ଜାତୀୟ

ଏସ୍‌ଏଚ୍‌ଜି ମାଧ୍ୟମରେ ମହିଳାଙ୍କ ଆର୍ଥିକ ସଶକ୍ତୀକରଣ

ନୂଆଦିଲ୍ଲୀ, ୨।୨: ଗ୍ରାମାଞ୍ଚଳରେ ଦୀନ୍‌ଦୟାଲ ଅନ୍ତ୍ୟୋଦୟ ଯୋଜନା, ଗ୍ରାମୀଣ ଜୀବିକା ମିଶନ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ୍‌ ଅଭିଭାଷଣରେ କହିଛନ୍ତି। ଗ୍ରାମାଞ୍ଚଳ ମହିଳାମାନଙ୍କୁ ଏକଜୁଟ କରାଯାଇ ୮୧ ଲକ୍ଷ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏସ୍‌ଜି)...

ଅଦାନୀ ଗ୍ରୁପର ବଡ ନିଷ୍ପତ୍ତି, ୨୦ହଜାର କୋଟିର ଏଫପିଓ ରଦ୍ଦ, ଫେରିବ ନିବେଶକଙ୍କ ଅର୍ଥ

ନୂଆଦିଲ୍ଲୀ,୨ ।୨: ଅଦାନୀ ଗ୍ରୁପ ତା’ର ଏଫପିଓ ରଦ୍ଦ କରି ଦେଇଛି । ଅଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡର ଚେୟାରମ୍ୟାନ ଗୌତମ ଅଦାନୀ କହିଛନ୍ତି, ମାର୍କେଟରେ ଉତ୍ଥାନ ପତନକୁ ଦେଖି କମ୍ପାନୀର ବୋର୍ଡ ଏଫପିଓକୁ ରଦ୍ଦ କରିବାକୁ ନିଷ୍ପତ୍ତି ନେଇଛି ।...

ଭାଷଣ ସର୍ବସ୍ବ କୃଷି ବଜେଟ

ନୂଆଦିଲ୍ଲୀ,୨ା୨: କୃଷିକ୍ଷେତ୍ରରେ ଭାରତର ପ୍ରଦର୍ଶନ ଉତ୍ତମ ଥିବା ନେଇ ପାର୍ଲାମେଣ୍ଟରେ ସୋମବାର ଉପସ୍ଥାପିତ ୨୦୨୨-୨୩ ଆର୍ଥିକ ବର୍ଷର ଇକୋନୋମିକ୍‌ ସର୍ଭେରେ କୁହାଯାଇଛି। ତେବେ ଜଳବାୟୁ ପରିବର୍ତ୍ତନର ପ୍ରତିକୂଳ ପ୍ରଭାବ ସାଙ୍ଗକୁ ଚାଷ କାର୍ଯ୍ୟରେ ଖର୍ଚ୍ଚ ବୃଦ୍ଧି ଭଳି ଚ୍ୟାଲେଞ୍ଜର ମୁକାବିଲା...

ରେଲଓ୍ବେ ପାଇଁ ୨.୪ ଲକ୍ଷ କୋଟି ବ୍ୟୟବରାଦ

ନୂଆଦିଲ୍ଲୀ,୨।୨ : ୨୦୨୩-୨୪ କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରେଲଓ୍ବେ ପାଇଁ ସର୍ବାଧିକ ୨.୪ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ୨୦୧୩-୧୪ ଆର୍ଥତ୍କ ବର୍ଷର ବ୍ୟୟବରାଦ ତୁଳନାରେ ଏହା ୯ ଗୁଣ ଅଧିକ ବୋଲି ଲୋକ ସଭାରେ...

ବଜେଟରେ ନିର୍ବାଚନୀ ଥୋପ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨।୨(ବ୍ୟୁରୋ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ପାର୍ଲାମେଣ୍ଟରେ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଚଳିତବର୍ଷ ହେବାକୁ ଥିବା ମେଘାଳୟ, ତ୍ରିପୁରା, ମିଜୋରାମ, ନାଗାଲାଣ୍ଡ, କର୍ନାଟକ, ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲଙ୍ଗାନା ବିଧାନସଭା...

ମା’ଙ୍କ ବଜେଟ୍‌ ଉପସ୍ଥାପନ, ଗ୍ୟାଲେରିରେ ବସିଥିଲେ ଝିଅ

ନୂଆଦିଲ୍ଲୀ,୧ା୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବୁଧବାର ପୂର୍ବାହ୍ନରେ ପାର୍ଲାମେଣ୍ଟରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହି ସମୟରେ ତାଙ୍କ ଝିଅ ଏବଂ ପରିବାର ଲୋକେ ପରିଦର୍ଶକ ଗ୍ୟାଲେରିରେ ବସି ଦେଖୁଥିଲେ। ୨୦୨୪ ଲୋକ ସଭା...

୨୦୨୩ରେ ଚାଲିବ ହାଇଡ୍ରୋଜେନ୍‌ ଟ୍ରେନ୍‌: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଦେଶର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ରେଳ ବିଭାଗକୁ ୨.୪୦ ଲକ୍ଷ କୋଟି ଟଙ୍କା ଆବଣ୍ଟନ କରାଯାଇଛି। ୨୦୨୨ରେ ରେଳବାଇର ମୋଟ ବଜେଟ ୧୪୦୩୬୭.୧୩ କୋଟି ଥିଲା। ୨୦୧୩-୧୪ ବର୍ଷ ତୁଳନାରେ,...

ଭାରତର ଭବିଷ୍ୟତ ଗଠନ ପାଇଁ ବଜେଟ୍‌ରେ କୌଣସି ରୋଡମ୍ୟାପ୍‌ ନାହିଁ: ରାହୁଲ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ବଜେଟ ଉପରେ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ ଏହି ବଜେଟକୁ ‘ମିତ୍ର କାଳ’(ବନ୍ଧୁତ୍ୱପୂର୍ଣ୍ଣ ବଜେଟ)ର ବଜେଟ ବୋଲି କହିଛନ୍ତି।...

୨୦୨୩ ବଜେଟରେ ଅଗ୍ନିବୀରଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ନରେନ୍ଦ୍ର ମୋଦି ସରକାର ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ନିଜର ଶେଷ ବଜେଟରେ ପୁଣିଥରେ ପ୍ରତିରକ୍ଷା କ୍ଷେତ୍ରକୁ ଗୁରୁତ୍ୱ ଦେଇଛନ୍ତି। ଗତ ବର୍ଷ ଏହା ୫.୨୫ ଲକ୍ଷ କୋଟି ଥିବା ବେଳେ ୨୦୨୩ରେ ୫.୯୪ ଲକ୍ଷ କୋଟିର ପ୍ରତିରକ୍ଷା...

ଭାରତୀୟ ବାୟୁସେନା ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଏୟାର ମାର୍ଶଲ ଏ. ପି. ସିଂ

ନୂଆଦିଲ୍ଲୀ,୧।୨: ଭାରତୀୟ ବାୟୁସେନାର ନୂତନ ଉପାଧ୍ୟକ୍ଷ ଭାବେ ଏୟାର ମାର୍ଶଲ ଏ.ପି. ସିଂଙ୍କୁ ନିଯୁକ୍ତ କରାଯାଇଛି। ସେ ଏୟାର ମାର୍ଶଲ ସନ୍ଦୀପ ସିଂଙ୍କ ସ୍ଥାନ ନେଇଛନ୍ତି। ଜାନୁୟାରୀ ୩୧ରେ ସନ୍ଦୀପ ଅବସର ନେଇଥିଲେ। ବାୟୁସେନା ଉପାଧ୍ୟକ୍ଷ ହେବା ପୂର୍ବରୁ ଏୟାର...

କ୍ରୀଡ଼ା ପାଇଁ ପ୍ରବଳ ଟଙ୍କା ଅଜାଡି ଦେଲେ ମୋଦି ସରକାର

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବୁଧବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। କ୍ରୀଡା ବଜେଟରେ ଏଥର ମଧ୍ୟ ଏକ ବମ୍ପର ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାର ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ପାଇଁ ୩୩୯୭.୩୨ କୋଟି ଟଙ୍କା ବଜେଟ...

ଫେବୃଆରୀ ୬ରେ ଏମ୍‌ସିଡି ନିର୍ବାଚନ

ନୂଆଦିଲ୍ଲୀ,୧।୨: ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେସନର ମେୟର ନିର୍ବାଚନ ପାଇଁ ବୁଧବାର ନୂଆ ତାରିଖ ଘୋଷଣା ହୋଇଛି। ଫେବୃଆରୀ ୬ରେ ଏମସିଡି ମେୟର, ଡେପୁଟି ମେୟର ଏବଂ ୬ଟି ଷ୍ଟାଣ୍ଡିଂ କମିଟି ସଦସ୍ୟ ନିର୍ବାଚନ ହେବ। ମେୟର ନିର୍ବାଚନ ପାଇଁ ଦିଲ୍ଲୀର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri