ଜାତୀୟ

ମହିଳା ୨୨ରୁ ୩୦ ବର୍ଷ ମଧ୍ୟରେ ମା’ ହେବା ଆବଶ୍ୟକ: ହିମନ୍ତ ଶର୍ମା…

ଗୁଆହାଟୀ,୨୮।୧ : ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଶନିବାର ଏକ ବିବୃତ୍ତିରେ କହିଛନ୍ତି ଯେ ମହିଳାମାନେ ଠିକ ସମୟରେ ମା’ ହେବା ଉଚିତ। ନଚେତ ସେମାନେ ଶାରୀରିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଏକ ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି...

ତ୍ରିପୁରା ବିଧାନସଭା ନିର୍ବାଚନ ୨୦୨୩: କଂଗ୍ରେସ ୧୭ ଆସନ ଲାଗି ପ୍ରାର୍ଥୀ ତାଲିକା ଘୋଷଣା କଲା…

ଅଗରତାଲା,୨୮।୧ : ତ୍ରିପୁରା ବିଧାନସଭା ନିର୍ବାଚନ ୨୦୨୩ ପାଇଁ ୧୭ ଜଣ ପ୍ରାର୍ଥୀଙ୍କ ତାଲିକା କଂଗ୍ରେସ ଘୋଷଣା କରିଛି। ସୁଦୀପ ରୟ ବର୍ମନ ଅଗରତାଲାରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଅନ୍ୟପକ୍ଷରେ ଟାଉନ ବାର୍ଦୋୱାଲି ଆସନରୁ ମୁଖ୍ୟମନ୍ତ୍ରୀ ମାଣିକ ସାହାଙ୍କ ସହିତ ଆଶିଷ...

ତ୍ରିପୁରା ବିଧାନସଭା ନିର୍ବାଚନ: ୪୮ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଟାଉନ ବାର୍ଦୋୱାଲି ଆସନରୁ ଲଢ଼ିବେ ମାଣିକ ସାହା…

ଅଗରତାଲା,୨୮।୧ : ତ୍ରିପୁରା ବିଧାନସଭା ନିର୍ବାଚନ ୨୦୨୩ ପାଇଁ ଭାଜପା ପକ୍ଷରୁ ୪୮ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ମାଣିକ ସାହା ଟାଉନ ବାର୍ଦୋୱାଲି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଧନପତ ଆସନରୁ କେନ୍ଦ୍ର ମନ୍ତ୍ରୀ ପ୍ରତୀମା ଭୌମିକ ପ୍ରତିଦ୍ୱନ୍ଦ୍ୱିତା...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ମେହବୁବା ମୁଫତି

ଶ୍ରୀନଗର,୨୮।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଜାରି ରହିଥିବା ଭାରତ ଯୋଡୋ ଯାତ୍ରା ସୁରକ୍ଷା ମଧ୍ୟରେ ଅବନ୍ତିପୋରାର ଚେରସୁ ଗ୍ରାମରୁ ଆରମ୍ଭ ହୋଇଥିଲା। ଏହି ଯାତ୍ରାରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ଅଧ୍ୟକ୍ଷା ମେହବୁବା ମୁଫତି ତାଙ୍କ...

ଦୈନିକ ସଂକ୍ରମଣ ଶହେ ତଳେ, ସକ୍ରିୟ ମାମଲା ୨୦୦୦ରୁ କମ୍‌…

ନୂଆଦିଲ୍ଲୀ, ୨୮।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଗତ...

ବାୟୁସେନା ସୁଖୋଇ ୩୦-ମିରାଜ ୨୦୦୦ ବିମାନ ଦୁର୍ଘଟଣା, ଜଣେ ପାଇଲଟ ଶହୀଦ…

ଭୋପାଳ,୨୮।୧ : ମଧ୍ୟପ୍ରଦେଶର ମୋରେନାଠାରେ ଏକ ଭୟଙ୍କର ଦୁର୍ଘଟଣାରେ ଦୁଇଟି ବାୟୁସେନା ଯୁଦ୍ଧ ବିମାନ ସୁଖୋଇ ୩୦ ଏବଂ ମିରାଜ ୨୦୦୦ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଭୟ ବିମାନ ଗ୍ବାଲିଅର ଏୟାରବେସରୁ ଉଡ଼ାଣ କରିଥିବା ଅଭ୍ୟାସ ବିମାନ ଥିଲା। ଦୁର୍ଘଟଣାର କାରଣ...

ଭାରତ ଆମର ସଂସ୍କୃତି-ସମ୍ଭାବନାର ଅଭିବ୍ୟକ୍ତି: ପ୍ରଧାନମନ୍ତ୍ରୀ…

ଜୟପୁର,୨୮।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନର ଭିଲୱାରାସ୍ଥିତ ମାଲସେରୀ ଡୁଙ୍ଗରି ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ଭଗବାନ ଦେବନାରାୟଣଙ୍କର ୧୧୧୧ ତମ ଜନ୍ମ ବାର୍ଷିକୀ ଅବସରରେ ଜିଲାର ଆସିଣ୍ଡରେ ପହଞ୍ଚିଛନ୍ତି। ଭିଲୱାରାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି...

ଗୋଟିଏ ସମୟରେ ୩ଟି ବିମାନ ଦୁର୍ଘଟଣାଗ୍ରସ୍ତ, ଭରତପୁରରେ ଚାଟାର୍ଡ ପ୍ଲେନ, ମୋରେନାରେ ସୁଖୋଇ-ମିରାଜ ହରାଇଲା ନିୟନ୍ତ୍ରଣ

ଭୋପାଳ/ଜୟପୁର,୨୮ ।୧: ମଧ୍ୟପ୍ରଦେଶର ମୋରେନା ଜିଲାରେ ଶନିବାର ସକାଳେ ସୁଖୋଇ-୩୦ ଓ ମିରାଜ ୨୦୦୦ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ରତିରକ୍ଷା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସର୍ଚ୍ଚ ଓ ଉଦ୍ଧାର କାର୍ଯ୍ୟ ରହିଛି । ଅନ୍ୟପଟେ ରାଜସ୍ଥାନର ଭରତପୁର...

ହସ୍ପିଟାଲରେ ଅଗ୍ନିକାଣ୍ଡ: ଡାକ୍ତର ଦମ୍ପତିଙ୍କ ସମେତ ୫ ମୃତ

ରାଞ୍ଚି,୨୮।୧: ହସ୍ପିଟାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଡାକ୍ତର ଦମ୍ପତିଙ୍କ ସମେତ ୫ଜଣଙ୍କ ମୃତ୍ୟୁ ହୋଇଛି। ଝାଡଖଣ୍ଡର ଧାନବାଡା ଅଞ୍ଚଳର ଏକ ଘରୋଇ ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଖବରପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...

ପଞ୍ଜାବରେ ଖୁବଶୀଘ୍ର ଲାଗୁ ହେବ ପୁରୁଣା ପେନସନ ଯୋଜନା

ଚଣ୍ଡିଗଡ଼,୨୮ ।୧: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) ସରକାର ୫୦୦ ମୋହଲ୍ଲା କ୍ଲିନିକ ଆରମ୍ଭ କରି ରାଜ୍ୟକୁ ଏକ ବଡ ଉପହାର ଦେଇଛି । ଏବେ ମୁଖ୍ୟମନ୍ତ୍ରୀ ଭଗବତ ମାନ କର୍ମଚାରୀଙ୍କୁ ବି ଏକ ବଡ ଉପହାର ଦେବାକୁ ସ୍ଥିର...

ବିବିସି ଡକ୍ୟୁମେଣ୍ଟାରି ବିବାଦ: ଡିୟୁରେ ୧୪୪ ଧାରା: ୨୪ ଅଟକ

ନୂଆଦିଲ୍ଲୀ,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିବିସିର ବିବାଦୀୟ ଡକ୍ୟୁମେଣ୍ଟାରି ଦିଲ୍ଲୀ ୟୁନିଭର୍ସିଟି (ଡିୟୁ)ରେ ପ୍ରଦର୍ଶନ ଲାଗି ଯୋଜନା ହୋଇଥିବାବେଳେ ଏହା ପୂର୍ବରୁ ଶୁକ୍ରବାର କଳା ବିଭାଗରେ ୧୪୪ ଧାରା ଲାଗୁ କରାଯାଇଛି। ଅଧିକ ସଂଖ୍ୟାରେ ପିଲା ଏକାଠି ହେବା...

ଭାରତ-ଇଜିପ୍ଟ ସାଂସ୍କୃତିକ ସହଯୋଗ ଏମ୍‌ଓୟୁ

ନୂଆଦିଲ୍ଲୀ,୨୮।୧(ପି.ଟି.): ଭାରତ ଓ ଇଜିପ୍ଟ ମଧ୍ୟରେ ସାଂସ୍କୃତିକ ସହଯୋଗ ଲାଗି ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର ହୋଇଛି। ଏହି ଏମ୍‌ଓୟୁ ଅନୁଯାୟୀ ସଙ୍ଗୀତ, ନୃତ୍ୟ, ଥିଏଟର, ଲାଇବ୍ରେରି, ଗବେଷଣା ଓ ଡକ୍ୟୁମେଣ୍ଟେଶନ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଉଭୟ ଦେଶରେ ଆୟୋଜନ କରାଯିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri