ଜାତୀୟ

ନ୍ୟାୟପାଳିକା ଅକ୍ତିଆର ଲାଗି ଉଦ୍ୟମ: କଂଗ୍ରେସ

ନୂଆଦିଲ୍ଲୀ,୧୭।୧: କେନ୍ଦ୍ର ସରକାର ନ୍ୟାୟପାଳିକାକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରିବା ଲାଗି ଚାହୁଁଛନ୍ତି। ସେଥିପାଇଁ ଯୋଜନାବଦ୍ଧ ଢଙ୍ଗରେ ବିବାଦ ସୃଷ୍ଟି କରାଯାଉଛି ବୋଲି ସୋମବାର କଂଗ୍ରେସ ଅଭିଯୋଗ କରିଛି। କଲେଜିୟମ ବ୍ୟବସ୍ଥାର ପୁନର୍ଗଠନ ଲାଗି କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ...

ମମତା ବାନାର୍ଜୀଙ୍କ ପ୍ରଧାନମନ୍ତ୍ରୀ ହେବାର ସାମର୍ଥ୍ୟ ରହିଛି: ଅମର୍ତ୍ତ୍ୟ ସେନଙ୍କ ମନ୍ତବ୍ୟ ଉପରେ ଜବାବ ରଖିଲେ ଦିଦି

କୋଲକତା,୧୭।୧: ନିକଟରେ ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବାର ସାମର୍ଥ୍ୟ ରହିଛି ବୋଲି କହିଛନ୍ତି। ମମତା ବାନାର୍ଜୀ ବର୍ତ୍ତମାନ ଏ ସମ୍ପର୍କରେ ଜବାବ ଦେଇ ଏହି ପରାମର୍ଶ ତାଙ୍କ...

ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌: ଅଧିକ ସନ୍ତାନ ଜନ୍ମ କର, ମିଳିବ ପ୍ରୋତ୍ସାହନ

ଗ୍ୟାଙ୍ଗଟକ୍‌,୧୭।୧: ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ ଅଧିକ ସନ୍ତାନ ଜନ୍ମ କରିବାକୁ ଅପିଲ କରିଛନ୍ତି। ଦକ୍ଷିଣ ସିକ୍କିମର ଜୋରଥାଙ୍ଗ ସହରରେ ମାଘ ସଂକ୍ରାନ୍ତି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ସେ କହିଛନ୍ତି, ସିକ୍କିମରେ ନିକଟ ବର୍ଷରେ ଜନ୍ମହାର କମିବାରେ ଲାଗିଛି।...

ସର୍ବସାଧାରଣ ସ୍ଥାନରେ ମାସ୍କ ବାଧ୍ୟତାମୂଳକ

ଥିରୁଭାନ୍ତପୁରମ୍‌,୧୬।୧: କେରଳରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ରାଜ୍ୟରେ କୋଭିଡ ସଂକ୍ରମଣ ବଢିବାର ଆଶଙ୍କା ଥିବାରୁ ସରକାର ଏହି ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ସମସ୍ତ ସର୍ବସାଧାରଣ ସ୍ଥାନ, କାର୍ଯ୍ୟାଳୟ ଏବଂ ସମାବେଶରେ ମାସ୍କ ବ୍ୟବହାର କରିବା ସହ ସାମାଜିକ ଦୂରତା ରକ୍ଷା...

ଦିଲ୍ଲୀ, ୟୁପି ସମେତ ଏହି ରାଜ୍ୟରେ ୩ ଦିନିଆ ୟେଲୋ ଆଲର୍ଟ

ନୂଆଦିଲ୍ଲୀ,୧୬।୧: ଉତ୍ତର ଭାରତର କେତେକ ରାଜ୍ୟରେ ଗତ କିଛି ଦିନରୁ ଶୀତଲହରୀରୁ ଆଶ୍ୱସ୍ତି ମିଳିଥିଲା। କିନ୍ତୁ ଦିଲ୍ଲୀ ସମେତ ଉତ୍ତର ଭାରତର ଅନେକ ରାଜ୍ୟରେ ପୁଣି ଥରେ ପ୍ରବଳ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।...

୨୫ରେ ହେବ ଜ୍ୟାକଲିନ୍‌ଙ୍କ ଆବେଦନର ଶୁଣାଣି

ନୂଆଦିଲ୍ଲୀ,୧୬।୧: ମନି ଲଣ୍ଡରିଂ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ନାଡିଜ୍‌ ସୋମବାର ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରେ ହାଜର ହୋଇଥିଲେ। ସୁକେଶ ଚନ୍ଦ୍ରଶେଖର ଏବଂ ଅନ୍ୟମାନଙ୍କ ସହ ଜଡିତ ୨୦୦ କୋଟର ମନି ଲଣ୍ଡରିଂ ମାମଲାରେ ଜ୍ୟାକଲିନଙ୍କ ନାମ ସାମିଲ...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ବିଧାୟକ ଦେବେନ୍ଦ୍ର ଯାଦବଙ୍କ ୭୩ ବର୍ଷୀୟ ମା’

ନୂଆଦିଲ୍ଲୀ,୧୬।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ପଞ୍ଜାବରେ ଜାରି ରହିଛି। ସୋମବାର ଛତିଶଗଡର ଭିଲାଇ ନଗରରୁ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଯାଦବଙ୍କ ୭୩ ବର୍ଷୀୟ ମା’ ପୁଷ୍ପା ଯାଦବ ଏହି ଯାତ୍ରାରେ ସାମିଲ ହୋଇଛନ୍ତି। ଏଥିପାଇଁ...

ଗୋଟିଏ ବି ରାଜ୍ୟରେ ନିର୍ବାଚନ ହାରିବନି ଭାଜପା: ନଡ୍ଡା

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀରେ ଭାଜପାର ଦୁଇ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ସୋମବାର ଆରମ୍ଭ ହୋଇଯାଇଛି। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଅନ୍ୟ କେନ୍ଦ୍ର ମନ୍ତ୍ରୀ ତଥା...

କଂଗ୍ରେସ କ୍ଷମତାକୁ ଆସିଲେ ମାସକୁ ମିଳିବ ୨୦୦୦ ଟଙ୍କା

ବେଙ୍ଗାଲୁରୁ,୧୬।୧: କର୍ନାଟକରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କର୍ନାଟକରେ କଂଗ୍ରେସ ସରକାର କ୍ଷମତାକୁ ଆସିଲେ ୨୦୦ ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ଯୋଗାଇଦେବାକୁ ଦଳ ପୂର୍ବରୁ ପ୍ରତିଶ୍ରୁତି ଦେଇଥିବା ବେଳେ ସୋମବାର ଦଳ ଏବେ...

ଦିଲ୍ଲୀରେ ମୋଦିଙ୍କ ମେଗା ରୋଡ୍‌ ଶୋ’

ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ସୋମବାର ଏକ ମେଗା ରୋଡ୍‌ ଶୋ’ କରିଛନ୍ତି। ଏହି ରୋଡ୍‌ ଶୋ’ ପଟେଲ ଛକରୁ ବାହାରି ଏନ୍‌ଡିଏମ୍‌ସି ସମ୍ମିଳନୀ କେନ୍ଦ୍ରକୁ ଯାଇଥିଲା। ଏହି ସମୟରେ ରାସ୍ତାରେ ବହୁ ସଂଖ୍ୟାରେ ଲୋକଙ୍କ ଭିଡ ଦେଖିବାକୁ...

ପୁଣି ସାକ୍ସେନାଙ୍କୁ ଟାର୍ଗେଟ୍‌ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଦିଲ୍ଲୀର ସରକାରୀ ଶିକ୍ଷକମାନଙ୍କୁ ଫିନଲ୍ୟାଣ୍ଡକୁ ତାଲିମ ପାଇଁ ପଠାଇବା ପ୍ରସଙ୍ଗରେ ଏବେ ପୁଣି ଥରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ସାକ୍ସେନାଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାମ ମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣ ଯୋଜନା…ଜୈଶ-ଏ-ମହମ୍ମଦ ରଚିଛି ପ୍ଲାନ

ନୂଆଦିଲ୍ଲୀ,୧୬ ।୧: ଗଣତନ୍ତ୍ର ଦିବସ ଅବସରରେ ଦେଶର ରାଜଧାନୀ ଦିଲୀ ସମେତ କିଛି ବଡ ବଡ ସହର ଉପରେ ନଜର ରଖିଛନ୍ତି ଆତଙ୍କବାଦୀ । ଇଣ୍ଟଲିଜେନ୍ସ ଏଜେନ୍ସିକୁ ଗୁପ୍ତ ସୂଚନା ମିଳିଛି କି ଆତଙ୍କବାଦୀମାନେ ଅଯୋଧ୍ୟାର ରାମ ମନ୍ଦିରକୁ ସେମାନଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri