ଜାତୀୟ

ଜୋଷୀମଠରେ ବୁଲଡୋଜର ପହଞ୍ଚିବା ପରେ ଆତ୍ମହତ୍ୟା ଧମକ ଦେଲେ ଲୋକେ

ଡେରାଡୁନ,୧୦ ।୧: ଉତ୍ତରାଖଣ୍ଡର ଜୋଷୀମଠରେ କ୍ଷତିଗ୍ରସ୍ତ ଘର ଗୁଡିକୁ ଭାଙ୍ଗବା କାମ ମଙ୍ଗଳବାର ହେବାର ଥିଲା । ଅଧିକାରୀମାନେ କହିଥିଲେ ଯେଉଁ କୋଠା କ୍ଷତିଗସ୍ତ ହାଇଛି ଏବଂ ଏହା ଅନ୍ୟ କୋଠା ପାଇଁ ବିପଦ ସାଜିବାକୁ ଯାଉଛି ଏଭଳି କୋଠା...

ଦେଢ଼ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ...

ଜେଲ୍‌ରୁ ବାହାରିଲେ କୋଚ୍ଚର ଦମ୍ପତି

ମୁମ୍ବାଇ,୧୦।୧: ଭିଡିଓକନ ଋଣ ଜାଲିଆତି ମାମଲାରେ ‘ସିବିଆଇ’ଦ୍ବାରା ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଥିବା ‘ଆଇସିଆଇସିଆଇ’ ବ୍ୟାଙ୍କର ପୂର୍ବତନ ‘ସିଇଓ’ ଚନ୍ଦା କୋଚ୍ଚର୍‌ ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଫଳରେ ମଙ୍ଗଳବାର...

୧୯ରେ ତେଲେଙ୍ଗାନା ଯିବେ ମୋଦି: ବିକାଶମୂଳକ ପ୍ରକଳ୍ପର କରିବେ ଉଦ୍‌ଘାଟନ

ନୂଆଦିଲ୍ଲୀ, ୧୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୯ ତାରିଖରେ ତେଲେଙ୍ଗାନା ଗସ୍ତ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ୭ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇବେ। ଦୁଇ ମାସ ମଧ୍ୟରେ ଦକ୍ଷିଣ ପ୍ରଦେଶକୁ...

ଶ୍ରଦ୍ଧା ହତ୍ୟା ମାମଲା: ଆଉ ୧୪ ଦିନିଆ ନ୍ୟାୟିକ ହେପାଜତରେ ଅଫତାବ

ନୂଆଦିଲ୍ଲୀ,୧୦।୧: ବହୁ ଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଅଫତାବଙ୍କ ନ୍ୟାୟିକ ହେପାଜତକୁ ପୁଣି ବଢାଇଦିଆଯାଇଛି। ଦିଲ୍ଲୀର ସାକେତ କୋର୍ଟ ଅଫତାବଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ୧୪ଦିନ ପାଇଁ ବୃଦ୍ଧି କରିଛନ୍ତି। ଏହାପୂର୍ବରୁ, ଜାନୁଆରୀ ୪ରେ ଡିଏନ୍‌ଏ ରିପୋର୍ଟ...

ଭାଜପା ପୁସ୍ତକ ପ୍ରକାଶନ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ,୧୦।୧: କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ଟଣାଓଟରା ଆରମ୍ଭ ହୋଇଯାଇଛି। ଶାସକ ଭାଜପା ପ୍ରକାଶ କରିବାକୁ ଯାଉଥିବା ଏକ ପୁସ୍ତକର କଭରରେ କଂଗ୍ରେସ ନେତା ସିଦ୍ଧରମୈୟା ଟିପୁ ସୁଲ୍‌ତାନ ପୋଷାକ ପିନ୍ଧି ହାତରେ ଖଣ୍ଡା ଧରିଥିବା ପୋଷ୍ଟର...

ଆର୍‌ଏସ୍‌ଏସ୍‌କୁ ଏକବିଂଶ ଶତାବ୍ଦୀର କୌରବ କହିଲେ ରାହୁଲ

ଚଣ୍ଡିଗଡ଼,୧୦।୧: ଭାରତ ଯୋଡ଼ୋ ଯାତ୍ରାରେ ଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ପରୋକ୍ଷରେ ସମାଲୋଚନା କରିଛନ୍ତି। ଆର୍‌ଏସ୍‌ଏସ୍‌ ନାଁ ନ ନେଇ ଏକବିଂଶ ଶତାବ୍ଦୀର କୌରବମାନେ ହାଫ୍‌ ପ୍ୟାଣ୍ଟ ପିନ୍ଧୁଛନ୍ତି ବୋଲି ରାହୁଲ...

ରାହୁଲ କହିଲେ କାହିଁକି ଆଉ କେବେ ପିନ୍ଧିଲେ ହାର୍ଫ ଟି ସର୍ଟ, କେବେ ପିନ୍ଧିବେ ସ୍ୱେଟର

ନୂଆଦିଲ୍ଲୀ,୧୦ ।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବେ ଭାରତ ଯୋଡୋ ଯାତ୍ରାକୁ ନେଇ ଖୁବ୍ ବ୍ୟସ୍ତ । ଏହି ଯାତ୍ରା ସମୟରେ ଦେଶରେ ପ୍ରବଳ ଶୀତ ପଡିଥିଲେ ବି ରାହୁଲ ଭାରତ ଯୋଡୋ ଯାତ୍ରାରେ କେବଳ ଟିସର୍ଟରେ...

ଜେଲ୍‌ ଗଲେ ୬ ଅଭିଯୁକ୍ତ

ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ମହିଳା ଅଞ୍ଜଳି ସିଂଙ୍କୁ କାର୍‌ରେ ଧକ୍କା ଦେଇ ୧୩ କିଲୋମିଟର ପର୍ଯ୍ୟନ୍ତ ଘୋଷାଡ଼ିନେବା ଘଟଣାର ୬ ଅଭିଯୁକ୍ତଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେମାନଙ୍କୁ ଜେଲ୍‌ ହାଜତକୁ ଅଣାଯାଇ ଭିଡିଓ କନ୍‌ଫରେନ୍ସ...

୫୦ ଯାତ୍ରୀଙ୍କୁ ଛାଡ଼ି ଚାଲିଗଲା ବିମାନ

ବେଙ୍ଗାଲୁରୁ, ୧୦।୧: ମହିଳା ସହଯାତ୍ରୀଙ୍କ ଉପରେ ଯୁବକ ପରିସ୍ରା କରିବାର ଦୁଇ ଦୁଇଟି ଘଟଣା ଏବେ ଖବରର ଶିରୋନାମା ପାଲଟିଥିବାବେଳେ ଗୋ ଫାଷ୍ଟ ଫ୍ଲାଇଟ୍‌ ବିରୋଧରେ ଏକ ଅବହେଳାପୂର୍ଣ୍ଣ ଅଭିଯୋଗ ସାମ୍ନାକୁ ଆସିଛି। ସୋମବାର ଏହି ଘରୋଇ ବିମାନ ବେଙ୍ଗାଲୁରୁରୁ...

ବିପଦସଙ୍କୁଳ ବିଲି୍ଡଂ ଚିହ୍ନଟ କଲା ପ୍ରଶାସନ

ଡେରାଡୁନ,୧୦।୧: ଉତ୍ତରାଖଣ୍ଡ ଚମୋଲି ଜିଲାର ଜୋଷୀମଠରେ ଜିଲା ପ୍ରଶାସନ ପକ୍ଷରୁ ବିଦପସଙ୍କୁଳ ବିଲ୍ଡିଂ ଚିହ୍ନଟ କରାଯାଇ ସେଗୁଡ଼ିରେ ନାଲିଛକି ଚିହ୍ନ ଦିଆଯାଇଛି। ଯେଉଁ କୋଠାରେ ରହିବା ବିପଜ୍ଜନକ ସେଠାକାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ସିନ୍ଧି ଗାନ୍ଧୀନଗର ଏବଂ...

ସରକାରଙ୍କ ଉଦାସୀନତା ଦାୟୀ

ନୂଆଦିଲ୍ଲୀ,୧୦।୧: ଜୋଷୀମଠ ଓ ଏହାର ଆଖପାଖ ଅଞ୍ଚଳ ବିପଦପୂର୍ଣ୍ଣ ଜୋନ୍‌ରେ ଥିବା ନେଇ ଉତ୍ତରାଖଣ୍ଡ ସରକାରଙ୍କୁ ୨୦୦୧ରେ ରିପୋର୍ଟ ଦିଆଯାଇଥିଲା ବୋଲି ପରିବେଶ ବିଜ୍ଞାନୀ ଚଣ୍ଡି ପ୍ରସାଦ ଭଟ୍ଟ କହିଛନ୍ତି। ରିମୋଟ୍‌ ସେନ୍ସିଂ ଏବଂ ଜିଓଗ୍ରାଫିକ୍‌ ଇନ୍‌ଫର୍ମେଶନ ସିଷ୍ଟମ୍‌ (ଜିଆଇଏସ୍‌)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri