ଜାତୀୟ

ଆବୁ-ଧାବି-ମୁମ୍ବାଇ ଫ୍ଲାଇଟରେ ହାଇଡ୍ରାମା

ମୁମ୍ବାଇ/ଆବୁଧାବି,୩୧ ।୧: ବିମାନରେ ଗୋଟିଏ ପରେ ଗୋଟିଏ ଅଘଟଣ ସାମ୍ନାକୁ ଆସୁଛି । ଏଥର ଏୟାର ଭିସ୍ତାରାର ଆବୁ-ଧାବିରୁ ମୁମ୍ବାଇ ଆସୁଥିବା ଏକ ଫ୍ଲାଇଟରେ ହାଇ ଭୋଲଟେଜ ଡ୍ରାମା ଦେଖିବାକୁ ମିଳିଛି । ଇଟାଲୀର ଜଣେ ମହିଳା ପ୍ରଥମେ ଫ୍ଲାଇଟର...

ଥରିଲା ଆଣ୍ଡାମାନ

ପୋର୍ଟ ବ୍ଲେୟାର୍‌,୩୧।୧: ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଆଣ୍ଡାମାନ ସାଗର ନିକଟରେ ମଙ୍ଗଳବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ରହିଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଭୋର ପ୍ରାୟ ୩.୪୦ ସମୟରେ...

୬ରେ ସିଜେଆଇଙ୍କ ଖଣ୍ଡପୀଠରେ ଶୁଣାଣି

ନୂଆଦିଲ୍ଲୀ,୩୧।୧: ୨୦୦୨ ଗୁଜରାଟ ଦଙ୍ଗା ଉପରେ ବିବିସି ପ୍ରସ୍ତୁତ ଡକ୍ୟୁମେଣ୍ଟାରିକୁ ନିଷେଧ କରିବା ସହ ଏହା ଉପରେ ଟୁଇଟ୍‌ ଏବଂ ସୋସିଆଲ ମିଡିଆ ପୋଷ୍ଟକୁ ହଟାଇବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା।...

ଆଦାନୀ ପ୍ରସଙ୍ଗ ଉଠାଇଲେ ବିରୋଧୀ

ନୂଆଦିଲ୍ଲୀ,୩୧।୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ପୂର୍ବରୁ ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିରୋଧୀ ଦଳଗୁଡ଼ିକ ଆଦାନୀ ଏବଂ ମହିଳା ସ୍ଥାନ ସଂରକ୍ଷଣ ବିଲ୍‌ ପ୍ରସଙ୍ଗ ଉଠାଇଥିଲେ। ନିୟମ ଅନୁଯାୟୀ ସମସ୍ତ ପ୍ରସଙ୍ଗରେ ଆଲୋଚନା କରାଯିବ ବୋଲି ସରକାର...

ଆଜିଠୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩୧।୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ସଦନର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଏବଂ ଅର୍ଥ ବିଲ୍‌ ଅନୁମୋଦନକୁ ସରକାର ସର୍ବାଧିକ...

ଜାତୀୟତାବାଦ ଦ୍ୱାରା ଜାଲିଆତିକୁ ଢଙ୍କାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩୧।୧(ପି.ଟି.): ଆମେରିକାର ଶର୍ଟ ସେଲର ହିଣ୍ଡେନବର୍ଗ ରିସର୍ଚ୍ଚ ଭାରତର ସବୁଠୁ ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ର ଜାଲିଆତି ପଦାରେ ପକାଇବା ପରେ ଏହାର ତାଲିକାଭୁକ୍ତ କମ୍ପାନୀଗୁଡ଼ିକ ଜାନୁୟାରୀ ୨୪ରୁ ଇତିମଧ୍ୟରେ ୭୦ ବିଲିୟନ ଡଲାରରୁ ଊର୍ଦ୍ଧ୍ୱ କ୍ଷତି...

ମା’ କ୍ଷୀରରେ କୀଟନାଶକ

ଲକ୍ଷ୍ନୌ,୩୧।୧:ନବଜାତ ଶିଶୁଙ୍କ ପାଇଁ ମା’ କ୍ଷୀର ପ୍ରଥମ ଆହାର। ଗୁରୁତ୍ୱ ଦୃଷ୍ଟିରୁ ଏହାକୁ ଅମୃତ ଆଖ୍ୟା ଦିଆଯାଇଛି। ଡାକ୍ତରଙ୍କ ମତରେ ମା’ କ୍ଷୀରରୁ ହିଁ ଶିଶୁକୁ ପୋଷକତତ୍ତ୍ୱ ମିଳିଥାଏ, ଯାହା ଶାରୀରିକ ଓ ମସ୍ତିଷ୍କ ବିକାଶରେ ସାହାଯ୍ୟ କରେ। ତେବେ...

ବସ୍‌ ଦୁର୍ଘଟଣା: ଚାଲିଗଲା ୨ ଜୀବନ, ୩୯ ଆହତ

କୋଲକାତା,୩୧।୧: ପଶ୍ଚିମବଙ୍ଗର ମାଲଦା ଜିଏାର ପାଣ୍ଡୁଆ ଅଞ୍ଚଳରେ ଏନ୍‌ଏଚ୍‌ ୩୪ରେ ଏକ ବସ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୯ ଜଣ ଆହତ ହୋଇଥିବା କୁହାଯାଉଛି। ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ତଥା କୋଲକାତା ମେୟର...

ମୋଦି ସରକାରଙ୍କୁ ରାହୁଲ ଧନ୍ୟବାଦ୍‌ ଦେବା ଉଚିତ୍‌:ଭାଜପା

ନୂଆଦିଲ୍ଲୀ,୩୧।୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ସୋମବାର ଜମ୍ମୁ କଶ୍ମୀରରେ ଶେଷ ହୋଇଛି। ଏହି ଯାତ୍ରା ଗତ ବର୍ଷ ସେପ୍ଟେମ୍ବର ୭ରେ କନ୍ୟାକୁମାରୀରୁ ଆରମ୍ଭ ହୋଇଥିଲା। ଏହି ଯାତ୍ରାର ଶେଷ ସମାବେଶରେ ରାହୁଲ ଗାନ୍ଧୀ ଭାଜପାକୁ ଟାର୍ଗେଟ୍‌ କରିବା ସହ...

ସ୍ବାମୀଙ୍କୁ ଏସିଡ୍‌ ମାଡ଼ କଲେ ସ୍ତ୍ରୀ

କାନପୁର, ୩୦।୧: ଉତ୍ତର ପ୍ରଦେଶ କାନପୁରରେ ପୁନମ ନାମକ ଜଣେ ମହିଳା ତାଙ୍କ ସ୍ବାମୀ ଡବ୍ବୁଙ୍କ ଉପରକୁ ଏସିଡ୍‌ ମାଡ଼ କରି ଗିରଫ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ପୁନମ ଘରକୁ ବିଳମ୍ବରେ ଆସିବାରୁ ଦୁହିଁଙ୍କ ମଧ୍ୟରେ ଶନିବାର ଝଗଡ଼ା...

ବଦଳିଲା ଦିଲ୍ଲୀ ମୋଗଲ ଗାର୍ଡେନର ନାମ

ନୂଆଦିଲ୍ଲୀ,୩୦।୧: ରାଷ୍ଟ୍ରପତି ଭବନ ପରେ ବର୍ତ୍ତମାନ ଦିଲ୍ଲୀ ୟୁନିଭର୍ସିଟିର ଉତ୍ତର କ୍ୟାମ୍ପସ ସ୍ଥିତ ମୋଗଲ ଗାର୍ଡେନର ନାମ ପରିବର୍ତ୍ତନ କରାଯାଇଛି। ଦିଲ୍ଲୀ ୟୁନିଭର୍ସିଟି (ଡିୟୁ)ର ମୋଗଲ ଗାର୍ଡେନର ନାମକୁ ପରିବର୍ତ୍ତନ କରାଯାଇ ‘ଗୌତମ ବୁଦ୍ଧ ସେଣ୍ଟେନାରୀ’ ଗାର୍ଡେନ କରାଯାଇଛି। ନାମ...

ବିଏସ୍‌ପିକୁ ବଡ଼ ଝଟ୍‌କା: ଜମ୍ମୁ-କଶ୍ମୀରର ମହାସଚିବ ଏନ୍‌ସିରେ ସାମିଲ

ଶ୍ରୀନଗର,୩୦।୧: ଜମ୍ମୁ-କଶ୍ମୀରରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି)କୁ ଏକ ବଡ଼ ଝଟ୍‌କା ଲାଗିଛି। ବିଏସ୍‌ପିର ଜମ୍ମୁ-କଶ୍ମୀରର ସାଧାରଣ ସମ୍ପାଦକ ରବିନ୍ଦର ସିଂ ଦଳ ଛାଡି ନ୍ୟାସନାଲ କନ୍‌ଫରେନ୍ସ (ଏନ୍‌ସି)ରେ ସାମିଲ ହୋଇଛନ୍ତି। ସୋମବାର ରବିନ୍ଦର ସିଂ ଦଳର ଅଧ୍ୟକ୍ଷ ତଥା ପୂର୍ବତନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri