତରମାନେ ହ୍ବାଟ୍ସଆପ୍‌ କଲ୍‌ କରି ସୁସ୍ଥ ସନ୍ତାନ...

ମେଗା ଏକ୍ସପ୍ରେସ୍‌ଓ୍ବେ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନର ଦଉସାଠାରେ ଦେଶର ଦୀର୍ଘତମ ରାଜପଥ ୧,୪୦୦ କିଲୋମିଟର ଦୀର୍ଘ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ୍‌ ଓ୍ବେର ପ୍ରଥମ ପର୍ଯ୍ୟାୟକୁ ରବିବାର ଉଦ୍‌ଘାଟନ କରିଛନ୍ତି। ଦିଲ୍ଲୀ-ଦଉସା-ଲାଲ୍‌ସଟ୍‌ ୨୪୬ କିଲୋମିଟର ଏକ୍ସପ୍ରେସ୍‌ ଓ୍ବେ ଉଦ୍‌ଘାଟିତ ହେବା ଫଳରେ ଦିଲ୍ଲୀରୁ...

ମଞ୍ଚ ଛାଡ଼ିଲେ ଧର୍ମୀୟ ନେତା

ନୂଆଦିଲ୍ଲୀ,୧୩।୨ : ଜମାଏତ୍‌ ଉଲେମା-ଇ-ହିନ୍ଦ୍‌ର ୩୩୪ତମ ସାଧାରଣ ଅଧିବେଶନ ଚାଲିଥିବାବେଳେ ଏହାର ଅଧ୍ୟକ୍ଷ ସୟେଦ ଅର୍ଶାଦ ମଦାନି ଏକ ବିବାଦୀୟ ମନ୍ତବ୍ୟ ଦେବାରୁ ଅନେକ ଧର୍ମୀୟ ନେତା ମଞ୍ଚ ଛାଡ଼ି ଚାଲିଯାଇଛନ୍ତି। ମଞ୍ଚରେ ଉପସ୍ଥିତ ଥିବା ଜୈନ ମୁନି ଆଚାର୍ଯ୍ୟ...

ସମଲିଙ୍ଗୀ ଯୌନସମ୍ପର୍କର ଅପରାଧୀକରଣ ଅନ୍ୟତମ ଅନ୍ୟାୟ: ସିଜେଆଇ

ନାଗପୁର,୧୩।୨: ସମଲିଙ୍ଗୀ ଯୌନସମ୍ପର୍କର ଅପରାଧୀକରଣ ଆମ ସମାଜରେ ଅନ୍ୟତମ ଅନ୍ୟାୟ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଧନଞ୍ଜୟ ଚନ୍ଦ୍ରଚୂଡ଼ କହିଛନ୍ତି। ୭ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପରେ ସମଲିଙ୍ଗୀ ଯୌନସମ୍ପର୍କକୁ ଅପରାଧମୁକ୍ତ କରାଯାଇଥିଲା। ମହାରାଷ୍ଟ୍ର ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର...

ଚାଇନା ଚଳାଇଛି ସୀମା ଦଖଲ ଉଦ୍ୟମ

ନୂଆଦିଲ୍ଲୀ,୧୩ା୨ : ବେଜିଂ ନିଜ ବିସ୍ତାରବାଦୀ ମହତ୍ତ୍ୱାକାଂକ୍ଷାକୁ ଚରିତାର୍ଥ କରିବା ପାଇଁ ଭାରତ-ଚାଇନା ମଝିରେ ଥିବା ଅନ୍ତର୍ଜାତୀୟ ସୀମା ସଂଲଗ୍ନ ଅଞ୍ଚଳକୁ ଦଖଲ ଲାଗି ନିର୍ମାଣ କାର୍ଯ୍ୟ ଜାରି ରଖିଛି। ଲଦାଖର ପାଙ୍ଗୋଙ୍ଗ୍‌ ହ୍ରଦ, ତିବ୍ଦତ, ଅରୁଣାଚଳ ପ୍ରଦେଶ ଓ...

ଭାରତର ଲିଥିୟମ ନିର୍ଭରଶୀଳତା କମିବ

ନୂଆଦିଲ୍ଲୀ,୧୩।୨ : ଭାରତ ଲିଥିୟମ ପାଇଁ ବାହାର ଦେଶ ଉପରେ ନିର୍ଭର କରିଆସୁଥିବାବେଳେ ଦେଶର ପ୍ରଥମ ଲିଥିୟମ ଖଣି ଜମ୍ମୁ-କଶ୍ମୀରର ରିଆସି ଜିଲାରେ ଠାବ ହେବା ଗୁରୁତ୍ୱପୂର୍ଣ୍ଣ ଘଟଣା। ସ୍ବଚ୍ଛ ଇନ୍ଧନକୁ ଆପଣାଇବା ଯୋଜନା ରଖିଥିବା ଏବଂ ବିଦ୍ୟୁତଚାଳିତ ଯାନ...

ବୋଲ ମାନିଲେ ରାଜ୍ୟପାଳ: କଂଗ୍ରେସ

ନୂଆଦିଲ୍ଲୀ,୧୩ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ପାଇଁ କାମ କରୁଛନ୍ତି। ଯେଉଁମାନେ ମୋଦିଙ୍କ ପାଇଁ କାମ କରୁଛନ୍ତି, ସେମାନଙ୍କୁ ରାଜ୍ୟପାଳ ଭାବେ ନିଯୁକ୍ତି ମିଳୁଛି ବୋଲି ରବିବାର କଂଗ୍ରେସ ଟାର୍ଗେଟ କରିଛି। ବିମୁଦ୍ରୀକରଣ, ତିନି ତଲାକ୍‌,...

ସିକ୍କିମରେ ଭୂକମ୍ପ ଅନୁଭୂତ

ଗ୍ୟାଙ୍ଗଟକ୍‌,୧୩।୨: ସିକ୍କିମରେ ସୋମବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୪.୧୫ ରେ ଘଟିଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ଥିଲା। ଜାତୀୟ ଭୂକମ୍ପ କେନ୍ଦ୍ର ଏହି ସୂଚନା ଦେଇଛି। ଭୂକମ୍ପ ଯୋଗୁ କ୍ଷୟକ୍ଷତି କିମ୍ବା ସମ୍ପତ୍ତି...

୨ ମାସର ଶିଶୁକୁ ତତଲା ଲୁହାରଡ୍‌ ଚେଙ୍କ ଦେଲେ କ୍ୱାକ୍‌

ପୋରବନ୍ଦର,୧୨।୨: ଗୁଜରାଟର ପୋରବନ୍ଦର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ୨ ମାସର ଶିଶୁକନ୍ୟାର କାଶ ଭଲ କରିବାକୁ ଯାଇ ଜଣେ କ୍ୱାକ୍‌ ତାଙ୍କୁ ତତଲା ଲୁହାରଡ୍‌ ଚେଙ୍କ ଦେଇଛନ୍ତି। ଶିଶୁଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଥିବା...

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳରେ ପରିବର୍ତ୍ତନ

ନୂଆଦିଲ୍ଲୀ,୧୨।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ବିସିସିଆଇ ଫାଷ୍ଟ ବୋଲର ଜୟଦେବ ଉନାଦକତଙ୍କୁ ଦଳରୁ ରିଲିଜ୍‌ କରିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri