ଜାତୀୟ

କିଏ ସେହି ପାକିସ୍ତାନୀ ମହିଳା, ଯାହାଙ୍କ ପାଇଁ ମୁଖ୍ୟମନ୍ତ୍ରୀ କରାଇଥିଲେ ୨ଥର…

ଚଣ୍ଡିଗଡ଼,୧୭।୯: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ଏକ ଘରୋଇ ଟେଲିଭିଜନ ଚ୍ୟାନେଲର କାର୍ଯ୍ୟକ୍ରମରେ ଜଣେ ପାକିସ୍ତାନୀ ମହିଳାଙ୍କ କଥା ଉଲ୍ଲେଖ କରିଛନ୍ତି। ସେହି ପାକିସ୍ତାନୀ ମହିଳାଙ୍କ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ସହ ଏକ ବିଶେଷ ସମ୍ପର୍କ...

ମହଙ୍ଗା ପଡିଲା ରାହୁଲ ଗାନ୍ଧୀଙ୍କ ଉପରେ ବିବାଦୀୟ ବୟାନ ଦେବା

ନୂଆଦିଲ୍ଲୀ,୧୭।୯: ଲୋକ ସଭାରେ କଂଗ୍ରେସ ଏମପି ତଥା ବିରୋଧୀଦଳର ନେତା ରାହୁଲ ଗାନ୍ଧୀଙ୍କ ଉପରେ ବିବାଦୀୟ ବୟାନ ଦେଇଥିବା ଶିବସେନା ବିଧାୟକ ସଞ୍ଜୟ ଗାୟକୱାଡଙ୍କ ବିରୋଧରେ ଏକ ଏଫଆଇଆର ପଞ୍ଜିକୃତ ହୋଇଛି। ଭାରତୀୟ ଜୁଡିସିଆଲ କୋଡର ଧାରା ୩୫୧(୨), ୩୫୧(୪),...

୭୪ ତମ ଜନ୍ମଦିନ ପାଳନ କରିବେ ମୋଦି

ନୂଆଦିଲ୍ଲୀ,୧୭।୯: ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୭୪ ତମ ଜନ୍ମଦିନ ପାଳନ କରିବେ। ଏହାକୁ ନେଇ ଭାଜପା ନେତା, କର୍ମୀ ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଉତ୍ସବର ପରିବେଶ ରହିଛି। ଲୋକ ସଭା ନିର୍ବାଚନରେ ତୃତୀୟ ଥର ପାଇଁ...

ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ସରକାର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି ପଶ୍ଚିମବଙ୍ଗ ସରକାରଙ୍କର ୨ ଘଣ୍ଟା ଆଲୋଚନା ହୋଇଛି।...

କଶ୍ମୀର ନିର୍ବାଚନ: ଆସିଲା କଂଗ୍ରେସର ନିର୍ବାଚନୀ ଇସ୍ତାହାର, ଜାଣନ୍ତୁ କ’ଣ ସବୁ ରହିଛି ପ୍ରତିଶ୍ରୁତି…

ଶ୍ରୀନଗର,୧୬ା୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ସୋମବାର ଦଳୀୟ ଇସ୍ତାହାର ପ୍ରକାଶ ପାଇଛି। ଏଥିରେ କୃଷକ, ମହିଳା ଏବଂ ଯୁବବର୍ଗଙ୍କ ପାଇଁ ଅନେକ ପ୍ରତିଶ୍ରୁତି ଦିଆଯାଇଛି। ‘ହାଥ୍‌ ବଦଲେଗା ହାଥ୍‌’ ନାମରେ କଂଗ୍ରେସର ଏହି ନିର୍ବାଚନୀ ଇସ୍ତାହାରରେ...

‘ରାହୁଲଙ୍କ ଜିଭ କାଟିଲେ ୧୧ ଲକ୍ଷ ପୁରସ୍କାର ଦେବି’, ଶିବସେନା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ମୁମ୍ବାଇ, ୧୬।୯: ମହାରାଷ୍ଟ୍ରର ଶିବଶେନା ବିଧାୟକ ସଞ୍ଜୟ ଗାଏକ୍ୱାଡ୍‌ ସୋମବାର ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି। ଆମେରିକାରେ ଭାରତର ସଂରକ୍ଷଣ ବ୍ୟବସ୍ଥା ଉପରେ ରାହୁଲ ଦେଇଥିବା ବିବୃତିକୁ ନେଇ ସେ...

ମମତାଙ୍କ ସହ ଆଲୋଚନାରେ ଯୋଗଦେଲେ ଡାକ୍ତର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ଆରମ୍ଭ କରିଛନ୍ତି।...

ଆତଙ୍କବାଦକୁ ପାତାଳରେ କବର ଦେବୁ: ଜମ୍ମୁ କଶ୍ମୀରରେ ଗର୍ଜିଲେ ଶାହା

ଶ୍ରୀନଗର,୧୬।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ ଚରମ ସୀମାରେ ରହିଛି। ନିର୍ବାଚନ ପୂର୍ବରୁ ରାଜନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଏହି କ୍ରମରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ...

ଆଗାମୀ ୧୦୦୦ ବର୍ଷ ପ୍ଲାନିଂର ଖୁଲାସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୯: ମୋଦି ୩.୦ର ୧୦୦ ଦିନ ସମାପ୍ତ ହୋଇଛି। ଗୁଜରାଟର ଗାନ୍ଧୀ ନଗରରେ ଆୟୋଜିତ ହୋଇଥିବା ‘ଗ୍ଲୋବାଲ ରିନ୍ୟୁଆଲ ଏନର୍ଜି ଇନଭେଷ୍ଟର୍ସ ମିଟ ଆଣ୍ଡ ଏକ୍ସପୋ’ର ଚତୁର୍ଥ ସଂସ୍କରଣରେ ଦେଶର ପ୍ରଧାନମନ୍ତ୍ରୀ ୧୦୦ ଦିନର କାର୍ଯ୍ୟ ସହିତ ଆଗାମୀ ୧୦୦୦...

ଉଦ୍‌ଘାଟନ ପୂର୍ବରୁ ବନ୍ଦେ ମେଟ୍ରୋର ବଦଳିଲା ନାଁ

ନୂଆଦିଲ୍ଲୀ,୧୬।୯: ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ଉଦଘାଟନ ପୂର୍ବରୁ ବଦଳିଛି। ଏହାର ନାମ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ପରିବର୍ତ୍ତନ କରିବାକୁ...

ପୂର୍ବରୁ ଫେଲ ମାରିବା ପରେ କାହିଁକି ପୁଣିଥରେ ଡାକ୍ତରଙ୍କୁ ବୈଠକ ପାଇଁ ଡାକିଲେ ମମତା

କୋଲକାତା,୧୬।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିବା ମାମଲାରେ ଆଜିବି ବିରୋଧ ପ୍ରଦର୍ଶନ କରୁଥିବା ଡାକ୍ତରମାନେ ସେମାନଙ୍କ ଜିଦରେ ଅଡି ବସିଛନ୍ତି। ରାଜ୍ୟ ସରକାର ଏମାନଙ୍କ ସହ ଆଲୋଚନା କରିବାକୁ...

ସିଜେଆଇଙ୍କୁ କାହିଁକି ଧନ୍ୟବାଦ ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୬।୯: ପ୍ରଧାନ ବିଚାରପତି ଡି. ଓ୍ବାଇ ଚନ୍ଦ୍ରଚୁଡଙ୍କ ଘରେ ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଂଶଗ୍ରହଣକୁ ନେଇ ଅନେକ ଆଲୋଚନା ହୋଇଛି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଧ୍ୟ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri