ଜାତୀୟ

ବିବିସି ଡକ୍ୟୁମେଣ୍ଟାରୀକୁ ବ୍ଲକ୍‌ କରାଗଲା କିନ୍ତୁ ଗଡସେଙ୍କ ଫିଲ୍ମକୁ ନୁହେଁ: ଓଓ୍ବାଇସି…

ନୂଆଦିଲ୍ଲୀ,୨୩।୧ : ୨୦୦୨ ଗୁଜୁରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟାରୀ ବିରୋଧରେ ସରକାରଙ୍କ କାର୍ଯ୍ୟକଳାପକୁ ହାଇଦ୍ରାବାଦ ଏମ୍‌ପି ଅସଦୁଦ୍ଦିନ ଓୱାଇସି ସମାଲୋଚନା କରିଛନ୍ତି। ଏକ କାର୍ଯ୍ୟକ୍ରମରେ ଏଆଇଏମଆଇଏମ ନେତା ଜାନୁଆରୀ ୨୬, ଗଣତନ୍ତ୍ର ଦିବସରେ ମୁକ୍ତିଲାଭ କରିବାକୁ ଥିବା ଗାନ୍ଧୀ...

ଲଦାଖରେ ସବୁକିଛି ଠିକ ନାହିଁ: ଫିଲ୍ମ ଥ୍ରୀ ଇଡିୟଟସକୁ ପ୍ରେରଣା ଦେଇଥିବା ବ୍ୟକ୍ତି ପ୍ରଧାନମନ୍ତ୍ରୀଙ୍କୁ କଲେ ଅପିଲ, ମାଇନସ୍‌ ୪୦ ଡିଗ୍ରୀରେ ଦେବେ ଧାରଣା… …

ଲେହ,୨୩।୧ : ଲଦାଖର ସାମାଜିକ ସଂସ୍କାରକ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦେଶରେ ଏକ ଜଣାଶୁଣା ନାମ। ତାଙ୍କ ଜୀବନରୁ ଅନୁପ୍ରାଣିତ ହୋଇ ବଲିଉଡ ଫିଲ୍ମ ଇଡିୟଟସ ମଧ୍ୟ ନିର୍ମାଣ କରାଯାଇଛି। ନିକଟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲଦାଖର ସୁରକ୍ଷା...

ଶହେ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୩।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ...

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟରେ ବହୁତ ପ୍ରଭାବିତ କହି ଭାଜପାରେ ଯୋଗ ଦେଲେ କଂଗ୍ରେସ ନେତା

ରାଞ୍ଚି,୨୩।୧: ଝାଡ଼ଖଣ୍ଡର କଂଗ୍ରେସ ନେତା ସନ୍ନି ଟପ୍ପୋ ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି। ୨୦୧୯ରେ ମନ୍ଦାର ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ଟପ୍ପୋ ଭାଜପାର ରାଜ୍ୟ ସଭାପତି ତଥା ରାଜ୍ୟ ସଭା ସଦସ୍ୟ ଦୀପକ...

ନେତାଜୀ-ବାଲ୍‌ ଠାକରେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୩।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶିବସେନା ପ୍ରତିଷ୍ଠାତା ବାଲ ଠାକରେଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏକ ଟୁଇଟରେ ଲେଖିଛନ୍ତି ଯେ ତାଙ୍କ ଜନ୍ମ ବାର୍ଷିକୀରେ ବାଲାସାହେବ ଠାକରେଙ୍କୁ...

ପରାକ୍ରମ ଦିବସରେ ପରମବୀର ଚକ୍ର ବିଜେତାଙ୍କ ନାମରେ ନାମିତ ହେଲା ୨୧ ଦ୍ୱୀପ…

ନୂଆଦିଲ୍ଲୀ,୨୩।୧ : ବୀର ଯବାନଙ୍କୁ ସମ୍ମାନ ଦେବା ପାଇଁ କେନ୍ଦ୍ର ସରକାର ଉଦ୍ୟମ ଅନ୍ତର୍ଗତ ନେତାଜୀ ସୁଭାଷ ବୋଷଙ୍କ ଜନ୍ମ ବାର୍ଷିକୀ ପରାକ୍ରମ ଦିବସ ଅବସରରେ ଆଣ୍ଡାମାନ ନିକୋବରର ୨୧ ଦ୍ୱୀପକୁ ପରମବୀର ଚକ୍ର ସମ୍ମାନରେ ସମ୍ମାନୀତ ହୋଇଥିବା ଯବାନଙ୍କ...

ନେତାଜୀ ଜୟନ୍ତୀରେ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଆ ପୁଅ ସତ୍ୟ

ବ୍ୟାଙ୍କକ୍‌/ଭୁବନେଶ୍ୱର,୨୩ା୧(ବ୍ୟୁରୋ): ସ୍ବାଧୀନତା ସଂଗ୍ରାମର କର୍ଣ୍ଣଧାର, ମହାନ ଦେଶପ୍ରେମୀ, ତେଜସ୍ବୀ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଓଡ଼ିଶା ମାଟିର ପୁଅ ସତ୍ୟ ସୂତାର ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗତ ବର୍ଷ ସେ ଭିଏତନାମାରେ ନେତାଜୀଙ୍କ ଫଟୋରେ ପୁଷ୍ପମାଲ୍ୟ ଦେଇଥିଲେ।...

ଭାରତକୁ ଶ୍ରେଷ୍ଠ କରିବାରେ ନେତାଜୀଙ୍କ ସ୍ବପ୍ନ ଏପର୍ଯ୍ୟନ୍ତ ପୂରଣ ହୋଇନି, ଏହାକୁ ପୂରଣ କରିବା ଆମେ: ମୋହନ ଭାଗଓ୍ବତ…

କୋଲକାତା,୨୩।୧ : ମହାନ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ବାର୍ଷିକୀ ସୋମବାର ସାରା ଦେଶରେ ପାଳନ କରାଯାଉଛି। ଏହାକୁ ପରାକ୍ରମ ଦିବସ ଭାବରେ ପାଳନ କରାଯାଉଛି। ଏହି ଅବସରରେ ପଶ୍ଚିମବଙ୍ଗରେ ବଡ଼ ଧରଣର କାର୍ଯ୍ୟକ୍ରମ ଆୟୋଜନ...

ମନ୍ଦିର ମହୋତ୍ସବବେଳେ ଖସିପଡିଲା କ୍ରେନ୍‌: ୪ ମୃତ, ୧୦ ଆହତ

ଚେନ୍ନାଇ,୨୩।୧: ତାମିଲନାଡୁର ଆରାକୋନାମରେ ମନ୍ଦିର ମହୋତ୍ସବରେ ଏକ କ୍ରେନ ଖସିପଡ଼ିବାରୁ ଅତି କମରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୦ ଜଣ ଆହତ ହୋଇଛନ୍ତି। ରାଣୀପେଟ ଜିଲାର ନେମିଲି ପାଖରେ ଥିବା କିଲିଭେଡି ଅଞ୍ଚଳରେ ମାଣ୍ଡିଆାମ୍ମନ୍‌ ମନ୍ଦିର...

ଭାରତୀୟ ନୌସେନାରେ ସାମିଲ ହେଲା ଆଇଏନଏସ ଭାଗିର…

ମୁମ୍ବାଇ,୨୩।୧ : ଆଇଏନଏସ ଭାଗିରକୁ ଭାରତୀୟ ନୌସେନାରେ ସାମିଲ କରାଯାଇଛି। ପ୍ରୋଜେକ୍ଟ ୭୫ ଅନ୍ତର୍ଗତ କଲଭାରି ଶ୍ରେଣୀର ଏହା ହେଉଛି ପଞ୍ଚମ ବୁଡ଼ାଜାହାଜ। ମୁମ୍ବାଇର ନାଭାଲ ଡକୟାର୍ଡରେ ନୌସନା ମୁଖ୍ୟ ଆଡମିରାଲ ଆର ହରି କୁମାରଙ୍କ ଉପସ୍ଥିତିରେ ଆଇଏନଏସ ଭାଗିରକୁ...

ନେତାଜୀଙ୍କ ଜୀବନ ସହ ସମ୍ପର୍କିତ ରହସ୍ୟ ଉପରୁ ହଟିବ ପରଦା: ୭୪ ବର୍ଷ ପୁରୁଣା ଅପ୍ରକାଶିତ ପୁସ୍ତକ ହେବ ପ୍ରକାଶିତ…

ନୂଆଦିଲ୍ଲୀ,୨୩।୧ : ମହାନ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ବାର୍ଷିକୀ ସୋମବାର ସାରା ଦେଶରେ ପାଳନ କରାଯାଉଛି। ତାଙ୍କ ପ୍ରତିମୂର୍ତ୍ତିକୁ ଶ୍ରଦ୍ଧାଞ୍ଜଳି ଦେବା ସହିତ ଲୋକମାନେ ତାଙ୍କର ବୀରତ୍ୱର କାହାଣୀକୁ ସ୍ମରଣ କରୁଛନ୍ତି। ନେତାଜୀଙ୍କ ଜନ୍ମ...

ଏଲଏସିରେ ପହଞ୍ଚିଲେ ସେନାମୁଖ୍ୟ…

ନୂଆଦିଲ୍ଲୀ,୨୩।୧ : ସୋମବାର ସକାଳେ ଭାରତୀୟ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଅରୁଣାଚଳ ପ୍ରଦେଶରେ ପହଞ୍ଚିଛନ୍ତି। ଏଠାରେ ସେ ଚାଇନା ନିକଟରେ ଥିବା ସୀମାନ୍ତ ଅଞ୍ଚଳ ପରିଦର୍ଶନ କରି ଯବାନମାନଙ୍କୁ ଭେଟିଥିଲେ। ଜେନେରାଲ ପାଣ୍ଡେ ମଧ୍ୟ ଏଲଏସି ନିକଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri