ଜାତୀୟ

ମା’ଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ମୋଦି

ଅହମ୍ମଦାବାଦ,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ବିଷୟରେ ସୂଚନା ପାଇବା ମାତ୍ରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦରେ ପହଞ୍ଚି କଡା ସୁରକ୍ଷା ମଧ୍ୟରେ ଡାକ୍ତରଖାନାରେ ତାଙ୍କ ମା’ଙ୍କୁ ଭେଟିଛନ୍ତି। ଡାକ୍ତରୀ ଟିମ୍‌ କହିଛନ୍ତି, ପିଏମ ମୋଦିଙ୍କ...

ଜାନୁୟାରୀ ୧୫ ପରେ ଦେଶରେ ବଢ଼ିପାରେ କରୋନା ସଂକ୍ରମଣ, ଆଗାମୀ ୪୦ ଦିନ ଗୁରୁତ୍ୱପୂର୍ଣ୍ଣ…

ନୂଆଦିଲ୍ଲୀ,୨୮।୧୨ : ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଜାନୁୟାରୀ ୧୫ ପରେ ଦେଶରେ କରୋନା ସଂକ୍ରମଣ ବଢ଼ିପାରେ। ତେଣୁ ଆଗାମୀ ୪୦ ଦିନ ଗୁରୁତ୍ୱପୂର୍ଣ୍ଣ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ ମଙ୍ଗଳବାର ତୁଳନାରେ ବୁଧବାର...

ମୋଦିଙ୍କ ମା‘ଙ୍କ ପାଇଁ ଭାବୁକ ଟୁଇଟ କଲେ ରାହୁଲ…

ନୂଆଦିଲ୍ଲୀ,୨୮।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା‘ ହୀରାବେନଙ୍କ ସ୍ବାସ୍ଥ୍ୟ ଖରାପ ହେବା ନେଇ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଭାବୁକ ଟୁଇଟ କରିଛନ୍ତି। ରାହୁଲ ଲେଖିଛନ୍ତି, ’ମା ଏବଂ ପୁଅ ମଧ୍ୟରେ ପ୍ରେମ ଅନନ୍ତ ଏବଂ ଅମୂଲ୍ୟ ଅଟେ।...

୨୦୨୪ରେ ମୋଦିଙ୍କୁ ପରାଜିତ କରାଯାଇ ପାରିବ: ମଣି ଶଙ୍କର ଆୟାର…

ନୂଆଦିଲ୍ଲୀ,୨୮।୧୨ : କଂଗ୍ରେସର ବରିଷ୍ଠ ନେତା ମଣି ଶଙ୍କର ଆୟାର ଭାଜପାକୁ ଟାର୍ଗେଟ କରିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି ଯେ ରାହୁଲଙ୍କ ଟି-ଶର୍ଟ ଏବଂ ଦାଢ଼ି ବିଷୟରେ ସେ କଥାବାର୍ତ୍ତା କରୁଥିବା ଭାଜପା ଆଉ କୌଣସି ପ୍ରସଙ୍ଗ ନଥିବା...

କ୍ରୋଧରେ କୁହାଯାଇଥିବା ଶବ୍ଦ ଆତ୍ମହତ୍ୟା ପାଇଁ ଉସୁକାଇବା ନୁହେଁ: ହାଇକୋର୍ଟ…

ଭୋପାଳ,୨୮।୧୨ : ମଧ୍ୟପ୍ରଦେଶ ହାଇକୋର୍ଟ ଆତ୍ମହତ୍ୟା ମାମଲାରେ ରାୟ ଦେଇ କହିଛନ୍ତି ଯେ କ୍ରୋଧରେ କୁହାଯାଇଥିବା ଶବ୍ଦ ଆତ୍ମହତ୍ୟା ପାଇଁ ଉସୁକାଇବା ଭାବେ ବିବେଚନା କରାଯାଇପାରିବ ନାହିଁ। ୨୦୨୦ରେ ଜଣେ ବ୍ୟକ୍ତିଙ୍କ ଆତ୍ମହତ୍ୟା କରିବା ମାମଲାର ଶୁଣାଣି କରି କୋର୍ଟ...

ମା‘ ସୋନିଆଙ୍କ ସହିତ ପିଲାଳିଆମି କରୁଥିବା ରାହୁଲଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ,୨୮।୧୨ : କଂଗ୍ରେସର ୧୩୮ ତମ ପ୍ରତିଷ୍ଠା ଦିବସରେ ରାହୁଲ ଗାନ୍ଧୀ ବୁଧବାର ଦିଲ୍ଲୀରେ ଯୋଗଦେଇଛନ୍ତି। ଭାରତ ଯୋଡୋ ଯାତ୍ରାରେ ଉଷ୍ମତା ଦେଖାଇବା ପରେ ରାହୁଲଙ୍କୁ ଏଠାରେ ଅତି ହାଲୁକା ମନୋଭାବରେ ଦେଖିବାକୁ ମିଳିଥିଲା। କାର୍ଯ୍ୟକ୍ରମ ସମୟରେ ସେ ତାଙ୍କ...

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ତଦନ୍ତ କରିବା ହେବ କଷ୍ଟକର, ମହାରାଷ୍ଟ୍ର ବିଧାନସଭାରେ ଲୋକାୟୁକ୍ତ ବିଲ ପାରିତ…

ମୁମ୍ବାଇ,୨୮।୧୨ : ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି ସହିତ ମିଳିତ ଭାବେ ଗଠିତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସରକାର ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବିଲ ପାରିତ କରିଛନ୍ତି। ମହାରାଷ୍ଟ୍ର ଲୋକାୟୁକ୍ତ ବିଲ ୨୦୨୨ ମହାରାଷ୍ଟ୍ର ବିଧାନସଭାରେ ଶିନ୍ଦେ ସରକାରଙ୍କ ଦ୍ୱାରା...

ଏନକାଉଣ୍ଟରେ ୪ ଆତଙ୍କବାଦୀ ନିହତ, ନୂଆବର୍ଷରେ ଆକ୍ରମଣ ଷଡ଼ଯନ୍ତ୍ର…

ଶ୍ରୀନଗର,୨୮।୧୨ : ଜମ୍ମୁ-କଶ୍ମୀରରେ ପୋଲିସ ଏବଂ ସେନା ଆତଙ୍କବାଦୀଙ୍କୁ ହଟାଇବା ପାଇଁ ନିରନ୍ତର ଅଭିଯାନ ଚଳାଇଛନ୍ତି। ଏହି ଅଭିଯାନ ଅନ୍ତର୍ଗତ ଜମ୍ମୁ-କଶ୍ମୀର ପୋଲିସ ବୁଧବାର ୪ ଜଣ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଛନ୍ତି। ସିଦ୍ଧରା ଅଞ୍ଚଳରେ କିଛି ଆତଙ୍କବାଦୀ ଥିବା ଗୁପ୍ତ...

ବିଗିଡିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ଙ୍କ ସ୍ବାସ୍ଥ୍ୟାବସ୍ଥା ,ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ବିଗିଡିବା ପରେ ବୁଧବାର ହୀରାବେନଙ୍କୁ ଅହମ୍ମଦାବାଦର ୟୁଏନ୍‌ ମେହେଟା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି ମା’ ହୀରାବେନଙ୍କ ୧୦୦ ତମ ଜନ୍ମଦିନ ପାଳନ କରିଥିଲେ।...

ଭାରତ ଯୋଡୋ ଯାତ୍ରାର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ ,ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲା କଂଗ୍ରେସ

ନୂଆଦିଲ୍ଲୀ,୨୮।୧୨: କଂଗ୍ରେସ ବୁଧବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏକ ଚିଠି ଲେଖି ଭାରତ ଯୋଡୋ ଯାତ୍ରାର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛିି। ଶନିବାର ଭାରତ ଯୋଡୋ ଯାତ୍ରା ଦିଲ୍ଲୀରେ ପ୍ରବେଶ କରିବା ପରେ ସୁରକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ...

କୁହୁଡି ହେଲା କାଳ: ଚାଲିଗଲା ୩ ଜୀବନ

ଲକ୍ଷ୍ନୌ,୨୮।୧୨: ଉତ୍ତରପ୍ରଦେଶର କନୌଜ ଜିଲାର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ମଙ୍ଗଳବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ପଛପଟୁ ଟ୍ରକ୍‌କୁ ଧକ୍କା ଦେବା ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଘନ କୁହୁଡି ଯୋଗୁ ଏହି ଦୁର୍ଘଟଣା ଘଟିଥିବା...

ଭାରତ ଯୋଡୋ ଯାତ୍ରା କଂଗ୍ରେସକର୍ମୀଙ୍କୁ ଦେଇଛି ସଞ୍ଜିବନୀ: ଖାର୍ଗେ…

ନୂଆଦିଲ୍ଲୀ,୨୮।୧୨ : ଦେଶର ସର୍ବ ପୁରାତନ ପାର୍ଟି କଂଗ୍ରେସ ବୁଧବାର ଏହାର ୧୩୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। ଦିଲ୍ଲୀର ଅଲ ଇଣ୍ଡିଆ କଂଗ୍ରେସର ମୁଖ୍ୟାଳୟ ଆକର୍ଷଣୀୟ ଭାବରେ ସଜାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏଆଇସିସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri