ଜାତୀୟ

ମତେ ଜେଲ ପଠାଇବାକୁ ଚାହୁଁଥିଲେ ଉଦ୍ଧବ ସରକାର: ଫଡ଼ନାଭିସ…

ମୁମ୍ବାଇ,୨୪।୧ : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ କହିଛନ୍ତି ଯେ ଉଦ୍ଧବ ଠାକରେ ସରକାର ତାଙ୍କୁ ଜେଲ ପଠାଇବାକୁ ଚାହୁଁଥିଲେ। ଏହି ଦାୟିତ୍ୱ ପ ୂର୍ବତନ ପୋଲିସ କମିଶନର ସଞ୍ଜୟ ପାଣ୍ଡେଙ୍କୁ ଦିଆଯାଇଥିଲା। କୌଣସି ପ୍ରକାରେ ମୋତେ ଜଡିତ କରିବା...

ଗଣତନ୍ତ୍ର ଦିବସରେ ସାମିଲ ହେବ ମଣିଷକୁ ନେଇ ଉଡୁଥିବା ଡ୍ରୋନ୍‌

ନୂଆଦିଲ୍ଲୀ,୨୪ ।୧: ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଦ୍ରୁତ ଗତିରେ ଆଗକୁ ବଢୁଛି । ଏମିତି ଦିନ ଥିଲା ଯେତେବେଳେ ଆମେ ମିଶାଇଲ ଓ ଅସ୍ତ୍ରଶସ୍ତ୍ର ପାଇଁ ରୁଷିଆ ଓ ଫ୍ରାନ୍ସ ଉପରେ ନିର୍ଭର କରୁଥିଲେ, ହେଲେ ଆଜି ଆମ ଦେଶରେ...

ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ,୨୪ ।୧: ଦିଲ୍ଲୀ ଏନ୍‌ସିଆର ସହ ଉତ୍ତରାଖଣ୍ଡ ଓ ଉତ୍ତର ପ୍ରଦେଶରେ ମଙ୍ଗଳବାର ଭୂକମ୍ପ ଅନୁଭୁତ ହୋଇଛି । ଉତ୍ତରାଖଣ୍ଡର ଜୋଷୀମଠ ଓ ରାମନଗରରେ ଭୂକମ୍ପ ଆସିଥିବା ବେଳେ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ବି ଭୂକମ୍ପର ଝଟ୍‌କା ଅନୁଭୁତ ହୋଇଛି...

ଗୁଲାମନବୀଙ୍କୁ କ୍ଷମା ମାଗିଲେ ରାହୁଲ

ଶ୍ରୀନଗର,୨୪।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡୋ ଯାତ୍ରା ବର୍ତ୍ତମାନ ଜମ୍ମୁ-କଶ୍ମୀରରେ ପହଞ୍ଚିଛି। ଇତିମଧ୍ୟରେ ରାହୁଲ ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟିର ମୁଖ୍ୟ ଗୁଲାମ ନବୀ ଆଜାଦଙ୍କୁ କ୍ଷମା ମାଗିଛନ୍ତି। ସେ କହିଛନ୍ତି, ଯଦି କେବେ ବି ମୁଁ...

ମୃତ୍ୟୁ ହାର ହ୍ରାସ ପାଇ ୧.୧୯ ପ୍ରତିଶତ…

ନୂଆଦିଲ୍ଲୀ, ୨୪।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଚାଇନାରେ...

ଠାକ୍‌ରେ-ଆମ୍ବେଡକରଙ୍କ ମେଣ୍ଟର କୌଣସି ପ୍ରଭାବ ପଡ଼ିବ ନାହିଁ: କେନ୍ଦ୍ର ମନ୍ତ୍ରୀ

ମୁମ୍ବାଇ,୨୪।୧:ମୁମ୍ବାଇ ସମେତ ମହାରାଷ୍ଟ୍ରର କେତେକ ସହରରେ ମହାନଗର ନିଗମ ଓ ପୌର ନିର୍ବାଚନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା ଗୋଷ୍ଠୀ(ୟୁବିଟି) ପ୍ରକାଶ ଆମ୍ବେଡକରଙ୍କ ବଞ୍ଚତ୍ତ ବହୁଜନ ଅଘାଡ଼ି (ବିଭିଏ) ସହ ମେଣ୍ଟ କରିଛି। ପ୍ରକାଶ ହେଉଛନ୍ତି...

ସର୍ଜିକାଲ୍‌ ଷ୍ଟ୍ରାଇକ୍‌ର ପ୍ରମାଣ ଦେବା ଆବଶ୍ୟକତା ନାହିଁ: ରାହୁଲ

ଶ୍ରୀନଗର,୨୪।୧: ବରିଷ୍ଠ ନେତା ଦିଗ୍‌ବିଜୟ ସିଂହଙ୍କ ପୁଲଓ୍ବାମା ଆକ୍ରମଣ ଏବଂ ସର୍ଜିକାଲ ଷ୍ଟ୍ରାଇକ୍‌ ଉପରେ ଦେଇଥିବା ବୟାନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜକୁ ଦୂରେଇ ରଖିଛନ୍ତି। ଏଥିସହ ରାହୁଲ କହିଛନ୍ତି, ଦିଗ୍‌ବିଜୟ ସିଂହ ଯାହା କହିଛନ୍ତି ସେଥିରେ ସହମତ...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ଅଭିନେତ୍ରୀ

ଜମ୍ମୁ,୨୪।୧: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଭାରତ ଯୋଡୋ ଯାତ୍ରାରେ ମଙ୍ଗଳବାର ବଲିଉଡ ଅଭିନେତ୍ରୀ ତଥା ରାଜନେତ୍ରୀ ଉର୍ମିଲା ମାତୋଣ୍ଡକର ସାମିଲ ହୋଇଛନ୍ତି। ଭାରତ ଯୋଡୋ ଯାତ୍ରା ମଙ୍ଗଳବାର ସକାଳେ ଜମ୍ମୁର ନାଗ୍‌ରୋଟା ସହରରୁ ଆରମ୍ଭ ହୋଇଥିଲା। ଉର୍ମିଲା ମାତୋଣ୍ଡକର...

ପାକିସ୍ତାନୀ ଯୁବତୀଙ୍କୁ ବିବାହ କରିବା ସିକ୍ୟୁରିଟି ଗାର୍ଡଙ୍କୁ ପଡ଼ିଲା ମହଙ୍ଗା

ବେଙ୍ଗାଲୁରୁ,୨୪।୧: ଭାରତରେ ବେଆଇନ୍‌ ଭାବେ ରହୁଥିବା ଜଣେ ପାକିସ୍ତାନୀ ୧୫ ବର୍ଷିୟ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଯୁବତୀଙ୍କ ପାଖରେ ଆବଶ୍ୟକୀୟ ବିଦେଶୀ ପ୍ରମାଣପତ୍ର ନ ଥିବାରୁ ପୋଲିସ ଏଭଳି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛି। ଯୁବତୀ ଜଣକ ନେପାଳର କାଠମାଣ୍ଡୁ...

ବାବା ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୨୪।୧: ବାଗେଶ୍ୱର ଧାମର ପୀଠାଧୀଷ ଧୀରେନ୍ଦ୍ର ଶାସ୍ତ୍ରୀ ଆଜିକାଲି ବିବାଦ ଘେରରେ ରହିଛନ୍ତି। ସେ ଅନ୍ଧବିଶ୍ୱାସକୁ ପ୍ରୋତ୍ସାହିତ କରୁଥିବା ଏବଂ ନିଜକୁ ଚମତ୍କାର ବୋଲି କହୁଥିବା ଅଭିଯୋଗ ହୋଇଛି। ତାଙ୍କ ବିରୋଧରେ ପୋଲିସରେ ଏକ ଅଭିଯୋଗ ମଧ୍ୟ ଦିଆଯାଇଛି। ଏବେ...

ସ୍କୁଲରେ ପିଲା ପଢିବେ ଗୀତା,ରାମାୟଣ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୋପାଳ,୨୪।୧: ବିଦ୍ୟାଳୟରେ ଗୀତା, ରାମାୟଣ ସହିତ ହିନ୍ଦୁ ଧର୍ମର ସମସ୍ତ ପବିତ୍ର ଗ୍ରନ୍ଥର ଶିକ୍ଷା ଦିଆଯିବ। ସୋମବାର ଭୋପାଳରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି ରାମାୟଣ, ମହାଭାରତ,...

ଆଜି କେନ୍ଦ୍ର କ୍ୟାବିନେଟ ବୈଠକ : ଅଧ୍ୟକ୍ଷତା କରିବେ ମୋଦି

ନୂଆଦିଲ୍ଲୀ,୨୪।୧: ରାଜଧାନୀ ଦିଲ୍ଲୀରେ ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ। ଗତ ସପ୍ତାହରେ ଭାରତୀୟ ଜନତା ପାର୍ଟିର ଦୁଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri