ଜାତୀୟ

୨୦୨୫ ସୁଦ୍ଧା ଦେଶବ୍ୟାପୀ ସ୍ଥାପନ ହେବ ଡୋପଲର ପାଣିପାଗ ରାଡାର…

ନୂଆଦିଲ୍ଲୀ,୧୬।୧ : କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି ଯେ ଗତ ଆଠରୁ ନଅ ବର୍ଷ ମଧ୍ୟରେ ପାଣିପାଗ ବିଭାଗର ପୂର୍ବାନୁମାନର ସଠିକତା ପ୍ରାୟ ୪୦ ପ୍ରତିଶତ ବୃଦ୍ଧି ପାଇଛି। ଏହି କ୍ରମରେ, ୨୦୨୫ ସୁଦ୍ଧା, ସମଗ୍ର ଦେଶରେ ଏକ...

ଅମୃତସରରୁ ଲଣ୍ଡନ ସିଧା ଉଡିବ ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୧୬ ।୧: ଏୟାର ଇଣ୍ଡିଆ ପକ୍ଷରୁ ଅମୃତସରରୁ ଲଣ୍ଡନ ଓ ବର୍ମିହାମ ପାଇଁ ଅତିରିକ୍ତ ସିଧାସଳଖ ବିମାନ ଯାତ୍ରା ଆରମ୍ଭ ହେବାକୁ ଯାଉଛି । ଏହା ପୂର୍ବରୁ ଯାତ୍ରୀଙ୍କୁ ଲଣ୍ଡନ ଯିବା ପାଇଁ ପ୍ରଥମେ ଦିଲ୍ଲୀ ଯିବାକୁ ପଡୁଥିଲା ।...

ଭାରତ-ପାକ ସୀମାରୁ ୩୦ କୋଟିର ହେରୋଇନ ଜବତ, ୨ ଗିରଫ

ନୂଆଦିଲ୍ଲୀ,୧୬ ।୧: ସୀମା ସୁରକ୍ଷା ବଳ(ବିଏସଏଫ) ରାଜସ୍ଥାନର ଶ୍ରୀଗଙ୍ଗାନଗର ସେକ୍ଟରକୁ ଲାଗି ରହିଥିବା ଭାରତ-ପାକିସ୍ତାନ ଅନ୍ତରାଷ୍ଟ୍ରୀୟ ସୀମାରୁ ଚୋରା ଚାଲାଣର ଏକ ବଡ ପ୍ରୟାସକୁ ପଣ୍ଡ କରିଦେଇଛନ୍ତି । ଏହାସହ ୨ ଜଣଙ୍କୁ ଗିରଫ ବି କରାଯାଇଛି । ଏମାନଙ୍କ...

ମୁଣ୍ଡକାର ସେହି ଘରେ ଲାଗିଲା ନିଆଁ ଯେଉଁଠାରେ ୨୭ ଜଣଙ୍କ ହୋଇଥିଲା ମୃତ୍ୟୁ

ନୂଆଦିଲ୍ଲୀ,୧୬ ।୧: ରାଜଧାନୀ ଦିଲ୍ଲୀର ବାହାର ଜିଲା ମୁଣ୍ଡକା ଥାନା ଅଞ୍ଚଳରେ ରବିବାର ସନ୍ଧ୍ୟାରେ ଏକ ବିଲଡିଂରେ ନିଆଁ ଲାଗିଯାଇଥିବା ଜଣାପଡିଛି । ନିଆଁ ଲାଗିଥିବା ଖବର ମିଳିବା ପରେ ଏହାକୁ ଲିଭାଇବାକୁ ୧୨ରୁ ଅଧିକ ଦମକଳ ଗାଡି ସେଠାରେ...

‘ଅଜନ୍ତା ସୁଜ୍‌’ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧: ଦେଶର ପ୍ରମୁଖ ଫୁଟ୍‌ୱିୟର ବ୍ରାଣ୍ଡ୍‌ ‘ଅଜନ୍ତା ସୁଜ୍‌’ର ନୂତନ ଉତ୍ପାଦ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍‌ର ପ୍ରଥମ ସ୍ବଦେଶୀ ନିର୍ମିତ ସ୍ମାର୍ଟ ସୁ ‘ନାଭିଗେଟର’କୁ ମଧ୍ୟ କମ୍ପାନୀ ବଜାର ପ୍ରବେଶ କରାଇଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ...

୭ ବର୍ଷରେ ୩,୭୮୨ ଭୂସ୍ଖଳନ

ନୂଆଦିଲ୍ଲୀ, ୧୬।୧: ଭୂସ୍ଖଳନ ପାଇଁ ଉତ୍ତରାଖଣ୍ଡର ଜୋଷୀମଠବାସୀଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଛି। ଦିନ ବିତିବା ସାଙ୍ଗକୁ ଏହି କ୍ଷୁଦ୍ର ସହର ଧୀରେ ଧୀରେ ମାଟି ତଳକୁ ଦବିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟ ଅନୁସାରେ ବର୍ଷ...

ଓଡ଼ିଶାରେ ମୋବାଇଲ ଗେମର ସଂଖ୍ୟାରେ ସର୍ବାଧିକ ବୃ୍‌ଦ୍ଧି

ନୂଆଦିଲ୍ଲୀ,୧୬।୧ : ମୋବାଇଲ ଗେମରଙ୍କ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ୫୫ ପ୍ରତିଶତ ବୃଦ୍ଧି ପାଇଛି। କେବଳ ଭୁବନେଶ୍ୱରରେ ମୋବାଇଲ ଗେମରଙ୍କ ସଂଖ୍ୟା ୧,୬୫୨ ପ୍ରତିଶତ ବଢ଼ିଥିବା ଇଣ୍ଡିଆ ମୋବାଇଲ ଗେମିଂ ରିପୋର୍ଟ (ଆଇଏମ୍‌ଜିଆର୍‌) ୨୦୨୨ରେ କୁହାଯାଇଛି। ଗେମିଂ ପ୍ଲାଟ୍‌ଫର୍ମ ମୋବାଇଲ...

୪ ମହଲାରୁ ଖସିଲା ଲିଫ୍ଟ: ବର୍ତ୍ତିଲେ ଅଜିତ ପାଓ୍ବାର

ନୂଆଦିଲ୍ଲୀ,୧୬।୧ : ଏନ୍‌ସିପି ନେତା ଅଜିତ ପାଓ୍ବାର ଶନିବାର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପୁଣେର ଏକ ହସ୍ପିଟାଲ ବିଲ୍ଡିଂ ଉଦ୍‌ଘାଟନ କରିବାକୁ ପାଓ୍ବାର ଯାଇଥିଲେ। ସେ ତୃତୀୟ ମହଲାରୁ ଷ୍ଟ୍ରେଚର ଲିଫ୍ଟ ଯୋଗେ ଚତୁର୍ଥ ମହଲାକୁ ଯାଉଥିଲେ। ଯାନ୍ତ୍ରିକ ତ୍ରୁଟି...

ଦୁର୍ନୀତି ମାମଲା ତଦନ୍ତରେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ନିୟୋଜିତ କରନାହିଁ: ସିଭିସି

ନୂଆଦିଲ୍ଲୀ,୧୬।୧(ପି.ଟି.): ଦୁର୍ନୀତି ମାମଲାଗୁଡ଼ିକର ତଦନ୍ତରେ ଅବସରପ୍ରାପ୍ତ କର୍ମଚାରୀମାନଙ୍କୁ ନିୟୋଜିତ ନ କରିବା ପାଇଁ କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି) ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କ, ବୀମା କମ୍ପାନୀ ଏବଂ କେନ୍ଦ୍ର ସରକାରଙ୍କ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। କେତେକ ସଂସ୍ଥା ଦୁର୍ନୀତି ମାମଲାର...

ନିଜାମ ମୁକରମ୍‌ଙ୍କ ପରଲୋକ

ହାଇଦ୍ରାବାଦ,୧୬।୧ : ହାଇଦ୍ରାବାଦର ଅଷ୍ଟମ ନିଜାମ ନଓ୍ବାବ ମୀର ବରକତ ଅଲି ଖାନ୍‌ ସିଦ୍ଦିକି ମୁକରମ୍‌ ଜାହ ବାହାଦୁରଙ୍କର ତୁର୍କୀର ଇସ୍ତାନବୁଲରେ ଶନିବାର ରାତିରେ ପରଲୋକ ଘଟିଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ହାଇଦ୍ରାବାଦର ଶେଷ ଶାସକ ନିଜାମ ଓସ୍‌ମାନ...

ଆସାମ ମୁଖ୍ୟମନ୍ତ୍ରୀଙ୍କ ନୂଆ ରୂପ

ଗୁଆହାଟି,୧୬ ।୧: ନିଜ ବୟାନକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରହୁଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଏବେ ପୁଣି ଆସିଛନ୍ତି ଚର୍ଚ୍ଚାକୁ । ହେଲେ ଏଥର ବୟାନ ପାଇଁ ନୁହେଁ ଅନ୍ୟ କାରଣ ପାଇଁ ସେ ଚର୍ଚ୍ଚାକୁ...

୨.୨ ଫୁଟ୍‌ ଦବିବ ଜୋଷୀମଠ: ସୁପ୍ରିମକୋର୍ଟରେ ଶୁଣାଣି ଆଜି

ଡେରାଡୁନ୍‌,୧୬।୧: ଜୋଷୀମଠର କେତେକ ଅଞ୍ଚଳ ପାଖାପାଖି ୨.୨ ଫୁଟ୍‌ ଦବିପାରେ ବୋଲି ଏକ ଗ୍ରାଉଣ୍ଡ ସର୍ଭେରୁ ଜଣାପଡ଼ିଛି। ଜାନୁୟାରୀ ଆରମ୍ଭରୁ ଜୋଷୀମଠ ସହରର ଭୂମି ଦବିବା ଆରମ୍ଭ ହୋଇଥିଲା। ୧୨ ଦିନରେ ଜୋଷୀମଠ ୫.୪ ସେଣ୍ଟିମିଟର ଦବିଥିବା ଭାରତୀୟ ମହାକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri