ଜାତୀୟ

ଲଳିତ ମୋଦି ଗୁରୁତର; ଆରୋଗ୍ୟ କାମନା କଲେ ସୁସ୍ମିତାଙ୍କ ଭାଇ

ନୂଆଦିଲ୍ଲୀ,୧୪।୧: ପୁଣିଥରେ ଚର୍ଚ୍ଚାରେ ପୂର୍ବତନ ଆଇପିଏଲ୍‌ ଚେୟାରମ୍ୟାନ ଲଳିତ ମୋଦି ଏବଂ ସୁସ୍ମିତା ସେନ୍‌ଙ୍କ ସମ୍ପର୍କ। ଲଳିତ ନିକଟରେ କରୋନାରେ ସଂକ୍ରମିତ ହୋଇଥିବା ବେଳେ ଏବେ ତାଙ୍କୁ ନିମୋନିଆ ହୋଇଛି। ଇନଷ୍ଟାଗ୍ରାମରେ ସେ ଏକ ପୋଷ୍ଟ କରି ନିଜ ସ୍ବାସ୍ଥ୍ୟ...

ନୀତିନ ଗଡ଼କରୀଙ୍କୁ ହତ୍ୟା ଧମକ, କାର୍ଯ୍ୟାଳୟକୁ ଅଜଣା କଲ୍‌…

ନାଗପୁର,୧୪।୧ : କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ମୃତ୍ୟୁ ଧମକ ଦିଆଯାଇଛି। ନାଗପୁରରେ ଥିବା ଗଡକରୀଙ୍କ କାର୍ଯ୍ୟାଳୟକୁ ଦୁଇଥର ଫୋନ କରି ଧମକ ଦିଆଯାଇଛି। ଏହା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ପୋଲିସର ସୂଚନାନୁସାରେ, ଶନିବାର ପୂର୍ବାହ୍ନ...

ଭାରତ ସହିତ ସମ୍ପର୍କ ଅଧିକ ସୁଫଳ ପ୍ରଦାନ କରିବ: ଆମେରିକା…

ନୂଆଦିଲ୍ଲୀ,୧୪।୧ : ଦକ୍ଷିଣ ଏବଂ ମଧ୍ୟ ଏସିଆ ବ୍ୟାପାର ବିଭାଗର ସହକାରୀ ବୈଦେଶିକ ମନ୍ତ୍ରୀ ଡୋନାଲ୍ଡ ଲୁ କହିଛନ୍ତି ଯେ ବିଶ୍ୱର ଦୁଇ ବୃହତ୍ତମ, ଉତ୍ପାଦନକାରୀ ବାଣିଜ୍ୟ ଭାଗୀଦାରୀ ହେବାକୁ ଭାରତ ଏବଂ ଆମେରିକା ଆଗୁଆ ଅଛନ୍ତି। ଭାରତ ସହିତ...

କମିଲା ସାପ୍ତାହିକ ସଂକ୍ରମଣ : ହାର ୦.୧୦ ପ୍ରତିଶତ…

ନୂଆଦିଲ୍ଲୀ, ୧୪।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ...

ଗଙ୍ଗାସାଗରରେ ବୁଡ଼ ପକାଇଲେ ୩୧ ଲକ୍ଷ ଶ୍ରଦ୍ଧାଳୁ

କୋଲକାତା,୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଗଙ୍ଗାସାଗରରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ଚଳିତ ବର୍ଷ ୩୧ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ପଶ୍ଚିମବଙ୍ଗ ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି। କିମ୍ବଦନ୍ତୀ...

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା

ସିମଲା,୧୪।୧: ହିମାଚଳ ପ୍ରଦେଶରେ ଶନିବାର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୨ମ୍ୟାଗ୍ନିଚ୍ୟୁଡ ରହିଛି। ଏହି ଭୂକମ୍ପର କେନ୍ଦ୍ର ଧରମଶାଲାଠାରୁ ୨୨ କିଲୋମିଟର ପୂର୍ବରେ ଥିଲା। ତେବେ ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇନାହିଁ। ଏନେଇ ନ୍ୟାଶନାଲ...

ଗର୍ଲଫ୍ରେଣ୍ଡଙ୍କୁ ଅନ୍ୟ ଜଣେ ଯୁବକଙ୍କ ସହ ଦେଖିଲା ପରେ…

କୋଲକାତା,୧୪।୧: ପ୍ରତାରଣାର ଶିକାର ହୋଇ ପଶ୍ଚିମବଙ୍ଗର ନଦିଆ ଜିଲାରେ ଜଣେ ୨୩ ବର୍ଷୀୟ ଯୁବକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ଆତ୍ମହତ୍ୟା କଲାବେଳେ ଗର୍ଲଫ୍ରେଣ୍ଡଙ୍କ ସହ ଭିଡିଓ କଲ୍‌ରେ ରହିଥିଲେ। ଶାନ୍ତିନଗର କଲୋନିରେ ରହୁଥିବା ସମ୍ପୃକ୍ତ ଯୁବକ ପରିବାର...

ଓଲାରୁ ୨୦୦ କର୍ମଚାରୀ ଛଟେଇ

ନୂଆଦିଲ୍ଲୀ,୧୪।୧: ଦେଶର ପ୍ରମୁଖ କ୍ୟାବ୍‌ ଏଗ୍ରିଗେଟର କମ୍ପାନୀ ଓଲା ଶୁକ୍ରବାର ତା’ର ୨୦୦ କର୍ମଚାରୀଙ୍କୁ ଛଟେଇ କରିଥିବା ଜଣାପଡ଼ିଛି। ଏପରିକି ଓଲାର ଟେକ୍‌, ପ୍ରଡକ୍ଟ ଓ ଇଞ୍ଜିନିୟରିଂ ବିଭାଗର କର୍ମଚାରୀମାନଙ୍କୁ କମ୍ପାନୀ ଛଟେଇ କରାଯାଇଥିବା ସୂଚନା ମିଳିଛି। ବିଶେଷକରି କମ୍ପାନୀର...

ଭାରତ ଯୋଡୋ ଯାତ୍ରାରେ ସାମିଲ ଜଳନ୍ଧର ଏମପିଙ୍କ ପରଲୋକ, ଆଜି ହେବନାହିଁ ଯାତ୍ରା

ଚଣ୍ଡିଗଡ଼, ୧୪ ।୧: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଶନିବାର ଜଳନ୍ଧରରେ ପହଞ୍ଚିବ । ରାତି ରହଣି ଫଗୱାଡାରେ ହେବ । କପୁରଥଲା ଓ ଜଳନ୍ଧର ପୋଲିସର ପ୍ରାୟ ଏକ ହଜାର ଯବାନଙ୍କ କାନ୍ଧରେ ସୁରକ୍ଷା ବୋଝ ରହିଛି...

ଚାଉଳର ପୂରା ଖର୍ଚ୍ଚ କେନ୍ଦ୍ର ବହନ କରିବା ଐତିହାସିକ ନିଷ୍ପତ୍ତି: ସମୀର

ଭୁବନେଶ୍ବର,୧୪।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୮୦ କୋଟି ଲୋକଙ୍କୁ ଏଣିକି ସମ୍ପୂର୍ଣ୍ଣ ମାଗଣାରେ ଚାଉଳ ଓ ଗହମ ଯୋଗାଇଦେବାକୁ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଓଡ଼ିଶାର ୩ କୋଟି ୨୫ ଲକ୍ଷ ଲୋକ ଉପକୃତ...

ପାଇଲଟ୍‌ଙ୍କ ଏକାକୀ ପ୍ରଚାର ଯୋଜନା: ଚିନ୍ତାରେ କଂଗ୍ରେସ

ଜୟପୁର,୧୪।୧: ରାଜସ୍ଥାନ ବିଧାନସଭା ନିର୍ବାଚନକୁ ଆଉ ପ୍ରାୟ ୧୦ ମାସ ବାକି ରହିଥିବାବେଳେ ବରିଷ୍ଠ ନେତା ସଚିନ ପାଇଲଟ୍‌ ଏକାକୀ ସାରା ରାଜ୍ୟରେ ର଼୍ୟାଲି କରିବା ଲାଗି ଯୋଜନା ପ୍ରସ୍ତୁତ କରିଛନ୍ତି। ଫଳରେ ରାଜ୍ୟ କଂଗ୍ରେସରେ ପୁଣି ଥରେ ବିବାଦ...

ଆଦିଯୋଗୀ ମୂର୍ତ୍ତି ଉନ୍ମୋଚନକୁ ଅନୁମତି

ବେଙ୍ଗାଲୁରୁ,୧୪।୧: ବିବାଦ ମଧ୍ୟରେ ତାମିଲନାଡ଼ୁର ଚିକ୍କାବଲ୍ଲପୁର ଜିଲା ଇଶା ଯୋଗ କେନ୍ଦ୍ରର ଆଦିଯୋଗୀ ମୂର୍ତ୍ତି ଉନ୍ମୋଚନ ଲାଗି କର୍ନାଟକ ହାଇକୋର୍ଟ ଶୁକ୍ରବାର ଅନୁମତି ପ୍ରଦାନ କରିଛନ୍ତି। ଆସନ୍ତା ରବିବାର ୧୧୨ ଫୁଟ୍‌ ଉଚ୍ଚତା ବିଶିଷ୍ଟ ଏହି ମୂର୍ତ୍ତିକୁ ଉନ୍ମୋଚନ କରାଯିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri