ଜାତୀୟ

ଭାରତ ପାଇଁ ପ୍ରେମ: ସ୍ବତନ୍ତ୍ର ଢଙ୍ଗରେ ଗଣତନ୍ତ୍ର ଦିବସର ଅଭିନନ୍ଦନ ଜଣାଇଲା ଇସ୍ରାଏଲ ଦୂତାବାସ

ନୂଆଦିଲ୍ଲୀ,୨୬।୧: ୭୪ତମ ଗଣତନ୍ତ୍ର ଦିବସକୁ ଗୁରୁବାର ବେଶ ଧୁମ୍‌ଧାମ୍‌ରେ ପାଳନ କରୁଛି ଭାରତ। ଦିଲ୍ଲୀର କର୍ତ୍ତବ୍ୟ ପଥରେ ଦେଶର ଗର୍ବ ଏବଂ ଗୌରବର ଝଲକ ଝଲକ ଦେଖିବାକୁ ମିଳିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଏକ ବିଶେଷ ଉତ୍ସବ...

ସକ୍ରିୟ ମାମଲା କମୁଛି,ଦୈନିକ ସଂକ୍ରମଣ ବଢୁଛି…

ନୂଆଦିଲ୍ଲୀ, ୨୬।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। କେନ୍ଦ୍ର...

କର୍ତ୍ତବ୍ୟ ପଥରେ ଭାରତର ଶକ୍ତି ପ୍ରଦର୍ଶନ…

ନୂଆଦିଲ୍ଲୀ,୨୬।୧ : କର୍ତ୍ତବ୍ୟ ପଥରେ ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତର ନିଜର ସ୍ବଦେଶୀ ଶକ୍ତିର ପ୍ରଦର୍ଶନ କରିଛି। ବାୟୁସେନାର ଯୁଦ୍ଧ ବିମାନ ନିଜର ସମରକଳା କୌଶଳ ପ୍ରଦର୍ଶନ କରିଛି। ସମଗ୍ର ବିଶ୍ୱ ଭାରତର ଶକ୍ତି ସହିତ ପରିଚିତ ହୋଇଛି।...

ଋଣ ପ୍ରଦାନ-ଏନପିଏର ଜଟିଳ ପ୍ରକ୍ରିୟା ଏକ ନୀତିଗତ ପକ୍ଷାଘାତ: ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୬।୧ : ସୁପ୍ରିମକୋର୍ଟ କହିଛନ୍ତି ଯେ ଋଣ ପ୍ରଦାନ ଏବଂ ଅଣ-ପ୍ରଦର୍ଶନ ସମ୍ପତ୍ତି (ଏନପିଏ)ର ଜଟିଳ ପ୍ରକ୍ରିୟା ଏକ ନୀତିଗତ ପକ୍ଷାଘାତ। ଜନସାଧାରଣଙ୍କ ଟଙ୍କା ଏବଂ ବ୍ୟାଙ୍କ ଠକେଇ ସହିତ ଜଡିତ ବିଭିନ୍ନ ଦିଗକୁ ଦୃଷ୍ଟିରେ ରଖି ପଦକ୍ଷେପ ଗ୍ରହଣ...

ତେଲେଙ୍ଗାନା ସାଧାରଣତନ୍ତ୍ର ଦିବସ ପରେଡ ବିବାଦ: ସରକାରଙ୍କୁ ହାଇକୋର୍ଟଙ୍କ ଝଟକା…

ଇସଲାମାବାଦ,୨୬।୧ : ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ସରକାରଙ୍କୁ ହାଇକୋର୍ଟଙ୍କଠାରୁ ଏକ ଝଟକା ପାଇଛନ୍ତି। ବାସ୍ତବରେ ସାଧାରଣତନ୍ତ୍ର ଦିବସରେ ହାଇଦ୍ରାବାଦର ପରେଡ ଗ୍ରାଉଣ୍ଡରେ ପୋଲିସ ପରେଡ ଆୟୋଜନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣତନ୍ତ୍ର ଦିବସ ଅବସରରେ ରାଜ ଭବନରେ...

ଦେଶବାସୀଙ୍କୁ ୭୪ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୧ : ଦେଶ ଗୁରୁବାର ୭୪ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜ ଟୁଇଟର ହ୍ୟାଣ୍ଡେଲରେ ଲେଖିଛନ୍ତି, ଏଥର ଏହି ଉତ୍ସବ ମଧ୍ୟ ବିଶେଷ...

ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା: ସ୍ବାଧୀନତା ସଂଗ୍ରାମୀଙ୍କ ସ୍ବପ୍ନକୁ ସାକାର କରିବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୬।୧: ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ ଯୋଗେ କହିଛନ୍ତି, ସାଧାରଣତନ୍ତ୍ର ଦିବସ ପାଇଁ ଅନେକ ଅନେକ ଶୁଭେଚ୍ଛା। ଏଥର ଏହି ଉତ୍ସବ ମଧ୍ୟ ସ୍ବତନ୍ତ୍ରସ୍‌, କାରଣ ଆମେ ଏହାକୁ...

ଆଣ୍ଡ୍ରଏଡ୍‌ ଡେଭ୍‌ଲପର ଋଷିଙ୍କୁ ବାଲ୍‌ ପୁରସ୍କାର

ନୂଆଦିଲ୍ଲୀ,୨୬।୧: ଅଦମ୍ୟ ଇଚ୍ଛାଶକ୍ତି ଆଗରେ କୌଣସି ପ୍ରତିବନ୍ଧକ ବେଶି ସମୟ ପର୍ଯ୍ୟନ୍ତ ତିଷ୍ଟି ରହିପାରେ ନାହିଁ। ଆଧୁନିକ ଯୁଗରେ ବହୁଳ ବ୍ୟବହାର ହେଉଥିବା ଆଣ୍ଡ୍ରଏଡ୍‌ ଆପ୍ଲିକେଶନ୍‌କୁ ଡେଭ୍‌ଲପ୍‌ କରି ଏହାକୁ ପ୍ରମାଣ କରିଛନ୍ତି ବେଙ୍ଗାଲୁରୁର ଋଷି ଶିବ ପ୍ରସନ୍ନ। ୮...

ବିଲାଓ୍ବଲଙ୍କୁ ନିମନ୍ତ୍ରଣ କଲା ଭାରତ

ନୂଆଦିଲ୍ଲୀ, ୨୬।୧: ସାଙ୍ଘାଇ କୋଅପରେଶନ୍‌ ଅର୍ଗାନାଇଜେଶନ୍‌ (ଏସ୍‌ସିଓ)ରେ ସାମିଲ ହେବା ଲାଗି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଜର୍ଦାରି ଏବଂ ଚିଫ୍‌ ଜଷ୍ଟିସ୍‌ ଅଫ୍‌ ପାକିସ୍ତାନ ଉମର ଅତା ବନ୍ଦିଆଲଙ୍କୁ ବୁଧବାର ଭାରତ ପକ୍ଷରୁ ନିମନ୍ତ୍ରଣ କରାଯାଇଛି। ଇସଲାମାବାଦରେ...

ପ୍ରତ୍ୟେକ ଭାରତୀୟ ଗର୍ବିତ ହେବା ଉଚିତ

ନୂଆଦିଲ୍ଲୀ,୨୬ା୧: ସମ୍ବିଧାନ ପ୍ରଣେତାମାନଙ୍କ ଦୂରଦୃଷ୍ଟି ଆମ ସାଧାରଣତନ୍ତ୍ରକୁ ମାର୍ଗଦର୍ଶନ କରିଆସୁଛି। ଭାରତର ଯାତ୍ରା ଅନ୍ୟ ଦେଶଗୁଡ଼ିକୁ ପ୍ରେରଣା ଦେଇଛି। ତେଣୁ ପ୍ରତ୍ୟେକ ଭାରତୀୟ ନିଜ ଦେଶର ସଫଳତା ପାଇଁ ଗର୍ବିତ ଅନୁଭବ କରିବା ଉଚିତ ବୋଲି ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ...

ଗୁଜରାଟ ଦଙ୍ଗା: ୨୨ ଅଭିଯୁକ୍ତ ଖଲାସ

ଗୋଧ୍ରା,୨୫ା୧:ଗୁଜରାଟର ଗୋଧ୍ରାରେ ଘଟିଥିବା ଦଙ୍ଗା ମାମଲାରେ ହାଲୋଲସ୍ଥିତ ଏକ କୋର୍ଟ ବୁଧବାର ପ୍ରମାଣ ଅଭାବରୁ ୨୨ ଅଭିଯୁକ୍ତଙ୍କୁ ଖଲାସ କରିଛନ୍ତି। ୨୦୦୨ ଫେବୃୟାରୀ ୨୮ରେ ଏକ ସଂଖ୍ୟାଲଘୁ ପରିବାରର ୧୭ ସଦସ୍ୟଙ୍କୁ ହତ୍ୟା କରାଯାଇଥିଲା। ପ୍ରମାଣ ଲିଭାଇବା ପାଇଁ ସେମାନଙ୍କ...

ପଦ୍ମ ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୨୫।୧: ୭୪ତମ ସାଧରଣତନ୍ତ୍ର ଦିବସ ଅବସରରେ ବୁଧବାର ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ଦିଆଯିବ। ସେଥିମଧ୍ୟରୁ ୬ ଜଣଙ୍କୁ ପଦ୍ମ ବିଭୂଷଣ, ୯ ଜଣଙ୍କୁ ପଦ୍ମଭୂଷଣ ଏବଂ ୯୧ ଜଣଙ୍କୁ ପଦ୍ମଶ୍ରୀ ଦିଆଯିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri