ଜାତୀୟ

ମୋଦି ସରକାର ବିଶ୍ୱସ୍ତରରେ ଦେଶର ଭାବମୂର୍ତ୍ତି ପରିବର୍ତ୍ତନ କରିଛନ୍ତି…

ନୂଆଦିଲ୍ଲୀ,୧୭।୧ : ମଙ୍ଗଳବାର ଦଳର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଭାରତର ଜି-୨୦ର ଅଧ୍ୟକ୍ଷତା ଉପରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରର ଗତ ନଅ ବର୍ଷ...

ବର୍ଷେ ବଢ଼ିଲା ନଡ୍ଡାଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୧୭।୧: ଭାଜପା ଅଧ୍ୟକ୍ଷ ଭାବେ ଜେ.ପି ନଡ୍ଡାଙ୍କ କାର୍ଯ୍ୟକାଳ ଜୁନ ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଭାଜପା କାର୍ଯ୍ୟକାରିଣୀ ବୈଠକରେ ଏହି ନିଷ୍ପତ୍ତି ଉପରେ ମୋହର ଲଗାଯାଇଛି। ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ଖବରଦାତା ସମ୍ମିଳନୀ କରି...

ଦାଉଦ ଇବ୍ରାହିମ ଏଇଥିପାଇଁ କରିଥିଲେ ଦ୍ୱିତୀୟ ବିବାହ, ଏନଆଇଏ ସାମ୍ନାରେ ଖୋଲିଲେ ଅନେକ ରାଜ

ନୂଆଦିଲ୍ଲୀ,୧୭ ।୧: ଅଣ୍ଡର ୱାର୍ଲଡ ଡନ ଦାଉଦ ଇବ୍ରାହିମଙ୍କୁ ନେଇ କିଛି ତଥ୍ୟ ସାମ୍ନାକୁ ଆସିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଦାଉଦ ତାଙ୍କ ପ୍ରଥମ ପତ୍ନୀ ମହଜବିନଙ୍କଠାରୁ ତଲାକ ନେଇଯାଇଛନ୍ତି । ହେଲେ ସେ ଏବେବି ଦାଉଦ ଇବ୍ରାହିମଙ୍କ...

ଜ୍ୱାଇଁଙ୍କୁ ସ୍ବାଗତ କରିବାକୁ ପରିବାର ପକ୍ଷରୁ ପରଷାଗଲା ୧୭୩ ପ୍ରକାର ଖାଦ୍ୟ: ପ୍ରସ୍ତୁତି ପାଇଁ ଲାଗିଲା ୪ଦିନ

ହାଇଦ୍ରାବାଦ,୧୭।୧: ଝିଅର ସ୍ବାମୀ ଅର୍ଥାତ୍‌ ଜ୍ୱାଇଙ୍କର ଆତିଥ୍ୟ ଏବଂ ସମ୍ମାନ ଭାରତୀୟ ପରିବାରରେ ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ଉତ୍ତର ହେଉ କି ଦକ୍ଷିଣ କିମ୍ବା ପୂର୍ବ କି ପଶ୍ଚିମ, ଦେଶର ପ୍ରତ୍ୟେକ ସ୍ଥାନରେ ଶ୍ୱଶୁରଘରର ଲୋକମାନେ ସେମାନଙ୍କର ସାମର୍ଥ୍ୟଠାରୁ...

ମାତ୍ର ୩୫ ମିନିଟ୍‌ରେ ୨ଥର ସୁରକ୍ଷାରେ ତ୍ରୁଟି: ରାହୁଲ ଗାନ୍ଧୀଙ୍କୁ ମିଳିପାରୁନି କଡ଼ା ସିକ୍ୟୁରିଟି

ନୂଆଦିଲ୍ଲୀ,୧୭।୧: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ବର୍ତ୍ତମାନ ପଞ୍ଜାବରେ ଜାରି ରହିଛି। ଏଠାକୁ ପହଞ୍ଚିବା ପୂର୍ବରୁ ରାହୁଲଙ୍କୁ ୨ଥର ଯାତ୍ରା ବନ୍ଦ କରିବାକୁ ଧମକ ମଧ୍ୟ ମିଳିସାରିଛି। ଏଭଳି ପରିସ୍ଥିତିରେ ତାଙ୍କ ସୁରକ୍ଷା ଅନ୍ୟ ରାଜ୍ୟ ଅପେକ୍ଷାଠାରୁ ଅଧିକ...

ନଡ୍ଡାଙ୍କ ପାଇଁ ଅଗ୍ନି ପରୀକ୍ଷା: ୫ ରାଜ୍ୟରେ ସରକାରଙ୍କୁ ସୁରକ୍ଷା-୪ ରାଜ୍ୟରେ ବିଜୟ ଚିନ୍ତା…

ନୂଆଦିଲ୍ଲୀ,୧୭।୧ : ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ପୁଣି ବଢ଼ିଛି। ତେବେ ୨୦୨୩ ତାଙ୍କ ପାଇଁ ଅଗ୍ନିପରୀକ୍ଷା ସମୟ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଚଳିତ ବର୍ଷ ୯ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।...

ମୁଁ ନିର୍ବାଚିତ ମୁଖ୍ୟମନ୍ତ୍ରୀ, କିନ୍ତୁ ଆପଣ କିଏ ? ଉପରାଜ୍ୟପାଳଙ୍କୁ କେଜରିଓ୍ବାଲଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୧୭।୧ : ଦିଲ୍ଲୀର ଶିକ୍ଷକଙ୍କୁ ତାଲିମ ପାଇଁ ଫିନଲାଣ୍ଡ ପଠାଇବାକୁ ରୋକିବା ନେଇ ବିଧାନସଭାରେ ବାକ୍‌ ଯୁଦ୍ଧ ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଉପରାଜ୍ୟପାଳ ଭି.କେ.ସାକ୍ସସେନାକୁ କଡ଼ା ସମାଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଉପରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଶ୍ନ କରିଛନ୍ତି ଆମେ...

ଯେତିକି ଅଧିକ ପିଲା, ସେତିକି ଅଧିକ ବେତନ

ଗ୍ୟାଙ୍ଗଟକ୍‌,୧୭।୧: ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତୋମାଙ୍ଗ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁସୂଚିତ ଜାତିର ଲୋକଙ୍କ ପାଇଁ ବିଭିନ୍ନ ପ୍ରୋତ୍ସାହନ ଘୋଷଣା କରିଛନ୍ତି। ଦକ୍ଷିଣ ସିକ୍କିମର ଜୋରଥାଙ୍ଗ ସହରରେ ରବିବାର ମାଘ ସଂକ୍ରାନ୍ତିରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମକୁ...

ମଧ୍ୟପ୍ରଦେଶରେ ନାବାଳିକାଙ୍କୁ ଗଣବଳାତ୍କାର

ଜବଲପୁର,୧୭।୧: ମଧ୍ୟପ୍ରଦେଶ ଜବଲପୁରରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ପଞ୍ଚମ ଠାକୁର, ବ୍ରିଜେଶ ଠାକୁର ଓ ବାଲି ଠାକୁର। ପୋଲିସ ସୂଚନା ମୁତାବକ, ଅଭିଯୁକ୍ତ...

ହିନ୍ଦୁଙ୍କୁ ସଂଖ୍ୟାଲଘୁ ମାନ୍ୟତା ପ୍ରଦାନ ନେଇ ରିପୋର୍ଟ ଦାଖଲରେ ବିଳମ୍ବ: ସୁପ୍ରିମ୍‌କୋର୍ଟ ଅସନ୍ତୁଷ୍ଟ…

ନୂଆଦିଲ୍ଲୀ,୧୭।୧ : ଦେଶର ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ହିନ୍ଦୁଙ୍କୁ ସଂଖ୍ୟାଲଘୁ ମାନ୍ୟତା ପ୍ରଦାନ ନେଇ ସରକାରଙ୍କ ପକ୍ଷରୁ ରିପୋର୍ଟ ଦାଖଲରେ ବିଳମ୍ବ ହେବାରୁ ସୁପ୍ରିମ୍‌କୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଶୀର୍ଷ କୋର୍ଟ କହିଛନ୍ତି ଯଦି ସମ୍ପୃକ୍ତ ରାଜ୍ୟ ଏବଂ...

ସୁରକ୍ଷାରେ ତ୍ରୁଟି ପରେ ପ୍ରତିକ୍ରିୟା ରଖିଲେ ରାହୁଲ ଗାନ୍ଧୀ

ଚଣ୍ଡିଗଡ,୧୭।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ପଞ୍ଜାବରେ ଜାରି ରହିଛି। ଏହି ସମୟରେ ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ସୁରକ୍ଷାକୁ ନେଇ ଏକ ବଡ଼ ତ୍ରୁଟି ଦେଖିବାକୁ ମିଳିଥିଲା। ଯାହାକୁ ନେଇ ରାହୁଲ ଗାନ୍ଧୀ ଏବେ ନିଜର...

ଗୁଲାମ ନବୀଙ୍କୁ ଝଟ୍‌କା: କଂଗ୍ରେସରେ ସାମିଲ ହେଲେ ଦଳର ୩୦ସଦସ୍ୟ

ଶ୍ରୀନଗର,୧୭।୧: ଗୁଲାମ ନବୀ ଆଜାଦଙ୍କ ନେତୃତ୍ୱାଧୀନ ଡେମୋକ୍ରାଟିକ୍‌ ଆଜାଦ ପାର୍ଟି (ଡିଏପି)କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ଦଳର ମହାସଚିବ ନିଜାମୁଦ୍ଦିନ ଖତାନା ଏବଂ ଏହାର ୩୦ଜଣିଆ ସ୍ଥାୟୀ ସଦସ୍ୟ ମଙ୍ଗଳବାର ଡିଏପିକୁ ଛାଡ଼ି କଂଗ୍ରେସରେ ସାମିଲ ହେବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri