ଜାତୀୟ

ବିବିସି ଡକ୍ୟୁମଣ୍ଟାରି ନେଇ ସରକାରଙ୍କୁ କଂଗ୍ରେସର ସମର୍ଥନ: ଏକେ ଆଣ୍ଟୋନୀଙ୍କ ପୁଅ କହିଲେ ଦେଶର ସାର୍ବଭୌମତ୍ୱ ପ୍ରତି ବିପଦ…

ନୂଆଦିଲ୍ଲୀ,୨୪।୧ : ବରିଷ୍ଠ କଂଗ୍ରେସ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଏକେ ଆଣ୍ଟୋନିଙ୍କ ପୁଅ ଅନିଲ ଆଣ୍ଟୋନୀ ୨୦୦୨ଗୁଜରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟାରୀକୁ ବିରୋଧ କରିଛନ୍ତି। ମଙ୍ଗଳବାର ଅନିଲ ଆଣ୍ଟୋନୀ କହିଛନ୍ତି ଯେ ବ୍ରିଟିଶ ପ୍ରସାରଣକାରୀ ବିବିସିର...

ଗୁପ୍ତ ସୂଚନା ସାର୍ବଜନୀନ କରିବା ଚିନ୍ତା ଜନକ: କିରେନ ରିଜିଜୁ…

ନୂଆଦିଲ୍ଲୀ,୨୪।୧ : ଆଇନ ମନ୍ତ୍ରୀ କିରେନ ରିଜିଜୁ ସୁପ୍ରିମକୋର୍ଟ କଲେଜିୟମ ବିରୋଧରେ କ୍ରମାଗତ ଭାବରେ ବିବୃତ୍ତି ଦେଉଛନ୍ତି। ଏବେ ପୁଣି ଥରେ ଆଇନ ମନ୍ତ୍ରୀ ସୁପ୍ରିମକୋର୍ଟ କଲେଜିୟମକୁ ଟାର୍ଗେଟ କରିଛନ୍ତି। ମଙ୍ଗଳବାର ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି ଯେ ଇଣ୍ଟେଲିଜେନ୍ସ...

ଟଙ୍କା ଯାଉ ପଛେ ନାକ ନ କଟୁ: ସୀମା ବିବାଦ ପାଲଟିଛି ସମ୍ମାନର ପ୍ରଶ୍ନ, ଦିନକୁ ନ୍ୟାୟିକ ଟିମ୍‌ଙ୍କୁ ୬୦ ଲକ୍ଷ ଫି ଦେବେ ବୋମ୍ମାଇ ସରକାର…

ବେଙ୍ଗାଲୁରୁ,୨୪।୧ : ସୁପ୍ରିମକୋର୍ଟରେ ମହାରାଷ୍ଟ୍ର ସହ ସୀମା ବିବାଦ ସହ ଜଡିତ ମାମଲାର ମୁକାବିଲା ପାଇଁ କର୍ନାଟକ ସରକାର ଜୋରସୋର ଉଦ୍ୟମ କରୁଛନ୍ତି। ସୀମା ବିବାଦ ପାଲଟିଛି ସମ୍ମାନର ପ୍ରଶ୍ନ ପାଲଟିଛି। ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ଚିନ୍ତା କରୁଛନ୍ତି ଯେ,...

ଶ୍ରଦ୍ଧା ହତ୍ୟାକାଣ୍ଡ ମାମଲାରେ ୬ହଜାରରୁ ଉର୍ଦ୍ଧ୍ୱ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ: ଅଫତାବ କହିଲେ…

ନୂଆଦିଲ୍ଲୀ,୨୪।୧: ଦିଲ୍ଲୀର ଶ୍ରଦ୍ଧା ହତ୍ୟାକାଣ୍ଡ ମାମଲାରେ ପୋଲିସ ପକ୍ଷରୁ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ମଙ୍ଗଳବାର ଦିଲ୍ଲୀ ପୋଲିସ ୬ହଜାର ୬୨୯ ପୃଷ୍ଠାର ଏକ ଚାର୍ଜଶିଟ୍‌ ଦାଖଲ କରିଛି। ଏହି ମାମଲାରେ ଦିଲ୍ଲୀ ପୋଲିସ ୭୫ଦିନ ପରେ ଏହି ଚାର୍ଜଶିଟ୍‌ ଦାଖଲ...

ସୀମା ବିବାଦ ମାଧ୍ୟମରେ ଭାରତର ସ୍ଥିତି ପାଇଁ ବିପଦ ସୃଷ୍ଟି କରୁଛନ୍ତି ଜୟରାମ ରମେଶ: ମହେଶ ଜେଠାମାଲାନି…

ନୂଆଦିଲ୍ଲୀ,୨୪।୧ : ବରିଷ୍ଠ ଆଇନଜୀବୀ ମହେଶ ଜେଠାମାଲାନି କଂଗ୍ରେସ ନେତା ଜୟରାମ ରମେଶଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ଚାଇନା ସମର୍ଥକ ଭାବରେ ରମେଶଙ୍କୁ ସମ୍ବୋଧିତ କରିଛନ୍ତି। ଜେଠାମାଲାନି କହିଛନ୍ତି, ସେ ଚାଇନା ପଟେ ଥିବା ସ୍ପଷ୍ଟ ହୋଇଛି। ମୁଁ...

ଏୟାର ଇଣ୍ଡିଆକୁ ୧୦ଲକ୍ଷ ଜରିମାନା ଲଗାଇଲା ଡିଜିସିଏ

ନୂଆଦିଲ୍ଲୀ,୨୪।୧: ପ୍ୟାରିସ୍‌ରୁ ଦିଲ୍ଲୀ ଯାଉଥିବା ବିମାନରେ ଜଣେ ମହିଳା ଯାତ୍ରୀଙ୍କ କମ୍ବଳ ଉପରେ ପରିସ୍ରା କରିବା ଘଟଣାରେ ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଆଭିଏସନ(ଡିଜିସିଏ) ଏୟାର ଇଣ୍ଡିଆ ଉପରେ ୧୦ଲକ୍ଷ ଟଙ୍କା ଜରିମାନା ଲଗାଇଛି। ଗତ ଡିସେମ୍ବର ୬ରେ ଘଟିଥିବା...

ମତେ ଜେଲ ପଠାଇବାକୁ ଚାହୁଁଥିଲେ ଉଦ୍ଧବ ସରକାର: ଫଡ଼ନାଭିସ…

ମୁମ୍ବାଇ,୨୪।୧ : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ କହିଛନ୍ତି ଯେ ଉଦ୍ଧବ ଠାକରେ ସରକାର ତାଙ୍କୁ ଜେଲ ପଠାଇବାକୁ ଚାହୁଁଥିଲେ। ଏହି ଦାୟିତ୍ୱ ପ ୂର୍ବତନ ପୋଲିସ କମିଶନର ସଞ୍ଜୟ ପାଣ୍ଡେଙ୍କୁ ଦିଆଯାଇଥିଲା। କୌଣସି ପ୍ରକାରେ ମୋତେ ଜଡିତ କରିବା...

ଗଣତନ୍ତ୍ର ଦିବସରେ ସାମିଲ ହେବ ମଣିଷକୁ ନେଇ ଉଡୁଥିବା ଡ୍ରୋନ୍‌

ନୂଆଦିଲ୍ଲୀ,୨୪ ।୧: ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଦ୍ରୁତ ଗତିରେ ଆଗକୁ ବଢୁଛି । ଏମିତି ଦିନ ଥିଲା ଯେତେବେଳେ ଆମେ ମିଶାଇଲ ଓ ଅସ୍ତ୍ରଶସ୍ତ୍ର ପାଇଁ ରୁଷିଆ ଓ ଫ୍ରାନ୍ସ ଉପରେ ନିର୍ଭର କରୁଥିଲେ, ହେଲେ ଆଜି ଆମ ଦେଶରେ...

ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ,୨୪ ।୧: ଦିଲ୍ଲୀ ଏନ୍‌ସିଆର ସହ ଉତ୍ତରାଖଣ୍ଡ ଓ ଉତ୍ତର ପ୍ରଦେଶରେ ମଙ୍ଗଳବାର ଭୂକମ୍ପ ଅନୁଭୁତ ହୋଇଛି । ଉତ୍ତରାଖଣ୍ଡର ଜୋଷୀମଠ ଓ ରାମନଗରରେ ଭୂକମ୍ପ ଆସିଥିବା ବେଳେ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ବି ଭୂକମ୍ପର ଝଟ୍‌କା ଅନୁଭୁତ ହୋଇଛି...

ଗୁଲାମନବୀଙ୍କୁ କ୍ଷମା ମାଗିଲେ ରାହୁଲ

ଶ୍ରୀନଗର,୨୪।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡୋ ଯାତ୍ରା ବର୍ତ୍ତମାନ ଜମ୍ମୁ-କଶ୍ମୀରରେ ପହଞ୍ଚିଛି। ଇତିମଧ୍ୟରେ ରାହୁଲ ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟିର ମୁଖ୍ୟ ଗୁଲାମ ନବୀ ଆଜାଦଙ୍କୁ କ୍ଷମା ମାଗିଛନ୍ତି। ସେ କହିଛନ୍ତି, ଯଦି କେବେ ବି ମୁଁ...

ମୃତ୍ୟୁ ହାର ହ୍ରାସ ପାଇ ୧.୧୯ ପ୍ରତିଶତ…

ନୂଆଦିଲ୍ଲୀ, ୨୪।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଚାଇନାରେ...

ଠାକ୍‌ରେ-ଆମ୍ବେଡକରଙ୍କ ମେଣ୍ଟର କୌଣସି ପ୍ରଭାବ ପଡ଼ିବ ନାହିଁ: କେନ୍ଦ୍ର ମନ୍ତ୍ରୀ

ମୁମ୍ବାଇ,୨୪।୧:ମୁମ୍ବାଇ ସମେତ ମହାରାଷ୍ଟ୍ରର କେତେକ ସହରରେ ମହାନଗର ନିଗମ ଓ ପୌର ନିର୍ବାଚନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା ଗୋଷ୍ଠୀ(ୟୁବିଟି) ପ୍ରକାଶ ଆମ୍ବେଡକରଙ୍କ ବଞ୍ଚତ୍ତ ବହୁଜନ ଅଘାଡ଼ି (ବିଭିଏ) ସହ ମେଣ୍ଟ କରିଛି। ପ୍ରକାଶ ହେଉଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri