ଜାତୀୟ

ହ୍ବାଟସଆପରେ ୪୯ କୋଟି ଲୋକଙ୍କ ସହ ଯୋଡି ହେବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୯।୯ : ଟୁଇଟର, ଫେସବୁକ ଏବଂ ଇନଷ୍ଟାଗ୍ରାମ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ହ୍ବାଟସ ଆପକୁ ମଧ୍ୟ ଆସିଛନ୍ତି। ବର୍ତ୍ତମାନ ସେ ସିଧାସଳଖ ନିଜ ପ୍ରଶଂସକଙ୍କୁ ବାର୍ତ୍ତା ପଠାଇବେ ଏବଂ ସେମାନଙ୍କର ପ୍ରଶଂସକମାନେ ସେମାନଙ୍କ ହ୍ବାଟସ ଆପରେ ସିଧାସଳଖ...

ପରୀକ୍ଷା ବେଳେ ଶିକ୍ଷକଙ୍କୁ ଛାତ୍ରଙ୍କ ଛୁରାମାଡ଼

ନୂଆଦିଲ୍ଲୀ,୧୯।୧: ଦିଲ୍ଲୀର ଏକ ସରକାରୀ ସ୍କୁଲ୍‌ରେ ଗୁରୁବାର ପରୀକ୍ଷା ଚାଲିଥିବା ବେଳେ ଜଣେ ଛାତ୍ର ଶିକ୍ଷକଙ୍କୁ ଏକାଧିକ ଥର ଛୁରି ଭୁସିଛନ୍ତି। ଦିଲ୍ଲୀର ଇନ୍ଦରପୁରୀ ଅଞ୍ଚଳରେ ଏହି ଆକ୍ରମଣ ହୋଇଛି। ସ୍କୁଲରେ ପ୍ରାକ୍ଟିକାଲ ପରୀକ୍ଷା ଚାଲିଥିବା ବେଳେ ଶିକ୍ଷକ ଭୁଦେବ...

ଭାରତ ଯୋଡ଼ୋ ଯାତ୍ରାରେ ଯୋଗଦେବେ ଫାରୁକ୍‌

ଜମ୍ମୁ,୧୯।୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲା ଭାରତ ଯୋଡ଼ୋ ଯାତ୍ରାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ସାମିଲ ହେବେ। ପଦଯାତ୍ରାରେ ଥିବା ରାହୁଲଙ୍କୁ ସ୍ବାଗତ କରିବା ଲାଗି ଗୁରୁବାର ସେ ଜମ୍ମୁ-କଶ୍ମୀରର...

୪ମାସ ଯାଏ ଶଙ୍କର ମିଶ୍ରାଙ୍କ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୧: ଗତବର୍ଷ ନଭେମ୍ବର ୨୬ରେ ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଜଣେ ବୃଦ୍ଧା ସହଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଶଙ୍କର ମିଶ୍ରାଙ୍କ ଉପରେ ଏୟାରଲାଇନ୍ସ ପ୍ରତିବନ୍ଧକ ଲଗାଇଛି। ସେ ୪ମାସ ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରିପାରିବେ ନାହିଁ।...

ଶୋଷଣ କ୍ୟାମେରା ସାମ୍ନାରେ ହୋଇ ନ ଥାଏ, ନ୍ୟାୟ ମିଳିବା ପର୍ଯ୍ୟନ୍ତ ବସିବୁ ଧାରଣାରେ: ଫୋଗାଟ

ନୂଆଦିଲ୍ଲୀ,୧୯ ।୧: ଦେଶର ଷ୍ଟାର ମହିଳା ରେସଲର ବିନେଶ ଫୋଗାଟ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସହ ହୋଇଥିବା କଥାବାର୍ତ୍ତା ପରେ ଏକ ବଡ ବୟାନ ଦେଇଛନ୍ତି । ଏହି ବୈଠକ ପରେ ଖବରଦାତାଙ୍କ ସହ କଥା ହୋଇ ବିନେଶ ଫୋଗାଟ...

ଶହବାଜ ଶରିଫଙ୍କ ବୟାନକୁ ନେଇ ଭାରତର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୯ ।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ଶାନ୍ତି ବାଲା ବୟାନକୁ ନେଇ ଗୁରୁବାର ଜବାବ ରଖିଛି ଭାରତ । ଏହାକ ୁନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି କି ଯେପର୍ଯ୍ୟନ୍ତ ଆତଙ୍କବାଦ ଶେଷ ହୋଇନାହିଁ ସେପର୍ଯ୍ୟନ୍ତ କଥାବାର୍ତ୍ତା ସମ୍ଭବ...

ମମତାଙ୍କ ଉପରେ ବର୍ଷିଲେ ନଡ୍ଡା

ନଦିଆ,୧୯ ।୧: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ଏହି ସମୟରେ ସେ ନଦିଆ ଜିଲାରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଖୁବ୍...

କ୍ରୀଡ଼ା ମନ୍ତ୍ରଣାଳୟ ଅଧିକାରୀଙ୍କ ସହ ରେସଲରଙ୍କ ବୈଠକ ଶେଷ

ନୂଆଦିଲ୍ଲୀ,୧୯।୧: ଭାରତୀୟ କୁସ୍ତିରେ ହଠାତ୍‌ ଝଡ ସୃଷ୍ଟି ହୋଇଛି। ବିନେଶ ଫୋଗତ, ବଜରଙ୍ଗ ପୁନିଆ ସମେତ ପ୍ରାୟ ୩୦ ରେସଲର ରେସଲିଂ ଫେଡେରେସନ ଅଫ ଇଣ୍ଡିଆ ଅଧ୍ୟକ୍ଷ ବ୍ରଜଭୂଷଣ ଶରଣ ସିଂଙ୍କ ବିରୋଧରେ ଦିଲ୍ଲୀର ଯନ୍ତରମନ୍ତରରେ ଧାରଣାରେ ବସିଛନ୍ତି। ବର୍ତ୍ତମାନ...

ଢୋଲ ବଜାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କର୍ନାଟକର କୋଡାକାଲରେ ଜଳସେଚନ, ପାନୀୟ ଜଳ ଏବଂ ଜାତୀୟ ରାଜପଥ ବିକାଶ ପ୍ରକଳ୍ପ ସହ ଜଡିତ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇଛନ୍ତି। ଚଳିତ ମାସରେ ଏହା ହେଉଛି ମୋଦିଙ୍କର ଦ୍ୱିତୀୟ କର୍ନାଟକ...

ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷାଙ୍କ ସହ ଅସଦାଚରଣ

ନୂଆଦିଲ୍ଲୀ,୧୯।୧: ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷ ସ୍ବାତୀ ମାଲିୱାଲଙ୍କ ସହ ଏକ ଅଭାବନୀୟ ଘଟଣା ଘଟିଛି। ଅଭିଯୋଗ ହୋଇଛି ଯେ, ଦିଲ୍ଲୀର ଏମ୍ସର ଗେଟ ନମ୍ବର ୨ ସମ୍ମୁଖରେ ଜଣେ ନିଶାଶକ୍ତ କାର ଡ୍ରାଇଭର ସ୍ବାତିଙ୍କୁ ୧୦ ରୁ ୧୫...

ଆମକୁ ବିକଶିତ ଭାରତ ନିର୍ମାଣ କରିବାକୁ ହେବ: ପ୍ରଧାନମନ୍ତ୍ରୀ…

ବେଙ୍ଗାଲୁରୁ,୧୯।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କର୍ନାଟକରେ ପହଞ୍ଚି ୨ କୋଟି ଟଙ୍କାର ଏକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରେ ସେ କହିଛନ୍ତି ଯେ, ଏକ ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟ ନେଇ ଆମେ କାର୍ଯ୍ୟ କରୁଛେ।...

‘ବ୍ରଜଭୂଷଣ ବିଦେଶ ଲୁଚି ପଳାଇବାର ରହିଛି ସମ୍ଭାବନା’

ନୂଆଦିଲ୍ଲୀ,୧୯।୧: ସର୍ବଭାରତୀୟ ରେସଲିଂ ଫେଡେରେଶନର ଅଧ୍ୟକ୍ଷ ତଥା ଭାଜପା ଏମ୍‌ପି ବ୍ରଜଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ହୋଇଛି। ୩୦ କୁସ୍ତିଯୋଦ୍ଧା ଜନ୍ତରମନ୍ତରଠାରେ ବିରୋଧ ପ୍ରଦର୍ଶନ କରୁଛନ୍ତି। ବୁଧବାର ରାତି ସାରା ଅନେକ କୁସ୍ତିଯୋଦ୍ଧା ଦିଲ୍ଲୀର ଯନ୍ତରମନ୍ତରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri