ଜାତୀୟ

ଥୋରାଟଙ୍କ ଇସ୍ତଫାକୁ ନେଇ ପ୍ରତିକ୍ରିୟା ରଖିଲେ ପାଟୋଲ

ନୂଆଦିଲ୍ଲୀ,୭।୨: କଂଗ୍ରେସର ବରିଷ୍ଠ ନେତା ବାଲାସାହେବ ଥୋରାଟ ବିଧାନସଭା ସିଏଲ୍‌ପି ପଦରୁ ଇସ୍ତଫା ଦେବା ପରେ ପ୍ରଦେଶ ଅଧ୍ୟକ୍ଷ ନାନା ପାଟୋଲଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ଇସ୍ତଫା ସମ୍ପର୍କରେ ତାଙ୍କ ପାଖରେ କୌଣସି ସୂଚନା ନାହିଁ। ଏପର୍ଯ୍ୟନ୍ତ...

ତୁର୍କୀ ଭୂକମ୍ପକୁ ନେଇ ଭାବପ୍ରବଣ ହେଲେ ମୋଦି: କହିଲେ, ଯଥା ସମ୍ଭବ ସହାୟତା କରିବି

ନୂଆଦିଲ୍ଲୀ,୭।୨: ଭାରତୀୟ ଜନତା ପାର୍ଟି (ଭାଜପା)ର ସଂସଦୀୟ ଦଳର ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇଥିଲେ। ଭାଜପା ସଂସଦୀୟ ଦଳ ବୈଠକରେ ତୁର୍କୀ ଏବଂ ସିରିଆରେ ହୋଇଥିବା ବିପର୍ଯ୍ୟୟ ଭୂକମ୍ପରେ ସମବେଦନା ଜଣାଇଛି। ଅନ୍ୟପଟେ...

ବଜରଙ୍ଗ ଦଳର କର୍ମୀଙ୍କୁ ହତ୍ୟା

ଉଦୟପୁର, ୭।୨: ରାଜସ୍ଥାନର ଉଦୟପୁରରରେ ଏକ ଅଭାବନୀୟ ଘଟଣା ଘଟିଛି। ହିନ୍ଦୁବାଦୀ ସଂଗଠନ ବଜରଙ୍ଗ ଦଳର ଜଣେ ଅଧିକାରୀ ରାଜୁ ପରମାରଙ୍କୁ ସର୍ବସାଧାରଣରେ ହତ୍ୟା କରାଯାଇଛି। ଆକ୍ରମଣକାରୀମାନେ ଅତି ନିକଟରୁ ତାଙ୍କ ମୁଣ୍ଡରେ ୩ଟି ଗୁଳି ଚଳାଇଥିଲେ। ଏହି କାରଣରୁ...

ବିଧାନସଭାର ସିଏଲ୍‌ପି ପଦରୁ ଇସ୍ତଫା ଦେଲେ ବାଲାସାହେବ ଥୋରାଟ

ନୂଆଦିଲ୍ଲୀ,୭।୨: କଂଗ୍ରେସର ବରିଷ୍ଠ ନେତା ବାଲାସାହେବ ଥୋରାଟ ବିଧାନସଭା ସିଏଲ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ନାସିିକ ବିଧାନ ପରିଷଦ ନିର୍ବାଚନ ପରେ ବାଲାସାହେବ ଥୋରାଟ ଏବଂ ପ୍ରଦେଶ ଅଧ୍ୟକ୍ଷ ନାନା ପାଟୋଲଙ୍କ ମଧ୍ୟରେ ମତଭେଦ ହୋଇଥିବା ଦେଖିବାକୁ ମିଳିଥିଲା। ସୋମବାର...

ମୁମ୍ବାଇ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଆସିଲା ଧମକପୂର୍ଣ୍ଣ କଲ୍‌: ଆଲର୍ଟରେ ପୋଲିସ

ମୁମ୍ବାଇ,୭।୨: ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଏହି ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଏକ ଧମକପୂର୍ଣ୍ଣ ଫୋନ୍‌ କଲ୍‌ ଆସିଥିବା ଜଣାପଡ଼ିଛି। ଏହାପରେ ବିମାନ ବନ୍ଦରରେ ସୁରକ୍ଷା ବଢ଼ାଇ ଦିଆଯାଇଛି।...

ଦେଶରେ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୭।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ...

ପ୍ରଧାନମନ୍ତ୍ରୀଙ୍କୁ ମିଳିଲା ବିଶେଷ ଉପହାର

ବେଙ୍ଗାଲୁରୁ,୭।୨:କର୍ନାଟକର ବେଙ୍ଗାଲୁରୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଭାରତ ଶକ୍ତି ସପ୍ତାହ ୨୦୨୩’ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ବିଶେଷ ଉପହାର ଗ୍ରହଣ କରିଛନ୍ତି। ଆର୍ଜେଣ୍ଟିନାର ଶକ୍ତି କମ୍ପାନୀ ଓ୍ବାଇପିଏଫ୍‌ର ସଭାପତି ପାବଲୋ ଗୋଞ୍ଜାଲେଜ ମୋଦିଙ୍କୁ ଲିଓନେଲ ମେସିଙ୍କ...

ଅନ୍ତର୍ଜାତୀୟ ମଞ୍ଚରେ କଶ୍ମୀର ପ୍ରସଙ୍ଗକୁ ନେଇ ପୁଣି ପାକିସ୍ତାନ ଉପରେ ବର୍ଷିଲା ଭାରତ

ନୂଆଦିଲ୍ଲୀ/ନ୍ୟୁୟର୍କ,୭।୨: ଆଜିକାଲି ପାକିସ୍ତାନ ଏହାର ଅସ୍ତିତ୍ୱ ପାଇଁ ସଂଗ୍ରାମ କରୁଛି ଏବଂ ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଛି। ଏହା ସତ୍ତ୍ୱେ ପାକିସ୍ତାନ କଶ୍ମୀର ପ୍ରସଙ୍ଗ ଅନ୍ତର୍ଜାତୀୟ ସ୍ତରରେ ଉଠାଇବାକୁ ଆଦୌ ବିରତ ହେଉନାହିଁ। ମିଳିତ ଜାତିସଂଘ ସାଧାରଣ ସଭାରେ ପାକିସ୍ତାନ...

୧୩୬ ବର୍ଷରେ ପ୍ରଥମଥର: ହାର୍ଭାର୍ଡ ଲ ରିଭ୍ୟୁର ଅଧ୍ୟକ୍ଷ ନିର୍ବାଚିତ ହେଲେ ଭାରତୀୟ ମୂଳ ବାସିନ୍ଦା ଅପସରା

ନୂଆଦିଲ୍ଲୀ/କେମ୍ବ୍ରିଜ,୭ ।୨: ଦେଶ ପାଇଁ ଗର୍ବର କଥା । ହାର୍ଭାର୍ଡ ଲ ସ୍କୁଲରେ ଦ୍ୱିତୀୟ ବର୍ଷର ଭାରତୀୟ-ଆମେରିକା ଛାତ୍ରୀ ଅପସରା ଅୟାରଙ୍କୁ ପ୍ରତିଷ୍ଠିତ ହାର୍ଭାର୍ଡ ଲ ରିଭ୍ୟୁର ଅଧ୍ୟକ୍ଷ ନିର୍ବାଚିତ କରାଯାଇଛି । ଲ ରିଭ୍ୟୁର ୧୩୬ ବର୍ଷର ଇତିହାସରେ...

ପୋର୍‌ବନ୍ଦରରୁ ଆସାମ ରାହୁଲଙ୍କ ପରବର୍ତ୍ତୀ ଯାତ୍ରା

ଅହମଦାବାଦ,୭।୨:କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର କନ୍ୟାକୁମାରୀରୁ କଶ୍ମୀର ଭାରତ ଯୋଡ଼ୋ ଯାତ୍ରାର ସଫଳତା ପରେ ଏବେ ଗୁଜରାଟର ପୋର୍‌ବନ୍ଦରରୁ ଆସାମକୁ ପଦଯାତ୍ରା କରିବା ଲାଗି ଯୋଜନା ପ୍ରସ୍ତୁତ ହେଉଛି। ଏନେଇ ଚଳିତ ମାସ ଶେଷ ଭାଗରେ ରାୟପୁରରେ ଅନୁଷ୍ଠିତ ହେବାକୁ...

ସଂଖ୍ୟାଲଘୁଙ୍କ ପାଇଁ ସବୁଠାରୁ ଭଲ ଦେଶ ଭାରତ, ମୁସଲିମ କଣ୍ଟ୍ରି ୟୁଏଇ ବି ପଛରେ

ନୂଆଦିଲ୍ଲୀ,୭ ।୨: ଭାରତରେ ସଂଖ୍ୟାଲଘୁଙ୍କ ଅଧିକାର ପାଇଁ ଅନେକ ସାମ୍ବିଧାନି ପ୍ରୟାସ କରାଯାଉଛି । ସଂଖ୍ୟାଲଘୁଙ୍କ ଜୀବନରେ ସୁଧାର ଆଣିବାକୁ ଭାରତ ପକ୍ଷରୁ ପ୍ରଣିତ ନୀତିଯୋଗୁ ଏମାନଙ୍କ ସ୍ଥିତିରେ ସୁଧାର ଆସୁଛି । ଅଷ୍ଟେଲିଆ ଟୁଡେର ଏକ ରିପୋର୍ଟରେ ଏହା...

ଆଦାନୀ ଜାଲିଆତିର ତଦନ୍ତ ଦାବି

ନୂଆଦିଲ୍ଲୀ,୭।୨(ପି.ଟି.):ଆମେରିକାର ଶର୍ଟ ସେଲର କମ୍ପାନୀ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ୍‌ ବିରୋଧରେ ଜାଲିଆତ ଅଭିଯୋଗ ଆଣିବା ପରେ ଏହାର ତଦନ୍ତ ଦାବିରେ ସୋମବାର ବିରୋଧୀ ଦଳ ପାର୍ଲାମେଣ୍ଟ ଅଚଳ କରିଥିବାବେଳେ କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଏସ୍‌ବିଆଇ ଏବଂ ଏଲ୍‌ଆଇସି କାର୍ଯ୍ୟାଳୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri