ଜାତୀୟ

ବିବିସି ଡକ୍ୟୁମେଣ୍ଟାରି: ମୋଦିଙ୍କୁ ସମର୍ଥନ କଲେ ସୁନକ

ଲଣ୍ଡନ/ନୂଆଦିଲ୍ଲୀ,୨୦ ।୧: ଗୁଜରାଟ ଦଙ୍ଗା ଉପରେ ନିର୍ମାଣ କରାଯାଇଥିବା ବିବିସି ଡକ୍ୟୁମେଣ୍ଟାରିର ବିବାଦ ଏବେ ବ୍ରିଟିଶ ସଂସଦରେ ପହଞ୍ଚିଯାଇଛି । ପକିସ୍ତାନର ମୂଳ ବାସିନ୍ଦା ସାଂସଦ ଇମରାନ ହୁସେନ ସଂସଦରେ ଏହି ପ୍ରସଙ୍ଗ ଉଠାଇଥିଲେ, ଆଉ ଏହା ପରେ ବ୍ରିଟେନ...

୩ୟ ଥର ସୁପାରିସ କଲେ କଲେଜିୟମ୍‌

ନୂଆଦିଲ୍ଲୀ,୨୦।୧:ସମଲିଙ୍ଗୀ ଆଇନଜୀବୀ ସୌରଭ କିର୍ପାଲଙ୍କୁ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ଦେବା ଲାଗି ସୁପ୍ରିମକୋର୍ଟ କଲେଜିୟମ ତୃତୀୟ ଥର ପାଇଁ ସୁପାରିସ କରିଛନ୍ତି। ଜଣେ ବରିଷ୍ଠ ଆଇନଜୀବୀଙ୍କୁ ବିଚାରପତି ଭାବେ ପଦୋନ୍ନତି ଦେବା ଲାଗି ପୂର୍ବରୁ ଦୁଇଥର କଲେଜିୟମ ସୁପାରିସ...

ଗୁଜରାଟ ଦଙ୍ଗା ପାଇଁ ମୋଦି ଦାୟୀ: ବିବିସି

ଲଣ୍ଡନ/ନୂଆଦିଲ୍ଲୀ,୨୦ା୧:୨୦୦୨ ଫେବୃୟାରୀ ଓ ମାର୍ଚ୍ଚରେ ସଂଘଟିତ ଗୁଜରାଟର ସାମ୍ପ୍ରଦାୟିକ ଦଙ୍ଗାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୂମିକା ଥିବା ବିଷୟ ବ୍ରିଟିଶ୍‌ ବ୍ରଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି)ରେ ମଙ୍ଗଳବାର ରାତିରେ ପ୍ରସାରିତ ହୋଇଥିଲା। ଚିଚାର୍ଡ କୁକ୍‌ସନ ଏବଂ ମାଇକ୍‌ ରାଡ୍‌ଫୋର୍ଡଙ୍କ ପ୍ରଯୋଜନାରେ...

ଶଙ୍କରଙ୍କ ଉପରେ ବ୍ୟାନ୍‌ ଲଗାଇଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୧: ଗତବର୍ଷ ନଭେମ୍ବର ୨୬ରେ ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଜଣେ ବୃଦ୍ଧା ସହଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଶଙ୍କର ମିଶ୍ରାଙ୍କ ଉପରେ ଏୟାରଲାଇନ୍ସ ବ୍ୟାନ୍‌ ଲଗାଇଛି। ସେ ୪ ମାସ ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରିପାରିବେ...

ସମୟ ପୂର୍ବରୁ ଛାଡ଼ିଦେଲା ବିମାନ: ରହିଗଲେ ଯାତ୍ରୀ

ଅମୃତସର,୧୯।୧: ଅମୃତସରରୁ ସିଙ୍ଗାପୁର ଯିବାକୁ ଥିବା ସ୍କୁଟ୍‌ ଏୟାରଲାଇନ୍ସର ଏକ ବିମାନର ଉଡ଼ାଣ ସମୟକୁ ପରିବର୍ତ୍ତନ କରିଦିଆଯିବାରୁ ୩୨ ଜଣ ଯାତ୍ରୀ ଯାଇପାରି ନ ଥିଲେ। ଏହି ଘଟଣାରେ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଏୟାରଲାଇନ୍ସକୁ ରିପୋର୍ଟ ମାଗିଛି। ଖରାପ...

ହ୍ବାଟସଆପରେ ୪୯ କୋଟି ଲୋକଙ୍କ ସହ ଯୋଡି ହେବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୯।୯ : ଟୁଇଟର, ଫେସବୁକ ଏବଂ ଇନଷ୍ଟାଗ୍ରାମ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ହ୍ବାଟସ ଆପକୁ ମଧ୍ୟ ଆସିଛନ୍ତି। ବର୍ତ୍ତମାନ ସେ ସିଧାସଳଖ ନିଜ ପ୍ରଶଂସକଙ୍କୁ ବାର୍ତ୍ତା ପଠାଇବେ ଏବଂ ସେମାନଙ୍କର ପ୍ରଶଂସକମାନେ ସେମାନଙ୍କ ହ୍ବାଟସ ଆପରେ ସିଧାସଳଖ...

ପରୀକ୍ଷା ବେଳେ ଶିକ୍ଷକଙ୍କୁ ଛାତ୍ରଙ୍କ ଛୁରାମାଡ଼

ନୂଆଦିଲ୍ଲୀ,୧୯।୧: ଦିଲ୍ଲୀର ଏକ ସରକାରୀ ସ୍କୁଲ୍‌ରେ ଗୁରୁବାର ପରୀକ୍ଷା ଚାଲିଥିବା ବେଳେ ଜଣେ ଛାତ୍ର ଶିକ୍ଷକଙ୍କୁ ଏକାଧିକ ଥର ଛୁରି ଭୁସିଛନ୍ତି। ଦିଲ୍ଲୀର ଇନ୍ଦରପୁରୀ ଅଞ୍ଚଳରେ ଏହି ଆକ୍ରମଣ ହୋଇଛି। ସ୍କୁଲରେ ପ୍ରାକ୍ଟିକାଲ ପରୀକ୍ଷା ଚାଲିଥିବା ବେଳେ ଶିକ୍ଷକ ଭୁଦେବ...

ଭାରତ ଯୋଡ଼ୋ ଯାତ୍ରାରେ ଯୋଗଦେବେ ଫାରୁକ୍‌

ଜମ୍ମୁ,୧୯।୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲା ଭାରତ ଯୋଡ଼ୋ ଯାତ୍ରାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ସାମିଲ ହେବେ। ପଦଯାତ୍ରାରେ ଥିବା ରାହୁଲଙ୍କୁ ସ୍ବାଗତ କରିବା ଲାଗି ଗୁରୁବାର ସେ ଜମ୍ମୁ-କଶ୍ମୀରର...

୪ମାସ ଯାଏ ଶଙ୍କର ମିଶ୍ରାଙ୍କ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୧: ଗତବର୍ଷ ନଭେମ୍ବର ୨୬ରେ ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଜଣେ ବୃଦ୍ଧା ସହଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଶଙ୍କର ମିଶ୍ରାଙ୍କ ଉପରେ ଏୟାରଲାଇନ୍ସ ପ୍ରତିବନ୍ଧକ ଲଗାଇଛି। ସେ ୪ମାସ ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରିପାରିବେ ନାହିଁ।...

ଶୋଷଣ କ୍ୟାମେରା ସାମ୍ନାରେ ହୋଇ ନ ଥାଏ, ନ୍ୟାୟ ମିଳିବା ପର୍ଯ୍ୟନ୍ତ ବସିବୁ ଧାରଣାରେ: ଫୋଗାଟ

ନୂଆଦିଲ୍ଲୀ,୧୯ ।୧: ଦେଶର ଷ୍ଟାର ମହିଳା ରେସଲର ବିନେଶ ଫୋଗାଟ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସହ ହୋଇଥିବା କଥାବାର୍ତ୍ତା ପରେ ଏକ ବଡ ବୟାନ ଦେଇଛନ୍ତି । ଏହି ବୈଠକ ପରେ ଖବରଦାତାଙ୍କ ସହ କଥା ହୋଇ ବିନେଶ ଫୋଗାଟ...

ଶହବାଜ ଶରିଫଙ୍କ ବୟାନକୁ ନେଇ ଭାରତର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୯ ।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ଶାନ୍ତି ବାଲା ବୟାନକୁ ନେଇ ଗୁରୁବାର ଜବାବ ରଖିଛି ଭାରତ । ଏହାକ ୁନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି କି ଯେପର୍ଯ୍ୟନ୍ତ ଆତଙ୍କବାଦ ଶେଷ ହୋଇନାହିଁ ସେପର୍ଯ୍ୟନ୍ତ କଥାବାର୍ତ୍ତା ସମ୍ଭବ...

ମମତାଙ୍କ ଉପରେ ବର୍ଷିଲେ ନଡ୍ଡା

ନଦିଆ,୧୯ ।୧: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ଏହି ସମୟରେ ସେ ନଦିଆ ଜିଲାରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଖୁବ୍...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri